Read ଯିରିମିୟ Chapter 26 Online
Read ଯିରିମିୟ Chapter 26 online from the Holy Bible. This chapter is part of the Book of ଯିରିମିୟ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯିରିମିୟ and the Holy Bible online.
Choose a Chapter
ଯିରିମିୟ 26
ଅଧ୍ୟାୟ 26
1. ଯୋଶିୟଯର ପୁତ୍ର ଯିହୁଦାର ରାଜା ଯିହାୟୋକୀମର ରାଜତ୍ବର ପ୍ରାରମ୍ଭ ରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ଯ ଉପସ୍ଥିତ ହେଲା।
2. ସଦାପ୍ରଭୁ କହିଲେ, " ହେ ଯିରିମିୟ, ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣ ରେ ଠିଆ ହୁଅ। ଯିହୁଦାର ନଗର ସମୂହରୁ ଯେଉଁମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆସୁଛନ୍ତି, ସମାନଙ୍କେୁ ଆମ୍ଭର ଆଜ୍ଞାନୁସା ରେ ସମସ୍ତ କଥା କୁହ, ଗୋଟିଏ ହେଲେ କଥା ଆମ୍ଭର ଛାଡ଼ ନାହିଁ।
3. ସମାନେେ ହୁଏତ ଆମ୍ଭର କଥାପ୍ରତି ଧ୍ଯାନ ଦବେେ ଓ ଆମ୍ଭର ଆଜ୍ଞା ପାଳନ କରିବେ। ହାଇପୋ ରେ ସମାନେେ କୁପଥରୁ ଫରେିବେ। ତାହା ହେଲେ ଆମ୍ଭେ ସମାନଙ୍କେର ଦୁଷ୍ଟତା ଯୋଗୁଁ ସମାନଙ୍କେ ପ୍ରତି ଯେଉଁ ଦଣ୍ଡ ଦବୋକୁ ମନସ୍ଥ କରିଅଛୁ, ସେଥିରୁ ନିବୃତ୍ତ ହବୋ।
4. ପୁଣି ତୁମ୍ଭେ ସମାନଙ୍କେୁ କହିବ, 'ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନେେ ଆମ୍ଭ ବ୍ଯବସ୍ଥାନୁସା ରେ ଚାଲିବ ଓ ଆମ୍ଭର ବାକ୍ଯ ପ୍ରତି ଧ୍ଯାନ ଦବେ।
5. ଆମ୍ଭେ ଆମ୍ଭର ଦାସ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ବାରମ୍ବାର ପଠାଇ ଆସିଛୁ। ମାତ୍ର ତୁମ୍ଭମାନେେ ସମାନଙ୍କେ କଥା ପ୍ରତି ଅବଧାନ କରି ନାହଁ।
6. ଯବେେ ତୁମ୍ଭମାନେେ ଆମ୍ଭର ଆଜ୍ଞା ପାଳନ ନ କରିବ, ତବେେ ଆମ୍ଭେ ଏହି ଗୃହକୁ ଶୀଲୋର ତୁଲ୍ଯ କରିବା ଆଉ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପର ସ୍ଥାନ କରିବା।"'
7. ସଦାପ୍ରଭୁଙ୍କ ମନ୍ଦିର ରେ ଯିରିମିୟ ଏହି କଥା କହିଲା ବେଳେ ସମସ୍ତ ଯାଜକ, ଭବିଷ୍ଯଦବକ୍ତା ଓ ଲୋକମାନେ ଶୁଣିଲେ।
8. ଆଉ ଯିରିମିୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାସବୁ କହିବା ସମାପ୍ତ କଲାପ ରେ ଯାଜକମାନେ, ଭବିଷ୍ଯଦବକ୍ତାମାନେ ଓ ଲୋକମାନେ ଯିରିମିୟଙ୍କୁ ଧରି କହିଲେ, "ତୁମ୍ଭେ ନିଶ୍ଚଯ କରିବ।
9. ସମାନେେ ପୁଣି କହିଲେ, "ତୁମ୍ଭେ କିପରି ସଦାପ୍ରଭୁଙ୍କ ଗୃହ ଶୀଲୋ ସମାନ ହବେ ଓ ୟିରୁଶାଲମ ନଗର ଧ୍ବଂସ ଓ ନିବାସହୀନ ହବେ।" ସଦାପ୍ରଭୁଙ୍କ ମନ୍ଦିର ରେ ସମସ୍ତ ଲୋକ ଯିରିମିୟଙ୍କ ଚାରିପଟେ ରୁଣ୍ଡ ହେଲେ।
10. ଅନନ୍ତ ରେ ଯିହୁଦାର ଅଧିପତିମାନେ ଏହିସବୁ ବିଷଯ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ମନ୍ଦିରକୁ ଆସିଲେ ଓ ସଦାପ୍ରଭୁଙ୍କ ମନ୍ଦିରର ନୂତନ ଦ୍ବାରର ପ୍ରବେଶ ସ୍ଥାନ ରେ ବସିଲେ।
11. ତା'ପ ରେ ଯାଜକମାନେ ଓ ଭବିଷ୍ଯଦବକ୍ତାମାନେ ଅଧିପତିମାନଙ୍କୁ ଓ ସମସ୍ତ ଲୋକଙ୍କୁ ଏହି କଥା କହିଲେ, "ଯିରିମିୟ ପ୍ରାଣଦଣ୍ଡର ଯୋଗ୍ଯ ; କାରଣ ସେ ଏହି ନଗର ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କରିଅଛି, ଏହା ତୁମ୍ଭମାନେେ ସ୍ବକର୍ଣ୍ଣ ରେ ଶୁଣିଅଛ।"
12. ତା'ପ ରେ ଯିରିମିୟ ସମସ୍ତ ଅଧିପତି ଓ ସମସ୍ତ ଲୋକଙ୍କୁ ଏହି କଥା କହିଲେ, "ତୁମ୍ଭମାନେେ ଯେଉଁସବୁ କଥା ଶୁଣିଅଛ, ସହେିସବୁ ଭବିଷ୍ଯଦବାକ୍ଯ ଏହି ମନ୍ଦିର ଓ ଏହି ନଗର ବିରୁଦ୍ଧ ରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ପ୍ ରରଣେ କଲେ।
13. ତେଣୁ ତୁମ୍ଭମାନେେ ନିଜ ନିଜ ଆଚରଣ ଓ କ୍ରିଯା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞା ପାଳନ କର। ତାହା ହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହବେେ।
14. ଆଉ ମାେ ସମ୍ବନ୍ଧ ରେ ହେଉଛି, ମୁଁ ତୁମ୍ଭମାନଙ୍କ ହସ୍ତ ରେ ଅଛି, ଯାହା ତୁମ୍ଭମାନଙ୍କ ଦୃଷ୍ଟି ରେ ଉତ୍ତମ ଓ ଯଥାର୍ଥ ତାହା ମାେ ପ୍ରତି କର।
15. ତୁମ୍ଭମାନେେ ଯଦି ମାେତେ ବଧ କରିବ, ତବେେ ଏହା ନିଶ୍ଚିତ ରୂପେ ଜାଣ ଯେ ତୁମ୍ଭମାନଙ୍କ ଉପ ରେ, ଏହି ନଗର ଉପ ରେ ଓ ତଦନିବାସୀମାନଙ୍କ ଉପ ରେ ନିର୍ଦ୍ ଦୋଷର ରକ୍ତପାତର ଅପରାଧ ଲାଗିବ। କାରଣ ଏହିସବୁ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚର ରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମାେତେ ପ୍ ରରଣେ କରିଅଛନ୍ତି, ଏହା ସତ୍ଯ।"
16. ତା'ପ ରେ ଅଧିପତିଗଣ ଓ ସମସ୍ତ ଲୋକ ଯାଜକମାନଙ୍କୁ ଓ ଭବିଷ୍ଯଦବକ୍ତାମାନଙ୍କୁ କହିଲେ, "ଯିରିମିୟ ପ୍ରାଣଦଣ୍ଡର ଯୋଗ୍ଯ ନୁହେଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଯିରିମିୟଙ୍କୁ ଏହିସବୁ କହିଛନ୍ତି।"
17. ସେତବେେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ଯରୁ କହେି କହେି ଉଠି ସମସ୍ତ ଲୋକଙ୍କୁ ଏହିକଥା କହିଲେ।
18. ଯିହୁଦାର ରାଜା ହିଜକିଯଙ୍କ ସମୟରେ ମେ ରେଷ୍ଟୀଯର ମୀଖା ଭବିଷ୍ଯଦବାକ୍ଯ ପ୍ରଚାର କଲା, "ଆଉ ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା,
19. "ଯିହୁଦାର ରାଜା ହିଜକିଯ ଓ ଯିହୁଦାର ସମସ୍ତ ଲୋକ ମୀଖାକୁ ବଧ କରି ନ ଥିଲେ। ହିଜକିଯ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ। ତେଣୁ ସଦାପ୍ରଭୁ ସମାନଙ୍କେ ବିରୁଦ୍ଧ ରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ ସେ ନିବୃତ୍ତ ହେଲେ। ଯଦି ଆମ୍ଭମାନେେ ଯିରିମିୟଙ୍କ ପ୍ରତି କିଛି କରୁ, ତବେେ ଆମ୍ଭମାନଙ୍କ ପ୍ରାଣର ପ୍ରତିକୂଳ ରେ ଅମଙ୍ଗଳ କରୁଅଛୁ।"
20. ଆହୁରି ସଦାପ୍ରଭୁଙ୍କ ନାମ ରେ ଭବିଷ୍ଯଦବାକ୍ଯ ପ୍ରଚାରକାରୀ ଅନ୍ୟ ଏକ ବ୍ଯକ୍ତି ଥିଲା। ସେ କିରିଯତ୍-ସିଯାରୀମସ୍ଥ ସମଯିଯର ପୁତ୍ର ଉରିଯ ; ସେ ଯିରିମିୟର ସମସ୍ତ ବାକ୍ଯପରି ଏହି ନଗର ଓ ଏହି ଦେଶ ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କରିଥିଲା।
21. ରାଜା ଯିହାୟୋକୀମ୍, ତାଙ୍କର ସମସ୍ତ ବୀରଗଣ ଓ ଯିହୁଦାର ସମସ୍ତ ଅଧିପତିମାନେ ଉରିଯଙ୍କ ଭବିଷ୍ଯଦବାଣୀ ଶୁଣିଲେ। ତା'ପ ରେ ରାଜା ଯିହାୟୋକୀମ୍ ତାହାକୁ ବଧ କରିବାକୁ ଚେଷ୍ଟା କଲା। ମାତ୍ର ଉରିଯ ଭୟଭୀତ ହାଇେ ମିଶରକୁ ପଳାଇଲା।
22. ମାତ୍ର ରାଜା ଯିହାୟୋଦାରକୀମ୍ ଅକବୋରର ପୁତ୍ର ଇଲନାଥନକୁ ଓ ତାଙ୍କ ସହିତ ଅନ୍ୟ କେତକେ ଲୋକଙ୍କୁ ମିଶରକୁ ପଠାଇଲା।
23. ତହୁଁ ସମାନେେ ଉରିଯକୁ ମିଶରରୁ ଆଣି ଯିହାୟୋଦାରକୀମ୍ ନିକଟରେ ଉପସ୍ଥିତ କରାଇଲେ। ରାଜାଙ୍କ ଆଦେଶ ରେ ଉରିଯକୁ ଖଡ୍ଗ ରେ ବଧ କରାଗଲା ଓ ଦରିଦ୍ର ଲୋକମାନଙ୍କ କବର ସ୍ଥାନ ରେ ତାହାର ଶବ ପକାଗଲା।
24. ଯାହା ହେଉ, ଶାଫନର ପୁତ୍ର ଅହୀକାମ ଯିରିମିୟକୁ ରକ୍ଷା କଲେ। ଯେଉଁଥିପାଇଁ ତାଙ୍କୁ ହତ୍ଯା କରିବା ପାଇଁ ଲୋକମାନଙ୍କୁ ହସ୍ତାନ୍ତର କରାଗଲା ନାହିଁ।
About ଯିରିମିୟ Chapter 26
Read ଯିରିମିୟ Chapter 26 online from the Holy Bible. This chapter is part of the Book of ଯିରିମିୟ in the Old Testament. Continue reading with the chapter navigation above or explore the complete book.
Book Information
Book: ଯିରିମିୟ
Chapter: 26
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଯିରିମିୟ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଯିରିମିୟ Chapter 26 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଯିରିମିୟ Chapter 26?
ଯିରିମିୟ Chapter 26 is part of the Book of ଯିରିମିୟ in the Holy Bible.
Can I read this chapter online?
Yes. You can read the complete ଯିରିମିୟ Chapter 26 online for free with easy chapter navigation.
More Chapters from ପୁରାତନ ନିୟମ
- ଆଦି ପୁସ୍ତକ Chapter 2
- ଆଦି ପୁସ୍ତକ Chapter 14
- ଆଦି ପୁସ୍ତକ Chapter 10
- ଆଦି ପୁସ୍ତକ Chapter 1
- ଆଦି ପୁସ୍ତକ Chapter 26
- ଆଦି ପୁସ୍ତକ Chapter 7
- ଆଦି ପୁସ୍ତକ Chapter 38
Explore More from ଯିରିମିୟ
- ଯିରିମିୟ Chapter 31
- ଯିରିମିୟ Chapter 51
- ଯିରିମିୟ Chapter 8
- ଯିରିମିୟ Chapter 32
- ଯିରିମିୟ Chapter 22
- ଯିରିମିୟ Chapter 25
- ଯିରିମିୟ Chapter 27