ଯିରିମିୟ Chapter 30

For English

Read ଯିରିମିୟ Chapter 30 Online

Read ଯିରିମିୟ Chapter 30 online from the Holy Bible. This chapter is part of the Book of ଯିରିମିୟ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯିରିମିୟ and the Holy Bible online.

Choose a Chapter

ଯିରିମିୟ 30

ଅଧ୍ୟାୟ 30

1. ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ଯ ଉପସ୍ଥିତ ହେଲା।

2. ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, " ହେ ଯିରିମିୟ, ଆମ୍ଭେ ତୁମ୍ଭକୁ ଯେଉଁସବୁ କଥା କହିଅଛୁ, ତାହା ତୁମ୍ଭେ ଗୋଟିଏ ପୁସ୍ତକରେ ଲେଖି ରଖ।

3. କାରଣ ସଦାପ୍ରଭୁ କହନ୍ତି, ସମୟ ଆସିବ" " ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇଶ୍ରାୟେଲର ଓ ଯିହୁଦାର ବନ୍ଦୀତ୍ବ ଅବସ୍ଥା ପରିବର୍ତ୍ତନ କରିବା।" ପୁଣି ସଦାପ୍ରଭୁ କହନ୍ତି, "ଏପରି ସମୟ ଆସିବ ଯେଉଁ ସମୟରେ ଆମ୍ଭେ ସମାନଙ୍କେ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦଇେଅଛୁ, ସହେି ଦେଶକୁ ସମାନଙ୍କେୁ ଫରୋଇ ଆଣିବା ଓ ସମାନେେ ତାହା ଅଧିକାର କରିବେ।"

4. ଇଶ୍ରାୟେଲ ଓ ଯିହୁଦା ବିଷଯ ରେ ସଦାପ୍ରଭୁ କହିଲେ।

5. ସଦାପ୍ରଭୁ ଏହା କହିଲେ,

6. "ପ୍ରେତ୍ୟକକ ଲୋକଙ୍କୁ ପଚାରି ବୁଝ, ସମାନେେ କ'ଣ ପ୍ରସବ ବଦନୋ ପାଉଛନ୍ତି ? ତାହା ନ ହେଲେ ପ୍ରେତ୍ୟକକ ପୁରୁଷ କାହିଁକି ପ୍ରସବ ବଦନୋ ପାଇଲା ପରି ଆପଣା କଟିଦେଶ ରେ ହସ୍ତ ରଖିଛନ୍ତି ଓ ପ୍ରେତ୍ୟକକଙ୍କର ମୁଖ ମଳିନ ପଡ଼ିଛି କାହିଁକି ?

7. "ଆହା, ସଦେିନ ଅତି ମହାନ୍। ତାହା ସମାନ ଆଉ ଦିନ ନାହିଁ। ତାହା ଯାକୁବର ସଙ୍କଟକାଳ, ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।

8. " ସହେି ସମୟରେ" ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, "ଆମ୍ଭେ ଯିହୁଦା ଓ ଇଶ୍ରାୟେଲର ଲୋକମାନଙ୍କ ସ୍କନ୍ଦରୁ ୟୁଆଳି ସବୁ ଭାଙ୍ଗି ପକାଇବା ଓ ସମାନଙ୍କେର ବନ୍ଧନସବୁ ଛିଣ୍ଡାଇ ପକାଇବା। ପୁଣି ବିଦେଶୀମାନେ ସମାନଙ୍କେୁ ଦାସ୍ଯକର୍ମ କରାଇବେ ନାହିଁ।

9. ଆଉ ସମାନେେ ବିଦେଶୀମାନଙ୍କର ସବୋ କରିବେ ନାହିଁ। ସମାନେେ ସମାନଙ୍କେର ପରମେଶ୍ବର ସଦାପ୍ରଭୁଙ୍କୁ ସବୋ କରିବେ। ଆଉ ସମାନଙ୍କେ ପାଇଁ ପଠାଇଥିବା ରାଜା ଦାଉଦଙ୍କର ସବୋ କରିବେ।

10. ଏରୁ ସଦାପ୍ରଭୁ କହନ୍ତି, " ହେ ଯାକୁବ, ତୁମ୍ଭେ ଆମ୍ଭର ଦାସ, ତୁମ୍ଭେ ଭୟ କର ନାହିଁ।" ଆଉ " ହେ ଇଶ୍ରାୟେଲ, ତୁମ୍ଭେ ନିରାଶ ହୁଅ ନାହିଁ। କାରଣ ଆମ୍ଭେ ବହୁ ଦୂର ଦେଶରୁ ଓ ତୁମ୍ଭକୁ ବନ୍ଦୀତ୍ବ ଦେଶରୁ ଉଦ୍ଧାର କରିଅଛୁ। ପୁଣି ଯାକୁବ ଫରେିଆସି ଶାନ୍ତି ରେ ଓ ନିରାପଦ ରେ ରହିବ। କହେି ତାହାକୁ ଭୟ ଦଖାଇବେେ ନାହିଁ।

11. ପୁଣି ସଦାପ୍ରଭୁ କହନ୍ତି, " ହେ ଇଶ୍ରାୟେଲ ଓ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ।" " ଯେଉଁ ଗୋଷ୍ଠୀମାନଙ୍କ ମଧିଅରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ। ସହେି ସମସ୍ତଙ୍କୁ ସୂର୍ଣ୍ଣ ରୂପେ ସଂହାର କରିବା। ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସୂର୍ଣ୍ଣ ରୂପେ ସଂହାର କରିବା ନାହିଁ। ତଥାପି ଆମ୍ଭେ ବିବଚେନା ପୂର୍ବକ ତୁମ୍ଭମାନଙ୍କୁ ଶାସ୍ତି ଦବୋ। ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଓ ଅନୁଶାସିତ କରିବା।"

12. ପୁଣି ସଦାପ୍ରଭୁ କହନ୍ତି, "ତୁମ୍ଭମାନଙ୍କର କ୍ଷତ ଦୁରା ରୋଗ୍ଯ ଓ ତୁମ୍ଭମାନଙ୍କର ଘା କବେେ ପୂରଣ ହବେ ନାହିଁ।

13. ତୁମ୍ଭମାନଙ୍କର ଘା'ର ଯତ୍ନ କହେି ନବେେ ନାହିଁ, ତେଣୁ ତାହା ସୁସ୍ଥ ହବେ ନାହିଁ।

14. ତୁମ୍ଭେ ବହୁ ଗୋଷ୍ଠୀ ସହିତ ବନ୍ଧୁତା ସ୍ଥାପନ କରିଅଛ। ମାତ୍ର 'ବନ୍ଧୁମାନେ' ତୁମ୍ଭକୁ ପାଶୋରି ଅଛନ୍ତି। ସମାନେେ ତୁମ୍ଭକୁ ମନେ ପକାନ୍ତି ନାହିଁ। କାରଣ ତୁମ୍ଭର ବହୁ ଅଧର୍ମ ଓ ବହୁ ପାପ ୟୋଗୁଁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ଯ ଆଘାତ କରିଅଛୁ ଓ ନିର୍ଦ୍ଦଯ ଲୋକ ତୁଲ୍ଯ ଶାସ୍ତି ଦଇେଅଛୁ।

15. ହେ ଇଶ୍ରାୟେଲ ଓ ଯିହୁଦା, ତୁମ୍ଭମାନେେ ଆପଣା କ୍ଷତ ଯୋଗୁଁ କାହିଁକି କ୍ରନ୍ଦନ କରୁଛ ? ତୁମ୍ଭମାନଙ୍କର ଏହି କ୍ଷତ ୟନ୍ତ୍ରଣାଦାୟକ ଓ ଦୁରା ରୋଗ୍ଯ। ତୁମ୍ଭମାନଙ୍କର ଅଧର୍ମ ଅନକେ ଓ ପାପ ବହୁତ। ତେଣୁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଏହିସବୁ କରିଅଛୁ।

16. ଏଣୁ ଯେଉଁମାନେ ତୁମ୍ଭମାନଙ୍କୁ ଗ୍ରାସ କରନ୍ତି, ସମାନେେ ଗ୍ରାସିତ ହବେେ। ତୁମ୍ଭର ବିପକ୍ଷ ସମସ୍ତେ ସମାନଙ୍କେର ପ୍ରେତ୍ୟକକର ବନ୍ଦୀତ୍ବ ସ୍ଥାନକୁ ଯିବେ। ଆଉ ଯେଉଁମାନେ ତୁମ୍ଭମାନଙ୍କୁ ଲୁଣ୍ଠନ କରନ୍ତି, ସମାନେେ ଲୁଣ୍ଠିତ ହବେେ। ଯେଉଁମାନେ ତୁମ୍ଭମାନଙ୍କର ଦ୍ରବ୍ଯ ଅପହରଣ କରନ୍ତି, ଆମ୍ଭେ ସମାନଙ୍କେର ଦ୍ରବ୍ଯ ଅପହରଣ କରାଇବା।

17. କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘା'ସବୁ ସୁସ୍ଥ କରିବା।" "କାରଣ ସମାନେେ ତୁମ୍ଭକୁ ବାସନ୍ଦ ବା ଦୂରୀକୃତା ବୋଲି କହନ୍ତି। 'ଆଉ ସିୟୋନକୁ କହେି ଚାହାଁନ୍ତି ନାହିଁ।"

18. ସଦାପ୍ରଭୁ କହନ୍ତି, "ମୁଁ ଯାକୁବର ତମ୍ବୁଗୁଡ଼ିକର ବନ୍ଦୀତ୍ବର ପରିବର୍ତ୍ତନ କରିବି ଓ ତାହାର ସମସ୍ତ ବାସସ୍ଥାନ ପ୍ରତି ଦୟା କରିବି। ସହେି ଧ୍ବଂସ୍ତ ସ୍ଥାନ ରେ ନଗର ନିର୍ମିତ ହବେ ଓ ରାଜଗୃହ ଯଥା ସ୍ଥାନ ରେ ପୁନଃନିର୍ମିତ ହବେ।

19. ସହେି ସ୍ଥାନମାନଙ୍କରୁ ଧନ୍ଯବାଦ ଓ ଆନନ୍ଦର ଧ୍ବନି ବାହାରିବ। ଆମ୍ଭେ ସମାନଙ୍କେୁ ଅସଂଖ୍ଯ କରିବା। ସମାନେେ ଅଳ୍ପ ସଂଖ୍ଯକ ହାଇେ ରହିବେ ନାହିଁ ଆଉ ଆମ୍ଭେ ସମାନଙ୍କେୁ ଗୌରବନ୍ବିତ କରିବା। କହେି ସମାନଙ୍କେୁ ଘୃଣା କରିବେ ନାହିଁ।

20. "ଯାକୁବର ସନ୍ତାନଗଣ ଇଶ୍ରାୟେଲର ପୂର୍ବପରି ହବେେ। ଆମ୍ଭେ ଇଶ୍ରାୟେଲ ଓ ଯିହୁଦାକୁ ଶକ୍ତିଶାଳୀ କରାଇବା। ଯେଉଁମାନେ ସମାନଙ୍କେ ଉପ ରେ ଉପଦ୍ରବ କରିବେ ଆମ୍ଭେ ସମାନଙ୍କେୁ ଶାସ୍ତି ଦବୋ।

21. ପୁଣି ସମାନଙ୍କେର ଅଧିପତି ସମାନଙ୍କେ ମଧ୍ଯରୁ ହବେେ। ସମାନଙ୍କେର ଶାସନକର୍ତ୍ତା ସମାନଙ୍କେ ମଧ୍ଯରୁ ସୃଷ୍ଟି ହବେେ। ଆଉ ଆମ୍ଭେ ତାହାକୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଯେ ଆସିବା ପାଇଁ ସାହସ କରିଅଛନ୍ତି, ସେ କିଏ ?

22. ପୁଣି ତୁମ୍ଭମାନେେ ଆମ୍ଭର ଲୋକ ହବେ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ବର ହବୋ।"

23. "ଆଉ ସଦାପ୍ରଭୁଙ୍କର ପ୍ରଚଣ୍ଡ କୋରଧ ସର୍ବନାଶକାରୀ ଝଡ ଓ ତାଫୋନ ସଦୃଶ ଦୁଷ୍ଟମାନଙ୍କ ମସ୍ତକରେ ଆସି ଲାଗିବ।

24. ପୁଣି ସଦାପ୍ରଭୁଙ୍କର ମନର ଅଭିପ୍ରାଯ ସଫଳ ଓ ସିଦ୍ଧ ନ ହବୋ ପର୍ୟ୍ଯନ୍ତ ତାଙ୍କର ପ୍ରଜ୍ବଳିତ କୋର୍ଧ ପଶମିତ ହବେ ନାହିଁ। ତୁମ୍ଭମାନେେ ଅନ୍ତିମ ସମୟରେ ତାହା ବୁଝିବ।"

About ଯିରିମିୟ Chapter 30

Read ଯିରିମିୟ Chapter 30 online from the Holy Bible. This chapter is part of the Book of ଯିରିମିୟ in the Old Testament. Continue reading with the chapter navigation above or explore the complete book.

Book Information

Book: ଯିରିମିୟ
Chapter: 30
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଯିରିମିୟ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯିରିମିୟ Chapter 30 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯିରିମିୟ Chapter 30?

ଯିରିମିୟ Chapter 30 is part of the Book of ଯିରିମିୟ in the Holy Bible.

Can I read this chapter online?

Yes. You can read the complete ଯିରିମିୟ Chapter 30 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 1
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 38
  6. ଆଦି ପୁସ୍ତକ Chapter 30
  7. ଆଦି ପୁସ୍ତକ Chapter 21

Explore More from ଯିରିମିୟ

  1. ଯିରିମିୟ Chapter 47
  2. ଯିରିମିୟ Chapter 44
  3. ଯିରିମିୟ Chapter 9
  4. ଯିରିମିୟ Chapter 49
  5. ଯିରିମିୟ Chapter 19
  6. ଯିରିମିୟ Chapter 36
  7. ଯିରିମିୟ Chapter 22

Related Chapters & Readings

  1. ଦ୍ୱିତୀୟ ବିବରଣ Chapter 20
  2. ଗଣନା ପୁସ୍ତକ Chapter 35
  3. ଗୀତସଂହିତା Chapter 123
  4. ପ୍ରେରିତ Chapter 9
  5. 1 ଯୋହନ Chapter 4
  6. ଯିରିମିୟ Chapter 6
  7. ଲେବୀୟ ପୁସ୍ତକ Chapter 10
Share Your Love

Leave a Reply

Your email address will not be published. Required fields are marked *