ଯିରିମିୟ Chapter 33

For English

Read ଯିରିମିୟ Chapter 33 Online

Read ଯିରିମିୟ Chapter 33 online from the Holy Bible. This chapter is part of the Book of ଯିରିମିୟ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯିରିମିୟ and the Holy Bible online.

Choose a Chapter

ଯିରିମିୟ 33

ଅଧ୍ୟାୟ 33

1. ଆହୁରି ଯିରିମିୟ ପ୍ରହରୀ ପ୍ରାଙ୍ଗଣ ରେ ବନ୍ଦୀ ଥିଲା ବେଳେ ସଦାପ୍ରଭୁଙ୍କର ବାକ୍ଯ ଦ୍ବିତୀୟ ଥର ତାଙ୍କ ନିକଟରେ ଉପସ୍ଥିତ ହେଲା।

2. ୟିଏ ଏହି ପୃଥିବୀର ସୃଷ୍ଟିକର୍ତ୍ତା ଏବଂ ସେ ଏହାକୁ ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଛନ୍ତି। ସଦାପ୍ରଭୁ ତାଙ୍କର ନାମ। ସହେି ସଦାପ୍ରଭୁ ଏହା କହନ୍ତି।

3. " ହେ ଯିହୁଦା, ତୁମ୍ଭେ ଆମ୍ଭକୁ ପ୍ରାର୍ଥନା କର ଏବଂ ଆମ୍ଭେ ତୁମ୍ଭକୁ ଉତ୍ତର ଦବୋ। ଆମ୍ଭେ ତୁମ୍ଭକୁ ଗୁପ୍ତ ଓ ମହତ୍ ବିଷଯ ଶୁଣାଇବା, ଯାହା ତୁମ୍ଭେ ଜାଣି ନାହଁ।

4. ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁ ୟିରୁଶାଲମ ବିଷଯ ରେ ଏହି କଥା କହନ୍ତି। ଶତ୍ରୁସୈନ୍ଯ ନଗରର ସକଳ ଗୃହ ଓ ଯିହୁଦାର ରାଜଗଣର ସମସ୍ତ ପ୍ରାସାଦ ଭୂମିସାତ୍ କରିବେ। ସମାନେେ ପ୍ରାଚୀର ଉପ ରେ ସିଡ଼ି ନିର୍ମାଣ କରି ଖଡ୍ଗ ରେ ନଗର ଲୋକଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ।

5. ୟିରୁଶାଲମର ଲୋକମାନେ ବହୁ ଦୁଷ୍କର୍ମ କରିଅଛନ୍ତି। ଆମ୍ଭେ ସମାନଙ୍କେୁ ପ୍ରଚଣ୍ଡ କୋପ ରେ ବିନାଶ କରିଅଛୁ ପୁଣି କଲଦୀଯମାନେ ସମାନଙ୍କେ ସହିତ ୟୁଦ୍ଧ କରିବାକୁ ଆସିବେ। ଆମ୍ଭର କୋରଧ ଯୋଗୁଁ ସମାନଙ୍କେ ଗୃହ ଶବ ରେ ପରିପୂର୍ଣ୍ଣ ହବେ।

6. "ମାତ୍ର ଆମ୍ଭେ ସମାନଙ୍କେୁ କ୍ଷମା କରି ଆରୋଗ୍ୟ କରିବା। ସମାନେେ ଚିରନ୍ତନ ଐଶ୍ବର୍ୟ୍ଯ ଓ ଶାନ୍ତି ଆନନ୍ଦ ଉଲ୍ଲାସ କରିବେ।

7. ଆମ୍ଭେ ଇଶ୍ରାୟେଲ ଓ ଯିହୁଦାର ଲୋକମାନଙ୍କର ବନ୍ଦୀତ୍ବ ଅବସ୍ଥାର ପରିବର୍ତ୍ତନ କରି ସମାନଙ୍କେ ପ୍ରତି ମଙ୍ଗଳ ବିଧାନ କରିବା। ସମାନଙ୍କେୁ ଅତୀତ ପରି ଶକ୍ତିଶାଳୀ କରିବା।

8. ସମାନେେ ଆମ୍ଭ ବିରୁଦ୍ଧ ରେ ଅଧର୍ମାଚରଣ କରି ଯେଉଁ ପାପ କରିଅଛନ୍ତି ଆମ୍ଭେ ସମାନଙ୍କେୁ ସେଥିରୁ ଶୁଚି କରିବା। ପୁଣି ସମାନେେ ଆମ୍ଭର ଆଜ୍ଞା ଲଙ୍ଘନ କରି ଯେଉଁ ଅଧର୍ମ ଓ ପାପ କରିଅଛନ୍ତି, ଆମ୍ଭେ ସେଥିରୁ ସମାନଙ୍କେୁ କ୍ଷମା କରିବା।

9. ତା'ପ ରେ ୟିରୁଶାଲମ ପୃଥିବୀସ୍ଥ ଦେଶମାନଙ୍କ ମଧିଅରେ ଏକ ଶ୍ ରେଷ୍ଠ ସ୍ଥାନ ହବେ। ଲୋକମାନେ ଏପରି ସୁଖ ରେ ରହିବେ ଯେ ଅନ୍ୟ ଗୋଷ୍ଠୀଗଣ ତା'ର ପ୍ରଶଂସା ଓ ଗୌରବ ଗାନ କରିବେ। ଆମ୍ଭେ ତାହା ପାଇଁ ମଙ୍ଗଳ ଓ ଶାନ୍ତି ଆଯୋଜନ କରିବା, ତାହା ସମାନେେ ଶ୍ରବଣ କରିବେ। ଅନ୍ୟ ଲୋକେ ଭୀତ ଓ ଆଶ୍ଚର୍ୟ୍ଯ ହବେେ।

10. "ତୁମ୍ଭମାନେେ କହୁଅଛ, 'ଏହି ସ୍ଥାନ ନରଶୂନ୍ଯ ଓ ପଶୁଶୂନ୍ଯ ହାଇେ ଏକ ଧ୍ବଂସିତ ନଗର ହବେ।' ମାତ୍ର ଏହି ସ୍ଥାନ ଖୁବ୍ ଶୀଘ୍ର କୋଳାହଳପୂର୍ଣ୍ଣ ହବେ।

11. ସଦାପ୍ରଭୁ କହନ୍ତି, ଏଠା ରେ ତୁମ୍ଭମାନେେ ଆନନ୍ଦ ଧ୍ବନି ଓ ହର୍ଷନାଦ, ବର କନ୍ଯାଙ୍କର ହର୍ଷଧ୍ବନି, ସଦାପ୍ରଭୁଙ୍କର ପ୍ରଶଂସାଗାନର କୋଳାହଳ ପାଇବ। ସମାନେେ କହିବେ, 'ସଦାପ୍ରଭୁ ମଙ୍ଗଳମଯ ଓ ତାଙ୍କର କରୁଣା ସଦାକାଳ ସ୍ଥାଯୀ।' ତେଣୁ ତାଙ୍କର ଧନ୍ଯବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ଯବାଦସ୍ବରୂପ ବଳି ଆଣିବାର ଶବ୍ଦ ଶୁଣାୟିବ। ଏହା ହବେ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ଯ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସପରେି ହାଇଯେିବ।"

12. ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, "ଏହି ଜନଶୂନ୍ଯ ଓ ପଶୁଶୂନ୍ଯ ଧ୍ବଂସ ସ୍ଥାନ ରେଓ ତହିଁର ସକଳ ନଗର ରେ ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହବେ। ସମାନେେ ସେ ସ୍ଥାନ ରେ ଆପଣା ଆପଣା ମଷେପଲଙ୍କୁ ବିଶ୍ରାମ କରାଇବେ।

13. ସଦାପ୍ରଭୁ କହନ୍ତି, ପାର୍ବତୀଯ ଦେଶର ନଗର ସମୂହ ରେ, ନିମ୍ନଭୂମିର ନଗରମାନଙ୍କ ରେ, ଦକ୍ଷିଣଦିଗସ୍ଥ ସକଳ ନଗର ରେ, ବିନ୍ଯାମୀନ ଦେଶ ରେ, ୟିରୁଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳ ରେ ଓ ଯିହୁଦାର ନଗରମାନଙ୍କ ରେ ଲୋକମାନେ ସମାନଙ୍କେର ମଷେପଲଙ୍କୁ ଗଣନା କରିବେ।"

14. ପୁଣି ସଦାପ୍ରଭୁ କହନ୍ତି, "ଆମ୍ଭେ ଇଶ୍ରାୟେଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧ ରେ ଯେଉଁ ମଙ୍ଗଳ ବାକ୍ଯ କହିଅଛୁ। ତାହାକୁ ସଫଳ କରିବାର ସମୟ ଆସୁଅଛି।

15. ସହେି ସମୟରେ ଆମ୍ଭେ ଦାଉଦ ବଂଶ ରେ ଧର୍ମସ୍ବରୂପ ଏକ 'ଶାଖା' ଉତ୍ପନ୍ନ କରାଇବା। ସହେି 'ଶାଖା' ସେ ଦେଶ ରେ ନ୍ଯାଯ ଓ ଧାର୍ମିକତା ବିଚାର ପ୍ରତିଷ୍ଠା କରିବେ।

16. ସହେି ସମୟରେ ସେ ଯିହୁଦା ପରିତ୍ରାଣ ପାଇବ ଓ ୟିରୁଶାଲମ ନିରାପଦ ରେ ବାସ କରିବ। ଆଉ 'ସଦାପ୍ରଭୁ ଆମ୍ଭମାନଙ୍କର ପରିଚାଳକ ହବେେ, ସଦାପ୍ରଭୁ ଆମ୍ଭର ନ୍ଯାଯବାନ।"'

17. ଆଉ ସଦାପ୍ରଭୁ କହନ୍ତି, "ଦାଉଦ ବଂଶରୁ ଜଣେ ସର୍ବଦା ଇଶ୍ରାୟେଲୀୟ ବଂଶର ସିଂହାସନ ରେ ଉପବିଷ୍ଟ ହବେ।

18. ପୁଣି ଆମ୍ଭ ସମ୍ମୁଖ ରେ ହାମବେଳି ଶସ୍ଯ ନବୈେଦ୍ଯ ଦାହ ଓ ନିତ୍ଯ ବଳିଦାନ କରିବା ପାଇଁ ଲବେୀୟ ବଂଶରୁ ଜଣେ ଯାଜକ ସର୍ବଦା ରହିବ।"

19. ଅନନ୍ତର ସଦାପ୍ରଭୁଙ୍କଠାରୁ ଏହି ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।

20. ସଦାପ୍ରଭୁ କହନ୍ତି, "ଯଦି କହେି ଦିନରାତି ସହିତ ନିଯମ ଭଙ୍ଗ କରେ, ସେ ନିଯମିତ ଭାବରେ ଦଖାେ ଦିଏ ନାହିଁ। ମାତ୍ର ଯଥା ସମୟରେ ଦିବାରାତ୍ରି ହୁଏ।

21. ମାତ୍ର ସେତବେେଳେ ଆମ୍ଭର ସବେକ ଦାଉଦ ସହିତ ନିଯମ ଭଙ୍ଗ କରାୟିବ। ତା'ର ବଂଶଧର ମଧ୍ଯରୁ ଜଣେ ସର୍ବଦା ୟିରୁଶାଲମ ରେ ଶାସନ କରିବ ଏବଂ ଏହି ଲବେୀୟ ଚିରଦିନ ମାରେ ଯାଜକ ରୂପେ ଦବୋ କରିବ।

22. ଯେପରି ଆକାଶର ତାରା ଗଣା ୟାଇପାରିବ ନାହିଁ କି ସମୁଦ୍ରର ବାଲୁକା ମପା ୟାଇପାରିବ ନାହିଁ, ସହେିପରି ଆମ୍ଭେ ଦାଉଦ ବଂଶଧରକୁ ଓ ଲବେୀୟ ପରିବାରବର୍ଗକୁ ଏତେ ସଂଖ୍ଯା ରେ ଦାସ ଓ ପରିଚାରକ ପଠାଇବା ସଗେୁଡ଼ିକ ମଧ୍ଯ ଆକଳନ ହବେେ।"

23. ଅନନ୍ତର ଯିରିମିୟ ସଦାପ୍ରଭୁଙ୍କର ବାକ୍ଯ ପ୍ରାପ୍ତ ହେଲେ।

24. " ସେ କହନ୍ତି ହେ ଯିରିମିୟ, ଲୋକେ ଯାହା କହୁଛନ୍ତି ତୁମ୍ଭେ କବେେ ତାହା ବିବଚେନା କରିଛ ? ସମାନେେ କହନ୍ତି, 'ସଦାପ୍ରଭୁ ଆପଣା ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ଯ କରିଅଛନ୍ତି। ଏହିରୂପେ ସମାନେେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି।' ସମାନଙ୍କେ ସାକ୍ଷାତ ରେ ସମାନେେ ଏକ ଗୋଷ୍ଠୀ ହାଇେ ଯେପରି ରହିବେ ନାହିଁ।"

25. ସଦାପ୍ରଭୁ କହନ୍ତି, "ଯଦି ଦିବାରାତ୍ରି ସମ୍ବନ୍ଧୀଯ ଆମ୍ଭର ନିଯମ ସ୍ଥିର ନ ରହେ ଓ ଆମ୍ଭେ ଯବେେ ଆକାଶର ଓ ପୃଥିବୀର ବିଧି ସକଳ ନିରୂପଣ କରି ନ ଥାଉ, ତାହା ହେଲେ ତୁମ୍ଭେ ଆମ୍ଭକୁ ଅଗ୍ରାହ୍ଯ କରିବା।

26. ତାହା ହେଲେ ଆମ୍ଭେ ଯାକୁବର ବଂଶଧର ଏବଂ ଆମ୍ଭର ସବେକ ଦାଉଦର ବଂଶଧରଗଣଙ୍କୁ ଅବ୍ରାହାମ, ଇସହାକ୍ ଓ ଯାକୁବର ବଂଶଧରଗଣ ଉପ ରେ ଶାସକରୂପେ ମନୋନୀତ କରିବାକୁ ପ୍ରତ୍ଯାଖାନ କରିବା କି ? ଏହା ହବେ ନାହିଁ, କାରଣ ଆମ୍ଭେ ସମାନଙ୍କେର ପୂର୍ବ ଅବସ୍ଥା ସ୍ଥାପନ କରିବା ଓ ସମାନଙ୍କେ ଉପ ରେ କୃପା କରିବା।"

About ଯିରିମିୟ Chapter 33

Read ଯିରିମିୟ Chapter 33 online from the Holy Bible. This chapter is part of the Book of ଯିରିମିୟ in the Old Testament. Continue reading with the chapter navigation above or explore the complete book.

Book Information

Book: ଯିରିମିୟ
Chapter: 33
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଯିରିମିୟ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯିରିମିୟ Chapter 33 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯିରିମିୟ Chapter 33?

ଯିରିମିୟ Chapter 33 is part of the Book of ଯିରିମିୟ in the Holy Bible.

Can I read this chapter online?

Yes. You can read the complete ଯିରିମିୟ Chapter 33 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 1
  2. ଆଦି ପୁସ୍ତକ Chapter 2
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 12
  6. ଆଦି ପୁସ୍ତକ Chapter 11
  7. ଆଦି ପୁସ୍ତକ Chapter 3

Explore More from ଯିରିମିୟ

  1. ଯିରିମିୟ Chapter 36
  2. ଯିରିମିୟ Chapter 19
  3. ଯିରିମିୟ Chapter 20
  4. ଯିରିମିୟ Chapter 18
  5. ଯିରିମିୟ Chapter 49
  6. ଯିରିମିୟ Chapter 6
  7. ଯିରିମିୟ Chapter 4

Related Chapters & Readings

  1. 1 ଯୋହନ Chapter 4
  2. ପ୍ରଥମ ଶାମୁୟେଲ Chapter 5
  3. ଲୂକ Chapter 5
  4. ପ୍ରେରିତ Chapter 25
  5. ଗୀତସଂହିତା Chapter 17
  6. ଗୀତସଂହିତା Chapter 82
  7. ଯୂଦା Chapter 1
Share Your Love

Leave a Reply

Your email address will not be published. Required fields are marked *