ଯିରିମିୟ Chapter 39

For English

Read ଯିରିମିୟ Chapter 39 Online

Read ଯିରିମିୟ Chapter 39 online from the Holy Bible. This chapter is part of the Book of ଯିରିମିୟ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯିରିମିୟ and the Holy Bible online.

Choose a Chapter

ଯିରିମିୟ 39

ଅଧ୍ୟାୟ 39

1. ଅନନ୍ତର ଯିହୁଦାର ରାଜା ସିଦିକିଯର ରାଜଜ୍ବର ନବମ ବର୍ଷର ଦଶମ ମାସ ରେ ବାବିଲର ରାଜା ନବୁଖଦନିତ୍ସର ଓ ତାହାର ସମସ୍ତ ସୈନ୍ଯ ୟିରୁଶାଲମର ବିରୁଦ୍ଧ ରେ ଆସି ତାହା ଅବରୋଧ କଲେ।

2. ସିଦିକିଯର ରାଜତ୍ବର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନ ରେ ଏହି ନଗରର ପ୍ରାଚୀର ଭଙ୍ଗାଗଲା ଓ ୟିରୁଶାଲମକୁ କରଗତ କରାଗଲା।

3. ତା'ପ ରେ ବାବିଲ ରାଜାର ସମସ୍ତ ଅଧିପତିମାନେ ଯଥା : ର୍ନଗେଲଶ ରେତ୍ସର, ସମଗର-ନବୋ, ଶସଖୀମ, ରବସାରୀସ୍ ଓ ରବମାଗ ପ୍ରଭୃତି ବାବିଲ ରାଜାର ଅବିଶିଷ୍ଟ ଅଧିପତି ସମସ୍ତେ ଆସି ମାଧ୍ଯମ ଦ୍ବାର ରେ ବସିଲେ।

4. ତହୁଁ ଯିହୁଦାର ରାଜା ସିଦିକିଯ ଓ ସମସ୍ତ ସୈନ୍ଯଗଣ ସମାନଙ୍କେୁ ଦେଖି ପଳାଯନ କଲେ। ସମାନେେ ରାତ୍ରିକାଳ ରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦଇେ ଦୁଇ ପ୍ରାଚୀରର ମଧ୍ଯସ୍ଥିତ ଦ୍ବାର ରେ ନଗରରୁ ବାହାରି ଗଲେ। ପୁଣି ସମାନେେ ପ୍ରାନ୍ତର ଆଡ଼େ ଚାଲିଲେ।

5. ମାତ୍ର କଲଦୀଯମାନଙ୍କର ସୈନ୍ଯ ସମାନଙ୍କେ ପେଛ ପେଛ ଗୋଡ଼ାଇ ଯିରୀହାେ ପଦା ରେ ସିଦିକିଯ ନିକଟରେ ପହନ୍ଚିଲେ। ସମାନଙ୍କେୁ ଧରି ହମାତ୍ ଦେଶସ୍ଥ ରିବ୍ଲା ରେ ବାବିଲର ରାଜା ନବୁଖଦନିତ୍ସର ନିକଟକୁ ଆଣିଲେ, ତହୁଁ ସେ ତାହାର ଦଣ୍ଡ ବ୍ଯବସ୍ଥା କଲେ।

6. ବାବିଲ ରାଜା ରିବ୍ଲା ରେ ସିଦିକିଯର ସମ୍ମୁଖ ରେ ସିଦିକିଯର ପୁତ୍ରମାନଙ୍କୁ ବଧ କଲେ। ଆଉ ମଧ୍ଯ ତାଙ୍କର ଅଧିପତିଙ୍କୁ ବଧ କଲେ।

7. ପୁଣି ସେ ସିଦିକିଯର ଚକ୍ଷୁ ଉପାଡ଼ି ତାକୁ ବାବିଲକୁ ନବୋକୁ ପିତ୍ତଳ ଶୃଙ୍ଖଳ ରେ ବାନ୍ଧିଲେ।

8. କଲଦୀଯମାନେ ରାଜଗୃହ ଓ ଲୋକମାନଙ୍କର ସମସ୍ତ ଗୃହ ଅଗ୍ନି ରେ ଦଗ୍ଧ କଲେ। ଆଉ ୟିରୁଶାଲମର ପ୍ରାଚୀର ସବୁ ଭାଙ୍ଗି ପକାଇଲେ।

9. ବାବିଲ ରାଜାର ନବୂଷରଦନ ନାମକ ଜଣେ ପ୍ରହରୀବର୍ଗର ସନୋପତି ୟିରୁଶାଲମ ନଗରର ଅବଶିଷ୍ଟ ପଳାତକମାନଙ୍କୁ ଓ ତାଙ୍କ ପକ୍ଷ ହାଇେଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନଇଗେଲା।

10. କିନ୍ତୁ ସହେି ପ୍ରହରୀବର୍ଗ ରେ ସନୋପତି ନବୂଷରଦନ୍ କେତକେ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶ ରେ ଛାଡ଼ିଗଲା, ଆଉ ସମାନଙ୍କେୁ ସହେିଦିନ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦଲୋ।

11. ମାତ୍ର ବାବିଲର ରାଜା ନବୂଖଦନିତ୍ସର ଯିରିମିୟଙ୍କ ବିଷଯ ରେ ପ୍ରହରୀବର୍ଗର ସନୋପତି ନବୂଷରଦନକୁ ଏହି ଆଜ୍ଞା ଦେଲେ।

12. "ତୁମ୍ଭେ ଯିରିମିୟଙ୍କୁ ଦକେ ଓ ତାଙ୍କର ଯତ୍ନ ନିଅ। ତାଙ୍କର କୌଣସି କ୍ଷତି କର ନାହିଁ। ସେ ତୁମ୍ଭକୁ ଯାହା ମାଗିବେ, ତାହା ତାଙ୍କୁ ଦିଅ।"

13. ତେଣୁ ପ୍ରହରୀବର୍ଗର ସନୋପତି ନବୂଷରଦନ୍, ସନୋଧ୍ଯକ୍ଷ ନବୂଶସବନ୍ ଓ ନେଶୀର ଶଲେତ୍ସର ଓ ବାବିଲର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇ ଯିରିମିୟଙ୍କୁ ଡ଼କାଇଲେ।

14. ସମାନେେ ପ୍ରହରୀ ପ୍ରାଙ୍ଗଣରୁ ଯିରିମିୟଙ୍କୁ ଆଣିଲେ ଓ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିଯର ହସ୍ତ ରେ ସମର୍ପଣ କଲେ। ଗଦଲିଯ ଯିରିମିୟଙ୍କୁ ତାଙ୍କ ମନ୍ଦିରକୁ ପଠାଇ ଦେଲେ ଓ ସେ ତାଙ୍କ ନିଜ ଲୋକମାନଙ୍କ ମଧିଅରେ ବାସ କଲେ।

15. ଯିରିମିୟ ପ୍ରହରୀ ପ୍ରାଙ୍ଗଣ ରେ ବନ୍ଦୀଥିବା ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ଯ ତାଙ୍କ ନିକଟରେ ଉପସ୍ଥିତ ହେଲା।

16. " ହେ ଯିରିମିୟ, ତୁମ୍ଭେ ୟାଇ କୁଶୀଯ ଏବଦମଲକେକୁ କୁହ, 'ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ଦେଖ, ଏହି ନଗର ପ୍ରତି ମଙ୍ଗଳ ପାଇଁ ନୁହଁ, ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ଯସବୁ ସଫଳ କରିବା। ଆଉ ସେସବୁ ତୁମ୍ଭ ସାକ୍ଷାତ ରେ ସଫଳ ହବୋର ଦେଖିବ।

17. ମାତ୍ର ସଦାପ୍ରଭୁ କହନ୍ତି, ସଦେିନ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା।' 'ଆଉ ତୁମ୍ଭେ ଯେଉଁ ଲୋକମାନଙ୍କୁ ଭୟ କରୁଛ, ସମାନଙ୍କେ ହସ୍ତ ରେ ତୁମ୍ଭେ ସମର୍ପିତ ହବେ ନାହିଁ।

18. ଆଉ ହେ ଏବଦମଲକେ, ଆମ୍ଭେ ତୁମ୍ଭକୁ ନିଶ୍ଚଯ ରକ୍ଷା କରିବା। ତୁମ୍ଭେ ଖଡ୍ଗ ରେ ନିହତ ହବେ ନାହିଁ। ମାତ୍ର ତୁମ୍ଭେ ରକ୍ଷା ପାଇବ ଓ ବଞ୍ଚିବ। ଯେ ହତେୁ ତୁମ୍ଭେ ଆମ୍ଭଠା ରେ ବିଶ୍ବାସ ରଖିଛ।"ଏହି ବାକ୍ଯ ସଦାପ୍ରଭୁଙ୍କଠାରୁ ଆସିଥିଲା।

About ଯିରିମିୟ Chapter 39

Read ଯିରିମିୟ Chapter 39 online from the Holy Bible. This chapter is part of the Book of ଯିରିମିୟ in the Old Testament. Continue reading with the chapter navigation above or explore the complete book.

Book Information

Book: ଯିରିମିୟ
Chapter: 39
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଯିରିମିୟ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯିରିମିୟ Chapter 39 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯିରିମିୟ Chapter 39?

ଯିରିମିୟ Chapter 39 is part of the Book of ଯିରିମିୟ in the Holy Bible.

Can I read this chapter online?

Yes. You can read the complete ଯିରିମିୟ Chapter 39 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 10
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 29
  5. ଆଦି ପୁସ୍ତକ Chapter 4
  6. ଆଦି ପୁସ୍ତକ Chapter 26
  7. ଆଦି ପୁସ୍ତକ Chapter 1

Explore More from ଯିରିମିୟ

  1. ଯିରିମିୟ Chapter 26
  2. ଯିରିମିୟ Chapter 12
  3. ଯିରିମିୟ Chapter 10
  4. ଯିରିମିୟ Chapter 14
  5. ଯିରିମିୟ Chapter 23
  6. ଯିରିମିୟ Chapter 51
  7. ଯିରିମିୟ Chapter 19

Related Chapters & Readings

  1. ଗୀତସଂହିତା Chapter 149
  2. ପ୍ରକାଶିତ ବାକ୍ୟ Chapter 7
  3. ଆମୋଷ Chapter 5
  4. ଦିତୀୟ ଶାମୁୟେଲ Chapter 7
  5. ଗାଲାତୀୟ Chapter 5
  6. ଗୀତସଂହିତା Chapter 28
  7. ଗୀତସଂହିତା Chapter 54
Share Your Love

Leave a Reply

Your email address will not be published. Required fields are marked *