ଯିଶାଇୟ Chapter 2

For English

Read ଯିଶାଇୟ Chapter 2 Online

Read ଯିଶାଇୟ Chapter 2 online from the Holy Bible. This chapter is part of the Book of ଯିଶାଇୟ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯିଶାଇୟ and the Holy Bible online.

Choose a Chapter

ଯିଶାଇୟ 2

ଅଧ୍ୟାୟ 2

1. ଆମାେସଙ୍କ ପୁତ୍ର ଯିଶାଇୟ ଯିହୁଦା ଓ ୟିରୁଶାଲମ ବିଷଯ ରେ ଯେଉଁ ଦର୍ଶନ ପାଇଥିଲେ ତାହାର ବୃତ୍ତାନ୍ତ।

2. ଶଷେ ଦିନ ରେ ଏହା ହିଁ ଘଟିବ। ସଦାପ୍ରଭୁଙ୍କର ମନ୍ଦିରର ପର୍ବତ ଉଚ୍ଚତମ ଶିଖର ରେ ହବେ। ଏହା ଅନ୍ୟ ସମସ୍ତ ପାହାଡ଼ଗୁଡ଼ିକ ମଧିଅରେ ଉଚ୍ଚତର ହବେ। ସମସ୍ତ ଗୋଷ୍ଠୀର ଲୋକମାନେ ସୋର୍ତ ସଦୃଶ ସଠାେକୁ ଧାବିତ ହବେେ।

3. ବହୁ ଲୋକ ସଠାେକୁ ଯିବେ। ସମାନେେ କହିବେ, "ଆସ, ଆମ୍ଭମାନେେ ସଦାପ୍ରଭୁଙ୍କ ପର୍ବତକୁ ୟିବା। ଯାକୁବଙ୍କ ପରମେଶ୍ବରଙ୍କ ମନ୍ଦିରକୁ ଆମ୍ଭମାନେେ ୟିବା। ସେତବେେଳେ ପରମେଶ୍ବର ଆମ୍ଭମାନଙ୍କୁ ତାଙ୍କ ପଥ ବିଷଯ ରେ ଶିକ୍ଷା ଦବେେ। ଆମ୍ଭମାନେେ ତାହା ଅନୁସରଣ କରିବା।"

4. ତାପ ରେ ପରମେଶ୍ବର ସମଗ୍ର ମାନବ ଗୋଷ୍ଠୀର ବିଚାରକ ହବେେ। ଅନକେ ଗୋଷ୍ଠୀ ବିଷଯ ରେ ପରମେଶ୍ବର ଶଷେ ନିଷ୍ପତ୍ତି ଦବେେ। ସହେି ଲୋକମାନେ ୟୁଦ୍ଧ ପାଇଁ ସମାନଙ୍କେର ଅସ୍ତ୍ର ବ୍ଯବହାର କରିବେ ନାହିଁ। ସମାନେେ ଖଡ୍ଗ ରେ ଲଙ୍ଗଳର ଲୁହା ତିଆରି କରିବେ, ବର୍ଚ୍ଛା ରେ ଦାଆ ତିଆରି କରିବେ। ସମାନେେ ଅନ୍ୟ ବିରୁଦ୍ଧ ରେ ଆଉ ୟୁଦ୍ଧ କରିବେ ନାହିଁ। ସମାନେେ କବେେ ଆଉ ୟୁଦ୍ଧ ପାଇଁ ତାଲିମ ନବେେ ନାହିଁ।

5. ହେ ଯାକୁବ ବଂଶ, ଆସ, ସଦାପ୍ରଭୁଙ୍କର ଆଜ୍ଞା ପାଳନ କର।

6. ମୁଁ ଏହା କହୁଛି କାହିଁକି? କାରଣ ତୁମ୍ଭମାନେେ ଯାକୁବ ବଂଶକୁ ପରିତ୍ଯାଗ କରିଛ। ତୁମ୍ଭମାନେେ ସହେି ଲୋକ ଯେଉଁମାନେ କି ପୂର୍ବଦେଶୀଯମାନଙ୍କ ଆଚାର ରେ ପରିପୂର୍ଣ୍ଣ। ତୁମ୍ଭମାନେେ ପଲେଷ୍ଟୀୟମାନଙ୍କ ପରି ଭବିଷ୍ଯତବାଣୀ କହିବାକୁ ଚେଷ୍ଟା କରିବ। ତୁମ୍ଭର ଲୋକମାନେ ବିଦେଶୀଯମାନଙ୍କର ସହେି ଭ୍ରାନ୍ତ ଧାରଣାକୁ ସମ୍ପୂର୍ଣ୍ଣଭାବରେ ଗ୍ରହଣ କରି ନଇେଛନ୍ତି।

7. ତୁମ୍ଭମାନଙ୍କର ଦେଶ ସୁନା ଓ ରୂପା ରେ ପରିପୂର୍ଣ୍ଣ। ସଠାେ ରେ ଧନରତ୍ନର ସୀମା ନାହିଁ। ତୁମ୍ଭମାନଙ୍କର ଦେଶ ମଧ୍ଯ ଅଶ୍ବ ରେ ପରିପୂର୍ଣ୍ଣ ଓ ସଠାେ ରେ ରଥର ସୀମା ନାହିଁ।

8. ଆଉମଧ୍ଯ ତୁମ୍ଭମାନଙ୍କର ଦେଶ ଲୋକମାନଙ୍କ ଦ୍ବାରା ପୂଜିତ ପ୍ରତିମା ରେ ପରିପୂର୍ଣ୍ଣ। ସହେି ପ୍ରତିମାଗୁଡ଼ିକ ଲୋକମାନଙ୍କ ସ୍ବହସ୍ତ ନିର୍ମିତ ଓ ସମାନେେ ସଗେୁଡ଼ିକୁ ପୂଜା କରୁଛନ୍ତି।

9. ଲୋକମାନେ ମନ୍ଦରୁ ମନ୍ଦତର ହେଉଛନ୍ତି। ସମାନେେ ଅଧୋଗାମୀ ହାଇେଛନ୍ତି। ତେଣୁ ଏହା ନିଶ୍ଚିତ ଯେ ପରମେଶ୍ବର କବେେ ସମାନଙ୍କେୁ କ୍ଷମା କରିବେ ନାହିଁ।

10. ୟାଅ, ମାଟିତଳେ ଓ ପର୍ବତର ପୃଷ୍ଠଭାଗ ରେ ନିଜକୁ ଲୁଚାଅ! କାରଣ ତୁମ୍ଭମାନେେ ସଦାପ୍ରଭୁଙ୍କର ସର୍ବଶକ୍ତିମାନ ଓ ଶକ୍ତି ନିକଟରେ ଭୟଭୀତ।

11. ଗର୍ବିତ ମାନବ ଅହଙ୍କାର କରିବ ନାହିଁ। ସହେି ଅହଙ୍କାରୀଗଣ ଲଜ୍ଜା ରେ ଅବନତ ହବେେ। ମାତ୍ର ସେତବେେଳେ ସଦାପ୍ରଭୁ ସ୍ଥିର ଓ ଉନ୍ନତ ରହିବେ।

12. ସଦାପ୍ରଭୁଙ୍କର ଏକ ସ୍ଥିରକୃତ ଦିନ ଆସିବ। ସହେିଦିନ ସଦାପ୍ରଭୁ ଅହଙ୍କାରୀ ଓ ଗର୍ବିତ ଲୋକଙ୍କୁ ଦଣ୍ଡ ଦବେେ। ସେତବେେଳେ ସହେି ଗର୍ବିତ ଲୋକମାନେ ନିଜକୁ ବଡ଼ ମନେ କରିବେ ନାହିଁ।

13. ସହେି ଅହଙ୍କାର ଲୋକମାନେ ଲିବା ନୋନ ଓ ବାଶନର ଦବଦୋରୁ ଓ ଆଲୋନଗଛ ପରି ଉଚ୍ଚ ଓ ମହାନ୍ ହବେେ। ମାତ୍ର ସଦାପ୍ରଭୁ ସମାନଙ୍କେୁ ଦଣ୍ଡ ଦବେେ।

14. ସହେି ଅହଙ୍କାରୀ ମାନବ ପର୍ବତ ଓ ପାହାଡ଼ ସଦୃଶ ଉନ୍ନତ ଓ ଉଚ୍ଚ ହବେେ।

15. ଆଉମଧ୍ଯ ସହେି ଗର୍ବିତ ଲୋକମାନେ ଉଚ୍ଚ ସ୍ତମ୍ଭ ଓ ଶକ୍ତ କାନ୍ଥ ସଦୃଶ ହବେେ। ମାତ୍ର ପରମେଶ୍ବର ସମାନଙ୍କେୁ ଶାସ୍ତି ଦବେେ।

16. ପୁଣି ସହେି ଅହଙ୍କାରୀଗଣ ତର୍ଶୀଶର ବିଭିନ୍ନ ପଦାର୍ଥ ରେ ପରିପୂର୍ଣ୍ଣ ଜାହାଜ ସଦୃଶ ମହାନ୍ ହବେେ। ମାତ୍ର ପରମେଶ୍ବର ସମାନଙ୍କେୁ ଦଣ୍ଡ ଦବେେ।

17. ସେତବେେଳେ ଲୋକମାନେ ଗର୍ବିତ ହବୋରୁ ନିବୃତ୍ତ ହବେେ। ସହେି ଗର୍ବିତ ମାନବ ନମ୍ର ହବେେ ଏବଂ କବଳେ ସହେିଦିନ ରେ ସଦାପ୍ରଭୁ ଉଚ୍ଚ ରେ ରହିବେ।

18. ପୁଣି ସମସ୍ତ ପ୍ରତିମା ଲୁପ୍ତ ହବେେ।

19. ସେତବେେଳେ ଲୋକମାନେ ସଦାପ୍ରଭୁ ଓ ତାଙ୍କର ମହାନ୍ଶକ୍ତି ଦେଖି ଭୟଭୀତ ହବେେ। ସଦାପ୍ରଭୁ ପୃଥିବୀକୁ ଏପରି କିତ କରିବେ ଯେ ଲୋକମାନେ ଭୟଭୀତ ହାଇେ ପର୍ବତ ଗୁମ୍ଫା ରେ ଓ ପୃଥିବୀର ଗର୍ତ୍ତ ରେ ଲୁଚିବେ।

20. ସେତବେେଳେ ଲୋକମାନେ ତାଙ୍କ ଦ୍ବାରା ନିର୍ମାଣ କରିଥିବା ଓ ପୂଜା କରୁଥିବା ସୁନା ଓ ରୂପାର ପ୍ରତିମାଗୁଡ଼ିକୁ ଫିଙ୍ଗି ଦବେେ। ସମାନେେ ସହେି ପ୍ରତିମାଗୁଡ଼ିକୁ ମୂଷିକ ଓ ବାଦୁଡ଼ିମାନଙ୍କର ଗହ୍ବର ଭିତର ରେ ଫିଙ୍ଗି ଦବେେ।

21. ସଦାପ୍ରଭୁ ପୃଥିବୀ ରେ ଏପରି ଭାବରେ କମ୍ପନ ସୃଷ୍ଟି କରିବେ ଯେ ଲୋକମାନେ ସଦାପ୍ରଭୁଙ୍କ ଐଶ୍ଚର୍ୟ୍ଯ ପୂର୍ବକ ମହିମାକୁ ଭୟଭୀତ ହାଇେ ଗୁମ୍ଫା ରେ ସମାନଙ୍କେୁ ଲୁଚାଇ ରଖିବେ।

22. ତୁମ୍ଭମାନେେ ପ୍ରାଣବାଯୁଧାରୀ ମନୁଷ୍ଯ ଉପ ରେ ବିଶ୍ବାସ ରଖିବ ନାହିଁ। ମନୁଷ୍ଯମାତ୍ ରେ ମୃତ୍ଯୁ ସୁନିଶ୍ଚିତ। ଏମାନେ ଯେ ଈଶ୍ବରଙ୍କ ପରି ବଳବାନ୍ ଏହା ତୁମ୍ଭମାନେେ ଚିନ୍ତା କରିବା ଉଚିତ୍ ନୁହେଁ।

About ଯିଶାଇୟ Chapter 2

Read ଯିଶାଇୟ Chapter 2 online from the Holy Bible. This chapter is part of the Book of ଯିଶାଇୟ in the Old Testament. Continue reading with the chapter navigation above or explore the complete book.

Book Information

Book: ଯିଶାଇୟ
Chapter: 2
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଯିଶାଇୟ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯିଶାଇୟ Chapter 2 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯିଶାଇୟ Chapter 2?

ଯିଶାଇୟ Chapter 2 is part of the Book of ଯିଶାଇୟ in the Holy Bible.

Can I read this chapter online?

Yes. You can read the complete ଯିଶାଇୟ Chapter 2 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 10
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 29
  5. ଆଦି ପୁସ୍ତକ Chapter 4
  6. ଆଦି ପୁସ୍ତକ Chapter 26
  7. ଆଦି ପୁସ୍ତକ Chapter 1

Explore More from ଯିଶାଇୟ

  1. ଯିଶାଇୟ Chapter 59
  2. ଯିଶାଇୟ Chapter 60
  3. ଯିଶାଇୟ Chapter 47
  4. ଯିଶାଇୟ Chapter 66
  5. ଯିଶାଇୟ Chapter 36
  6. ଯିଶାଇୟ Chapter 4
  7. ଯିଶାଇୟ Chapter 61

Related Chapters & Readings

  1. ଯୋହନ Chapter 12
  2. ଗୀତସଂହିତା Chapter 8
  3. ଦ୍ୱିତୀୟ ବିବରଣ Chapter 22
  4. ଗୀତସଂହିତା Chapter 140
  5. 1 ଥେସଲନୀକୀୟ Chapter 3
  6. ଗୀତସଂହିତା Chapter 115
  7. ବିଚାରକର୍ତ୍ତା Chapter 1
Share Your Love

Leave a Reply

Your email address will not be published. Required fields are marked *