ଯିଶାଇୟ Chapter 41

For English

Read ଯିଶାଇୟ Chapter 41 Online

Read ଯିଶାଇୟ Chapter 41 online from the Holy Bible. This chapter is part of the Book of ଯିଶାଇୟ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯିଶାଇୟ and the Holy Bible online.

Choose a Chapter

ଯିଶାଇୟ 41

ଅଧ୍ୟାୟ 41

1. ସଦାପ୍ରଭୁ କୁହନ୍ତି, " ହେ ଦ୍ବୀପ ସମୂହ, ନୀରବ ହୁଅ। ମାେ ନିକଟକୁ ଆସ, ଲୋକମାନେ ବଳପ୍ରାପ୍ତ ହୁଅନ୍ତୁ, କଥା କୁହନ୍ତୁ। ଆମ୍ଭମାନେେ ଏକତ୍ରୀତ ବିଚାର କରୁ।

2. ସେ ଧର୍ମ ରେ ଯାହାକୁ ନିଜ ଚରଣ ନିକଟକୁ ଡ଼ାକନ୍ତି ଏପରି ଏକ ବ୍ଯକ୍ତି ଯକେି ପୂର୍ବ ଦିଗରୁ ଆସିଛନ୍ତି, ତାଙ୍କୁ କିଏ ଉତ୍ପନ୍ନ କରିଛି ? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖ ରେ ସମର୍ପି ଦିଅନ୍ତି ଓ ରାଜାମାନଙ୍କ ଉପ ରେ ତାହାକୁ କତ୍ତୃର୍ତ୍ବ କରାନ୍ତି। ସେ ଖଡ୍ଗଦ୍ବାରା ସହେି ଦେଶ ସମୂହକୁ ଧୂଳି ତୁଲ୍ଯ କରନ୍ତି ଓ ଧନୁ ସାହାୟ୍ଯ ରେ କୁଟାପରି ଉଡ଼ାଇ ଦିଅନ୍ତି।

3. ସେ ସମାନଙ୍କେ ପଶ୍ଚାଧାବନ କରେ ଓ ନିରାପଦ ରେ ଅଗ୍ରସର ହୁଏ। ସେ କବେେ ନ ୟାଇଥିବା ପଥରେ ବିଭିନ୍ନ ସ୍ଥାନକୁ ୟାଏ।

4. କିଏ ଆଦ୍ଯରୁ ପୁରୁଷକୁ ପୁରୁଷ ଧରି ଏକ କାର୍ୟ୍ଯ ସାଧନ କରିଅଛି ? ଆମ୍ଭେ ସଦାପ୍ରଭୁ ଆଦି ଓ ଶଷେକାଳ ପର୍ୟ୍ଯନ୍ତ ସଙ୍ଗ ରେ ଥାଉ, ଆମ୍ଭେ ସହେି ଅଟୁ।

5. ଦ୍ବୀପ ସମୂହ ଦେଖି ଭୟଭୀତ ହେଲେ, ପୃଥିବୀର ପ୍ରାନ୍ତ ସକଳ କମ୍ପିତ ହେଲେ, ସମାନେେ ନିକଟବର୍ତ୍ତୀ ହାଇେ ଆସିଲେ।'

6. " ସମାନେେ ପରସ୍ପରକୁ ସାହାୟ୍ଯ କଲେ ଓ ସାହସୀ ହବୋକୁ ପରସ୍ପରକୁ ଉତ୍ସାହିତ କଲେ।

7. ଏହିପରି ସୂତ୍ରଧର ସ୍ବର୍ଣ୍ଣକାରକୁ ସାହସ ଦଲୋ ଓ ହାତୁଡ଼ି ରେ ସମାନ କରିବା ଲୋକ ୟୋଡ଼ କର୍ମ ଉତ୍ତମ ହାଇେଛି ବୋଲି କହି ନହାଇେ ରେ ପିଟିବା ଲୋକକୁ ଆଶ୍ବାସ ଦଲୋ, 'ପୁଣି ପ୍ରତିମାଟି ଯେପରି ଟଳମଳ ନ ହୁଏ,' ଏଥିପାଇଁ ସେ କଣ୍ଟା ରେ ତାହା ଦୃଢ଼ କଲା।'

8. " ହେ ମାରେ ଦାସ ଇଶ୍ରାୟେଲ, ମାରେ ମନୋନୀତ ଯାକୁବ ଓ ମାରେ ବନ୍ଧୁ ଅବ୍ରହାମର ପରିବାରବର୍ଗ।

9. ଆମ୍ଭେ ତୁମ୍ଭକୁ ଧରି ପୃଥିବୀର ପ୍ରାନ୍ତକୁ ଆଣିଅଛୁ ଓ ପୃଥିବୀର ସୀମାରୁ ତାହାଙ୍କୁ ଆମ୍ଭର ଦାସ ବୋଲି ଆହ୍ବାନ କରି କହିଅଛୁଁ। ଆମ୍ଭେ ତୁମ୍ଭକୁ ଦୂ ରଇେ ନ ଦଇେ ମନୋନୀତ କରିଅଛୁ।

10. ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।

11. ଦେଖ, କେତକେ ବ୍ଯକ୍ତି ତୁମ୍ଭ ଉପ ରେ କୋର୍ଧ ହାଇେଛନ୍ତି। ମାତ୍ର ସମାନେେ ଲଜ୍ଜିତ ଓ ଅପମାନିତ ହବେେ। ଯେଉଁମାନେ ତୁମ୍ଭ ସହିତ ବିରୋଧ କରନ୍ତି, ସମାନେେ ତୁଚ୍ଛ ବସ୍ତ୍ରଭଳି ବିନଷ୍ଟ ହବେେ।

12. ଯେଉଁମାନେ ତୁମ୍ଭ ସହିତ ବିରୋଧ କରନ୍ତି, ତୁମ୍ଭେ ସମାନଙ୍କେର ଅନ୍ବଷେଣ କରିବ। ମାତ୍ର ସମାନଙ୍କେର ସନ୍ଧାନ ପାଇବ ନାହିଁ। ଯେଉଁମାନେ ତୁମ୍ଭ ସହିତ ୟୁଦ୍ଧ କରନ୍ତି ସମାନେେ ଅବସ୍ତୁ ତୁଲ୍ଯ ତୁଚ୍ଛ ହବେେ।

13. କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବର, ତୁମ୍ଭର ଦକ୍ଷିଣ ହସ୍ତ ଧରି କହିବା ଭୟ କର ନାହିଁ। ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା।

14. ହେ କୀଟରୂପୀ ଯାକୁବ ଓ ହେ ଇଶ୍ରାୟେଲୀୟ ନରଗଣ, ଭୟ କର ନାହିଁ। ସଦାପ୍ରଭୁ କୁହନ୍ତି, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା" ଓ ଇଶ୍ରାୟେଲର ଧର୍ମସ୍ବରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।

15. " ଦେଖ, ମୁଁ ତୁମ୍ଭକୁ ତୀକ୍ଷ୍ମ ଛୁରିକା ବିଶିଷ୍ଟ ଏକ ନୂଆ ଶସ୍ଯ-ମର୍ଦ୍ଦନ ୟନ୍ତ୍ର ସ୍ବରୂପ କରିବି, ତୁମ୍ଭେ କୃଷକ ଶସ୍ଯକୁ ମର୍ଦ୍ଦନ କଲାପରି ପର୍ବତଗୁଡ଼ିକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗୁଡ଼ିକୁ ଭୂଷି ତୁଲ୍ଯ କରିବ।

16. ତୁମ୍ଭେ ସମାନଙ୍କେୁ କୁଲା ରେ ଉଡ଼ାଇଲେ ବାଯୁ ସମାନଙ୍କେୁ ଉଡ଼ାଇ ଦବେ ଓ ଘୂର୍ଣ୍ଣିବାଯୁ ସମାନଙ୍କେୁ ଛିନ୍ନ ଭିନ୍ନ କରି ପକାଇବ। ପୁଣି ତୁମ୍ଭେ ସଦାପ୍ରଭୁଙ୍କଠା ରେ ଉଲ୍ଲାସ କରିବ ଓ ଇଶ୍ରାୟେଲର ଧର୍ମସ୍ବରୂପଙ୍କଠା ରେ ଗର୍ବ କରିବ।'

17. "ଦରିଦ୍ର ଓ ଦିନହୀନମାନେ ଜଳ ଅନ୍ବଷେଣ କରନ୍ତି, ମାତ୍ର ସମାନେେ ଜଳ ପାଆନ୍ତି ନାହିଁ। ସମାନଙ୍କେର ଜିହ୍ବା ତୃଷ୍ଣା ରେ ଶୁଖିୟାଏ। ଆମ୍ଭେ ସଦାପ୍ରଭୁ ସମାନଙ୍କେୁ ଉତ୍ତର ଦବୋ। ଆମ୍ଭେ ଇଶ୍ରାୟେଲ ପରମେଶ୍ବର ସମାନଙ୍କେୁ ତ୍ଯାଗ କରିବା ନାହିଁ।

18. ଆମ୍ଭେ ବୃକ୍ଷଶୂନ୍ଯ ଉଚ୍ଚଭୂମିରେ ନଦନଦୀ ସୃଷ୍ଟି କରିବା, ଉପତ୍ୟକାର ମଧ୍ଯ ଭାଗ ରେ ଝରଣାମାନ ଫିଟାଇବା, ପ୍ରାନ୍ତରକୁ ଜଳାଶଯ ଓ ଶୁଷ୍କ ଭୂମିରେ ନିର୍ଝର ଜଳ ପ୍ରବାହିତ କରାଇବା।

19. ଆମ୍ଭେ ପ୍ରାନ୍ତର ରେ ଏରସ, ବାବଲ, ମେ ହନ୍ଦେି, ତୈଳବୃକ୍ଷ ରୋପଣ କରିବା ଓ ମରୁଭୂମିରେ ଦବଦୋରୁ, ତିଧର, ତାଶୂର ବୃକ୍ଷା ଏକତ୍ର ଲଗାଇବା।

20. ଲୋକମାନେ ଏହା ଦେଖି ବୁଝିବେ ଓ ଜାଣିବେ ଏବଂ ବିବଚେନା କରିବେ ଯେ ସଦାପ୍ରଭୁଙ୍କ ହସ୍ତ ଏହିକାର୍ୟ୍ଯ କରିଅଛି ଓ ଇଶ୍ରାୟେଲର ପରମେଶ୍ବର ଧର୍ମସ୍ବରୂପ ଏହା ସୃଷ୍ଟି କରିଅଛନ୍ତି।'

21. ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ନିଜ ନିଜ ବିବାଦ ଉପସ୍ଥିତ କର ; ଯାକୁବର ରାଜା କୁହନ୍ତି, "ତୁମ୍ଭମାନେେ ନିଜର ଦୃଢ଼ ପ୍ରମାଣ ଉପସ୍ଥାପନ କର।

22. ତୁମ୍ଭର ପ୍ରତିମାଗଣ ଆସନ୍ତୁ ଓ ଯାହା ଯାହା ଘଟୁଅଛି, ଆମ୍ଭ ନିକଟରେ ପ୍ରକାଶ କରନ୍ତୁ।

23. "ଏହାପ ରେ କ'ଣ ଘଟିବ ତୁମ୍ଭମାନେେ ପ୍ରକାଶ କର। ତାହା ହେଲେ ଆମ୍ଭେ ଜାଣିବୁ ତୁମ୍ଭମାନେେ ପ୍ରକୃତ ରେ ଦବେତାଗଣ। କେଉଁଠି ଯଦି ଆମ୍ଭମାନେେ ପ୍ରକୃତ ରେ ଭୟ କିମ୍ବା ଭୟଭୀତ ହବୋ ଯବେେ ତୁମ୍ଭେ ଉତ୍ତମ କିମ୍ବା ମନ୍ଦ ବିଷଯ ଆମ୍ଭକୁ କହିବ।

24. " ଦେଖ, ତୁମ୍ଭମାନେେ ଭଣ୍ଡ ଦବେତା ଓ ତୁମ୍ଭମାନେେ କୌଣସି କାର୍ୟ୍ଯର ନୁହଁ। ଯେଉଁମାନେ ତୁମ୍ଭମାନଙ୍କୁ ପୂଜା କରନ୍ତି ସମାନେେ ଘୃଣାର ପାତ୍ର।'

25. "ଆମ୍ଭେ ଉତ୍ତର ଦିଗରୁ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ। ସେ ପୂର୍ବ ଦିଗରୁ ଆମ୍ଭର ଆହ୍ବାନ କରେ। ସେ ଗାନ୍ଥନୀର ମସଲା ଓ କୁମ୍ଭକର ପାତ୍ର ନିର୍ମାଣ ପାଇଁ ବ୍ଯବହୃତ ମର୍ଦ୍ଦିତ ମୃତ୍ତିକା ପରି ପ୍ରେତ୍ୟକକ ଶାସକକୁ ଦଳିତ କରିବ।'

26. କିଏ ଆଦ୍ଯରୁ ଏହା ପ୍ରକାଶ କରିଅଛି ? ତାହା ହେଲେ ଆମ୍ଭମାନେେ ପରମେଶ୍ବର ବୋଲି ଜାଣିବା। ତୁମ୍ଭମାନଙ୍କ ମଧ୍ଯରୁ କହେି ଜଣେ ପ୍ରକାଶ କରିଅଛି କି? ଆମ୍ଭେ ତୁମ୍ଭକୁ ଧାର୍ମିକ ବୋଲି କହିବୁ। ନା, ପ୍ରକାଶକାରୀ କହେି ନାହିଁ କି ଦଖାଇବୋ ଲୋକ କହେି ନାହିଁ। ତୁମ୍ଭମାନଙ୍କ କଥା ଶୁଣିବା ଲୋକ ମଧ୍ଯ କହେି ନାହିଁ।

27. ଆମ୍ଭେ ସଦାପ୍ରଭୁ ଏବଂ ପ୍ରଥମେ ସିୟୋନକୁ କହିବା, " ସମାନଙ୍କେୁ ଦେଖ। ଏବଂ ପୁଣି ୟିରୁଶାଲମକୁ ସୁସମାଚାର ଦଇେ ଆମ୍ଭେ ଜଣେ ଦୂତ ପଠାଇବା।'

28. ଆମ୍ଭେ ଅନାଇଲା ବେଳେ କହେି ନାହିଁ। ପୁଣି ପ୍ରଶ୍ନ କଲା ବେଳେ ସମାନଙ୍କେ ମଧିଅରେ କହେି ଜଣେ ମନ୍ତ୍ରଣା ଦାତା ସୁଦ୍ଧା ଉତ୍ତର ଦବୋକୁ ନାହିଁ।

29. ସମାନେେ ସମସ୍ତେ ଅସାର ଓ ସମାନଙ୍କେର କର୍ମସବୁ ତୁଚ୍ଛ। ସମାନେେ ଛାଞ୍ଚ ରେ ଢ଼ଳା ବାଯୁଶୂନ୍ଯ ପ୍ରତିମାଗଣ ମାତ୍ର।

About ଯିଶାଇୟ Chapter 41

Read ଯିଶାଇୟ Chapter 41 online from the Holy Bible. This chapter is part of the Book of ଯିଶାଇୟ in the Old Testament. Continue reading with the chapter navigation above or explore the complete book.

Book Information

Book: ଯିଶାଇୟ
Chapter: 41
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଯିଶାଇୟ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯିଶାଇୟ Chapter 41 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯିଶାଇୟ Chapter 41?

ଯିଶାଇୟ Chapter 41 is part of the Book of ଯିଶାଇୟ in the Holy Bible.

Can I read this chapter online?

Yes. You can read the complete ଯିଶାଇୟ Chapter 41 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 14
  3. ଆଦି ପୁସ୍ତକ Chapter 1
  4. ଆଦି ପୁସ୍ତକ Chapter 26
  5. ଆଦି ପୁସ୍ତକ Chapter 10
  6. ଆଦି ପୁସ୍ତକ Chapter 3
  7. ଆଦି ପୁସ୍ତକ Chapter 38

Explore More from ଯିଶାଇୟ

  1. ଯିଶାଇୟ Chapter 58
  2. ଯିଶାଇୟ Chapter 18
  3. ଯିଶାଇୟ Chapter 64
  4. ଯିଶାଇୟ Chapter 28
  5. ଯିଶାଇୟ Chapter 32
  6. ଯିଶାଇୟ Chapter 11
  7. ଯିଶାଇୟ Chapter 6

Related Chapters & Readings

  1. ଯିଶାଇୟ Chapter 54
  2. ଆୟୁବ Chapter 26
  3. ଗୀତସଂହିତା Chapter 86
  4. ଲୂକ Chapter 15
  5. ପ୍ରକାଶିତ ବାକ୍ୟ Chapter 2
  6. ପ୍ରକାଶିତ ବାକ୍ୟ Chapter 19
  7. ଯିହୋଶୂୟ Chapter 23
Share Your Love

Leave a Reply

Your email address will not be published. Required fields are marked *