ଯିଶାଇୟ Chapter 43

For English

Read ଯିଶାଇୟ Chapter 43 Online

Read ଯିଶାଇୟ Chapter 43 online from the Holy Bible. This chapter is part of the Book of ଯିଶାଇୟ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯିଶାଇୟ and the Holy Bible online.

Choose a Chapter

ଯିଶାଇୟ 43

ଅଧ୍ୟାୟ 43

1. ହେ ଯାକୁବ, ଯେଉଁ ସଦାପ୍ରଭୁ ତୁମ୍ଭକୁ ସୃଷ୍ଟି କଲେ, ହେ ଇଶ୍ରାୟେଲ, ଯେଉଁ ସଦାପ୍ରଭୁ ତୁମ୍ଭକୁ ନିର୍ମାଣ କଲେ, ସହେି ସଦାପ୍ରଭୁ ଏହି କଥା କୁହନ୍ତି, "ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। ଆମ୍ଭେ ତୁମ୍ଭର ନାମଧରି ଆହ୍ବାନ କରୁଅଛୁ, ତୁମ୍ଭେ ଆମ୍ଭର।

2. ତୁମ୍ଭେ ଯେତବେେଳେ ଦୁଃଖ ରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହବେୁ। ଜଳ ମଧିଅରେ ଗମନ କଲା ବେଳେ ତୁମ୍ଭର ସଙ୍ଗୀ ହବେୁ। ଫଳ ରେ ତୁମ୍ଭେ ଜଳ ରେ ମଗ୍ନ ହବେ ନାହିଁ। ଅଗ୍ନି ରେ ଗମନ କଲା ବେଳେ ଦଗ୍ଧିଭୂତ ହବେ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ।

3. କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବର, ଇଶ୍ରାୟେଲ ଧର୍ମସ୍ବରୂପ ତୁମ୍ଭର ତ୍ରାଣକର୍ତ୍ତା। ଆମ୍ଭେ ତୁମ୍ଭର ମୁକ୍ତିର ମୂଲ୍ଯ ସ୍ବରୂପ ରେ ମିଶର ଓ ତୁମ୍ଭକୁ ପାଇବା ପାଇଁ କ୍ରୁଶ୍ ଓ ଶିବାଦେଶ ଦଇେଅଛୁ।

4. ତୁମ୍ଭେ ଆମ୍ଭପାଇଁ ଅତି ମୂଲ୍ଯବାନ୍, ତେଣୁ ଆମ୍ଭେ ତୁମ୍ଭକୁ ଅତି ସମ୍ମାନ ଦେଉଅଛୁ, ତୁମ୍ଭକୁ ପ୍ ରମେ କରୁଛୁ ଏବଂ ତୁମ୍ଭ ପରିବର୍ତ୍ତନ ରେ ଲୋକମାନଙ୍କୁ ଓ ତୁମ୍ଭର ପ୍ରାଣର ବଦଳ ରେ ଗୋଷ୍ଠୀମାନଙ୍କୁ ଦବୋ।'

5. "ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସହିତ ଅଛୁ। ଆମ୍ଭେ ପୂର୍ବ ଦିଗରୁ ତୁମ୍ଭର ସନ୍ତାନଗଣଙ୍କୁ ଆଣିବା ଓ ପୂର୍ବଦିଗରୁ ତୁମ୍ଭକୁ ଆଣିବା।

6. ଆମ୍ଭେ ଉତ୍ତର ଦିଗକୁ କହିବା ଛାଡ଼ି ଦିଅ ଓ ଦକ୍ଷିଣ ଦିଗକୁ କହିବା ସମାନଙ୍କେୁ ଅଟକାଅ ନାହିଁ। ଆମ୍ଭର ପୁତ୍ରଗଣଙ୍କୁ ଦୂରରୁ ଓ କନ୍ଯାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ।

7. ଆମ୍ଭ ନାମ ରେ ଖ୍ଯାତ ଓ ଯାହାକୁ ଆମ୍ଭେ ଆମ୍ଭର ଗୌରବାର୍େଥ ସୃଷ୍ଟି କରିଅଛୁ, ଏହିପରି ପ୍ରତ୍ଯକ ଲୋକଙ୍କୁ ଆଣ। ଆମ୍ଭେ ତାହାକୁ ଗଢ଼ିଅଛୁ ଓ ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।'

8. ପରମେଶ୍ବର କୁହନ୍ତି, "ଚକ୍ଷୁଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର ସହେି ଲୋକଙ୍କୁ ବାହାର କରିଆଣ।

9. ସବୁ ଦେଶର ଓ ସବୁ ଗୋଷ୍ଠୀର ଲୋକମାନେ ଏକତ୍ରୀତ ହୁଅନ୍ତୁ। ସମାନଙ୍କେ ମଧ୍ଯରୁ କିଏ ଏହା ପ୍ରକାଶ କରିପା ରେ ଓ ଆଦ୍ଯ ବିଷଯମାନ ଦଖାଇେ ଦଇପୋ ରେ ? ସମାନେେ ଦୋଷମୁକ୍ତ ହବୋକୁ ନିଜ ନିଜର ସାକ୍ଷୀ ଆଣନ୍ତୁ ଓ ସମାନେେ ପୁଣି ଏହା ସତ୍ଯ ବୋଲି କୁହନ୍ତୁ।'

10. ସଦାପ୍ରଭୁ କୁହନ୍ତି, "ତୁମ୍ଭମାନେେ ଆମ୍ଭର ସାକ୍ଷୀ ଓ ତୁମ୍ଭମାନେେ ମାରେ ମନୋନୀତ ଦାସ। କାରଣ ତୁମ୍ଭମାନେେ ମାଠାେ ରେ ବିଶ୍ବାସ ରଖନ୍ତୁ ବୋଲି ପ୍ରଚାର କରିବ ଓ ଆମ୍ଭେ ସହେି ଅଟୁ ବୋଲି ସମାନେେ ଯେପରି ବୁଝିବେ। ଆମ୍ଭେ ପ୍ରକୃତ ପରମେଶ୍ବର, ପୂର୍ବରୁ କହେି ପରମେଶ୍ବର ନ ଥିଲେ କି ପ ରେ କହେି ଈଶ୍ବର ହବେେ ନାହିଁ।

11. ଆମ୍ଭେ ହିଁ ସଦାପ୍ରଭୁ ଓ ଆମ୍ଭ ବ୍ଯତୀତ ତ୍ରାଣକର୍ତ୍ତା କହେି ନାହାନ୍ତି।

12. ଆମ୍ଭେ ତାକୁ ପ୍ରକାଶ କରିଅଛୁ ଏବଂ ଆମ୍ଭେ ପରିତ୍ରାଣ କରିଅଛୁ, ତୁମ୍ଭମାନଙ୍କ ମଧିଅରେ କହେି ବିଦେଶୀଯ ଦବେତା ନ ଥିଲେ, ଆମ୍ଭେ ଦଖାଇେଅଛୁ। ଏଣୁ ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ବର ଅଟୁ।'

13. "ଆମ୍ଭେ ସର୍ବଦା ଅନନ୍ତ ପରମେଶ୍ବର ହାଇେ ରହିବୁ। ଆମ୍ଭେ ଯାହା କରିବୁ କହେି ତାହା ଅନ୍ୟଥା କରିପାରିବ ନାହିଁ। ଆମ୍ଭ ପରାକ୍ରମ ନିକଟରେ କହେି ହେଲେ ଅନ୍ୟଜଣକୁ ରକ୍ଷା କରିପାରିବ ନାହିଁ।"

14. ତୁମ୍ଭମାନଙ୍କର ମୁକ୍ତିଦାତା, ଇଶ୍ରାୟେଲର ପବିତ୍ର ସ୍ବରୂପ ସଦାପ୍ରଭୁ ଏହିକଥା କୁହନ୍ତି, "ଆମ୍ଭେ ତୁମ୍ଭମାନଙ୍କ ପାଇଁ ବାବିଲକୁ ସୈନ୍ଯବାହିନୀ ପଠାଇଅଛୁ। ମୁଁ ସହେି ଫାଟକକୁ ଭାଙ୍ଗି ଦବେି। କଲଦୀଯମାନଙ୍କର ଚିତ୍କାର ଦୁଃଖ ରେ ପରିଣତ ହବେ।

15. ଆମ୍ଭେ ସଦାପ୍ରଭୁ, ତୁମ୍ଭମାନଙ୍କର ଧର୍ମସ୍ବରୂପ, ଇଶ୍ରାୟେଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁଁ।"

16. ସଦାପ୍ରଭୁ ସମୁଦ୍ର ରେ ପଥ ନିର୍ମାଣ କରିବେ। ଏପରିକି ତାଙ୍କ ଲୋକମାନଙ୍କ ପାଇଁ ଅଶାନ୍ତ ଜଳରାଶି ମଧିଅରେ ମାର୍ଗ ତିଆରି କରିବେ। ପୁଣି ସଦାପ୍ରଭୁ କୁହନ୍ତି,

17. " ଯେଉଁ ଲୋକମାନେ ରଥ, ଅଶ୍ବ, ସୈନ୍ଯ ଓ ବୀରଗଣଙ୍କୁ ନଇେ ମାେ ବିପକ୍ଷ ରେ ଲଢ଼ିବେ, ସେ ଲୋକମାନଙ୍କର ପତନ ଘଟିବ, ସମାନେେ କବେେ ଉଠିବେ ନାହିଁ। ସମାନେେ ଧ୍ବଂସ ହବେେ ଓ ଛଣପଟ ପରି ଲିଭିଯିବେ।

18. ତେଣୁ ଆଦ୍ଯ ରେ ଘଟିଥିବା ବିଷଯକୁ ସ୍ମରଣ କର ନାହିଁ କିମ୍ବା ବହୁବର୍ଷ ପୂର୍ବେ ଘଟିଥିବା ବିଷଯକୁ ବିବଚେନା କର ନାହିଁ।

19. କାରଣ ଆମ୍ଭେ ନୂତନ କାର୍ୟ୍ଯ କରିବୁ। ଏବେ ତୁମ୍ଭେ ଅଙ୍କୁରିତ ହବେ। ତୁମ୍ଭେ ଏହା ସତ୍ଯ ବୋଲି ନିଶ୍ଚିତ ଜାଣିବ। ଆଉ ମଧ୍ଯ ଆମ୍ଭେ ପ୍ରାନ୍ତର ମଧିଅରେ ପଥ ଓ ମରୁଭୂମିରେ ନଦନଦୀ କରିବା।

20. ଏପରିକି କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଉଷ୍ଟ୍ର ପକ୍ଷୀଗଣ ଆମ୍ଭର ଗୌରବ ଗାନ କରିବେ। କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ଜଳପାନ ପାଇଁ ପ୍ରାନ୍ତର ଓ ମରୁଭୂମିରେ ନଦନଦୀ କରୁଥିବାରୁ ସମାନେେ ଆମ୍ଭର ଗୌରବ କରିବେ।

21. ସହେି ଲୋକମାନଙ୍କୁ ଆମ୍ଭର ପ୍ରଶଂସାଗାନ କରିବାକୁ ଆମ୍ଭେ ସୃଷ୍ଟି କରିଅଛୁ।

22. "ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ। ହେ ଇଶ୍ରାୟେଲ, ତୁମ୍ଭେ ଆମ୍ଭ ପ୍ରତି ବିମୁଖ ହାଇେଅଛ।

23. ଆମ୍ଭ ନିମନ୍ତେ ନିଜର ଉତ୍ସର୍ଗ ମଷଗେୁଡ଼ିକୁ ଆମ୍ଭ ନିକଟକୁ ଆଣି ନାହଁ। କିମ୍ବା ବଳିଦାନ ଦ୍ବାରା ଆମ୍ଭର ଅଭ୍ଯର୍ଥନା କରି ନାହଁ। ଆମ୍ଭେ ନବୈେଦ୍ଯ ନିମନ୍ତେ ତୁମ୍ଭକୁ ଦାସ ଭାବରେ ବ୍ଯବହାର କରି ନାହୁଁ କିମ୍ବା ଧୂପ ନିମନ୍ତେ ତୁମ୍ଭକୁ କ୍ଲାନ୍ତ କରି ନାହୁଁ।

24. ତୁମ୍ଭେ ଆମ୍ଭର ସମ୍ମାନ ନିମନ୍ତେ ସୁଗନ୍ଧି ଦ୍ରବ୍ଯ କ୍ରଯ କରିବାକୁ ରେ ୗପ୍ୟ ମୁଦ୍ରା ଦଇେ ନାହଁ। କିମ୍ବା ତୁମ୍ଭ ବଳିର ମଦେ ରେ ଆମ୍ଭକୁ ତୃପ୍ତ କରି ନାହଁ, ମାତ୍ର ଆପଣା ପାପଦ୍ବାରା ଆମ୍ଭକୁ ଦାସ୍ଯ କର୍ମ କରାଇଛ ଓ ଆପଣା ନାନା ଅଧର୍ମ ରେ ଆମ୍ଭକୁ କ୍ଲାନ୍ତ କରିଅଛ।

25. "ମୁଁ ଏକମାତ୍ର ପବିତ୍ର ଯେ କି ତୁମ୍ଭର ସମସ୍ତ ଦୋଷକୁ ନଥିପତ୍ରରୁ ପୋଛି ଦିଏ। ଆଉ ମଧ୍ଯ ତୁମ୍ଭର ସମସ୍ତ ପାପକୁ ମୁଁ ଭୁଲିୟାଏ। ମାରେ ଗାରିମାକୁ ରକ୍ଷା କରିବାକୁ ଏପରି କରେ।

26. ମାେ ବିରୁଦ୍ଧ ରେ ତୁମ୍ଭର ମକଦ୍ଦମା କର। ଆସ ଏକାଠି ତୁମ୍ଭକୁ ଯଥାର୍ଥ ପ୍ରଣାମ କରିବା ପାଇଁ ଯାହା ଜାଣ କୁହ।

27. ତୁମ୍ଭର ଆଦି ପିତା ପାପ କଲେ ଓ ତୁମ୍ଭର ଅନୁବାଦକ ଆମ୍ଭର ପ୍ରତିକୂଳ ରେ ଗଲେ।

28. ଏଣୁ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା। ଆମ୍ଭେ ଯାକୁବକୁ ଅଭିଶାପ ଦବୋ ଓ ଇଶ୍ରାୟେଲକୁ ନିନ୍ଦିତ କରିବା।"

About ଯିଶାଇୟ Chapter 43

Read ଯିଶାଇୟ Chapter 43 online from the Holy Bible. This chapter is part of the Book of ଯିଶାଇୟ in the Old Testament. Continue reading with the chapter navigation above or explore the complete book.

Book Information

Book: ଯିଶାଇୟ
Chapter: 43
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଯିଶାଇୟ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯିଶାଇୟ Chapter 43 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯିଶାଇୟ Chapter 43?

ଯିଶାଇୟ Chapter 43 is part of the Book of ଯିଶାଇୟ in the Holy Bible.

Can I read this chapter online?

Yes. You can read the complete ଯିଶାଇୟ Chapter 43 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 1
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 21
  6. ଆଦି ପୁସ୍ତକ Chapter 12
  7. ଆଦି ପୁସ୍ତକ Chapter 11

Explore More from ଯିଶାଇୟ

  1. ଯିଶାଇୟ Chapter 24
  2. ଯିଶାଇୟ Chapter 6
  3. ଯିଶାଇୟ Chapter 62
  4. ଯିଶାଇୟ Chapter 65
  5. ଯିଶାଇୟ Chapter 36
  6. ଯିଶାଇୟ Chapter 56
  7. ଯିଶାଇୟ Chapter 27

Related Chapters & Readings

  1. ବିଚାରକର୍ତ୍ତା Chapter 3
  2. ଦ୍ୱିତୀୟ ବିବରଣ Chapter 25
  3. ଯିଶାଇୟ Chapter 12
  4. ରୋମୀୟ Chapter 2
  5. ରୋମୀୟ Chapter 8
  6. ଗୀତସଂହିତା Chapter 141
  7. ମାର୍କ Chapter 1
Share Your Love

Leave a Reply

Your email address will not be published. Required fields are marked *