Read ଯିହିଜିକଲ Chapter 1 Online
Read ଯିହିଜିକଲ Chapter 1 online from the Holy Bible. This chapter is part of the Book of ଯିହିଜିକଲ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯିହିଜିକଲ and the Holy Bible online.
Choose a Chapter
ଯିହିଜିକଲ 1
ଅଧ୍ୟାୟ 1
1. ମୁଁ ବୂଷିର ପୁତ୍ର ଯାଜକ ଯିହିଜିକଲ। କବାର ନଦୀ କୂଳ ରେ ମୁଁ ନିର୍ବାସିତ ଥିଲା ବେଳେ ଆକାଶ ଖାଲିଗେଲା ଏବଂ ତିରିଶତମ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନ ରେ ବାବିଲ ରେ ମୁଁ ପରମେଶ୍ବରଙ୍କ ଦର୍ଶନ ପାଇଲି।
4. ତାପ ରେ ଉତ୍ତର ଦିଗରୁ ଘୂର୍ଣ୍ଣିବାଯୁ ବୃହତ୍ ମେଘ ଓ ଜାଜ୍ବଲ୍ଯମାନେ ଅଗ୍ନି ଆସିବାର ମୁଁ ଦେଖିଲି। ଆଉ ତାହାର ଚତୁର୍ଦ୍ଦିଗ ରେ ଉଜ୍ଜ୍ବଳ ତଜେ ବାହାରୁଥିଲା ଓ ଏହାର ମଧ୍ଯଭାଗ ଏକ ଜ୍ବଳନ୍ତ ଧାତୁ ସଦୃଶ ଦଖାେ ଯାଉଥିଲା।
5. ସହେି ମେଘ ମଧିଅରେ ଜୀବନ୍ତ ଚାରି ପ୍ରାଣୀର ମୂର୍ତ୍ତି ପ୍ରକାଶ ପାଇଲା। ସମାନଙ୍କେର ଆକୃତି ମନୁଷ୍ଯ ପରି ଥିଲା।
6. ଏବଂ ପ୍ରେତ୍ୟକକ ପ୍ରାଣୀର ଚାରିମୁଖ ଓ ଚାରିପକ୍ଷ ଥିଲା।
7. ସମାନଙ୍କେର ପାଦ ସଳଖ, ଆଉ ସମାନଙ୍କେର ପାଦର ତଳିପା ଗୋବତ୍ସର ତଳିପା ତୁଲ୍ଯ। ଆଉ ସଗେୁଡ଼ିକ ମଳା ୟାଇଥିବା ପିତ୍ତଳ ପରି ଝଟକୁଥିଲା।
8. ଆଉ ସମାନଙ୍କେର ପକ୍ଷ ତଳେ ମନୁଷ୍ଯର ହସ୍ତତୁଲ୍ଯ ହସ୍ତ ଥିଲା। ସେ ଚାରି ପ୍ରାଣୀଙ୍କର ମଧିଅରେ ପ୍ରତି ପ୍ରାଣୀର ଚାରି ମୁଖ ଓ ଚାରି ପକ୍ଷ ଥିଲା।
9. ସମାନଙ୍କେର ପକ୍ଷଗୁଡ଼ିକ ପରସ୍ପର ସଂୟୁକ୍ତ, ଆଉ ସମାନେେ ଗମନ କଲା ବେଳେ ପଛକୁ ଫରେିଲେ ନାହିଁ। ପ୍ରେତ୍ୟକକ ସମ୍ମୁଖ ଆଡ଼େ ଗମନ କଲେ।
10. ପ୍ରତି ପ୍ରାଣୀର ଚାରି ମୁଖ ମଧ୍ଯରୁ ସମ୍ମୁଖ ଭାଗ ରେ ମନୁଷ୍ଯର ମୁଖ, ଦକ୍ଷିଣ ପାଶର୍ବ ରେ ସିଂହର ମୁଖ, ବାମ ପାଶର୍ବ ରେ ଗୋରୁର ମୁଖ ଓ ପଛ ଭାଗ ରେ ଉତ୍କ୍ରୋଶ ପକ୍ଷୀର ମୁଖ ଥିଲା।
11. ପ୍ରାଣୀଗୁଡ଼ିକର ଡଣୋଗୁଡ଼ିକ ସମାନଙ୍କେୁ ଘାଡ଼ଇେେ ରଖିଥିଲା। ପ୍ରେତ୍ୟକକ ପ୍ରାଣୀର ଦୁଇଟି ଡ଼ଣୋ ଏହାର ପାଖ ରେ ଥିବା ଅନ୍ୟ ଗୋଟିଏ ପ୍ରାଣୀ ପାଖକୁ ପହଞ୍ଚୁ ଥିଲା ଏବଂ ଅନ୍ୟ ଦୁଇଟି ଡଣୋ ଏହାର ଦହକେୁ ଆଚ୍ଛାଦନ କରୁଥିଲା।
12. ପୁଣି ସମାନେେ ପ୍ରେତ୍ୟକକ ସମ୍ମୁଖ ଭାଗ ରେ ଗମନ କଲେ। ସମାନଙ୍କେର ନିଜ ଇଚ୍ଛାନୁସା ରେ ସମାନେେ ଗତି କଲେ ଓ ସମାନଙ୍କେର ଗମନ କାଳ ରେ ସମାନେେ ଫରେିଲେ ନାହିଁ।
13. ଏହି ଜୀବିତ ପ୍ରାଣୀମାନେ ପ୍ରଜ୍ବଳିତ ଅଙ୍ଗାର ଓ ମଶାଲଗୁଡ଼ିକ ସଦୃଶ ଏବଂ ଅଗ୍ନି ସମାନଙ୍କେର ମଧିଅରେ ବୁଲୁଥିବାର ଦଖାଯାେଉଥିଲା।
14. ଏବଂ ଜୀବିତ ପ୍ରାଣୀଗଣ ବିଜୁଳି ପରି ଦ୍ରୁତଗତି ରେ ଏଣତେଣେେ ଦୌଡ଼ିଲେ।
15. ମୁଁ ଜୀବିତ ପ୍ରାଣୀମାନଙ୍କୁ ଦେଖିଲି ଏବଂ ଦେଖିଲି ଯେ, ପ୍ରେତ୍ୟକକ ଜୀବିତ ପ୍ରାଣୀମାନଙ୍କର ଚାରି ମୁଖର ସହିତ, ପାଶର୍ବ ରେ ଗୋଟିଏ ଗୋଟିଏ ଚକ ଥିଲା। ସମାନେେ ମଣିପରି ଉଜ୍ବଳ ଥିଲେ ଏବଂ ସମାନଙ୍କେର ଆକୃତି ସମାନ ଥିଲା ଏବଂ ପ୍ରେତ୍ୟକକ ଗୋଟିଏ ଚକ ମଧିଅରେ ଗୋଟିଏ ଚକ ସଦୃଶ ଦଖାଗେଲା।
17. ଗମନ କଲା ବେଳେ ସେ ଚାରିଚକ ଯେ କୌଣସି ଚାରିଦିଗ ରେ ଗତି କରୁଥିଲେ, କିନ୍ତୁ ଚକଗୁଡ଼ିକ ଗତି କଲା ବେଳେ ବୁଲୁ ନ ଥିଲା।
18. ସମାନଙ୍କେର ଘରେ ଉଚ୍ଚ ଓ ଭୟଙ୍କର ଥିଲା ; ପୁଣି ସହେି ଚାରି ଘରରେ ଚତୁର୍ଦ୍ଦିଗ ଚକ୍ଷୁ ରେ ପରିପୂର୍ଣ୍ଣ ଥିଲା।
19. ସହେି ଜୀବିତ ପ୍ରାଣୀମାନଙ୍କ ଗତି ସହିତ ସହେି ଚକସବୁ ଚାଳିତ ହେଲା। ପୁଣି ଜୀବିତ ପ୍ରାଣୀମାନେ ଭୂମିରୁ ଉତଥିତ ହେଲା ବେଳେ ଚକଗୁଡ଼ିକ ଉତ୍ଥିତ ହେଲା।
20. ପବନର ଇଚ୍ଛାନୁସା ରେ ସମାନେେ ବିଭିନ୍ନ ସ୍ଥାନକୁ ଗମନ କଲେ। ଚକସବୁ ସମାନଙ୍କେ ସହିତ ଉଠିଲେ କାରଣ ଜୀବିତ ପ୍ରାଣୀମାନଙ୍କର ଆତ୍ମା ଚକ୍ର ରେ ଥିଲା।
21. ପବନର ଇଚ୍ଛାନୁସା ରେ ସମାନେେ ବିଭିନ୍ନ ସ୍ଥାନକୁ ଗମନ କଲେ। ଚକସବୁ ସମାନଙ୍କେ ସହିତ ଉଠିଲେ, କାରଣ ସହେି ଜୀବିତ ପ୍ରାଣୀମାନଙ୍କର ଆତ୍ମା ଚକରେ ଥିଲା।
22. ପୁଣି ସହେି ଜୀବିତ ପ୍ରାଣୀମାନଙ୍କର ମସ୍ତକରେ ଏକ ଆସ୍ତରଣ ଥିଲା, ଏହା ସ୍ଫଟିକ ତୁଲ୍ଯ ଉଜ୍ବଳ ଓ ସ୍ବଚ୍ଛ ଥିଲା। ଏହା ସମାନଙ୍କେ ମସ୍ତକର ଚତୁଃପାଶର୍ବ ରେ ବିସ୍ତାରିତ ଥିଲା।
23. ସହେି ଆସ୍ତରଣ ତଳେ ସମାନଙ୍କେର ପକ୍ଷସବୁ ଏକ ଆଲୋକର ଆଡ଼େ ପ୍ରସାରିତ ହାଇେଥିଲା ; ସମାନଙ୍କେର ଶରୀର ଆଚ୍ଛାଦନ କରିବା ପାଇଁ ଏ ପାଖ ରେ ଦୁଇ ପକ୍ଷ ଓ ସେ ପାଖ ରେ ଦୁଇ ପକ୍ଷ ଥିଲା।
24. ଏବଂ ସମାନେେ ଗମନ କଲା ସମୟରେ ମୁଁ ସମାନଙ୍କେର ପକ୍ଷର ଶବ୍ଦ ଶୁଣିଲି, ତାହା ମହାଜଳ ରାଶିର କଲ୍ଲୋଳ ତୁଲ୍ଯ, ସର୍ବଶକ୍ତିମାନ ପରମେଶ୍ବରଙ୍କର ସ୍ବର ତୁଲ୍ଯ ଓ ସୈନ୍ଯଦଳର କୋଳାହଳ ଶବ୍ଦ ତୁଲ୍ଯ ଥିଲା। ସମାନେେ ଅଟକିଲା ବେଳେ ନିଜ ନିଜ ପକ୍ଷ ସଙ୍କୋଚନ କଲେ।
25. ଏବଂ ଯେତବେେଳେ ସମାନେେ ଗତି ବନ୍ଦ କଲେ, ସମାନେେ ସମାନଙ୍କେର ପକ୍ଷ ସଙ୍କୁଚିତ କଲେ ଓ ସେତବେେଳେ ସମାନଙ୍କେ ମସ୍ତକର ଉପରିସ୍ଥ ଆସ୍ତରଣ ଉପ ରେ ଏକ ଶବ୍ଦ ଶୁଣାଗଲା।
26. ଏବଂ ଆସ୍ତରଣ ଉପରକୁ ସମାନଙ୍କେର ମସ୍ତକ ଚତୁଃପାଶର୍ବ ରେ ନୀଳକାନ୍ତମଣି ରେ ନିର୍ମିତ ହାଇେଥିବା ଏକ ସିଂହାସନ ଥିଲା, ଆଉ ସହେି ସିଂହାସନର ଆକୃତି ଉପ ରେ ମନୁଷ୍ଯ ସଦୃଶ ଏକ ଆକୃତି ଥିଲା।
27. ଏବଂ ମୁଁ ତାଙ୍କର କଟିର ଉପର ଭାଗର ଚତୁର୍ଦ୍ଦିଗ ଉତ୍ତପ୍ତ ତମ୍ବାତୁଲ୍ଯ ଉଜ୍ବଳ ଥିବାର ଦେଖିଲି। ପୁଣି କଟିଦେଶର ତଳ ଭାଗର ଚତୁର୍ଦ୍ଦିଗ ଅଗ୍ନି ସଦୃଶ ଆଭାମଯ ଥିବାର ଦେଖିଲି।
28. ସହେି ତଜେ ତା'ର ଚତୁଃପାଶର୍ବ ରେ ଝଟକୁଥିଲା ଏବଂ ଏକ ଇନ୍ଦ୍ରଧନୁ ପରି ଦଖାଗେଲା, ଯାହା ବର୍ଷା ଦିନ ରେ ମେଘ ରେ ଦଖାୟୋଏ। ଏହା ସଦାପ୍ରଭୁଙ୍କ ମହିମା ମୂର୍ତ୍ତିର ଆଭା ଥିଲା। ଯେଉଁ ସମୟରେ ମୁଁ ଏହା ଦେଖିଲି, ଭୂମିରେ ମୁହଁ ମାଡ଼ି ପଡ଼ିଲି। ଏକ ସ୍ବର ମାେତେ କିଛି କହୁଥିବାର ଶୁଣିଲି।
About ଯିହିଜିକଲ Chapter 1
Read ଯିହିଜିକଲ Chapter 1 online from the Holy Bible. This chapter is part of the Book of ଯିହିଜିକଲ in the Old Testament. Continue reading with the chapter navigation above or explore the complete book.
Book Information
Book: ଯିହିଜିକଲ
Chapter: 1
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଯିହିଜିକଲ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଯିହିଜିକଲ Chapter 1 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଯିହିଜିକଲ Chapter 1?
ଯିହିଜିକଲ Chapter 1 is part of the Book of ଯିହିଜିକଲ in the Holy Bible.
Can I read this chapter online?
Yes. You can read the complete ଯିହିଜିକଲ Chapter 1 online for free with easy chapter navigation.
More Chapters from ପୁରାତନ ନିୟମ
- ଆଦି ପୁସ୍ତକ Chapter 2
- ଆଦି ପୁସ୍ତକ Chapter 1
- ଆଦି ପୁସ୍ତକ Chapter 14
- ଆଦି ପୁସ୍ତକ Chapter 10
- ଆଦି ପୁସ୍ତକ Chapter 21
- ଆଦି ପୁସ୍ତକ Chapter 12
- ଆଦି ପୁସ୍ତକ Chapter 11
Explore More from ଯିହିଜିକଲ
- ଯିହିଜିକଲ Chapter 38
- ଯିହିଜିକଲ Chapter 17
- ଯିହିଜିକଲ Chapter 7
- ଯିହିଜିକଲ Chapter 26
- ଯିହିଜିକଲ Chapter 21
- ଯିହିଜିକଲ Chapter 46
- ଯିହିଜିକଲ Chapter 25