Read ଯିହିଜିକଲ Chapter 35 Online
Read ଯିହିଜିକଲ Chapter 35 online from the Holy Bible. This chapter is part of the Book of ଯିହିଜିକଲ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯିହିଜିକଲ and the Holy Bible online.
Choose a Chapter
ଯିହିଜିକଲ 35
ଅଧ୍ୟାୟ 35
1. ଅନନ୍ତର ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ଯଥା :
2. ସେ କହିଲେ, " ହେ ମନୁଷ୍ଯ ପୁତ୍ର, ତୁମ୍ଭେ ସଯେୀର ପର୍ବତ ଆଡ଼େ ମୁଖ ରଖ ଓ ତାହା ବିରୁଦ୍ଧ ରେ ଭବିଷ୍ଯଦବାଣୀ ପ୍ରଚାର କରି ଏହା କୁହ,
3. 'ସଦାପ୍ରଭୁ, ମାରେ ପ୍ରଭୁ ଏହିକଥା କହନ୍ତି,
4. ମୁଁ ତୁମ୍ଭର ନଗରଗୁଡ଼ିକୁ ଧ୍ବଂସ କରିବି ଓ ତୁମ୍ଭେ ଏକ ଶୂନ୍ଯ ଭୂମି ହବେ। ତାହା ହେଲେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ତୁମ୍ଭେ ଜାଣିବ।
5. କାରଣ ତୁମ୍ଭର ଚିରନ୍ତନ ଶତ୍ରୁତା ଅଛି। ତୁମ୍ଭେ ଇଶ୍ରାୟେଲୀୟମାନଙ୍କୁ ସମାନଙ୍କେର ଦୁର୍ଦ୍ଦିନ, ସମୟରେ ଖଡ୍ଗ ରେ ହତ୍ଯା କର, ଯେତବେେଳେ ସମାନଙ୍କେର ଦୋଷ ସର୍ବୋଚ୍ଚ ହେଲା।"'
6. ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, "ମୁଁ ଜୀବିତ ଥିବା ପର୍ୟ୍ଯନ୍ତ ତୁମ୍ଭକୁ ରକ୍ତପାତ ନିମନ୍ତେ ପ୍ରସ୍ତୁତ କରିବି ଓ ମୃତ୍ଯୁ ତୁମ୍ଭର ଅନୁଧାବନ କରିବ। ଯେ ହତେୁ ତୁମ୍ଭେ ମୃତ୍ଯୁକୁ ଘୃଣା କରି ନାହଁ, ତେଣୁ ମୃତ୍ଯୁ ତୁମ୍ଭ ପେଛ ପେଛ ଗୋଡ଼ାଇବ।
7. ଏହିରୂପେ ମୁଁ ସଯେୀର ପର୍ବତକୁ ଧ୍ବଂସ ଓ ଶୂନ୍ଯସ୍ଥାନ ରେ ପରିଣତ କରିବି ଏବଂ ଯେଉଁମାନେ ସଠାେ ରେ ବାସ କରିବେ ଓ ୟିବା ଆସିବା କରିବେ ମୁଁ ସମାନଙ୍କେୁ ବିନାଶ କରିବି।
8. ମୁଁ ନିହତ ଲୋକମାନଙ୍କ ଶବ ରେ ତାହାର ପର୍ବଗୁଡ଼ିକୁ ସମ୍ପୂର୍ଣ୍ଣ ଆବୃତ କରିବି। ପୁଣି ହତ ଲୋକମାନଙ୍କର ଶବ ଉପପର୍ବତ, ଉପତ୍ୟକା ଓ ଜଳପ୍ରବାହଗୁଡ଼ିକରେ ପତିତ ହବେ।
9. ମୁଁ ଚିରକାଳ ଶୂନ୍ଯସ୍ଥାନ କରିବି ଓ ତୁମ୍ଭର ନଗରଗୁଡ଼ିକ ଜନଶୂନ୍ଯ ହବେ। ତାହା ହେଲେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ତୁମ୍ଭମାନେେ ଜାଣିବ।"
10. କାରଣ ତୁମ୍ଭେ କହିଲ, "ଏହି ଦୁଇ ଜାତି ଏବଂ ଏହି ଦୁଇ ଦେଶ ଇଶ୍ରାୟେଲ ଓ ଯିହୁଦା ମାରେ ହବେେ, ମୁଁ ସମାନଙ୍କେୁ ଅଧିକାର ଦବେି, ଏପରିକି ଯଦିଓ ସଠାେ ରେ ସଦାପ୍ରଭୁ ବାସ କରନ୍ତି।"
11. ତେଣୁ ସଦାପ୍ରଭୁ ମାରେ ପ୍ରଭୁ କହନ୍ତି, "ତୁମ୍ଭେ ଆମ୍ଭର ସନ୍ତାନଗଣଙ୍କୁ ଈର୍ଷା କରିଅଛ ଓ ସମାନଙ୍କେ ପ୍ରତି ଘୃଣାଭାବ ରଖିଅଛ। ତେଣୁ ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଯେଉଁପରି କୋରଧ ଓ ଈର୍ଷା ସମାନଙ୍କେ ପ୍ରତି କରିଅଛ ମୁଁ ସହେି ଅନୁସାରେ ତୁମ୍ଭର ବିଚାର କରିବି। ସେତବେେଳେ ସମାନଙ୍କେ ମଧିଅରେ ମୁଁ ଅଛି ବୋଲି ସମାନେେ ଜାଣିବେ।
12. ତୁମ୍ଭେ ଇଶ୍ରାୟେଲର ପର୍ବତଗଣ ବିରୁଦ୍ଧ ରେ ଯେଉଁସବୁ ନିନ୍ଦାର କଥା କହିଅଛ ଅର୍ଥାତ୍ ' ସେସବୁ ଧ୍ବଂସସ୍ଥାନ ହବେ ଓ ଆମ୍ଭମାନେେ ତାହାକୁ ଖାଦ୍ୟପରି ଚର୍ବଣ କରିବୁ।' ମୁଁ ସଦାପ୍ରଭୁ ଶୁଣିଅଛି।
13. ତୁମ୍ଭମାନେେ ଗର୍ବିତ ହାଇେ ମାେ ବିରୁଦ୍ଧ ରେ କହିଅଛ। ତୁମ୍ଭମାନେେ ତାହା ବାରମ୍ବାର କହିଛ, ଆଚ୍ଛା ! ମୁଁ ତାହା ଶୁଣିଅଛି।"
14. ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, "ମୁଁ ତୁମ୍ଭମାନଙ୍କୁ ବିନାଶ କରିବି ଓ ଏହା ସମଗ୍ର ପୃଥିବୀର ଆନନ୍ଦର ଦିନ ହବେ।
15. ଇଶ୍ରାୟେଲ ପରିବାର ଧ୍ବଂସ ସମୟରେ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ମୁଁ ତୁମ୍ଭକୁ ସହେି ଭାବରେ ସବୋ କରିବି। ସଯେୀର ପର୍ବତ ଓ ପ୍ରକୃତ ରେ ସମଗ୍ର ଇଦୋମ, ଧ୍ବଂସ ହବେ। ତାହା ହେଲେ ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।"
About ଯିହିଜିକଲ Chapter 35
Read ଯିହିଜିକଲ Chapter 35 online from the Holy Bible. This chapter is part of the Book of ଯିହିଜିକଲ in the Old Testament. Continue reading with the chapter navigation above or explore the complete book.
Book Information
Book: ଯିହିଜିକଲ
Chapter: 35
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଯିହିଜିକଲ. You can also adjust the font size for comfortable reading and browse other books of the Bible using the navigation links.
More Resources
- 📱 Hindi Android Bible App
- 📱 Hindi Christian Songs from waytochurch
- 📖 Read on Malayalam Christian Songs – madely
Continue Reading the Bible
Continue reading ଯିହିଜିକଲ Chapter 35 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଯିହିଜିକଲ Chapter 35?
ଯିହିଜିକଲ Chapter 35 is part of the Book of ଯିହିଜିକଲ in the Holy Bible.
Can I read this chapter online?
Yes. You can read the complete ଯିହିଜିକଲ Chapter 35 online for free with easy chapter navigation.
More Chapters from ପୁରାତନ ନିୟମ
- ଆଦି ପୁସ୍ତକ Chapter 1
- ଆଦି ପୁସ୍ତକ Chapter 2
- ଆଦି ପୁସ୍ତକ Chapter 14
- ଆଦି ପୁସ୍ତକ Chapter 10
- ଆଦି ପୁସ୍ତକ Chapter 12
- ଆଦି ପୁସ୍ତକ Chapter 11
- ଆଦି ପୁସ୍ତକ Chapter 38
Explore More from ଯିହିଜିକଲ
- ଯିହିଜିକଲ Chapter 6
- ଯିହିଜିକଲ Chapter 22
- ଯିହିଜିକଲ Chapter 25
- ଯିହିଜିକଲ Chapter 44
- ଯିହିଜିକଲ Chapter 13
- ଯିହିଜିକଲ Chapter 38
- ଯିହିଜିକଲ Chapter 46