ଯୋହନ Chapter 13

For English

Read ଯୋହନ Chapter 13 Online

Read ଯୋହନ Chapter 13 online from the Holy Bible. This chapter is part of the Book of ଯୋହନ in the New Testament. Browse every verse with easy chapter navigation, continue to the next chapter, or explore the complete Book of ଯୋହନ and the Holy Bible online.

Choose a Chapter

ଯୋହନ 13

ଅଧ୍ୟାୟ 13

1. ସେତବେେଳେ ଯିହୂଦୀମାନଙ୍କର ନିସ୍ତାର ପର୍ବ ସମୟ ପ୍ରାୟ ହାଇଯୋଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡି ୟିବାର ସମୟ ଉପସ୍ଥିତ ହାଇଗେଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫରେିଯିବେ। ସେ ସବୁବେଳେ ଏହି ଜଗତ ରେ ଥିବା ତାହାଙ୍କ ନିଜର ହାଇଯୋଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସମାନଙ୍କେ ପ୍ରତି ତାହାଙ୍କର ଗଭୀର ଓ ଚୁଡାନ୍ତ ପ୍ ରମେ ଦଖାଇେଥିଲେ।

2. ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସନ୍ଧ୍ଯା ଭୋଜନ ରେ ବସିଥିଲେ। ଶିମାନରେ ପୁତ୍ର ଈଷ୍କରିଯୋଥ ୟିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧ ରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା।

3. ପରମପିତା ଯୀଶୁଙ୍କୁ ସବୁ ବିଷୟ ରେ କ୍ଷମତା ଦଇେଥିଲେ। ଯୀଶୁ ଏହା ଜାଣିଥିଲେ। ସେ ପରମେଶ୍ବରଙ୍କଠାରୁ ଆସିଛନ୍ତି, ବୋଲି ମଧ୍ଯ ଜାଣିଥିଲେ। ସେ ତାହାଙ୍କ ପାଖକୁ ଫରେିଯାଉଛନ୍ତି ବୋଲି ମଧ୍ଯ ଜାଣିଥିଲେ।

4. ସମାନେେ ଖାଇବା ସମୟରେ ଯୀଶୁ ଠିଆ ହାଇେ ପିନ୍ଧିଥିବା ଲମ୍ବା ପୋଷାକଟି ଖାଲିେ ଦେଲେ। ସେ ଅଣ୍ଟା ରେ ଗୋଟିଏ ତଉଲିଆ ଗୁଡଇେ ହାଇେ ପଡିଲେ।

5. ତା'ପରେ ସେ ପାତ୍ର ରେ ଜଳ ଭର୍ତ୍ତି କଲେ ଓ ଶିଷ୍ଯମାନଙ୍କର ପାଦ ଧୋଇବା ଆରମ୍ଭ କଲେ। ସେ ଅଣ୍ଟା ରେ ବାନ୍ଧିଥିବା ତଉଲିଆ ରେ ସମାନଙ୍କେର ପାଦ ପୋଛିଲେ।

6. ଯୀଶୁ ଶିମାନେ ପିତରଙ୍କ ପାଖକୁ ଆସିଲେ। କିନ୍ତୁ ପିତର ତାହାଙ୍କୁ କହିଲେ, "ପ୍ରଭୁ, ତୁମେ ମାରେ ପାଦ ଧୋଇବା ଉଚିତ ନୁହେଁ।"

7. ଯୀଶୁ କହିଲେ, "ତୁମେ ଏବେ ଜାଣିପାରୁ ନାହଁ ଯେ, ମୁଁ କ'ଣ କରୁଛି। କିନ୍ତୁ ପରେ ତୁମେ ବୁଝିବ।"

8. ପିତର କହିଲେ, "ନା, ଆପଣ ମାେ ପାଦ କବେେ ଧୋଇବେ ନାହିଁ।"

9. ଶିମାନେ ପିତର ଉତ୍ତର ଦେଲେ, " ହେ ପ୍ରଭୁ, ତୁମେ ମାରେ ପାଦ ଧୋଇବା ପରେ ମାରେ ହାତ ଓ ମୁଣ୍ଡ ମଧ୍ଯ ଧୋଇ ଦିଅ।"

10. ଯୀଶୁ କହିଲେ, "ଜଣେ ଲୋକ ସ୍ନାନ କରିବାପରେ ତା'ର ସମ୍ପୂର୍ଣ୍ଣ ଶରୀରଟା ନିର୍ମଳ ହାଇଯୋଏ। କବଳେ ତା'ର ପାଦ ସେ ଧୋଇବ ଦରକାର। ମୁଁ ଜାଣେ ତୁମ୍ଭମାନେେ ପରିଷ୍କାର ହାଇେଛ, କିନ୍ତୁ ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।"

11. ଯୀଶୁ ଜାଣିଥିଲେ ଯେ କିଏ ତାହାଙ୍କ ବିରୁଦ୍ଧ ରେ ଉଠିବ, ତେଣୁ ସେ କହିଲେ, "ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହଁନ୍ତି।"

12. ଯୀଶୁ ଶିଷ୍ଯମାନଙ୍କ ପାଦ ଧୋଇ ସାରିଲେ। ତା'ପରେ ସେ ଲୁଗାପଟା ପିନ୍ଧି ମଜେ ପାଖ ରେ ପୁଣି ବସିଲେ, ଯୀଶୁ ପଚାରିଲେ, "ମୁଁ ତୁମ ପାଇଁ କ'ଣ କଲି, ତୁମ୍ଭେ ତାହା ବୁଝିପାରିଲ କି?

13. ତୁମେ ମାେତେ 'ଗୁରୁ' ଓ 'ପ୍ରଭୁ' କହୁଛ। ଅବଶ୍ଯ, ଏହା ଠିକ୍, କାରଣ ମୁଁ ତାହା ଅଟେ।"

14. ମୁଁ ତୁମ୍ଭର ଗୁରୁ ଓ ପ୍ରଭୁ। କିନ୍ତୁ ମୁଁ ତୁମ୍ଭର ପାଦକୁ ଗୋଟିଏ ସବେକ ରୂପେ ଧୋଇଲି। ତେଣୁ ତୁମେ ମଧ୍ଯ ପରସ୍ପରର ପାଦ ଧୋଇବା ଉଚିତ।

15. ମୁଁ ଏହା ତୁମ୍ଭ ପାଇଁ ଗୋଟିଏ ଆଦର୍ଶ ସ୍ବରୂପ କଲି। ତେଣୁ ତୁମ୍ଭେ ପରସ୍ପର ମଧିଅରେ ଏହିପରି କରିବ।

16. ମୁଁ ଏହା ସତ୍ଯ କହୁଛି, ଜଣେ ସବେକ ତାର ପ୍ରଭୁଠାରୁ ବଡ ନୁହେଁ। ଯେଉଁ ଲୋକକୁ କିଛି କାର୍ୟ୍ଯ କରିବା ପାଇଁ ପଠାଯାଇଛି, ସେ ପ୍ ରରଣକେର୍ତ୍ତାଙ୍କଠାରୁ ବଡ ନୁହେଁ।

17. ଯଦି ତୁମ୍ଭେ ଏହା ସବୁ ଜାଣ ତବେେ ତୁମ୍ଭେ ଏହି କାର୍ୟ୍ଯ କରି ଖୁସି ହବେ।

18. ମୁଁ ତୁମ୍ଭ ସମସ୍ତଙ୍କ ବିଷୟ ରେ କହୁନାହିଁ। ମୁଁ ଯେଉଁମାନଙ୍କୁ ବାଛିଛି, ସମାନଙ୍କେୁ ଜାଣେ। କିନ୍ତୁ ଶାସ୍ତ୍ର ରେ ଯାହା ଲଖାେଅଛି, ତାହା ନିଶ୍ଚୟ ଘଟିବ: ' ଯେଉଁଲୋକ ମାେ ସହିତ ଖାଏ, ସେ ମାେ ବିରୁଦ୍ଧ ରେ ଠିଆ ହବେ।'

19. ବର୍ତ୍ତମାନ ଏହା ନ ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ଏକଥା କହୁଛି। ତେଣୁ ଯେତବେେଳେ ଏହା ଘଟିବ, ତୁମ୍ଭେ ବିଶ୍ବାସ କରିବ, ମୁଁ ସହେି ଅଟେ।

20. ମୁଁ ତୁମ୍ଭକୁ ସତ୍ଯ କହୁଛି, ମାେତେ ପଠାଇଥିବା ବ୍ଯକ୍ତିକୁ ୟିଏ ଗ୍ରହଣ କରେ ସେ ମାେତେ ଗ୍ରହଣ କରେ। ମାେତେ ଯେଉଁ ଲୋକ ଗ୍ରହଣ କରେ, ସେ ମାରେ ପ୍ ରରଣକେର୍ତ୍ତାଙ୍କୁ ମଧ୍ଯ ଗ୍ରହଣ କରେ।"

21. ଯୀଶୁ ଏକଥା କହିବା ପରେ ସେ ବହୁତ ଦୁଃଖିତ ହେଲେ। ସେ ମୁକ୍ତ ରେ କହିଲେ, "ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନଙ୍କ ମଧ୍ଯରୁ ଜଣେ ମାେ ବିରୁଦ୍ଧ ରେ ୟିବ।"

22. ଯୀଶୁଙ୍କର ଶିଷ୍ଯମାନେ ସମସ୍ତେ ପରସ୍ପରକୁ ଚାହିଁଲେ। ସମାନେେ ବୁଝି ପାରିଲେ ନାହିଁ ଯେ ଯୀଶୁ କାହା ବିଷୟ ରେ କହୁଛିନ୍ତି।

23. ଯୀଶୁଙ୍କ ପାଖ ରେ ଆଉ ଜଣେ ଶିଷ୍ଯ ବସିଥିଲା। ଯୀଶୁ ତାହାକୁ ବହୁତ ଭଲ ପାଉଥିଲେ।

24. ଶିମାନେ ପିତର, ସହେି ଶିଷ୍ଯକୁ ଯୀଶୁ କାହା ସମ୍ବନ୍ଧ ରେ କହୁଛନ୍ତି ତାହା ତାହାଙ୍କୁ ପଚାରିବା ପାଇଁ ଠାରିଲେ।

25. ସେ ଷ୍ଯ ଜଣକ ଯୀଶୁଙ୍କର ବକ୍ଷସ୍ଥଳ ରେ ଆହୁରି ଆଉଜି ପଡି ପଚାରିଲେ, "ପ୍ରଭୁ କିଏ ତୁମ୍ଭ ବିରୁଦ୍ଧ ରେ ୟିବ?"

26. ଯୀଶୁ ଉତ୍ତର ଦେଲେ, "ମୁଁ ଏହି ରୋଟୀ ଖଣ୍ଡିକ ପାତ୍ର ରେ ବୁଡଇେ ଯାହାକୁ ଦବେି, ସହେି ଲୋକ ମାେ ବିରୁଦ୍ଧ ରେ ୟିବ।" ତେଣୁ ଯୀଶୁ ଖଣ୍ଡେ ରୋଟୀ ନଇେ ପାତ୍ର ରେ ବୁଡାଇଲେ ଓ ଶିମାନଙ୍କେ ପୁତ୍ର ଈଷ୍କରିଯୋଥ ୟିହୂଦାକୁ ଦେଲେ।

27. ୟିହୂଦା ରୋଟୀ ନଲୋ ବେଳେ ଶୟତାନ ତା' ଭିତ ରେ ପ୍ରବେଶ କଲା। ଯୀଶୁ ୟିହୂଦାକୁ କହିଲେ, "ତୁମ୍ଭେ ଯାହା କରିବା କଥା, ତାହା ଶୀଘ୍ର କର।"

28. ଯୀଶୁ ଏକଥା ୟିହୂଦାଙ୍କୁ କାହିଁକି କହିଲେ ତାହା ମଜେ ପାଖ ରେ ବସିଥିବା ଲୋକମାନଙ୍କ ଭିତରୁ କହେି ହେଲେ ବୁଝିପାରିଲେ ନାହିଁ।

29. ୟିହୂଦା ଦଳର ସାମୂହିକ ଟଙ୍କା ବାକ୍ସ ନିଜ ପାଖ ରେ ରଖୁଥିଲା। ତେଣୁ କେତକେ ଶିଷ୍ଯ ଭାବିଲେ ଯେ ଯୀଶୁ ତାକୁ ପର୍ବ ପାଇଁ କିଛି କିଣିବାକୁ କହିଲେ। କିଅବା ସମାନେେ ଏକଥା ମଧ୍ଯ ଭାବିଲେ, ଯୀଶୁ ବୋଧେ ୟିହୂଦାକୁ ଦରିଦ୍ରମାନଙ୍କୁ କିଛି ଦାନ ଦବୋ ପାଇଁ କହିଲେ।

30. ୟିହୂଦା ଯୀଶୁ ଦଇେଥିବା ରୋଟୀ ଗ୍ରହଣ କଲେ। ତା'ପରେ ୟିହୂଦା ବାହାରି ଚାଲିଗଲେ। ସେତବେେଳେ ରାତ୍ରି ହାଇେଥିଲା।

31. ୟିହୂଦା ଗଲାପରେ ଯୀଶୁ କହିଲେ, "ବର୍ତ୍ତମାନ ମନୁଷ୍ଯପୁତ୍ର ଗୌରବ ପାଉଛନ୍ତି। ପରମେଶ୍ବର ମଧ୍ଯ ମନୁଷ୍ଯ ପୁତ୍ରଙ୍କ ଦ୍ବାରା ଗୌରବ ପାଉଛନ୍ତି।

32. ଯଦି ପରମେଶ୍ବର ତାହାଙ୍କ ମାଧ୍ଯମ ରେ ଗୌରବ ଅର୍ଜ୍ଜନ କରନ୍ତି, ତବେେ ପରମେଶ୍ବର ତାହାଙ୍କଠା ରେ ପୁତ୍ରଙ୍କୁ ଗୌରବ ଦବେେ। ସେ ତାହାଙ୍କୁ ଅତି ଶୀଘ୍ର ଗୌରବନ୍ବିତ କରିବେ।"

33. ଯୀଶୁ କହିଲେ, " ମାରେ ସନ୍ତାନମାନେ, ମୁଁ ତୁମ୍ଭମାନଙ୍କ ସହିତ ମାତ୍ର ଅଳ୍ପ ସମୟ ପାଇଁ ରହିବି। ତୁମ୍ଭେ ମାେତେ ଖାଜେିବ। ମୁଁ ଯିହୂଦୀମାନଙ୍କୁ ଯାହା କହିଛି, ତାହା ମୁଁ ବର୍ତ୍ତମାନ ତୁମ୍ଭକୁ କହୁଛି। ମୁଁ ଯେଉଁଠିକୁ ଯାଉଛି, ତୁମ୍ଭେ ସଠାେକୁ ଆସିପାରିବ ନାହିଁ।

34. "ମୁଁ ତୁମ୍ଭକୁ ଗୋଟିଏ ନୂତନ ଆଜ୍ଞା ଦେଉଛି। ତୁମ୍ଭମାନେେ ପରସ୍ପରକୁ ପ୍ ରମେ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ ରମେ କରୁଛି, ତୁମ୍ଭମାନେେ ପରସ୍ପରକୁ ସହେିପରି ପ୍ ରମେ କରିବା ଉଚିତ୍ ା

35. ତୁମ୍ଭେ ଯଦି ପରସ୍ପରକୁ ପ୍ ରମେ କରିବ, ତବେେ ସମସ୍ତେ ଜାଣିବେ ଯେ ତୁମ୍ଭମାନେେ ମାରେ ଶିଷ୍ଯ।"

36. ଶିମାନେ ପିତର ଯୀଶୁଙ୍କୁ ପଚାରିଲେ, "ପ୍ରଭୁ, ତୁମ୍ଭେ କେଉଁଆଡେ ଯାଉଛ?" ଯୀଶୁ ଉତ୍ତର ଦେଲେ "ମୁଁ ଯେଉଁ ଆଡେ ଯାଉଛି ତୁମେ ମାରେ ପେଛ ପେଛ ଏବେ ସଠାେକୁ ଯାଇ ପାରିବ ନାହିଁ। କିନ୍ତୁ ପରେ ତୁମେ ମାରେ ଅନୁଗମନ କରିବ।"

37. ପିତର ପଚାରିଲେ, "ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ତୁମ୍ଭର ପେଛ ପେଛ ଯାଇ ପାରିବି ନାହିଁ? ମୁଁ ତୁମ୍ଭ ପାଇଁ ମରିବାକୁ ମଧ୍ଯ ପ୍ରସ୍ତୁତ।"

38. ଯୀଶୁ ଉତ୍ତର ଦେଲେ, "ତୁମ୍ଭେ କ'ଣ ପ୍ରକୃତ ରେ ମାେ ପାଇଁ ଜୀବନ ଦବେ? ମୁଁ ତୁମ୍ଭକୁ ସତ୍ଯ କହୁଛି, କୁକୁଡା ଡାକିବା ପୂର୍ବରୁ ତୁମ୍ଭେ ମାେତେ ଚିହ୍ନିନାହଁ ବୋଲି ତିନିଥର ଅସ୍ବୀକାର କରିବ।"

About ଯୋହନ Chapter 13

Read ଯୋହନ Chapter 13 online from the Holy Bible. This chapter is part of the Book of ଯୋହନ in the New Testament. Continue reading with the chapter navigation above or explore the complete book.

Book Information

Book: ଯୋହନ
Chapter: 13
Testament: New Testament

How to Read this Chapter

Use the Previous and Next Chapter buttons to continue reading ଯୋହନ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯୋହନ Chapter 13 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯୋହନ Chapter 13?

ଯୋହନ Chapter 13 is part of the Book of ଯୋହନ in the Holy Bible.

Can I read this chapter online?

Yes. You can read the complete ଯୋହନ Chapter 13 online for free with easy chapter navigation.

More Chapters from ନୂତନ ନିୟମ

  1. ମାର୍କ Chapter 13
  2. ମାର୍କ Chapter 12
  3. ମାର୍କ Chapter 4
  4. 1 ତୀମଥି Chapter 3
  5. ଯୋହନ Chapter 21
  6. ଯୋହନ Chapter 1
  7. 2 କରିନ୍ଥୀୟ Chapter 2

Explore More from ଯୋହନ

  1. ଯୋହନ Chapter 4
  2. ଯୋହନ Chapter 1
  3. ଯୋହନ Chapter 3
  4. ଯୋହନ Chapter 9
  5. ଯୋହନ Chapter 14
  6. ଯୋହନ Chapter 18
  7. ଯୋହନ Chapter 15

Related Chapters & Readings

  1. ଯିଖରିୟ Chapter 7
  2. 1 କରିନ୍ଥୀୟ Chapter 11
  3. ଗଣନା ପୁସ୍ତକ Chapter 8
  4. ଆୟୁବ Chapter 34
  5. ଦିତୀୟ ଶାମୁୟେଲ Chapter 20
  6. ଉପଦେଶକ Chapter 10
  7. ଗୀତସଂହିତା Chapter 121
Share Your Love

Leave a Reply

Your email address will not be published. Required fields are marked *