Read ଲୂକ Chapter 7 Online
Read ଲୂକ Chapter 7 online from the Holy Bible. This chapter is part of the Book of ଲୂକ in the New Testament. Browse every verse with easy chapter navigation, continue to the next chapter, or explore the complete Book of ଲୂକ and the Holy Bible online.
Choose a Chapter
ଲୂକ 7
ଅଧ୍ୟାୟ 7
1. ଯୀଶୁ ଲୋକମାନଙ୍କୁ ଯାହାସବୁ ଶୁଣଇବୋକୁ ଚାହୁଁଥିଲେ, ସେ ସମସ୍ତ କହି ସାରିବା ପରେ ସେ କଫର୍ନାହୂମ ଚାଲିଗଲେ।
2. ସେ ସମୟରେ କଫର୍ନାହୂମ ରେ ଜଣେ ଶତ ସନୋପତି ଥିଲେ। ତାହାଙ୍କର ଗୋଟିଏ ଚାକର ଏତେ ବମାରେ ଥିଲା ଯେ ସେ ପ୍ରାୟ ମରିୟିବା ଅବସ୍ଥା ରେ ଥିଲା। ଶତ ସନୋପତି ଚାକରଟିକୁ ଖୁବ୍ ଭଲ ପାଉଥିଲେ।
3. ଶତ ସନୋପତି ଜଣକ ଯୀଶୁଙ୍କ ବିଷୟ ରେ ଶୁଣି ତାହାଙ୍କ ପାଖକୁ କେତକେ ପ୍ରାଚୀନ ଯିହୂଦୀନେତାଙ୍କୁ ପଠାଇଲେ। ସେ ଚାହୁଁଥିଲେ ଯେ ଲୋକେ ଯାଇ ଯୀଶୁଙ୍କ ଆସିବାକୁ ଅନୁରୋଧ କରନ୍ତୁ ଓ ଯୀଶୁ ଆସି ଚାକରଟିର ଜୀବନ ରକ୍ଷା କରିଦିଅନ୍ତୁ।
4. ସହେି ପ୍ରାଚୀନ ନେତାମାନେ ଯୀଶୁଙ୍କ ପାଖକୁ ଗଲେ। ସମାନେେ ଯୀଶୁଙ୍କୁ ଅନୁନୟ ପୂର୍ବକ ଅନୁ ରୋଧ କରି କହିଲେ, "ଶତ ସନୋପତି ଜଣକ ଆପଣଙ୍କ ସାହାୟ୍ଯ ପାଇବାକୁ ଯୋଗ୍ଯ।
5. ସେ ଆମ୍ଭ ଲୋକଙ୍କୁ ଭଲ ପାଆନ୍ତି ଏବଂ ଆମ୍ଭ ପାଇଁ ସମାଜଗୃହ ତିଆରି କରିଛନ୍ତି।"
6. ତେଣୁ ଯୀଶୁ ସମାନଙ୍କେ ସହିତ ୟିବାପାଇଁ ବାହାରି ପଡିଲେ। ଯୀଶୁ ଶତ ସନୋପତି ଘର ପାଖାପାଖି ଆସି ପହଞ୍ଚି ଯାଇଥବା ସମୟରେ ଶତ ସନୋପତି ଜଣକ ନିଜ ବନ୍ଧୁମାନଙ୍କୁ ଯୀଶୁଙ୍କ ପାଖକୁ ଏହି କଥା କହିବା ପାଇଁ ପଠାଇଲେ, "ପ୍ରଭୁ, ନିଜକୁ ଆଉ କଷ୍ଟ ଦିଅନ୍ତୁ ନାହିଁ। କାରଣ ମୁଁ ଏତେ ଭଲ ନୁହେଁ ଯେ ଆପଣ ମାେ ଘରକୁ ଆସିବେ।
7. କବଳେ ସଇେଥିପାଇଁ ମୁଁ ନିଜେ ଆପଣଙ୍କ ପାଖକୁ ୟିବାକୁ ନିଜକୁ ଯୋଗ୍ଯ ମନେ କରି ନ ଥିଲି। ଆପଣ କବଳେ ଆଦେଶ ଦିଅନ୍ତୁ ଓ ମାରେ ଚାକରଟି ଭଲ ହାଇଯେିବ।
8. ମୁଁ ଆପଣଙ୍କର ଅଧିକାର ବିଷୟ ରେ ବୁଝି ପାରୁଛି। ମୁଁ ନିଜେ ଜଣେ ଅଧିକାରୀଙ୍କ ଅଧିନ ରେ କାମ କରୁଛି ଏବଂ ମାେ ଅଧିନ ରେ ମଧ୍ଯ କେତକେ ସୈନ୍ଯ ରହିଛନ୍ତି। ମୁଁ ଯଦି ଜଣେ ସୈନ୍ଯକୁ କ ହେ, 'ଯାଅ' ତବେେ ସେ ଚାଲିଯାଏ। ମୁଁ ଯଦି ଆଉ ଜଣକୁ କ ହେ ଆସ ତବେେ ସେ ଗ୍ଭଲିଆ ସେ। ମୁଁ ଯଦି ମାେ ଚାକରକୁ କୁ ହେ, 'ଏହା କର', ତବେେ ସେ ତାହା କରେ।"
9. ଯୀଶୁ ଏହା ଶୁଣିସାରି ବଡ ଆଶ୍ଚର୍ୟ୍ଯ ହାଇଗେଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକମାନଙ୍କ ଆଡକୁ ବୁଲି ପଡି କହିଲସେ "ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ ଏଭଳି ବିଶ୍ବାସ ମାେତେ ଇଶ୍ରାୟେଲ ରେ ମଧ୍ଯ ମିଳିନାହିଁ।"
10. ଯୀଶୁଙ୍କ ପାଖକୁ ଯେଉଁ ଲୋକମାନଙ୍କୁ ପଠାଯାଇଥିଲା, ସମାନେେ ଘରକୁ ଫରେିୟିବା ପରେ ଦେଖିଲେ ଯେ ଚାକରଟି ସୁସ୍ଥ ହାଇେ ଯାଇଛି।
11. ତା'ପର ଦିନ ଯୀଶୁ ନାଇନ ନଗରକୁ ଗଲେ। ତାହାଙ୍କୁ ସହିତ ତାଙ୍କ ଶିଷ୍ଯମାନେ ଓ ବହୁ ସଂଖ୍ଯା ରେ ଅନ୍ୟ ଲୋକମାନେ ଯାଉଥିଲେ।
12. ଯୀଶୁ ଯେତବେେଳେ ନଗରଦ୍ବାର ନିକଟରେ ପହନ୍ଚିଲେ ସେତବେେଳେ ଗୋଟିଏ ଶବ ନିଆ ଯାଉଥିବାର ସେ ଦେଖିଲେ। ସେ ତା' ବିଧବା ମାଆର ଏକମାତ୍ର ସନ୍ତାନ ଥିଲା। ପୁଅକୁ ନିଆ ଯାଉଥିବା ସମୟରେ ସଠାେରେ ତା ମାଆ ସହିତ ମଧ୍ଯ ନଗରର ବହୁ ସଂଖ୍ଯକ ଲୋକ ଥିଲେ।
13. ସହେି ବିଧବାକୁ ଦେଖି ଯୀଶୁଙ୍କ ମନ ରେ କରୁଣା ଜାତ ହେଲା। ସେ ତାକୁ କହିଲେ, "କାନ୍ଦ ନାହିଁ।"
14. ଯୀଶୁ କୋକଇେ ପାଖକୁ ଯାଇ ତାହା ଛୁଇଁଲେ। କୋକଇେ କାନ୍ଧଇେ ନେଉଥିବା ଲୋକେ ଅଟକିଗଲେ। ଯୀଶୁ ମୃତ ପୁତ୍ରକୁ କହିଲେ, "ୟୁବକ, ମୁଁ ତୁମ୍ଭକୁ କହୁଛି ଠିଆ ହୁଅ।"
15. ମୃତ ପୁତ୍ର ଉଠି ବସିଲା। ସେ କଥା କହିବାକୁ ଲାଗିଲା। ଯୀଶୁ ତାକୁ ତା' ମାଆ ହାତ ରେ ଦଇେ ଦେଲେ।
16. ସବୁଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ପରମେଶ୍ବରଙ୍କ ମହିମା ଗାନ କଲେ। ସମାନେେ କହିଲେ, "ଜଣେ ମହାନ ଭବିଷ୍ଯଦ୍ବକ୍ତା ଆମ୍ଭମାନଙ୍କ ପାଖକୁ ଆସିଛନ୍ତିା" ଆହୁରି ମଧ୍ଯ ସମାନେେ କହିଲେ, "ପରମେଶ୍ବର ନିଜ ଲୋକଙ୍କୁ ସାହାୟ୍ଯ କରିବା ପାଇଁ ଆସି ଯାଇଛନ୍ତି।"
17. ଯୀଶୁଙ୍କ ବିଷୟ ରେ ଏହି ଖବର ୟିହୂଦା ଓ ଆଖପାଖ ସମସ୍ତ ଅଞ୍ଚଳ ରେ ପ୍ରଚାରିତ ହାଇଗେଲା।
18. ଯୋହନଙ୍କ ଶିଷ୍ଯମାନେ ଯୋହନଙ୍କୁ ଏ ସମସ୍ତ ଖବର ଜଣାଇଲେ। ଯୋହନ ତାହାଙ୍କର ଦୁଇଜଣ ଶିଷ୍ଯଙ୍କୁ ଡକାଇଲେ।
19. ଯୋହନ ସମାନଙ୍କେୁ ପ୍ରଭୁ ଯୀଶୁଙ୍କ ପାଖକୁ ଏହି କଥା ପଚାରି ପଠାଇଲେ: "ଯାହାଙ୍କର ଆସିବାର ଥିଲା, ଆପଣ କ'ଣ ସହେି ଲୋକ ନା ଆମ୍ଭେ ଆଉ କାହାରି ଅପେକ୍ଷା ରେ ରହିବୁ?"
20. ସେ ଲୋକମାନେ ଯୀଶୁଙ୍କ ପାଖ ରେ ପହନ୍ଚିଲେ। ସମାନେେ ଯୀଶୁଙ୍କୁ ପଚାରିଲେ, "ବାପ୍ତିଜକ ଯୋହନ ଆମ୍ଭକୁ ତୁମ୍ଭ ପାଖକୁ ଏହି ପ୍ରଶ୍ନ ପଚାରିବାକୁ ପଠାଇଲେ: 'ଯାହାଙ୍କର ଆସିବାର ଥିଲା, ଆପଣ କ'ଣ ସହେି ଲୋକ ନା ଆମ୍ଭେ ଆଉ ଅନ୍ୟ କାହାରି ଅପେକ୍ଷା ରେ ରହିବୁ?"'
21. ସହେି ସମୟରେ ଯୀଶୁ ଅନକେ ଲୋକଙ୍କୁ ସମାନଙ୍କେ ରୋଗରୁ ସୁସ୍ଥ, ବଦନୋ ଦୂର ଓ ଦୁଷ୍ଟାତ୍ମା କବଳରୁ ମୁକ୍ତ କରି ଦେଉଥିଲେ। ସେ ଅନକେ ଅନ୍ଧକୁ ଦୃଷ୍ଟିଶକ୍ତି ଦେଉଥିଲେ।
22. ତା'ପରେ ଯୀଶୁ ଯୋହନଙ୍କ ସହେି ଶିଷ୍ଯମାନଙ୍କୁ କହିଲେ, "ଯାଅ ଓ ଏଠା ରେ ତୁମ୍ଭେ ଯାହା ସବୁ ଦେଖିଲ ଓ ଶୁଣିଲ, ତାହା ଯୋହନଙ୍କୁ ଯାଇ ଜଣାଅ। ଅନ୍ଧମାନେ ଦେଖି ପାରୁଛନ୍ତି, େଛାଟମାନେ ଚାଲି ପାରୁଛନ୍ତି, କୁଷ୍ଠ ରୋଗୀ ସୁସ୍ଥ ହାଇେ ଯାଉଛନ୍ତି, ବଧି ରେଲାକ ଶୁଣିପାରୁଛନ୍ତି, ମରିଯାଉଥିବା ଲୋକକୁ ପୁଣି ଜୀବନ ଦିଆଯାଉଛି ଏବଂ ଗରିବ ଲୋକମାନଙ୍କୁ ପରମେଶ୍ବରଙ୍କ ରାଜ୍ଯର ସୁସମାଚାର ଶୁଣଇେ ଦିଆଯାଉଛି।
23. ଯେଉଁ ଲୋକ ମାେତେ ଗ୍ରହଣ କରିବ, ସେ ଧନ୍ଯ।"
24. ଯୋହନଙ୍କ ଶିଷ୍ଯମାନେ ଚାଲିୟିବା ପରେ ଯୀଶୁ ଲୋକମାନଙ୍କୁ ଯୋହନଙ୍କ ବିଷୟ ରେ କହିବାକୁ ଆରମ୍ଭ କଲେ: "ତୁମ୍ଭମାନେେ ମରୁଭୂମିରେ କ'ଣ ଦେଖିବାକୁ ଯାଇଥିଲ? କ'ଣ ପବନ ରେ ଦୋହଲୁଥିବା ନଳଗଛ?
25. ତା'ନ ହେଲେ, ତୁମ୍ଭେ କ'ଣ ଦେଖିବାକୁ ସଠାେକୁ ଯାଇଥିଲ? କ'ଣ ଉତ୍ତମ ବସ୍ତ୍ର ପିନ୍ଧିଥିବା ଜଣେ ଲୋକକୁ? ନା, ଯେଉଁମାନେ ଉତ୍ତମ ବସ୍ତ୍ର ପିନ୍ଧନ୍ତି ଏବଂ ଆମାଦେପ୍ରମାଦେ ରେ ଜୀବନ କଟାନ୍ତି, ସମାନେେ ତ ରାଜାଙ୍କ ପ୍ରାସାଦ ମାନଙ୍କ ରେ ଥାଆନ୍ତି।
26. ତବେେ ତୁମ୍ଭମାନେେ କ'ଣ ଦେଖିବାପାଇଁ ବାହାରି ଯାଇଥିଲ? କ'ଣ ଜଣେ ଭବିଷ୍ଯଦ୍ବକ୍ତାଙ୍କୁ? ହଁ, ମୁଁ ତୁମ୍ଭକୁ କହୁଛି। ଯୋହନ ଜଣେ ଭବିଷ୍ଯଦ୍ବକ୍ତାଙ୍କଠାରୁ ମଧ୍ଯ ମହାନ୍ ଅଟନ୍ତି।
27. ଯୋହନଙ୍କ ବିଷୟ ରେ ଏହା ଲଖାେଅଛି:
28. ମୁଁ ତୁମ୍ଭକୁ କହୁଛି, ନାରୀ ଗର୍ଭ ମଧ୍ଯରୁ ଜାତ ସମସ୍ତଙ୍କ ମଧିଅରେ ଯୋହନଙ୍କଠାରୁ ଅଧିକ ମହାନ୍ କହେି ନାହିଁ। ତଥାପି ପରମେଶ୍ବରଙ୍କ ରାଜ୍ଯର ଯେଉଁ ଲୋକ ସବୁଠାରୁ େଛାଟ, ସେ ମଧ୍ଯ ଯୋହନଙ୍କଠାରୁ ମହାନ।"
29. ଯୀଶୁଙ୍କ ଉପଦେଶ ଶୁଣୁଥିବା ସବୁଲୋକ ସ୍ବୀକାର କଲେ ଯେ, ପରମେଶ୍ବରଙ୍କ ଉପଦେଶ ସବୁଠାରୁ ଉତ୍ତମ। ଏପରିକି କର ଆଦାୟକାରୀମାନେ ମଧ୍ଯ ଏଥି ରେ ଏକମତ ହାଇଗେଲେ। ସମାନେେ ସମସ୍ତେ ପୂର୍ବରୁ ଯୋହନଙ୍କ ଦ୍ବାରା ବାପ୍ତିଜିତ ହାଇେଥିଲେ,
30. କିନ୍ତୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ସମାନଙ୍କେ ପାଇଁ ପରମେଶ୍ବରଙ୍କ ଦତ୍ତ ଯୋଜନାକୁ ଅସ୍ବୀକାର କଲେ ଓ ଯୋହନଙ୍କ ଦ୍ବାରା ବାପ୍ତିସ୍ମା ଗ୍ରହଣ କଲେ ନାହିଁ।
31. ତବେେ ମୁଁ ପୁଣି ଏହି ୟୁଗର ଲୋକମାନଙ୍କ ବିଷୟ ରେ କ'ଣ କହିବି? ମୁଁ କାହା ସହିତ ସମାନଙ୍କେୁ ତୁଳନା କରିବି? ସମାନେେ କାହା ଭଳି ହବେ?
32. ସମାନେେ ବଜାର ରେ, ବସିଥିବା ସହେି ପିଲାମାନଙ୍କ ଭଳି, ଯେଉଁମାନଙ୍କ ଭିତରୁ ଦଳେ ଅନ୍ୟ ଦଳକୁ କହନ୍ତି:
33. "ବାପ୍ତିଜକ ଯୋହନ ଆସିଲେ। ସେ ଅନ୍ୟ ଲୋକମାନଙ୍କ ଭଳି ଖାଉନଥିଲେ କିମ୍ବା ଦ୍ରାକ୍ଷାରସ ପିଉନଥିଲେ। ଆଉ ତୁମ୍ଭମାନେେ କହୁଛ ଯେ, 'ତାହାଙ୍କ ଦହେ ରେ ଭୂତ ପ୍ରବେଶ କରିଛି।'
34. ପୁଣି ମନୁଷ୍ଯପୁତ୍ର ଅନ୍ୟମାନଙ୍କ ଭଳି ଖାଇଲେ ଓ ଦ୍ରାକ୍ଷାରସ ପିଇଲେ। ଆଉ ତୁମ୍ଭମାନେେ କହୁଛ, ' ଦେଖ, ଏ ଲୋକ ଜଣେ ପଟେୁ ଓ ଗୋଟିଏ ମଦୁଆ। କର ଆଦାୟକାରୀ ଓ ପାପୀମାନେ ତା'ର ସାଙ୍ଗ ଅଟନ୍ତି।'
35. କିନ୍ତୁ ଆପଣା କାର୍ୟ୍ଯ ଦ୍ବାରା ଜ୍ଞାନ ଯଥାର୍ଥ ବୋଲି ପ୍ରକାଶିତ ହାଇେଥାଏ।'
36. ଫାରୁଶୀମାନଙ୍କ ମଧ୍ଯରୁ ଜଣେ ଯୀଶୁଙ୍କୁ ନିଜ ସହିତ ଖାଇବା ପାଇଁ ନିମନ୍ତ୍ରଣ କଲେ। ଯୀଶୁ ସହେି ଫାରୁଶୀଙ୍କ ଘରକୁ ଗଲେ ଓ ଖାଇବା ପାଇଁ ବସିଲେ।
37. ସହେି ସମୟରେ ସହେି ନଗର ରେ ଜଣେ ପାପୀ ସ୍ତ୍ରୀ ଲୋକ ଥିଲା। ସେ ଜାଣିପାରିଲା ଯେ ଯୀଶୁ ଫାରୁଶୀଙ୍କ ଘ ରେ ଖାଉଛନ୍ତି। ତେଣୁ ସହେି ସ୍ତ୍ରୀ ଲୋକଟି ଗୋଟିଏ ସ୍ଫଟିକ ପାତ୍ର ରେ କିଛି ଅତର ଆଣିଲା।
38. ସେ ଯୀଶୁଙ୍କ ପଛଆଡେ ଗୋଡ ପାଖ ରେ ଠିଆ ହେଲା। ସେ କାନ୍ଦୁଥିଲା। ତା'ପରେ ସେ ଯୀଶୁଙ୍କ ପାଦ ତା ଲୁହ ରେ ଧୋଇ ଦଲୋ। ନିଜ ମୁଣ୍ଡର ବାଳ ରେ ଯୀଶୁଙ୍କ ପାଦ ପୋଛି ଦଲୋ। ତାହାଙ୍କ ପାଦ ରେ ବହୁବାର ଚୁମ୍ବନ ଦଲୋ ଓ ପାଦ ଉପରେ ଅତର ଢାଳି ଦଲୋ।
39. ଯେଉଁ ଫାରୁଶୀ ଜଣକ ଯୀଶୁଙ୍କୁ ନିଜ ଘରକୁ ଡାକିଥିଲେ, ସେ ଏସବୁ ଦେଖିଲେ। ସେ ମନେ ମନେ ଭାବିଲେ, "ଯୀଶୁ ଯଦି ପ୍ରକୃତ ରେ ଜଣେ ଭବିଷ୍ଯଦ୍ବକ୍ତା ହାଇେଥା'ନ୍ତେ, ତବେେ ସେ ନିଶ୍ଚୟ ଜାଣି ପାରନ୍ତେ ଯେ, ଯେଉଁ ସ୍ତ୍ରୀ ଲୋକଟି ତାହାଙ୍କୁ ଛୁଇଁଛି ସେ ଜଣେ ପାପୀନୀ।"
40. ଯୀଶୁ ଫାରୁଶୀଙ୍କୁ କହିଲେ, "ଶିମାନେ, ମାରେ ତୁମ୍ଭକୁ କିଛି କହିବାର ଅଛି।"
41. ଯୀଶୁ କହିଲେ, "କୌଣସି ସାହୁକାର ପାଖରୁ ଦୁଇଜଣ ଖାତକ କରଜ ନଇେଥିଲେ। ଜଣେ ପାଞ୍ଚଶହରୂପା ଟଙ୍କା କରଜ ନଇେଥିଲା ଓ ଆଉ ଜଣେ ପଚାଶଟି ରୂପା ଟଙ୍କା ନଇେଥିଲା।
42. ସମାନଙ୍କେ ପାଖ ରେ ଟଙ୍କା ନଥିବାରୁ ସମାନେେ ଋଣ ପରିଶାଧେ କରି ପାରୁନଥିଲେ। ତେଣୁ ସାହୁକାର ଦୁଇଜଣଙ୍କୁ ଋଣ ମୁକ୍ତ କରି ଦେଲେ। ତବେେ ଏ ଦୁଇଜଣଙ୍କ ମଧିଅରେ କିଏ ସାହୁକାରଙ୍କୁ ଅଧିକ ଭଲ ପାଇବ?
43. ଶିମାନେ ଉତ୍ତର ଦେଲେ, "ମୁଁ ଭାବୁଛି, ସାହୁକାର ଯାହାକୁ ଅଧିକ ଟଙ୍କା ଛାଡି ଦେଲେ, ସହେି ଲୋକକୁ ଅଧିକା ଭଲ ପାଇବ।"
44. ତା'ପରେ ଯୀଶୁ ସ୍ତ୍ରୀ ଲୋକଟି ଆଡକୁ ବୁଲିପଡି ଶିମାନଙ୍କେୁ କହିଲେ, "ତୁମ୍ଭେ ଏ ସ୍ତ୍ରୀ ଲୋକଟିକୁ ଦେଖୁଛ? ମୁଁ ତୁମ୍ଭ ଘରକୁ ଆସିଲି। ଅଥଚ ତୁମ୍ଭେ ମାେତେ ଗୋଡ ଧୋଇବାକୁ ପାଣି ସୁଦ୍ଧା ଦଲେ ନାହିଁ, କିନ୍ତୁ ଓ ସ୍ତ୍ରୀ ଲୋକଟି ମାରେ ପାଦକୁ ଲୁହ ରେ ଧୋଇ ଦଲୋ। ଏବଂ ତା ବାଳ ରେ ପୋଛି ଦଲୋ।
45. ତୁମ୍ଭେ ମାେତେ ଚୁମ୍ବନ ଦଲେ ନାହିଁ, କିନ୍ତୁ ଯେଉଁ ସମୟରୁ ମୁଁ ଭିତରକୁ ଆସିଲିଣି, ସେସମୟରୁ ଏ ପର୍ୟ୍ଯନ୍ତ ସେ ମାରେ ପାଦ ରେ ଚୁମ୍ବନ ଦବୋ ବନ୍ଦ କରିନାହିଁ।
46. ତୁମ୍ଭେ ମାେ ମୁଣ୍ଡ ରେ ତଲେ ଲଗାଇଲ ନାହିଁ, କିନ୍ତୁ ଏ ସ୍ତ୍ରୀ ଲୋକଟି ମାେ ପାଦ ରେ ଅତର ଲଗାଇଲା।
47. ଏଣୁ ମୁଁ ତୁମ୍ଭକୁ କହୁଛି ଯେ, ତା'ର ଆନକେ ପାପ କ୍ଷମା କରିଦିଆଗଲା। ଏ କଥା ସ୍ପଷ୍ଟ କାରଣ ସେ ଅଗାଧ ପ୍ ରମେ ଦଖାଇେଛି। ଯେଉଁ ଲୋକ କ୍ଷମା ପାଇବାପାଇଁ କମ୍ ଆବଶ୍ଯକତା ଅନୁଭବ କରିଥାଏ, ସେ କ୍ଷମା ପାଇବା ବେଳେ କମ୍ ପ୍ ରମେ ଅନୁଭବ କରିଥାଏ।"
48. ତା'ପରେ ଯୀଶୁ ସହେି ସ୍ତ୍ରୀ ଲୋକଟିକୁ କହିଲେ, "ତୋର ପାପ କ୍ଷମା କରି ଦିଆଗଲା।"
49. ଯେଉଁମାନେ ଯୀଶୁଙ୍କ ସହିତ ଭୋଜନ କରୁଥିଲେ, ସମାନେେ ମନେ ମନେ ଭାବିବାକୁ ଲାଗିଲେ, "ଏ ଲୋକ ନିଜକୁ କ'ଣ ଭାବୁଛି? ସେ କିପରି ପାପଗୁଡିକୁ କ୍ଷମା କରିପାରିବ?"
50. ଯୀଶୁ ସ୍ତ୍ରୀ ଲୋକଟିକୁ କହିଲେ, "ତୁମ୍ଭେ ବିଶ୍ବାସ କରିଥିବାରୁ ତୁମ୍ଭେ ପାପରୁ ରକ୍ଷା ପାଇଅଛ। "ଶାନ୍ତି ରେ ଯାଅ।"
About ଲୂକ Chapter 7
Read ଲୂକ Chapter 7 online from the Holy Bible. This chapter is part of the Book of ଲୂକ in the New Testament. Continue reading with the chapter navigation above or explore the complete book.
Book Information
Book: ଲୂକ
Chapter: 7
Testament: New Testament
How to Read this Chapter
Use the Previous and Next Chapter buttons to continue reading ଲୂକ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଲୂକ Chapter 7 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଲୂକ Chapter 7?
ଲୂକ Chapter 7 is part of the Book of ଲୂକ in the Holy Bible.
Can I read this chapter online?
Yes. You can read the complete ଲୂକ Chapter 7 online for free with easy chapter navigation.
More Chapters from ନୂତନ ନିୟମ
- ମାର୍କ Chapter 13
- ମାର୍କ Chapter 12
- ମାର୍କ Chapter 4
- 1 ତୀମଥି Chapter 3
- 2 କରିନ୍ଥୀୟ Chapter 2
- ମାର୍କ Chapter 7
- ପ୍ରେରିତ Chapter 16