ଲେବୀୟ ପୁସ୍ତକ Chapter 9

For English

Read ଲେବୀୟ ପୁସ୍ତକ Chapter 9 Online

Read ଲେବୀୟ ପୁସ୍ତକ Chapter 9 online from the Holy Bible. This chapter is part of the Book of ଲେବୀୟ ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଲେବୀୟ ପୁସ୍ତକ and the Holy Bible online.

Choose a Chapter

ଲେବୀୟ ପୁସ୍ତକ 9

ଅଧ୍ୟାୟ 9

1. ଅନନ୍ତର ଅଷ୍ଟମ ଦିନ ରେ ମାଶାେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇଶ୍ରାୟେଲର ପ୍ରାଚୀନବର୍ଗଙ୍କୁ ଡକାଇଲେ।

2. ମାଶାେ ହାରୋଣଙ୍କୁ କହିଲେ, "ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଏକ ନିଖୁଣ ମଷେଛୁଆ ଓ ହାମବେଳି ନିମନ୍ତେ ଏକ ନିଖୁଣ ମଷେ ନଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ଉତ୍ସର୍ଗ କର।

3. ଇଶ୍ରାୟେଲର ଲୋକମାନଙ୍କୁ କୁହ, ' ସମାନେେ ସଦାପ୍ରଭୁଙ୍କ ସମ୍ମୁଖ ରେ ପାପାର୍ଥକ ବଳି ନିମନ୍ତେ ଏକ ଅଣ୍ଡିରା ଛାଗ ଓ ହାମବେଳି ନିମନ୍ତେ ଏକ ଗୋବତ୍ସ ଓ ମଷେ ଶାବକ ନବେେ, କାରଣ ସଦାପ୍ରଭୁ ଏହା ଆଜ୍ଞା କରିଛନ୍ତି। ବାଛୁରୀ ଏବଂ ମଷେଛୁଆ ନିଶ୍ଚଯ ଏକ ବର୍ଷୀଯ ଓ ନିଖୁଣ ହାଇେଥିବେ।

4. ପୁଣି ସହଭାଗିତାର ବଳି ନିମନ୍ତେ ଏକ ଷଣ୍ଢ ଓ ଏକ ମଷେ ନିଅ। ସମାନେେ ସହେି ଜିନିଷଗୁଡିକ ସଦାପ୍ରଭୁଙ୍କ ସମ୍ମୁଖ ରେ ଅର୍ପଣ କରିବା ଉଚିତ୍। କାରଣ ସଦାପ୍ରଭୁ ଆଜି ସମାନଙ୍କେୁ ଦର୍ଶନ ଦେଉଛନ୍ତି।"'

5. ତେଣୁ ସମସ୍ତ ଲୋକ ସମାଗମ ତମ୍ବୁ ନିକଟକୁ ଆସିଲେ ଓ ମାଶାଙ୍କେ ଆଜ୍ଞା ଅନୁସାରେ ସମସ୍ତ ଜିନିଷ ଆଣିଥିଲେ, ସମାନେେ ସଦାପ୍ରଭୁଙ୍କ ସମ୍ମୁଖ ରେ ଛିଡା ହେଲେ।

6. ତା'ପରେ ମାଶାେ କହିଲେ, "ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ। ଏହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ମହିମା ପ୍ରକାଶ ପାଇବ।"

7. ତା'ପରେ ମାଶାେ ହାରୋଣଙ୍କୁ କହିଲେ, "ୟଜ୍ଞବଦେୀ ନିକଟକୁ ଆସ ଓ ଲୋକମାନଙ୍କ ଦ୍ବାରା କରାୟାଇଥିବା ପାପର ପା୍ରଯଶ୍ଚିତ ପାଇଁ ପାପାର୍ଥକ ବଳି ଓ ହାମବେଳି ଉତ୍ସର୍ଗ କର। ତା'ପରେ ଲୋକମାନଙ୍କର ଉପହାର ଉତ୍ସର୍ଗ କର ଓ ପ୍ରାଯଶ୍ଚିତ କର। କାରଣ ସଦାପ୍ରଭୁ ତୁମ୍ଭକୁ ଏହା କରିବା ପାଇଁ ଆଜ୍ଞା ଦଇେଛନ୍ତି।"

8. ତହୁଁ ହାରୋଣ ୟଜ୍ଞବଦେୀ ନିକଟକୁ ୟାଇ ନିଜ ପାଇଁ ପାପାର୍ଥକ ବଳିର ଗୋବତ୍ସ ବଧ କଲେ।

9. ତା'ପରେ ହାରୋଣଙ୍କ ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣିଲେ ତହିଁରେ ସେ ନିଜର ଆଙ୍ଗୁଳି ବୁଡାଇ ୟଜ୍ଞବଦେୀର ଶିଙ୍ଗ ଉପରେ ଛିଞ୍ଚିଲେ ଓ ଅବଶିଷ୍ଟ ରକ୍ତ ୟଜ୍ଞବଦେୀ ମୂଳ ରେ ଢାଳିଲେ।

10. ସଦାପ୍ରଭୁଙ୍କ ମାଶାେ ପ୍ରତି ଆଜ୍ଞାନୁସା ରେ ହାରୋଣ ମଦେ, ଗୁରୁଦା ଓ ୟକୃତର ଆଚ୍ଛାଦିତ ହାଇେଥିବା ପାପାର୍ଥକ ବଳିସବୁକୁ ୟଜ୍ଞବଦେୀ ଉପରେ ଦଗ୍ଧ କଲେ।

11. ତା'ପରେ ସେ ମାଂସ ଓ ଚର୍ମ ନଇେ ଛାଉଣୀର ବାହା ରେ ସଗେୁଡିକୁ ଦଗ୍ଧ କଲେ।

12. ତାହାପରେ ହାରୋଣ ହାମବେଳି ପାଇଁ ଗୋବତ୍ସ ବଧ କଲେ। ତାଙ୍କର ପୁତ୍ରମାନେ ତାଙ୍କ ନିକଟକୁ ରକ୍ତ ଆଣିଲେ ଓ ହାରୋଣ ୟଜ୍ଞବଦେୀ ଉପରେ ଚାରିଆଡେ ସିଞ୍ଚନ କଲେ।

13. ତା'ପରେ ତାଙ୍କର ପୁତ୍ରଗଣ ତାଙ୍କ ନିକଟରେ ହାମବେଳିର ଖଣ୍ଡ ଖଣ୍ଡ ମାଂସ ଓ ମସ୍ତକ ସମର୍ପଣ କଲେ। ସେ ସମସ୍ତ ୟଜ୍ଞବଦେୀ ଉପରେ ଦଗ୍ଧ କଲେ।

14. ହାରୋଣ ମଧ୍ଯ ହାମବେଳିର ଅନ୍ତ ଓ ଗୋଡ ଧୌତ କଲେ ଓ ସେ ସମସ୍ତ ୟଜ୍ଞବଦେୀ ଉପରେ ଦଗ୍ଧ କଲେ।

15. ତାହାପରେ ସେ ଲୋକମାନଙ୍କ ଉପହାର ନିକଟକୁ ଆଣିଲେ। ଲୋକମାନଙ୍କର ପାପାର୍ଥକ ଛାଗ ନଇେ ପ୍ରଥମଟି ପରି ବଧ କରି ପାପାର୍ଥ ରେ ତାହା ଉତ୍ସର୍ଗ କଲେ।

16. ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ହାମବେଳି ବିଧି ଅନୁସାରେ ଉତ୍ସର୍ଗ କଲେ।

17. ପୁଣି ହାରୋଣ ଭକ୍ଷ୍ଯ ନବୈେଦ୍ଯ ବଦେୀ ନିକଟକୁ ଆଣି ତହିଁରୁ ମୁଠିଏ ନଇେ ପ୍ରଭାତର ହାମବେଳି ସହିତ ୟଜ୍ଞବତେୀ ଉପରେ ତାହା ଦଗ୍ଧ କଲେ।

18. ଆଉ ମଧ୍ଯ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମଷେ ବଧ କଲେ, ହାରୋଣଙ୍କ ପୁତ୍ରଗଣ ବଳିର ରକ୍ତ ଆଣି ତାଙ୍କୁ ସମର୍ପଣ କଲେ ଓ ସେ ତାହାକୁ ୟଜ୍ଞବଦେୀ ଉପରେ ଚାରିଆଡେ ସିଞ୍ଚିନ କଲେ।

19. ପୁଣି ତାଙ୍କର ପୁତ୍ରଗଣ ଷଣ୍ଢ ମଦେ ଓ ମଷେଛୁଆର ମଦେ ମଦମେଯ ଲାଙ୍ଗୁଳ, ଅନ୍ତ ଓ ଗୁରୁଦାର ଉପରିସ୍ଥ ମଦେ ଓ ୟକୃତର ଉପରିସ୍ଥ ଅନ୍ତାପ୍ଲାବକ ତାଙ୍କ ନିକଟକୁ ଆଣିଲେ।

20. ଏହି ସବୁ ମଦେ ସମାନେେ ଗୋରୁ ଓ ମଷେର ବକ୍ଷ ଉପରେ ରଖିଲେ ଓ ହାରୋଣ ସେ ସମସ୍ତ ବଦେୀ ଉପରେ ଦଗ୍ଧ କଲେ।

21. ମାଶାଙ୍କେ ଆଜ୍ଞା ଅନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖ ରେ ବକ୍ଷ ଓ ଡାହାଣ ଚଟୁଆ ଦୋଳନୀଯ ନବୈେଦ୍ଯ ରୂପେ ଦୋଳନ କଲେ।

22. ତା'ପରେ ହାରୋଣ ଆପଣା ହସ୍ତ ଉତ୍ତୋଳନ କରି ଲୋକମାନଙ୍କୁ ଆଶୀର୍ବାଦ କଲେ। ସେ ପାପାର୍ଥକ ବଳି, ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲାପରେ ସେ ୟଜ୍ଞବଦେୀ ତଳକୁ ଓହ୍ଲାଇ ଆସିଲେ।

23. ଅନନ୍ତର ମାଶାେ ଓ ହାରୋଣ ସମାଗମ ତମ୍ବୁ ରେ ପ୍ରବେଶ କଲେ। ପୁଣି ବାହାରକୁ ଆସି ଲୋକମାନଙ୍କୁ ଆଶିର୍ବାଦ କଲେ। ସେତବେେଳେ ସବୁ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ମହିସା ପ୍ରକଟିତ ହେଲା।

24. ପୁଣି ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହାଇେ ୟଜ୍ଞବଦେୀ ଉପରିସ୍ଥ ହାମବେଳି ଓ ମଦକେୁ ଭସ୍ମ କଲା। ସେତବେେଳେ ସମସ୍ତ ଲୋକ ତାହା ଦେଖି ଉଚ୍ଚଧ୍ବନି କରି ଭୂମିରେ ମଥାନତ କରି ପଡିଲେ।

About ଲେବୀୟ ପୁସ୍ତକ Chapter 9

Read ଲେବୀୟ ପୁସ୍ତକ Chapter 9 online from the Holy Bible. This chapter is part of the Book of ଲେବୀୟ ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଲେବୀୟ ପୁସ୍ତକ
Chapter: 9
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଲେବୀୟ ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଲେବୀୟ ପୁସ୍ତକ Chapter 9 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଲେବୀୟ ପୁସ୍ତକ Chapter 9?

ଲେବୀୟ ପୁସ୍ତକ Chapter 9 is part of the Book of ଲେବୀୟ ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଲେବୀୟ ପୁସ୍ତକ Chapter 9 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 1
  2. ଆଦି ପୁସ୍ତକ Chapter 2
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 12
  6. ଆଦି ପୁସ୍ତକ Chapter 11
  7. ଆଦି ପୁସ୍ତକ Chapter 3

Explore More from ଲେବୀୟ ପୁସ୍ତକ

  1. ଲେବୀୟ ପୁସ୍ତକ Chapter 3
  2. ଲେବୀୟ ପୁସ୍ତକ Chapter 16
  3. ଲେବୀୟ ପୁସ୍ତକ Chapter 23
  4. ଲେବୀୟ ପୁସ୍ତକ Chapter 19
  5. ଲେବୀୟ ପୁସ୍ତକ Chapter 7
  6. ଲେବୀୟ ପୁସ୍ତକ Chapter 18
  7. ଲେବୀୟ ପୁସ୍ତକ Chapter 1

Related Chapters & Readings

  1. ଫିଲିପୀୟ Chapter 1
  2. 1 ଥେସଲନୀକୀୟ Chapter 5
  3. ଆଦି ପୁସ୍ତକ Chapter 6
  4. ବିଚାରକର୍ତ୍ତା Chapter 6
  5. ଦିତୀୟ ରାଜାବଳୀ Chapter 19
  6. ହୋଶେୟ Chapter 5
  7. ଯିହିଜିକଲ Chapter 14
Share Your Love

Leave a Reply

Your email address will not be published. Required fields are marked *