Read ହିତୋପଦେଶ Chapter 15 Online
Read ହିତୋପଦେଶ Chapter 15 online from the Holy Bible. This chapter is part of the Book of ହିତୋପଦେଶ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ହିତୋପଦେଶ and the Holy Bible online.
Choose a Chapter
ହିତୋପଦେଶ 15
ଅଧ୍ୟାୟ 15
1. କୋମଳ ପୂର୍ଣ୍ଣ ଉତ୍ତର କୋରଧକୁ ଦମନ କରେ। ମାତ୍ର କଟୁବାକ୍ଯ କୋପ ଜନ୍ମାଏ।
2. ଜଣେ ଜ୍ଞାନୀ ଲୋକ ତା'ର ଚିନ୍ତାଧାରା ଭଲ ଭାବରେ କହିପା ରେ। କିନ୍ତୁ ନିର୍ ବୋଧ ନିର୍ ବୋଧତାକୁ ବଖାଣେ।
3. ସଦାପ୍ରଭୁ ସର୍ବଦା ସବୁଠା ରେ ଘଟୁଥିବା ଘଟଣାକୁ ଦେଖନ୍ତି। ସେ ଅଧମ ଓ ଉତ୍ତମ ଲୋକମାନଙ୍କୁ ମଧ୍ଯ ନୀରିକ୍ଷଣ କରନ୍ତି।
4. ଶାନ୍ତିର ବାକ୍ଯ ଜୀବନର ବୃକ୍ଷ ସ୍ବରୂପ। ମାତ୍ର କୁଟିଳ ବାକ୍ଯ ଆତ୍ମା ନଷ୍ଟ କରେ।
5. ଅଜ୍ଞାନ ଆପଣା ପିତାର ଶାସନକୁ ଅବ ହଳୋ କରେ, ମାତ୍ର ବିଜ୍ଞୋଚିତ ବ୍ଯକ୍ତି ଭର୍ତ୍ସନାକୁ ଆଦର ସହ ଗ୍ରହଣ କରନ୍ତି।
6. ଧାର୍ମିକର ଗୃହ ରେ ବହୁ ସମ୍ପତ୍ତି ଥାଏ। ମାତ୍ର ଦୁଷ୍ଟର ଆଯ ରେ ସବୁବେଳେ କଷ୍ଟ ଥାଏ।
7. ଜ୍ଞାନୀମାନଙ୍କର ବାକ୍ଯ ଜ୍ଞାନ ପ୍ରସାରଣ କରେ। ମାତ୍ର ମୂର୍ଖର ମନ ସପରେି କରେ ନାହିଁ।
8. ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠା ରେ ଘୃଣାର ବିଷଯ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।
9. ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣା ବିଷଯ। ମାତ୍ର ଧାର୍ମିକତାର ଅନୁଗାମୀକି ସେ ପ୍ ରମେ କରନ୍ତି।
10. ଜଣେ ୟିଏ ଜ୍ଞାନର ପଥ ତ୍ଯାଗ କରେ, ପୁଣି ଯେଉଁଲୋକ ଅନୁୟୋଗ ଘୃଣା କରେ ସେ ମରିବ।
11. ମୃତ୍ଯୁ ଓ ବିନାଶ ସଦାପ୍ରଭୁଙ୍କ ଆଗ ରେ ଖାେଲା ପଡ଼ିଥାଏ। ଲୋକମାନଙ୍କର ହୃଦଯର ଅଭିପ୍ରାଯ ତା ଅପେକ୍ଷା ତାହାଠାରୁ ଅଧିକ ସ୍ପଷ୍ଟା
12. ଜଣେ ନିନ୍ଦୁକ ଅନୁୟୋଗ ପାଇବାକୁ ଭଲ ପାଆନ୍ତି ନାହିଁ। ସମାନେେ କଦାପି ଜ୍ଞାନୀ ଲୋକମାନଙ୍କ ନିକଟକୁ ୟାଆନ୍ତି ନାହିଁ।
13. ଗୋଟିଏ ଆନନ୍ଦିତ ହୃଦଯ ମୁଖକୁ ପ୍ରଫୁଲ୍ଲ କରେ। କିନ୍ତୁ ହୃଦଯର ଦୁଃଖ ସହିତ, ଆତ୍ମା ଦୁଃଖୀ ହବେ ଏବଂ ଭାଙ୍ଗି ୟାଏ।
14. ବୁଦ୍ଧିମାନର ମନ ଜ୍ଞାନ ଲୋଡ଼େ। ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଆହାର କରେ।
15. ଗୋଟିଏ ମାତ୍ର ଜଣେ ହୃଷ୍ଟଚିତ୍ତ ପାଇଁ ପ୍ରେତ୍ୟକକ ଦିନ ଗୋଟିଏ ଭୋଜି ଅଟେ।
16. ଅଶାନ୍ତି ୟୁକ୍ତି ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟୟୁକ୍ତ ଅଳ୍ପ ସମ୍ପତ୍ତି ଭଲ।
17. ହିଂସା ସହିତ ହୃଷ୍ଟପୃଷ୍ଟ ଗୋମାଂସ ଭୋଜନ ଅପେକ୍ଷା ପ୍ ରମେଥିବା ସ୍ଥାନ ରେ ଶାକାନ୍ନ ଭଲ।
18. କ୍ରୋଧୀ ଲୋକ ବିବାଦ ଆରମ୍ଭ କରେ କିନ୍ତୁ ଜଣେ ର୍ଧୈୟ୍ଯ ମଣିଷ ଯାହାର ଗୋଟିଏ ବିବାଦକୁ ସମାଧାନ କରେ।
19. ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ଗୋଟିଏ ସାଧୁ ଲୋକର ପଥ ଗୋଟିଏ ରାଜପଥ ପରି ଅଟେ।
20. ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ, ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ।
21. ନିର୍ ବୋଧ ପ୍ରତି, ଅଜ୍ଞାନତା କୌତୁହଳପୂର୍ଣ୍ଣ, ମାତ୍ର ବୁଦ୍ଧିମାନ୍ ଲୋକ ଆପଣା ଗତି ୟଥୋଚିତ୍ କରନ୍ତି।
22. ମନ୍ତ୍ରଣା ଅଭାବରେ ସଙ୍କଳ୍ପ ବିଫଳ ହୁଏ। ମାତ୍ର ବହୁତ ମନ୍ତ୍ରଣାଦ୍ବାରା ତାହା ସ୍ଥିରୀକୃତ ହୁଏ।
23. ଉତ୍ତମ ଉତ୍ତର ଦଇେ ଜଣେ ଆନନ୍ଦ ପାଏ, କିନ୍ତୁ କେତେ ଭଲ ୟଥୋଚିତ କଥା ୟଥୋଚିତ ସମୟରେ ଅଟେ।
24. ନୀଚସ୍ଥିତ ପାତାଳକୁ ତ୍ଯାଗ କରିବା ପାଇଁ ବୁଦ୍ଧିମାନ୍ ଲୋକଙ୍କ ନିମନ୍ତେ ଜୀବନର ପଥ ଉର୍ଦ୍ଧ୍ବଗାମୀ।
25. ଗର୍ବୀ ଲୋକର ଗୃହକୁ ସଦାପ୍ରଭୁ ବିନାଶ କରିବେ। ମାତ୍ର ବିଧବାର ସୀମା ସଦାପ୍ରଭୁ ସ୍ଥିର କରିବେ।
26. ଦୁଷ୍ଟ ଲୋକର ଚିନ୍ତାଧାରାଗୁଡ଼ିକ ସଦାପ୍ରଭୁଙ୍କର ନିକଟରେ ଘୃଣ୍ଯ ଅଟେ। ମାତ୍ର ସ୍ବଳ୍ପ କଥା ଆନନ୍ଦ ଦାୟକ।
27. ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ। ମାତ୍ର ଯେଉଁ ଲୋକ ଲାଞ୍ଚକୁ ଘୃଣା କରେ, ସେ ବଞ୍ଚିବ।
28. ଧାର୍ମିକର ମନ ବିବଚେନା କରି ଉତ୍ତର ଦିଏ। ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦକଥା ସର୍ବଦା କ ହେ।
29. ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂର ରେ ଥାନ୍ତି। ପୁଣି ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।
30. ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ। ଉତ୍ତମ ସମାଚାର ଅସ୍ଥିଗୁଡ଼ିକୁ ପୃଷ୍ଟି ଯୋଗଏ।
31. ଯେଉଁ କର୍ଣ୍ଣ ଜୀବନ ଦାୟକ ଅନୁୟୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧିଅରେ ବାସ କରେ।
32. ଯେଉଁ ଲୋକ ଶାସନ ଅଗ୍ରାହ୍ଯ କରେ, ସେ ଆପଣା ପ୍ରାଣ କାଳକୁ ହ୍ରାସ କରେ। ମାତ୍ର ଅନୁ ଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।
33. ସଦାପ୍ରଭୁଙ୍କର ସମ୍ମାନ ଜ୍ଞାନପ୍ରଦ ଉପଦେଶ ଅଟେ। ଏବଂ ନମ୍ରତା ସମ୍ଭ୍ରମର ସମ୍ମୁଖ ରେ ଥାଏ।
About ହିତୋପଦେଶ Chapter 15
Read ହିତୋପଦେଶ Chapter 15 online from the Holy Bible. This chapter is part of the Book of ହିତୋପଦେଶ in the Old Testament. Continue reading with the chapter navigation above or explore the complete book.
Book Information
Book: ହିତୋପଦେଶ
Chapter: 15
Testament: Old Testament
How to Read this Chapter
Use the Previous and Next Chapter buttons to continue reading ହିତୋପଦେଶ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ହିତୋପଦେଶ Chapter 15 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ହିତୋପଦେଶ Chapter 15?
ହିତୋପଦେଶ Chapter 15 is part of the Book of ହିତୋପଦେଶ in the Holy Bible.
Can I read this chapter online?
Yes. You can read the complete ହିତୋପଦେଶ Chapter 15 online for free with easy chapter navigation.
More Chapters from ପୁରାତନ ନିୟମ
- ଆଦି ପୁସ୍ତକ Chapter 1
- ଆଦି ପୁସ୍ତକ Chapter 2
- ଆଦି ପୁସ୍ତକ Chapter 14
- ଆଦି ପୁସ୍ତକ Chapter 10
- ଆଦି ପୁସ୍ତକ Chapter 12
- ଆଦି ପୁସ୍ତକ Chapter 11
- ଆଦି ପୁସ୍ତକ Chapter 3
Explore More from ହିତୋପଦେଶ
- ହିତୋପଦେଶ Chapter 29
- ହିତୋପଦେଶ Chapter 22
- ହିତୋପଦେଶ Chapter 31
- ହିତୋପଦେଶ Chapter 5
- ହିତୋପଦେଶ Chapter 27
- ହିତୋପଦେଶ Chapter 14
- ହିତୋପଦେଶ Chapter 23