1 କରିନ୍ଥୀୟ Chapter 5

For English

Read 1 କରିନ୍ଥୀୟ Chapter 5 Online

Read 1 କରିନ୍ଥୀୟ Chapter 5 online from the Holy Bible. This chapter is part of the Book of 1 କରିନ୍ଥୀୟ in the New Testament. Browse every verse with easy chapter navigation, continue to the next chapter, or explore the complete Book of 1 କରିନ୍ଥୀୟ and the Holy Bible online.

Choose a Chapter

1 କରିନ୍ଥୀୟ 5

ଅଧ୍ୟାୟ 5

1. ଲୋକେ ପ୍ରକୃତ ରେ କହୁଛନ୍ତି ଯେ, ତୁମ୍ଭମାନଙ୍କ ଭିତ ରେ ୟୌନଗତ ପାପ ଅଛି। ଏହି ପାପ ଏପରିକି ପରମେଶ୍ବରଙ୍କୁ ନ ଜାଣିଥିବା ଲୋକମାନଙ୍କ ଠା ରେ ମଧ୍ଯ ଏହା ହୁଏ ନାହିଁ। ଲୋକେ କହୁଛନ୍ତି ଯେ, ଜଣେ ଲୋକ ନିଜ ବାପାର ସ୍ତ୍ରୀ ସହିତ ବାସ କରୁଛି,

2. ତଥାପି ମଧ୍ଯ ତୁମ୍ଭମାନେେ ଏହିସବୁ ପାଇଁ ଗର୍ବୀ। ତୁମ୍ଭମାନେେ ଏଥିପାଇଁ ଦୁଃଖିତ ହବୋ ଉଚିତ୍। ୟିଏ ଏପରି ବ୍ଯଭିଚାର କରିଛି, ତାହାକୁ ତୁମ୍ଭ ଦଳରୁ ବାହାର କରି ଦବୋ ଉଚିତ୍।

3. ମୁଁ ସ୍ବଶରୀର ରେ ତୁମ୍ଭମାନଙ୍କ ପାଖ ରେ ନାହିଁ କିନ୍ତୁ ଆତ୍ମା ରେ ତୁମ୍ଭମାନଙ୍କ ସହିତ ଅଛି, ଓ ଯେଉଁଲୋକ ଏହି ପାପକର୍ମ କରିଛି, ମୁଁ ତୁମ୍ଭ ସହିତ ଥିଲେ ତାହାର ଯେପରି ବିଚାର କରିଥାଆନ୍ତି, ସପରେି ମୁଁ ବିଚାର କରି ସାରିଛି।

4. ଆମ୍ଭର ପ୍ରଭୁ ଯୀଶୁଙ୍କ ନାମ ରେ ତୁମ୍ଭମାନେେ ଏକତ୍ର ହୁଅ।

5. ମୁଁ ଆତ୍ମିକ ଭାବରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ ଥିବି ଓ ତୁମ୍ଭମାନେେ ପ୍ରଭୁଯୀଶୁଙ୍କ ଶକ୍ତି ରେ ଏହି ଲୋକକୁ ଶୟତାନ ହସ୍ତ ରେ ସମର୍ପଣ କରିଦିଅ, ୟଦ୍ଦ୍ବାରା ତାର ପାପର ଶରୀର ନଷ୍ଟ ହାଇଯେିବ। ତା' ହେଲେ ତା'ର ଆତ୍ମା ପ୍ରଭୁଙ୍କ ଦିନ ରେ ରକ୍ଷା ପାଇ ପାରିବ।

6. ତୁମ୍ଭମାନଙ୍କ ଗର୍ବ ଓ ଅହଂଙ୍କାର ଭଲ ନୁହେଁ। ତୁମ୍ଭମାନେେ ଏହି ଉକ୍ତି ବିଷୟ ରେ ଜାଣିଛ ଯେ, "ଅଳ୍ପ ଟିକିଏ ଖମୀର ସମସ୍ତ ଗୋଳାମଇଦାକୁ ଫୁଲାଇ ଦିଏ।"

7. ତୁମ୍ଭମାନେେ ସଂମ୍ପୂର୍ଣ୍ଣ ଭାବେ ନୂତନ ଗୁଳା ହବୋଲାଗି ତୁମ୍ଭମାନଙ୍କ ଭିତ ରେ ଥିବା ପୁରୁଣା ଖମୀରକୁ ସମ୍ପୂର୍ଣ୍ଣ ଭାବେ ବାହାର କରି ଦିଅ। ତୁମ୍ଭମାନେେ ସହେି ଖମୀର ଶୂନ୍ଯ ନିସ୍ତାର ପର୍ବର ରୋଟୀ ହଁ ଖ୍ରୀଷ୍ଟ ଆମ୍ଭର ନିସ୍ତାର ପର୍ବ ସୂଚକ ମେଣ୍ଢା ଯେ କି ଆମ୍ଭ ପାଇଁ ବଳି ହାଇେ ଯାଇଛନ୍ତି।

8. ଅତଏବ, ଆସ ଆମ୍ଭମାନେେ ନିସ୍ତାର ପର୍ବର ରୋଟୀକୁ ଭୋଜନ କରିବା କିନ୍ତୁ ସହେି ପୁରୁଣା ଖମୀରୟୁକ୍ତ ରୋଟୀ ନୁହେଁ। ସହେି ପୁରୁଣା ଖମୀର ପାପ ଓ ମନ୍ଦର ଖମୀର। କିନ୍ତୁ ଆସ ସହେି ରୋଟୀ ଖାଇବା ଯେଉଁଥି ରେ ଖମୀର ମିଶା ହାଇେ ନ ଥାଏ। ଏହି ରୋଟୀ ଉତ୍ତମ ଓ ସତ୍ଯର ରୋଟୀ।

9. ମାରେ ପୂର୍ବ ପତ୍ର ରେ ମୁଁ ଲେଖିଥିଲି ଯେ, ତୁମ୍ଭମାନେେ ୟୌନଗତ ପାପ କରିଥିବା ଲୋକଙ୍କ ସହିତ ସମ୍ପର୍କ ରଖିବ ନାହିଁ।

10. କିନ୍ତୁ ମାରେ କହିବା ଅର୍ଥ ନ ଥିଲା ଯେ, ଜଗତର ପାପୀମାନଙ୍କ ସହିତ ତୁମ୍ଭମାନେେ ସଂପର୍କ କାଟି ଦବେ। ଜଗତର ସହେି ଲୋକମାନେ ୟୌନଗତ ପାପ କରନ୍ତି, ଯେଉଁମାନେ ସ୍ବାର୍ଥପର ସମାନେେ ମୂର୍ତ୍ତିପୂଜକ ଏମାନଙ୍କ ସହିତ ସମ୍ପର୍କ ନ ରଖିବା ଅର୍ଥ ହବେ, ଏହି ସଂସାରରୁ ଆମ୍ଭକୁ ବାହାରି ୟିବାକୁ ପଡ଼ିବ।

11. ମାରେ ଲେଖିବାର ଅର୍ଥ ଥିଲା, ଯେ ଯେଉଁଲୋକ ନିଜକୁ ଖ୍ରୀଷ୍ଟଙ୍କର ଭାଇ ବୋଲି ଘାଷେଣା କରି ଏବେ ମଧ୍ଯ ୟୌନଗତ ପାପ କରୁଛି କିଅବା ସ୍ବାର୍ଥ, ମୂର୍ତ୍ତିପୂଜକ, ଲୋକମାନଙ୍କୁ ମନ୍ଦ କଥା କୁ ହେ, କିମ୍ବା ମଦୁଆ କି ଲୋକମାନଙ୍କୁ ଠକୁଛି। ସହେିଭଳି ଲୋକମାନଙ୍କ ସହିତ ସମ୍ପର୍କ ରଖିବ ନାହିଁ। ଏହିପରିକି ଏଭଳି ଲୋକ ସହିତ ବସି ଭୋଜନ ମଧ୍ଯ ଗ୍ରହଣ କର ନାହିଁ।

12. ଯେଉଁମାନେ କୌଣସି ମଣ୍ଡଳୀର ସଭ୍ଯ ନୁହଁନ୍ତି, ସମାନଙ୍କେ ବିଚାର କରିବା ଉଚିତ୍ ନୁହେଁ। ପରମେଶ୍ବର ସମାନଙ୍କେର ବିଚାର କରିବେ। କିନ୍ତୁ ଯେଉଁମାନେ ମଣ୍ଡଳୀର ସଭ୍ଯ ଅଟନ୍ତି, ତୁମ୍ଭେ ସମାନଙ୍କେର ବିଚାର କର। ଶାସ୍ତ୍ର କୁ ହେ "ତୁମ୍ଭମାନେେ ନିଜ ଦଳରୁ ମନ୍ଦ ଲୋକକୁ ଅଲଗା କରିଦିଅ।"

About 1 କରିନ୍ଥୀୟ Chapter 5

Read 1 କରିନ୍ଥୀୟ Chapter 5 online from the Holy Bible. This chapter is part of the Book of 1 କରିନ୍ଥୀୟ in the New Testament. Continue reading with the chapter navigation above or explore the complete book.

Book Information

Book: 1 କରିନ୍ଥୀୟ
Chapter: 5
Testament: New Testament

How to Read this Chapter

Use the Previous and Next Chapter buttons to continue reading 1 କରିନ୍ଥୀୟ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading 1 କରିନ୍ଥୀୟ Chapter 5 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is 1 କରିନ୍ଥୀୟ Chapter 5?

1 କରିନ୍ଥୀୟ Chapter 5 is part of the Book of 1 କରିନ୍ଥୀୟ in the Holy Bible.

Can I read this chapter online?

Yes. You can read the complete 1 କରିନ୍ଥୀୟ Chapter 5 online for free with easy chapter navigation.

More Chapters from 1 କରିନ୍ଥୀୟ

  1. 1 କରିନ୍ଥୀୟ Chapter 11
  2. 1 କରିନ୍ଥୀୟ Chapter 10
  3. 1 କରିନ୍ଥୀୟ Chapter 6
  4. 1 କରିନ୍ଥୀୟ Chapter 16
  5. 1 କରିନ୍ଥୀୟ Chapter 13
  6. 1 କରିନ୍ଥୀୟ Chapter 9
  7. 1 କରିନ୍ଥୀୟ Chapter 8

Explore More from ନୂତନ ନିୟମ

  1. 1 କରିନ୍ଥୀୟ Chapter 4
  2. ଯୋହନ Chapter 20
  3. 2 କରିନ୍ଥୀୟ Chapter 2
  4. ମାଥିଉ Chapter 10
  5. ଲୂକ Chapter 19
  6. ଲୂକ Chapter 1
  7. ଲୂକ Chapter 4

Related Chapters & Readings

  1. ଯିରିମିୟ Chapter 33
  2. ଗୀତସଂହିତା Chapter 111
  3. ଯିଶାଇୟ Chapter 56
  4. ମାଥିଉ Chapter 18
  5. ଯିହିଜିକଲ Chapter 23
  6. ଯିଶାଇୟ Chapter 26
  7. ଯାକୁବ Chapter 4
Share Your Love

Leave a Reply

Your email address will not be published. Required fields are marked *