1 କରିନ୍ଥୀୟ Chapter 9

For English

Read 1 କରିନ୍ଥୀୟ Chapter 9 Online

Read 1 କରିନ୍ଥୀୟ Chapter 9 online from the Holy Bible. This chapter is part of the Book of 1 କରିନ୍ଥୀୟ in the New Testament. Browse every verse with easy chapter navigation, continue to the next chapter, or explore the complete Book of 1 କରିନ୍ଥୀୟ and the Holy Bible online.

Choose a Chapter

1 କରିନ୍ଥୀୟ 9

ଅଧ୍ୟାୟ 9

1. ମୁଁ ଜଣେ ସ୍ବାଧୀନ ବ୍ଯକ୍ତି। ମୁଁ ଜଣେ ପ୍ ରରେିତ। ମୁଁ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଦେଖିଛି। ପ୍ରଭୁଙ୍କ ନିମନ୍ତେ ମାେ କାର୍ୟ୍ଯର ଫଳ ସ୍ବରୂପ ତୁମ୍ଭମାନେେ ପରିବର୍ତ୍ତିତ ହାଇେଛ।

2. ଅନ୍ୟମାନେ ମାେତେ ପ୍ ରରେିତ ବୋଲି ଗ୍ରହଣ ନ କରି ପାରନ୍ତି, କିନ୍ତୁ ତୁମ୍ଭମାନେେ ମାେତେ ପ୍ ରରେିତ ବୋଲି ନିଶ୍ଚିତ ଭାବରେ ଗ୍ରହଣ କରୁଛ। ମୁଁ ଯେ ପ୍ରଭୁଙ୍କର ଜଣେ ପ୍ ରରେିତ, ତୁମ୍ଭମାନେେ ଏଥିର ପ୍ରମାଣ ଅଟ।

3. କେତକେ ମାରେ ବିଚାର କରିବାକୁ ଇଚ୍ଛା କରନ୍ତି। ସମାନଙ୍କେ ପାଇଁ ମାରେ ଉତ୍ତର ଏହି ଯେ,

4. ଆମ୍ଭର ଖାଇବା ଓ ପିଇବା ପାଇଁ କ'ଣ ଅଧିକାର ନାହିଁ ?

5. ଜଣେ ବିଶ୍ବାସିନୀ ପତ୍ନୀକୁ ଯାତ୍ରା ବେଳେ ସଙ୍ଗ ରେ ନଇେ ୟିବା ପାଇଁ କଣ ଆମ୍ଭର ଅଧିକାର ନାହିଁ? ? ଅନ୍ୟ ପ୍ ରରେିତମାନେ, ପ୍ରଭୁଙ୍କର ଭାଇମାନେ ଓ କଫୋତ ଏପରି କରୁଛନ୍ତି।

6. ଆଉ କବଳେ ବର୍ଣ୍ଣବବା ଓ ମୁଁ ନିଜ ନିଜର ଜୀବିକା ପାଇଁ କାମ କରୁଥିବୁ ?

7. ସନୋବାହିନୀ ରେ କୌଣସି ସୈନିକ କ'ଣ ନିଜ ଖର୍ଚ୍ଚ ରେ ୟୁଦ୍ଧ କରେ ? କୌଣସି ଲୋକ କ'ଣ ଅଙ୍ଗୁର ବଗିଚା ଲଗାଏ ଓ ନିଜେ ଏହାର ଫଳ ଖାଏ ନାହିଁ। ଏପରି କେଉଁ ଲୋକ ଅଛି, ଯେ ମଷେପାଳନ କରି ନିଜ ପାଇଁ ମଷଦେୁଧ ନିଏ ନାହିଁ ?

8. ଏହି କଥାଗୁଡ଼ିକ କେତକେ ମନୁଷ୍ଯର ଚିନ୍ତାଧାରା ନୁହେଁ ମାତ୍ର ପରମେଶ୍ବରଙ୍କ ବ୍ଯବସ୍ଥା ମଧ୍ଯ ସହେି କଥା କୁ ହେ।

9. ମାଶାଙ୍କେ ବ୍ଯବସ୍ଥା ରେ ଲଖାେ ଅଛି : "ଖଳା ରେ ବେଙ୍ଗଳା ବୁଲାଇଲା ବେଳେ ବଦଳର ମୁହଁ ବାନ୍ଧ ନାହିଁ।" ପରମେଶ୍ବର ଏହା କ'ଣ କବଳେ ବଳଦଙ୍କ ବିଷୟ ରେ କହିଲେ ? ନା।

10. ଏହା ନିଶ୍ଚିତ ଯେ ଆମ୍ଭ ବିଷୟ ରେ ମଧ୍ଯ ଲଖାଯାେଇଛି। କାରଣ ହଳ କରୁଥିବା ଓ ଶସ୍ଯ ପାଛୁଡ଼ୁ ଥିବା ଲୋକ, ଉଭୟ ପରିଶ୍ରମ କରିଥିବା ହତେୁ, ପାଇବେ ବୋଲି ଆଶା କରିଥାନ୍ତି।

11. ତୁମ୍ଭମାନଙ୍କ ମଧିଅରେ ଆମ୍ଭେ ଆତ୍ମିକ ବୀଜ ବୁଣିଅଛୁ, ତେଣୁ ଜୀବିକା ନିର୍ବାହ ପାଇଁ ତୁମ୍ଭ ପାର୍ଥିବ ଧନରୁ କିଛି ପାଇବାକୁ କ'ଣ ଆମ୍ଭର ଅଧିକାର ନାହିଁ ? ଏହା ଆମ୍ଭର ପ୍ରାପ୍ଯ।

12. ଯଦି ଅନ୍ୟମାନଙ୍କର ତୁମ୍ଭଠା ରେ ଏହି ଦାବୀ ଅଛି, ତବେେ ଆମ୍ଭର କ'ଣ ଏଥି ରେ ଅଧିକ ଦାବୀ ନାହିଁ ? କିନ୍ତୁ ଆମ୍ଭେ ଏହି ଅଧିକାର ପ୍ରଯୋଗ କରି ନାହୁଁ। ବରଂ ଖ୍ରୀଷ୍ଟଙ୍କର ସୁସମାଚାର କାର୍ୟ୍ଯ କାଳେ ବାଧାପ୍ରାପ୍ତ ହବେ, ଏଥିପାଇଁ ଆମ୍ଭେ ସହ୍ଯ କରିଅଛୁ।

13. ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ, ଯେଉଁମାନେ ମନ୍ଦିରର ସବେକ ସମାନେେ ମନ୍ଦିରକୁ ଅଣାଯାଇଥିବା ବଳି ଉତ୍ସର୍ଗରୁ କିଛି ଆଣି ନିଜର ଜୀବିକା ନିର୍ବାହ କରନ୍ତି। ଓ ଯେଉଁମାନେ ବଦେୀର ସବୋ ରେ ନିୟୁକ୍ତ ସମାନେେ ବଦେୀକୁ ଅଣାଯାଇଥିବା ନବୈେଦ୍ଯରୁ କିଛି ଭାଗ ପାଆନ୍ତି।

14. ସହେି ପ୍ରକାର ପ୍ରଭୁ ଆଜ୍ଞା ଦଇେଛନ୍ତି। ଯେ ସୁସମାଚାର ଗ୍ରହଣ କରୁଥିବା ଲୋକମାନେ ସୁସମାଚାର ପ୍ରଚାରକମାନଙ୍କର ପ୍ରତି ପୋଷଣର ଦାଯିତ୍ବ ନବେେ।,

15. କିନ୍ତୁ ମୁଁ ଉକ୍ତ ଅଧିକାରଗୁଡ଼ିକରୁ ଗୋଟିଏ ମଧ୍ଯ କବେେ ହେଲେ ପ୍ରଯୋଗ କରିନାହିଁ। ମୁଁ ମଧ୍ଯ କିଛି ପାଇବା ପାଇଁ ଚେଷ୍ଟା କରି ନାହିଁ। ଏହି ଉଦ୍ଦେଶ୍ଯ ରେ ମୁଁ ଏହା ଲେଖି ନାହିଁ। କହେି ମାହେର ଏହି ଗର୍ବର ଅଧିକାର ମାଠାରୁେ ଛଡ଼ାଇ ନଇେ ଗଲେ ବରଂ ମାରେମରିୟିବା ଭଲ।

16. ସୁସମାଚାର ପ୍ରଚାର କରିବା ପାଇଁ ମାରେ ଗର୍ବ କରିବା କିଛି ନାହିଁ। ଏହା ମାହେର କର୍ତ୍ତବ୍ଯ। ମୁଁ ଯଦି ସୁସମାଚାର ପ୍ରଚାର ନ କରିବି, ତବେେ ମାେ ଜୀବନ ଧିକ୍।

17. ତା'ପରେ ମଧ୍ଯ ଯଦି ମୁଁ ସ୍ବେଚ୍ଛା ରେ ସୁସମାଚାର ପ୍ରଚାର କରୁଛି, ତବେେ ପୁରସ୍କାର ପାଇବା ପାଇଁ ମୁଁ ଯୋଗ୍ଯ। କିନ୍ତୁ ତାହା ତ ନୁହେଁ। ସୁସମାଚାର ପ୍ରଚାର ପାଇଁ ମୁଁ ବାଧ୍ଯ। ପ୍ରଭୁ ମାେତେ ଯେଉଁ ଦାଯିତ୍ବ ଦଇେଛନ୍ତି, କବଳେ ତାହା ମୁଁ ସମ୍ପାଦନ କରୁଛି।

18. ତା' ହେଲେ ମାରେ ପୁରସ୍କାର କ'ଣ ? ମାରେ ପୁରସ୍କାର ଏହା ଯେ ସୁସମାଚାର ପ୍ରଚାର କଲା ବେଳେ ମୁଁ ମୁକ୍ତ ଭାବରେ ସୁସମାଚାରକୁ ଦଇେ ପାରିବି ? ଏହିପରି ସୁସମାଚାର ପ୍ରଚାର ପାଇଁ ଯେଉଁ ପ୍ରାପ୍ଯ ମାରେ ପାଇବା କଥା, ତାହା ମୁଁ ଦାବୀ କରେ ନାହିଁ।

19. ମୁଁ ସ୍ବାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ୟଦ୍ଦ୍ବାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି।

20. ଯିହୂଦୀ ଲୋକମାନଙ୍କୁ ଲାଭ କରିବା ଲାଗି ମୁଁ ୟିହୁଦୀ ଲୋକମାନଙ୍କ ଭଳି ହଲିେ। ମୁଁ ନିଜେ ବ୍ଯବସ୍ଥାର ଅଧୀନ ନ ହେଲେ ମଧ୍ଯ ଯେପରି ବ୍ଯବସ୍ଥାଧିନ ଲୋକଙ୍କୁ ଉଦ୍ଧାର କରିବି, ତେଣୁ ମୁଁ ସମାନଙ୍କେ ନିକଟରେ ବ୍ଯବସ୍ଥାଧିନ ଲୋକଙ୍କ ଭଳି ହଲିେ।

21. ମୁଁ ପରମେଶ୍ବରଙ୍କ ବ୍ଯବସ୍ଥାରୁ ମୁକ୍ତ ନୁହେଁ। ମାତ୍ର ମୁଁ ଖ୍ରୀଷ୍ଟଙ୍କ ବ୍ଯବସ୍ଥାର ଅଧୀନ। ତଥାପି ମୁଁ ଯେପରି ବ୍ଯବସ୍ଥା ବିହୀନ ଲୋକମାନଙ୍କୁ ଉଦ୍ଧାର କରିପା ରେ, ତେଣୁ ମୁଁ ସମାନଙ୍କେ ନିକଟରେ ବ୍ଯବସ୍ଥା ବିହୀନ ଲୋକପରି ହଲିେ।

22. ଯେଉଁମାନେ ଦୁର୍ବଳ ସହେି ଦୂର୍ବଳମାନଙ୍କୁ ଉଦ୍ଧାର କରିବା ପାଇଁ ମୁଁ ମଧ୍ଯ ଦୂର୍ବଳ ହଲିେ। ଯେ ହତେୁ ଯେଉଁ ଉପାୟ ରେ ହେଉ ପେଛ ମୁଁ ଯେପରି ଅନକେ ଲୋକଙ୍କୁ ଉଦ୍ଧାର କରିପାରିବି ସେଥିପାଇଁ ପ୍ରେତ୍ୟକକ ପ୍ରକାରର ଲୋକମାନଙ୍କ ପାଇଁ ମୁଁ ସହେି ପ୍ରକାରର ହଲିେ।

23. ଏହା ସବୁ ମୁଁ ସୁସମାଚାର ପାଇଁ କରୁଛି, ସୁସମାଚାର ଆଶୀର୍ବାଦ ରେ ମାରେ ମଧ୍ଯ କିଛି ଅଂଶ ରହିବ।

24. ତୁମ୍ଭମାନେେ ଜାଣ ଯେ ଦୌଡ଼ ପ୍ରତିୟୋଗିତା ରେ ସମସ୍ତେ ଦୌଡ଼ନ୍ତି, କିନ୍ତୁ ତାଙ୍କ ଭିତରୁ ମାତ୍ର ଜଣକୁ ପୁରସ୍କାର ମିଳେ। ତୁମ୍ଭମାନେେ ଯେପରି ଜିତିବ, ସେପ୍ରକାର ଦୌଡ଼।

25. ଖଳେ ରେ ପ୍ରେତ୍ୟକକ ପ୍ରତି ଯୋଗୀକୁ କଠାେର ପ୍ରଶିକ୍ଷଣ ନବୋକୁ ହୁଏ। ସମାନେେ ମୁକୁଟ ପାଇବା ପାଇଁ ଏହା କରନ୍ତି। ଏହି ମୁକୁଟ ଏକ ଜାଗତିକ ଓ କ୍ଷଣକାଳସ୍ଥାଯୀ ବିଷୟ। କିନ୍ତୁ ଆମ୍ଭେ ଅକ୍ଷୟ ମୁକୁଟ ପାଇବା ପାଇଁ ଏପରି କରୁ।

26. ସେଥିପାଇଁ ମୁଁ ଏକ ଲକ୍ଷ୍ଯ ରେ ଲକ୍ଷ୍ଯସ୍ଥଳକୁ ଦୌଡ଼ୁଅଛି। ମୁଁ ମୁଷ୍ଟି ୟୁଦ୍ଧ କଲାପରି ୟୁଦ୍ଧ କରୁଛି, ବାଯୁ ସଙ୍ଗେ ୟୁଦ୍ଧ କରୁ ନାହିଁ।

27. ମୁଁ ମାରେ ନିଜ ଶରୀରକୁ ଆଘାତ କରୁଛି। ମୁଁ ଏହାକୁ ମାରେ କ୍ରୀତଦାସ କରୁଛି। ମୁଁ ଏହା କରୁଛି ଯେପରି ମୁଁ ସୁସମାଚାର ପ୍ରଚାର କରିବା ପରେ ନିଜେ ଯେପରି ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ନ ହୁଏ। ଅନ୍ୟ ଲୋକମାନଙ୍କୁ ଉପଦେଶ ଦଲୋ ପରେ ଯେପରି ମୁଁ ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ନ ହୁଏ, ସେଥିପାଇଁ ମୁଁ ମାେ ଶରୀରକୁ ବଶ ରେ ରଖୁଅଛି।

About 1 କରିନ୍ଥୀୟ Chapter 9

Read 1 କରିନ୍ଥୀୟ Chapter 9 online from the Holy Bible. This chapter is part of the Book of 1 କରିନ୍ଥୀୟ in the New Testament. Continue reading with the chapter navigation above or explore the complete book.

Book Information

Book: 1 କରିନ୍ଥୀୟ
Chapter: 9
Testament: New Testament

How to Read this Chapter

Use the Previous and Next Chapter buttons to continue reading 1 କରିନ୍ଥୀୟ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading 1 କରିନ୍ଥୀୟ Chapter 9 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is 1 କରିନ୍ଥୀୟ Chapter 9?

1 କରିନ୍ଥୀୟ Chapter 9 is part of the Book of 1 କରିନ୍ଥୀୟ in the Holy Bible.

Can I read this chapter online?

Yes. You can read the complete 1 କରିନ୍ଥୀୟ Chapter 9 online for free with easy chapter navigation.

More Chapters from 1 କରିନ୍ଥୀୟ

  1. 1 କରିନ୍ଥୀୟ Chapter 11
  2. 1 କରିନ୍ଥୀୟ Chapter 10
  3. 1 କରିନ୍ଥୀୟ Chapter 13
  4. 1 କରିନ୍ଥୀୟ Chapter 5
  5. 1 କରିନ୍ଥୀୟ Chapter 6
  6. 1 କରିନ୍ଥୀୟ Chapter 4
  7. 1 କରିନ୍ଥୀୟ Chapter 2

Explore More from ନୂତନ ନିୟମ

  1. ହିବ୍ରୁ Chapter 13
  2. 2 କରିନ୍ଥୀୟ Chapter 4
  3. ମାର୍କ Chapter 10
  4. ମାର୍କ Chapter 9
  5. ମାର୍କ Chapter 8
  6. ତୀତସ Chapter 3
  7. 2 ଥେସଲନୀକୀୟ Chapter 3

Related Chapters & Readings

  1. ବିଚାରକର୍ତ୍ତା Chapter 8
  2. ଯିରିମିୟ Chapter 25
  3. ଆଦି ପୁସ୍ତକ Chapter 17
  4. ଗୀତସଂହିତା Chapter 82
  5. ଯିହୋଶୂୟ Chapter 22
  6. ଦିତୀୟ ବଂଶାବଳୀ Chapter 28
  7. ଯିଶାଇୟ Chapter 5
Share Your Love

Leave a Reply

Your email address will not be published. Required fields are marked *