Read 2 ପିତର Chapter 3 Online
Read 2 ପିତର Chapter 3 online from the Holy Bible. This chapter is part of the Book of 2 ପିତର in the New Testament. Browse every verse with easy chapter navigation, continue to the next chapter, or explore the complete Book of 2 ପିତର and the Holy Bible online.
Choose a Chapter
2 ପିତର 3
ଅଧ୍ୟାୟ 3
1. ମାେ ମିତ୍ରଗଣ, ଏହି ଦ୍ବିତୀୟ ପତ୍ର ମୁଁ ତୁମ୍ଭକୁ ଲେଖୁଅଛି। ତୁମ୍ଭକୁ କେତଗେୁଡ଼ିଏ ବିଷୟ ମନେ ପକାଇ ଦବୋ ଲାଗି ମୁଁ ଦୁଇଟି ପତ୍ର ଲେଖିଛି।
2. ପବିତ୍ର ଭବିଷ୍ଯଦ୍ ବକ୍ତାମାନେ ଅତୀତ ରେ ଯାହା କିଛି କହି ଯାଇଛନ୍ତି ମୁଁ ଚା ହେଁ ଯେ, ସଗେୁଡ଼ିକୁ ତୁମ୍ଭମାନେେ ମନେ ପକାଅ। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯେଉଁ ଆଜ୍ଞା ଦଇେଛନ୍ତି, ସଗେୁଡ଼ିକୁ ମଧ୍ଯ ମନେ ପକାଅ। ତୁମ୍ଭମାନଙ୍କ ପ୍ ରରେିତମାନଙ୍କ ମାଧ୍ଯମ ରେ ସେ ଆମ୍ଭକୁ ଏହି ଆଜ୍ଞା ଦଇେଥିଲେ।
3. ପ୍ରଥମେ, ଶଷେ ଦିନଗୁଡ଼ିକରେ କ'ଣ କ'ଣ ଘଟିବ, ସଗେୁଡ଼ିକ ବୁଝିବା ତୁମ୍ଭର ଦରକାର। ଲୋକେ ତୁମ୍ଭକୁ ପରିହାସ କରିବେ। ସମାନେେ ନିଜ ଇଚ୍ଛା ରେ ମନ୍ଦ କାର୍ୟ୍ଯ କରି ଜୀବନଧାରଣ କରିବେ।
4. ସମାନେେ କହିବେ, "ଯୀଶୁ ପୁନର୍ବାର ଆସିବା ପାଇଁ କହିଥିଲେ। ସେ କାହାନ୍ତି ? ଆମ୍ଭର ପିତାମାନେ ମରିଛନ୍ତି। କିନ୍ତୁ ଜଗତ ସୃଷ୍ଟି ହେଲା ବଳେୁ ସହେିପରି ଭାବରେ ଚାଲିଛି।"
5. ସୁଦୂର ଅତୀତ ରେ କ'ଣ ଘଟିଥିଲା, ସମାନେେ ତାହା ମନେ ପକାଇବା ପାଇଁ ଇଚ୍ଛା କରନ୍ତି ନାହିଁ। ଆକାଶମଣ୍ଡଳ ଥିଲା, ପରମେଶ୍ବର ପାଣିରୁ ଓ ପାଣି ଦ୍ବାରା ଜଗତକୁ ସୃଷ୍ଟି କଲେ। ପରମେଶ୍ବରଙ୍କ ବାକ୍ଯ ଦ୍ବାରା ଏହା ସାଧିତ ହେଲା।
6. ତାହା ପରେ ସହେି ସଂସାର ପ୍ରଳୟଙ୍କାରୀ ବନ୍ଯା ଜଳ ଦ୍ବାରା ନଷ୍ଟ ହାଇଗେଲା।
7. ମାତ୍ର ପରମେଶ୍ବରଙ୍କ ସହେି ବାକ୍ଯ ଦ୍ବାରା ଆକାଶମଣ୍ଡଳ ଓ ବର୍ତ୍ତମାନର ଜଗତ ରହିଅଛି। ଆକାଶମଣ୍ଡଳ ଓ ପୃଥିବୀ ଅଗ୍ନି ଦ୍ବାରା ବିନଷ୍ଟ ହବୋ ନିମନ୍ତେ ରକ୍ଷିତ ଅଛି। ପରମେଶ୍ବରଙ୍କ ସମସ୍ତ ବିରୋଧୀ ଲୋକମାନେ ପୁଣି ଆକାଶମଣ୍ଡଳ ଓ ପୃଥିବୀ ନଷ୍ଟ ହବୋ ନିମନ୍ତେ ବିଚାର ଦିନ ପର୍ୟ୍ଯନ୍ତ ସୁରକ୍ଷିତ ଥିବେ।
8. ପ୍ରିୟ ମିତ୍ରଗଣ, କିନ୍ତୁ ଏହି ବିଶଷେ କଥା ଭୁଲ ନାହିଁ, ପରମେଶ୍ବରଙ୍କ ଲାଗି ଗୋଟିଏ ଦିନ ହଜାର ବର୍ଷ ଭଳି ଓ ହଜାର ବର୍ଷ ଗୋଟିଏ ଦିନ ଭଳି ଅଟେ।
9. ଯଦିଓ କିଛି ଲୋକେ ଏହାକୁ ଡରେି ବୋଲି ଭାବୁଛନ୍ତି, ତଥାପି ପରମେଶ୍ବର ନିଜ ପ୍ରତିଜ୍ଞା ପୂରଣ କରିବା ରେ ଡ଼ରେି କରିବେ ନାହିଁ। ବରଂ ପରମେଶ୍ବର ତୁମ୍ଭ ପ୍ରତି ର୍ଧୈୟ୍ଯବାନ ହେଉଛନ୍ତି। ପରମେଶ୍ବର କୌଣସି ଲୋକ ନଷ୍ଟ ହେଉ ବୋଲି ଚାହାଁନ୍ତି ନାହିଁ। ପରମେଶ୍ବର ଚାହାଁନ୍ତି ଯେ ପ୍ରେତ୍ୟକକ ଲୋକ ନିଜର ହୃଦୟ ପରିବର୍ତ୍ତନ କରୁ ଓ ପାପ କରିବାକୁ କ୍ଷାନ୍ତ ହେଉ।
10. କିନ୍ତୁ ଚୋର ଆସିବା ଦିନପରି, ପ୍ରଭୁଙ୍କ ଆସିବା ଦିନଟି ପ୍ରେତ୍ୟକକଙ୍କୁ ଆଶ୍ଚର୍ୟ୍ଯ କରିବ। ଭୟଙ୍କର ଗର୍ଜନ ସହିତ ଆକାଶମଣ୍ଡଳ ଅଦୃଶ୍ଯ ହାଇୟିବେ। ଆକାଶମଣ୍ଡଳର ସମସ୍ତ ବସ୍ତୁ ଅଗ୍ନି ରେ ଧ୍ବଂସ ହାଇଯେିବ। ଜଗତ ଏହାର ସମସ୍ତ ବିଷୟ ସହିତ ଜଳି ୟିବ।
11. ମୁଁ କହିଲା ଭଳି, ଏପରି ଭାବରେ ସବୁ କିଛି ନଷ୍ଟ ହାଇଯେିବ। ଅତଏବ, ତୁମ୍ଭେ କିପରି ଲୋକ ହବୋ ଉଚିତ ? ତୁମ୍ଭେ ପବିତ୍ର ଜୀବନଯାପନ କରି ପରମେଶ୍ବରଙ୍କ ସବୋ କରିବା ଉଚିତ।
12. ପ୍ରଭୁଙ୍କ ଦିନଟି ଆସିବା ପାଇଁ ତୁମ୍ଭେ ଅପେକ୍ଷା ରେ ରହିବା ଉଚିତ। ସହେି ଦିନ ଆସିଲେ ଅଗ୍ନି ଦ୍ବାରା ଆକାଶ ନଷ୍ଟ ହାଇେ ୟିବ ଓ ଆକାଶ ରେ ଥିବା ସବୁ ମୌଳିକ ବସ୍ତୁଗୁଡ଼ିକ ଉତ୍ତାପରେ ତରଳି ୟିବ।
13. କିନ୍ତୁ ପରମେଶ୍ବର ଆମ୍ଭକୁ ଗୋଟିଏ ପ୍ରତିଶ୍ରୁତି ଦଇେଛନ୍ତି। ଆମ୍ଭମାନେେ ତାହାଙ୍କ ପ୍ରତିଜ୍ଞାନୁସା ରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ଜଗତର ଅପେକ୍ଷା ରେ ଅଛୁ। ତାହା ଧାର୍ମିକତାର ବାସସ୍ଥଳୀ ହବେ।
14. ପ୍ରିୟ ମିତ୍ରଗଣ, ଏହି ଘଟଣା ଘଟିବା ପାଇଁ ଆମ୍ଭେ ଅପେକ୍ଷା ରେ ଅଛୁ। ଅତଏବ ପାପ ଓ ଦୋଷ ନ କରିବା ପାଇଁ କଠାେର ପରିଶ୍ରମ କର। ପରମେଶ୍ବରଙ୍କ ସହିତ ଶାନ୍ତି ରେ ରହିବାକୁ ଚେଷ୍ଟା କର।
15. ପ୍ରଭୁ ର୍ଧୈୟ୍ଯବାନ ବୋଲି ଆମ୍ଭେ ରକ୍ଷା ପାଇଛୁ, ଏହା ମନରେଖ। ପରମେଶ୍ବରଙ୍କ ପ୍ରଦତ୍ତ ଜ୍ଞାନ ବଳ ରେ ଆମ୍ଭର ପ୍ରିୟ ଭାଇ ପାଉଲ ତୁମ୍ଭକୁ ଲେଖିଲା ବେଳେ ସେ ସହେି କଥା କହିଥିଲେ।
16. ନିଜର ସମସ୍ତ ପତ୍ରଗୁଡ଼ିକରେ ପାଉଲ ଏହିକଥା ଲେଖନ୍ତି। େ ବେଳବେଳେ ପାଉଲଙ୍କ ପତ୍ର ରେ କେତକେ କଥା ବୁଝିବା ପାଇଁ କଷ୍ଟକର ହୁଏ। େକେତେଲାକ ସହେି କଥାଗୁଡ଼ିକୁ ଭୁଲ ଭାବରେ ବ୍ଯାଖ୍ଯା କରନ୍ତି। ସମାନେେ ମୂର୍ଖ ଓ ବିଶ୍ବାସ ରେ ଦୁର୍ବଳ। ସହେି ଲୋକମାନେ ଅନ୍ୟ ଶାସ୍ତ୍ରଗୁଡ଼ିକୁ ମଧ୍ଯ ଭୁଲଭାବେ ବୁଝାଇଥାନ୍ତି। କିନ୍ତୁ ଏପରି କରିବା ଦ୍ବାରା ସମାନେେ ନିଜର ଅନିଷ୍ଟ କରୁଛନ୍ତି।
17. ପ୍ରିୟ ମିତ୍ରଗଣ, ତୁମ୍ଭେ ଏହି ବିଷୟ ରେ ଆଗରୁ ଜାଣ। ଅତଏବ ସାବଧାନ ରୁହ। ସହେି ମନ୍ଦ ଲୋକମାନେ କରୁଥିବା ମନ୍ଦକାର୍ୟ୍ଯ ଦ୍ବାରା ତୁମ୍ଭେ ନିଜକୁ ପ୍ରଭାବିତ ହବୋକୁ ଦିଅ ନାହିଁ। ନିଜ ଦୃଢ଼ ବିଶ୍ବାସରୁ ବିଚଳିତ ନ ହବୋ ପାଇଁ ସାବଧାନ ରୁହ।
18. କିନ୍ତୁ ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଜ୍ଞାନ ଓ ଅନୁଗ୍ରହ ରେ ବୃଦ୍ଧି ପାଅ। ତାହାଙ୍କର ମହିମା ବର୍ତ୍ତମାନ ଓ ସଦାସର୍ବଦା ରହିଥାଉ। ଆମେନ୍।
About 2 ପିତର Chapter 3
Read 2 ପିତର Chapter 3 online from the Holy Bible. This chapter is part of the Book of 2 ପିତର in the New Testament. Continue reading with the chapter navigation above or explore the complete book.
Book Information
Book: 2 ପିତର
Chapter: 3
Testament: New Testament
How to Read this Chapter
Use the Previous and Next Chapter buttons to continue reading 2 ପିତର. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading 2 ପିତର Chapter 3 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is 2 ପିତର Chapter 3?
2 ପିତର Chapter 3 is part of the Book of 2 ପିତର in the Holy Bible.
Can I read this chapter online?
Yes. You can read the complete 2 ପିତର Chapter 3 online for free with easy chapter navigation.
More Chapters from 2 ପିତର
Explore More from ନୂତନ ନିୟମ
- 2 କରିନ୍ଥୀୟ Chapter 2
- ଲୂକ Chapter 24
- 2 ତୀମଥି Chapter 4
- ମାଥିଉ Chapter 21
- କଲସୀୟ Chapter 3
- ହିବ୍ରୁ Chapter 9
- ଯୋହନ Chapter 13