ଆଦି ପୁସ୍ତକ Chapter 10

For English

Read ଆଦି ପୁସ୍ତକ Chapter 10 Online

Read ଆଦି ପୁସ୍ତକ Chapter 10 online from the Holy Bible. This chapter is part of the Book of ଆଦି ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଆଦି ପୁସ୍ତକ and the Holy Bible online.

Choose a Chapter

ଆଦି ପୁସ୍ତକ 10

ଅଧ୍ୟାୟ 10

1. ନୋହର ପୁତ୍ରମାନେ ଥିଲେ, ଶମେ, ହାମ ଏବଂ ଯଫେତ୍। ବନ୍ଯାପରେ ଏହି ତିନିଜଣ ସମାନଙ୍କେର ସନ୍ତାନ ସନ୍ତତି ଜନ୍ମ ନଇେଥିଲେ।

2. ଯଫେତ୍ଙ୍କର ପୁତ୍ରମାନେ ହେଲ, ଗୋମର, ମାଗୋଗ୍, ମାଦଯ, ତୁବଲ, ୟବନ, ମେଶକ ଓ ତିରସ।

3. ଅସ୍ମିନସ୍, ରୀଫତ୍ ଓ ତୋଗର୍ମ ଏମାନେ ଥିଲେ ଗୋମର ସନ୍ତାନ।

4. ପୁଣି ଇଲୀଶା, ତର୍ଶୀଶ, କିତ୍ତୀମ ଓ ଦୋଦାନୀମ ଏମାନେ ୟବନର ସନ୍ତାନ ଥିଲେ।

5. ଏମାନଙ୍କଠାରୁ ଅନ୍ୟଦେଶୀଯମାନଙ୍କର ଦ୍ବୀପ ନିବାସୀଗଣ ଆପଣାମାନଙ୍କ ପାଇଁ ଦେଶ ବିଦେଶ ରେ ନିଜ ନିଜ ଭାଷାନୁୟାଯୀ ବ୍ଯାପ୍ତ ହାଇେ ନିଜ ନିଜ ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲ!

6. ହାମର ସନ୍ତାନଗଣ ଥିଲେ। କୂଶ୍, ମିଶର, ପୂଟ୍ ଓ କିଣାନ।

7. ସବା, ହବୀଲା, ସପ୍ତା, ରଯମା ଓ ସପ୍ତକା ଏମାନେ ଥିଲେ କୂଶର ସନ୍ତାନ। ଶିବା ଓ ଦନାନ ଏମାନେ ରଯମାର ସନ୍ତାନ।

8. ନିମ୍ରୋଜ୍ କୂଶର ପୁତ୍ର। ସେ ପୃଥିବୀ ମଧିଅରେ ପରାକ୍ରମି ହବୋକୁ ଲାଗିଲା।

9. ସେ ସଦାପ୍ରଭୁଙ୍କ ସାକ୍ଷାତ ରେ ପରାକ୍ରାନ୍ତ ବ୍ଯାଧ ହେଲା। ସଦାପ୍ରଭୁଙ୍କ ସାକ୍ଷାତ ରେ ପରାକ୍ରାନ୍ତ ବ୍ଯାଧ ନିମ୍ରୋଜ ତୁଲ୍ଯ ଥିଲେ ବୋଲି ଲୋକମାନେ କହୁଥିଲେ, " ସେ ବ୍ଯକ୍ତି ନିମ୍ରୋଜ ସଦୃଶ ସଦାପ୍ରଭୁଙ୍କ ସମ୍ମୁଖ ରେ ଗୋଟିଏ ପରାକ୍ରାନ୍ତ ବ୍ଯାଧ।"

10. ଶନିଯର ଦେଶ ରେ ବାବିଲ୍, ଏରକ୍, ଏକ୍କଦ୍ ଓ କଲନୀ ଏହିସବୁ ନଗର ତାହାର ପ୍ରଥମ ରାଜ୍ଯ ହେଲା।

11. ସହେି ଦେଶରୁ ଅଗ୍ରିଯା ବାହାରି ନୀନିବୀ ରହୋବୋଚ୍ ପୁରୀ ଓ କଲହେ

12. ଏବଂ ନୀନିବୀ ଓ କଲହରେ ମଧ୍ଯସ୍ଥିତ ରଷେନ ନଗର ସ୍ଥାପଲ କଲା। ( ରଷେନ ଏକ ପ୍ରଧାନ ନଗର ଥିଲା)।

13. ମିଶରୀଯମ ଲୂଦୀଯ, ଅନାମୀଯ, ଲହାବୀଯ ଓ ନପ୍ତୁହୀଯ ଲୋକମାନଙ୍କର ପିତା ଥିଲେ।

14. ପଥ୍ରୋଷୀଯ, କସ୍ଲୁହୀଯ ଓ କପ୍ତୋରିଯ (ଏହି ପଲେଷ୍ଟୀୟ ଲୋକମାନେ କସ୍ଲୁହୀଯରୁ ଆସିଲେ।)

15. ସୀଜୋନର ପିତା ଥିଲେ କିଣାନ, ସିଦୋନ ଥିଲା କିଣାନର ପ୍ରଥମ ପୁତ୍ର। କିଣାନ ମଧ୍ଯ ହେତ୍ର ପିତାଥିଲେ। ହେତ୍ ହେଲେ ହିଟାତୀଯମାନଙ୍କର ପିତା।

16. କିଣାନ ମଧ୍ଯ ୟିବୁଷୀଯ, ଇମାରେୀୟ ଓ ଗିର୍ଗାଶୀଯ ପିତା ଥିଲେ।

17. ହିଦ୍ଦୀଯ, ଅର୍କୀଯ ଓ ସୀନିଯ

18. ଅର୍ବଦୀଯ, ସାମରୀଯ ଓ ହମାତୀଯ, ଏହିପରି କିଣାନିଯମାନଙ୍କର ବଂଶ ବ୍ଯାପିଲା।

19. ତହିଁରେ ସୀଦୋନଠାରୁ ଗରା ରେ ଦିଗକୁ ହସା ପ୍ରର୍ୟ୍ଯନ୍ତ ପୁଣି ସଦୋମ୍, ହ ମାରୋ ଓ ଅଦ୍ମା, ସବୋଯୀମ ଦିଗ ରେ ଲୋଶା ପର୍ୟ୍ଯନ୍ତ କିଣାନୀଯମାନଙ୍କ ବସତିର ସୀମା ଥିଲା।

20. ନିଜ ନିଜ ଦେଶ ଓ ଗୋଷ୍ଠୀ ରେ ସମାନଙ୍କେ ବଂଶ ଓ ଭାଷାନୁସା ରେ ଓ ସମସ୍ତ ହାମର ସନ୍ତାନ।

21. ଯଫେତର ବଡ଼ଭାଇ ଶମଙ୍କେର ମଧ୍ଯ ସନ୍ତାନ ସନ୍ତତି ଥିଲେ, ସହେି ଏବର ଯଫେତର ବଡ଼ଭାଇ ହିବ୍ରୁ ବଂଶଧରମାନଙ୍କ ଆଦିପୁରୁଷ ଥିଲେ।

22. ଶମରେ ଏହିସବୁ ସନ୍ତାନ: ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୂଦ୍ ଓ ଅରାମ୍।

23. ଏହି ଅରାମର ସନ୍ତାନ ଊଷ୍, ହୂଲ, ଗେଥର ଓ ମଶ୍।

24. ଏବଂ ଅର୍ଫକ୍ଷଦର ସନ୍ତାନ ଶଲହେ ଓ ଶଲହରେ ସନ୍ତାନ ଏବର।

25. ଏହି ଏବରର ଦୁଇ ପୁତ୍ର, ପ୍ରଥମର ନାମ ପଲେଗ୍ କାରଣ ସହେି ସମୟରେ ପୃଥିବୀ ବିଭକ୍ତ ହେଲା। ତାହାର ଭ୍ରାତାର ନାମ ୟକ୍ତନ୍।

26. ଏବଂ ୟକ୍ତନର ପୁତ୍ର ଅଲମାଦେଦ୍ ଓ ଶଲେପ୍, ହତସର୍ମାବତ ଓ ଯରହେ।

27. ହଦୋରାମ ଓ ଊଷଲ ଓ ଦିକ୍ଲ।

28. ଓବଲ ଓ ଅବୀମାଯେଲ୍ ଓ ଶବା।

29. ଓଫୀର, ହବୀଲା ଓ ୟୋବବ୍, ଏହି ସମସ୍ତ ୟକ୍ତଲର ସନ୍ତାନ।

30. ମଷୋ ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ୟ୍ଯନ୍ତ ସମାନଙ୍କେର ବସତି ଥିଲା।

31. ଆପଣା ଦେଶ ରେ ସମାନଙ୍କେର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏ ସମସ୍ତେ ଶମରେ ସନ୍ତାନ।

32. ନିଜ ନିଜ ଗୋଷ୍ଠୀ ରେ ସମାନଙ୍କେ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ। ପୁଣି ଜଳପ୍ଲାବନ ପରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀ ରେ ବିଭକ୍ତ ହେଲେ।

About ଆଦି ପୁସ୍ତକ Chapter 10

Read ଆଦି ପୁସ୍ତକ Chapter 10 online from the Holy Bible. This chapter is part of the Book of ଆଦି ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଆଦି ପୁସ୍ତକ
Chapter: 10
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଆଦି ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଆଦି ପୁସ୍ତକ Chapter 10 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଆଦି ପୁସ୍ତକ Chapter 10?

ଆଦି ପୁସ୍ତକ Chapter 10 is part of the Book of ଆଦି ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଆଦି ପୁସ୍ତକ Chapter 10 online for free with easy chapter navigation.

More Chapters from ଆଦି ପୁସ୍ତକ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 14
  3. ଆଦି ପୁସ୍ତକ Chapter 1
  4. ଆଦି ପୁସ୍ତକ Chapter 26
  5. ଆଦି ପୁସ୍ତକ Chapter 7
  6. ଆଦି ପୁସ୍ତକ Chapter 4
  7. ଆଦି ପୁସ୍ତକ Chapter 3

Explore More from ପୁରାତନ ନିୟମ

  1. ଦିତୀୟ ବଂଶାବଳୀ Chapter 4
  2. ଯିହୋଶୂୟ Chapter 13
  3. ପ୍ରଥମ ଶାମୁୟେଲ Chapter 10
  4. ପ୍ରଥମ ବଂଶାବଳୀ Chapter 19
  5. ଆୟୁବ Chapter 42
  6. ଲେବୀୟ ପୁସ୍ତକ Chapter 2
  7. ଉପଦେଶକ Chapter 12

Related Chapters & Readings

  1. ଯିଶାଇୟ Chapter 63
  2. ପ୍ରଥମ ଶାମୁୟେଲ Chapter 16
  3. ଆଦି ପୁସ୍ତକ Chapter 33
  4. ଯାତ୍ରା ପୁସ୍ତକ Chapter 35
  5. ଯିହିଜିକଲ Chapter 47
  6. ଯିଶାଇୟ Chapter 18
  7. ଗୀତସଂହିତା Chapter 106
Share Your Love

Leave a Reply

Your email address will not be published. Required fields are marked *