ଆଦି ପୁସ୍ତକ Chapter 25

For English

Read ଆଦି ପୁସ୍ତକ Chapter 25 Online

Read ଆଦି ପୁସ୍ତକ Chapter 25 online from the Holy Bible. This chapter is part of the Book of ଆଦି ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଆଦି ପୁସ୍ତକ and the Holy Bible online.

Choose a Chapter

ଆଦି ପୁସ୍ତକ 25

ଅଧ୍ୟାୟ 25

1. ଅବ୍ରହାମ ପୁନ୍ନରାଯ ବିବାହ କଲେ, ତାଙ୍କର ନୂତନ ସ୍ତ୍ରୀର ନାମ ଥିଲା କଟୂରା।

2. କଟୂରା ସିମ୍ରଣ, ୟକ୍ଷନ୍, ମଦାନ୍, ମିଦିଯନ, ୟିଶ୍ବକ୍ ଓ ଶୂହ ଏହିମାନଙ୍କୁ ଜନ୍ମ ଦଲୋ।

3. ସେ ୟକ୍ଷନ୍ ଶିବା ଓ ଦଦାନକୁ ଜନ୍ମ ଦଲୋ। ଦଦାନ ପୁତ୍ରମାନେ ଥିଲେ, ଅଶୂରୀଯ, ଲଟୂଶୀଯ ଓ ଲିଯସ୍ମୀଯ।

4. ମିଦିଯନର ସନ୍ତାନ ଐଫା ଓ ଏଫର ଓ ହନୋକ ଅବୀଦ ଓ ଇଲଦାଯା ଏହି ସମସ୍ତେ କଟୂରାର ସାନ୍ତାନ।

5. ଅବ୍ରହାମ ମରିବା ପୂର୍ବରୁ ସେ ତାଙ୍କର ଦାସୀ ପୁତ୍ରମାନଙ୍କୁ କିଛି ଉପହାର ଦେଲେ ଏବଂ ପୂର୍ବ ଦିଗକୁ ପଠାଇଲେ।

6. ଅବ୍ରହାମ ମୃତ୍ଯୁ ପୂର୍ବରୁ ସେ ଦାମୀମାନଙ୍କ ପୁତ୍ରଗଣଙ୍କୁ କିଛି ଉପହାର ଦେଲେ ଓ ସହେି ପୁତ୍ରଗଣଙ୍କୁ ପୂର୍ବ ଦିଗସ୍ଥ ଦେଶ ରେ ରହିବାକୁ ବିଦାଯ କଲେ। ସେ ସମାନଙ୍କେୁ ଇସ୍ହାକଠାରୁ ହୂରକୁ ପଠାଇଲେ। ତା'ପରେ ଅବ୍ରହାମ ତାଙ୍କର ସମସ୍ତ ସମ୍ପତ୍ତି ଇସ୍ହାକକୁ ଦେଲେ।

7. ଅବ୍ରହାମ 175 ବର୍ଷ ବଞ୍ଚିଲେ।

8. ଏହାପରେ ଅବ୍ରହାମ ଦୁର୍ବଳ ଦେଲେ ଓ ମୃତ୍ଯୁବରଣ କଲେ। ସେ ଅନକେ ବର୍ଷ ପର୍ୟ୍ଯନ୍ତ ବଞ୍ଚିଲେ। ସେ ଆପଣା ଲୋକମାନଙ୍କ ସହିତ କବର ପାଇଲେ।

9. ତାଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାଯଲେ ମମ୍ରିର ନିକଟରେ ହତେୀଯ ସହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପଲୋ ନାମକ ଗୁହା ରେ ତାହାଙ୍କୁ କବର ଦେଲେ।

10. ଯେ ହତେୁ ଅବ୍ରହାମ ହତେୀଯ ସନ୍ତାନମାନଙ୍କ ନିକଟରୁ ସହେି କ୍ଷେତ୍ର କ୍ରଯ କରିଥିଲେ। ସହେି ସ୍ଥାନ ରେ ଅବ୍ରହାମଙ୍କୁ ତାଙ୍କ ସ୍ତ୍ରୀ ସାରାଙ୍କ ସହିତ କବର ଦିଆଗଲା।

11. ଅବ୍ରହାମଙ୍କ ମୃତ୍ଯୁପରେ ପରମେଶ୍ବର ତାଙ୍କର ପୁତ୍ର ଇସ୍ହାକଙ୍କୁ ଆଶୀର୍ବାଦ କଲେ। ଏବଂ ଇସ୍ହାକ ବରେ-ଲହଯରୋଯୀ ନାମକ ସ୍ଥାନ ରେ ବସତି କଲେ।

12. ଏହା ସାରାର ମିଶରୀଯା ଦାସୀ ହାଗାରର ପୁତ୍ର, ଇଶ୍ମାଯଲଙ୍କେର ପରିବାରର ତାଲିକା ଅଟେ।

13. ପ୍ରେତ୍ୟକକ ବିଧିପୂର୍ବକ ତାଲିକା ଅନୁସାରେ ନାମ: ଇଶ୍ମାଯଲରେ ଜେଷ୍ଠପୁତ୍ର ନବାଯୋତ୍ ତାହା ଉତ୍ତା ରେ କରଦେ ଓ ଅଦ୍ବଲେ ଓ ମିବ୍ସମ୍।

14. ମିଶ୍ମ ଓ ଦୂମା ଓ ମସା।

15. ହଦଦ୍, ତମାେ, ୟିଟୁର ଓ ନାଫୀଶ୍ ଓ କଦମାେ।

16. ଏହି ସମସ୍ତେ ଇଶ୍ମାଯଲରେ ସନ୍ତାନ, ସମାନଙ୍କେର ଗ୍ରାମ ଓ ଛାଉଣୀ ସ୍ଥାନ ଥିଲା। ସହେି ବାରଜଣ ତାଙ୍କ ଗୋତ୍ରର ରାଜକୁମାର ଥିଲେ।

17. ଇଶ୍ମାଯଲରେ ଆଯୁ 177 ବର୍ଷ ବଞ୍ଚିଲେ। ଏହାପରେ ସେ ପ୍ରାଣ ତ୍ଯାଗ କଲେ। ସେ ତାଙ୍କ ପୂର୍ବପୁରୁଷଙ୍କ ସହିତ କବର ପ୍ରାପ୍ତ ହେଲେ।

18. ଏହାପରେ ତାହାର ବଂଶଧରମାନେ ହବୀଲାରୁ ମିଶରର ପାଖ ରେ ଶୂରକୁ ଅଶ୍ବରିଯା ଦିଗ ରେ ବସତି କଲେ। ସମାନେେ ନିଜ ନିଜ ପାଖ ରେ ବାସ କଲେ ଏବଂ ଇଶ୍ମାଯଲେ ଆପଣଙ୍କର ବଂଶଧରମାନେ ଭାଇମାନଙ୍କ ସମ୍ମୁଖ ରେ ବସତି କଲେ।

19. ଅବ୍ରହାମଙ୍କର ପୁତ୍ର ଇସ୍ହାକଙ୍କର ବଂଶାବଳୀ ଏହି। ଅବ୍ରହାମ ଇସ୍ହାକଙ୍କୁ ଜନ୍ମ କଲେ।

20. ଯେତବେେଳେ ଇସ୍ହାକ ରିବିକାକୁ ବିବାହ କଲେ, ସେ ଚାଳିଶ ବର୍ଷ ଥିଲେ। ୟିଏକି ବଥୁଯଲରେ କନ୍ଯା, ଅରାମୀଯ ପଦ୍ଦନ-ଅରାମୀଯ ଏବଂ ଅରାମୀଯ ଲାବନର ଭୁଗିନୀ।

21. ଇସ୍ହାକଙ୍କର ସହେି ସ୍ତ୍ରୀ ବନ୍ଧ୍ଯା ହବୋରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲୋ ତିହିଁ ରେ ସଦାପ୍ରଭୁ ପ୍ରାର୍ଥନା ଶୁଣନ୍ତେ ତାଙ୍କର ସ୍ତ୍ରୀ ରିବିକା ଗର୍ଭବତୀ ହେଲା।

22. ଯେ ଦବେଳେେ ରିବିକା ଗର୍ଭବତୀ ହେଲା, ନିଜ ନିଜ ଭିତ ରେ ଶିଶୁମାନେ ଛନ୍ଦାଛନ୍ଦି ହେଲେ। ରିବିକା ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲା, "ମାେ ପ୍ରତି ଏପରି କାହିଁକି ଘଟିଲା?"

23. ସଦାପ୍ରଭୁ ତାହାଙ୍କୁ କହିଲେ, "ତୁମ୍ଭ ଗର୍ଭ ରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହବେେ। ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହବେ। ପୁଣି ଜେଷ୍ଠ କନିଷ୍ଠର ସବୋ କରିବ।"

24. ଉପୟୁକ୍ତ ସମୟରେ ରିବିକା ଜାଆଁଳା ପୁତ୍ର ଜନ୍ମ ଦେଲେ।

25. ଜେଷ୍ଠ ବାରାହି ଆସିଲା ରକ୍ତବର୍ଣ୍ଣ ଦଖାଯାେଉଥିଲା, ତାଙ୍କର ଚର୍ମ ଲୋମଶ ବସ୍ତ୍ରପରି ଥିଲା। ଏଣୁ ଏହାର ନାମ ଏଷୌ ଦିଆଗଲା।

26. ତା'ପରେ, ତାହାର ଭ୍ରାତା ଏଷୌର ଗୋଇଠି ଧରି ଜନ୍ମ ହେଲା। ଏଣୁକରି ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବଯସ ରେ ଏହି ୟାଆଁଳା ପୁତ୍ର ଜନ୍ମ ହେଲେ।

27. ଏହାପରେ ବାଳକମାନେ ବଢ଼ିଲେ ଏବଂ ଏଷୌ ମୃଗଯା ରେ ଜଣେ ନିପୁଣ ଓ ବନବିହାରୀ ହେଲା। ଯାକୁବ ଜଣେ ମୃଦୁ ମନୁଷ୍ଯ ବ୍ଯକ୍ତି ତମ୍ବୁ ରେ ବାସ କଲା।

28. ଇସ୍ହାକ ମୃଗଯା ମାଂସ ଅତି ସୁସ୍ବାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲେ।

29. ସହେି ସମୟରେ ଏଷୌ ବହୁତ କ୍ଲାନ୍ତ ହାଇେ କ୍ଷେତ୍ରରୁ ଆସିଲା।

30. ତହୁଁ ସେ ଯାକୁବକୁ କହିଲା, "ମୁଁ ବହୁତ ଥକି ୟାଇଛି ମତେ ଦୟାକରି ସହେି ଲାଲ ପଦାର୍ଥରୁ କିଛି ଦିଅ। ଏହି ନାମନ୍ତେ ତା'ର ନାମ ଇଦୋମ ନାମ ରେ ଖ୍ଯାତ ହେଲେ।"

31. କିନ୍ତୁ ଯାକୁବ କହିଲା, "ଆଜି ତୁମ୍ଭେ ମତେ ଆପଣାର ପ୍ରଥମଜାତ ପୁତ୍ର ଅଧିକାର ବିକ୍ରଯ କର।"

32. ଏଷୌ ଉତ୍ତର ଦଲୋ, " ଦେଖ ମୁଁ ମଲା ପରି, ଜ୍ଯଷ୍ଠୋଧିକାର ରେ ମାରେ କି ଲାଭ? ତେଣୁ ମୁଁ ଏହା ତୁମ୍ଭକୁ ଦବେି।"

33. କିନ୍ତୁ ଯାକୁବ କହିଲା, "ପ୍ରଥମେ ତୁମ୍ଭେ ମାେତେ ଦବୋ ପାଇଁ ପ୍ରତିଜ୍ଞା କର।" ତେଣୁ ସେ ପ୍ରତିଜ୍ଞା କଲା। ଏବଂ ତାଙ୍କର ଜେଷ୍ଠତା ତାଙ୍କୁ ଦଲୋ।

34. ଏହାପରେ ଯାକୁବ ଏଷୌକୁ ରୋଟି ଏବଂ ମସୁରଡ଼ାଲି ରାନ୍ଧି ଖାଇବାକୁ ଦଲୋ ଓ ସେ ସ୍ଥାନ ପରିତ୍ଯାଗ କଲା। ଏହିପରି ଏଷୌ ନିଜର ଜେଷ୍ଠ ଭ୍ରାତାର ଅଧିକାର ବିଷଯ ରେ ପୁନର୍ବାର ଭାବିଲା ନାହିଁ।

About ଆଦି ପୁସ୍ତକ Chapter 25

Read ଆଦି ପୁସ୍ତକ Chapter 25 online from the Holy Bible. This chapter is part of the Book of ଆଦି ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଆଦି ପୁସ୍ତକ
Chapter: 25
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଆଦି ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଆଦି ପୁସ୍ତକ Chapter 25 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଆଦି ପୁସ୍ତକ Chapter 25?

ଆଦି ପୁସ୍ତକ Chapter 25 is part of the Book of ଆଦି ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଆଦି ପୁସ୍ତକ Chapter 25 online for free with easy chapter navigation.

More Chapters from ଆଦି ପୁସ୍ତକ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 1
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 38
  6. ଆଦି ପୁସ୍ତକ Chapter 30
  7. ଆଦି ପୁସ୍ତକ Chapter 21

Explore More from ପୁରାତନ ନିୟମ

  1. ଗୀତସଂହିତା Chapter 109
  2. ପ୍ରଥମ ବଂଶାବଳୀ Chapter 14
  3. ହିତୋପଦେଶ Chapter 7
  4. ଗୀତସଂହିତା Chapter 66
  5. ଯାତ୍ରା ପୁସ୍ତକ Chapter 32
  6. ଗୀତସଂହିତା Chapter 3
  7. ଦିତୀୟ ବଂଶାବଳୀ Chapter 33

Related Chapters & Readings

  1. ଯିଶାଇୟ Chapter 61
  2. ଦିତୀୟ ବଂଶାବଳୀ Chapter 7
  3. ଯିହିଜିକଲ Chapter 23
  4. ପ୍ରକାଶିତ ବାକ୍ୟ Chapter 5
  5. ହୋଶେୟ Chapter 13
  6. ଗୀତସଂହିତା Chapter 36
  7. ମାଥିଉ Chapter 11
Share Your Love

Leave a Reply

Your email address will not be published. Required fields are marked *