ଆଦି ପୁସ୍ତକ Chapter 39

For English

Read ଆଦି ପୁସ୍ତକ Chapter 39 Online

Read ଆଦି ପୁସ୍ତକ Chapter 39 online from the Holy Bible. This chapter is part of the Book of ଆଦି ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଆଦି ପୁସ୍ତକ and the Holy Bible online.

Choose a Chapter

ଆଦି ପୁସ୍ତକ 39

ଅଧ୍ୟାୟ 39

1. ଯୋଷଫେ ମିଶର ଦେଶକୁ ଅଣା ଯାନ୍ତେ ଫାରୋଙ୍କର ଜଣେ ଭୃତ୍ଯ ଅର୍ଥାତ୍ ମିସ୍ରୀଯ ପୋଟୀଫର ନାମକ ରକ୍ଷକ ସନୋପତି ତାଙ୍କର ଅନଯନକାରୀ ଇଶ୍ମାଯଲେୀଯମାନଙ୍କଠାରୁ ଯୋଷଫଙ୍କେୁ କିଣିଲା।

2. କିନ୍ତୁ ସଦାପ୍ରଭୁ ଯୋଷଫେକୁ ସହାୟ ହେଲେଓ ଯୋଷଫେ ଜଣେ ଭାଗ୍ଯବାନ ପୁରୁଷ ହେଲେ। ଆଉ ସେ ଆପଣା ମିସ୍ରୀଯ କର୍ତ୍ତାର ଗୃହ ରେ ବାସ କଲେ।

3. ପୋଟୀଫର ଦେଖିଲା ଯେ ସଦାପ୍ରଭୁ ଯୋଷଫେକୁ ସହାୟ ଅଟନ୍ତି। ପୋଟୀଫର ଦେଖିଲା ସଦାପ୍ରଭୁ ସହାୟ ଯୋଗୁଁ ସେ ଯେଉଁ କାର୍ୟ୍ଯ କରୁଛି ତାହା ସୁଚାରୁ ରୂପେ କରି ପାରୁଛି।

4. ପୋଟୀଫର ଯୋଷଫେକୁ ପାଇ ବହୁତ ଖୁସି ହେଲେ। ସେ ଯୋଷଫେକୁ ଆପଣାର ଗୃହାଧ୍ଯକ୍ଷ କରି ତାଙ୍କର ରସ୍ତ ରେ ସର୍ବସ୍ବ ସମର୍ପଣ କଲେ।

5. ଏହି ପ୍ରକା ରେ ସେ ଯୋଷଫଙ୍କେୁ ଆପଣା ଗୃହ ଓ ସର୍ବସ୍ବର ଅଧ୍ଯକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷଫଙ୍କେ ଲାଗି ସହେି ମିସ୍ରୀଯ ଲୋକରଗୃହ ଉପରେ ଆଶୀର୍ବାଦ କଲେ। ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ଷିଲା।

6. ପୋଟୀଫର ଯୋଷଫେକୁ ସବୁ ଦାଯୀତ୍ବ ଦଇେ ସେ ଆଉ ତାଙ୍କର ଖାଇବା ବିନା କୌଣସି ପାଇଁ ବ୍ଯସ୍ତ ହେଲେ ନାହିଁ।

7. କିଛି ଦିନ ପରେ ଯୋଷଫେର ମୁନିବର ସ୍ତ୍ରୀ ଯୋଷଫେକୁ ନଜର ପକଇବୋକୁ ଲାଗିଲେ। ଦିନେ ସହେି ସ୍ତ୍ରୀ ଯୋଷଫେକୁ ଅନୁରୋଧ କଲେ, "ମାେ ସହିତ ଶଯନ କର।"

8. କିନ୍ତୁ ଯୋଷଫେ ମନା କଲେ ସେ କହିଲେ, " ଦେଖ ଏ ଗୃହ ରେ ଯାହା ଅଛି ମାେ ମୁନିବ ତହିଁର ତତ୍ତ୍ବ ନିଅନ୍ତି ନାହିଁ। ସେ ମାେ ହସ୍ତ ରେ ଆପଣାର ସର୍ବସ୍ବ ସମର୍ପଣ କରିଛନ୍ତି।

9. ଏହି ଗୃହ ରେ ସେ ମାେତେ ତାଙ୍କ ସହିତ ସମାନ କରିଛନ୍ତି। ମୁଁ ତାଙ୍କ ସ୍ତ୍ରୀ ସହିତ ଶଯନ କରି ପାରିବି ନାହିଁ। ଏହା ଭୁଲ ଅଟେ, ଏହା ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ ତୁଲ୍ଯ।"

10. ସହେି ସ୍ତ୍ରୀ ଲୋକଟି ସର୍ବଦା ତାହାଙ୍କ ସହିତ କଥା ହୁଏ। କିନ୍ତୁ ସେ ତାଙ୍କ ସହ ଶଯନ କରିବାପାଇଁ ସର୍ବଦା ମନା କରନ୍ତି।

11. ଦିନେ ଯୋଷଫେ ଘରକୁ ତାଙ୍କର କିଛି କାର୍ୟ୍ଯ କରିବାକୁ ଗଲେ। ସହେି ସମୟରେ ସେ ଏକା ସହେି ଘ ରେ ଥିଲେ।

12. ତା'ର ମୁନିବଙ୍କର ସ୍ତ୍ରୀ ତାଙ୍କର କୋଟ୍କୁ ଧରି ଟାଣି କହିଲେ, "ମାେ ପାଖ ରେ ଶଯନ କର।" କିନ୍ତୁ ଯୋଷଫେ ସେ ଘରୁ ଖସି ଦୌଡ଼ି ପଳାଇ ଆସିଲେ କିନ୍ତୁ ତା'ର ହାତ ରେ ତାହାର କୋଟ୍ଟି ରହିଗଲା।

13. ସ୍ତ୍ରୀ ଲୋକଟି ଦେଖିଲା ତା ହାତ ରେ ଯୋଷଫେର କୋଟ୍ ରହିଗଲା ଏବଂ ସେ ଦୌଡ଼ି ପଳାଇଲା।

14. ସେ ଗୃହର ବାହାର ଲୋକମାନଙ୍କୁ ଡ଼ାକି ସେ କହିଲା, " ଦେଖ, ସେ ଆମ୍ଭମାନଙ୍କ ସଙ୍ଗ ରେ ପରିହାସ କରିବା ନିମନ୍ତେ ଜଣେ ଅବ୍ରୀଯକୁ ଆଣିଛନ୍ତି। ସେ ଭିତରକୁ ପଶି ମାେ ସହିତ ଶଯନ କରିବାକୁ କହିଲା। ମୁଁ ବଡ଼ ପାଟି ରେ ଡ଼ାକ ପକାଇଲି।

15. ମାରେ ବଡ଼ ପାଟି ରେ ଡ଼ାକିବାର ଶୁଣି ସେ ତା'ର କୋଟ୍ ମାେ ପାଖ ରେ ଛାଡ଼ି ଦୌଡ଼ି ପଳାଇ ଆସିଲା।"

16. ଏହାପରେ ସେ ସହେି କୋଟ୍ଟି ତାଙ୍କର ସ୍ବାମୀ ଆସିବା ପର୍ୟ୍ଯନ୍ତ ତାଙ୍କ ପାଖ ରେ ରଖିଲେ।

17. ସେ ତାଙ୍କ ସ୍ବାମୀକୁ ସହେି ସବୁ କଥାମାନ କହିଲା। ସେ କହିଲା, "ତୁମ୍ଭେ ଯେଉଁ ଅବ୍ରୀଯ ଦାସକୁ ଆଣିଅଛ ସେ ମାେତେ ପରିହାସ କରିବାକୁ ମାେ ପାଖକୁ ଆସିଲା।

18. କିନ୍ତୁ ସେ ଯେତବେେଳେ ମାେ ପାଖକୁ ଆସିଲା ମୁଁ ବଡ଼ ପାଟି କରିବାରୁ ସେ ତା'ର କୋଟ୍ଟି ଛାଡ଼ି ବାହାରକୁ ଦୌଡ଼ି ପଳାଇଗଲା।"

19. ଯୋଷଫେର ମୂନିବ ତାଙ୍କର ସ୍ତ୍ରୀଙ୍କଠାରୁ ଏ ସମସ୍ତ ଶୁଣିଲେ। ଏବଂ ସେ ବହୁତ କୋର୍ଧ ହେଲେ।

20. ସଠାେରେ ଏକ କାରାଗାର ଥିଲା ଯେଉଁଠା ରେ ରାଜାଙ୍କର ଶତୃମାନେ ରହୁଥିଲେ। ତେଣୁ ପୋଟୀଫର ଯୋଷଫଙ୍କେୁ ସହେି କାରାଗୃହ ରେ ରଖିଲା। ଏବଂ ଯୋଷଫେ ସହେିଠା ରେ ରହିଲେ।

21. କିନ୍ତୁ ସଦାପ୍ରଭୁ ଯୋଷଫେର ସହାୟ ଥିଲେ। ସଦାପ୍ରଭୁ ତାହାପ୍ରତି କୃପା ପ୍ରକାଶ କରି କାରାଗାର ରକ୍ଷକଙ୍କର ଦୃଷ୍ଟି ରେ ତାଙ୍କୁ ଅନୁଗ୍ରହର ପାତ୍ର କଲେ।

22. ତହିଁରେ ସହେି କାରା ରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀ ଲୋକଙ୍କର ଭାର ଯୋଷଫଙ୍କେ ହସ୍ତ ରେ ସମର୍ପଣ କଲେ। ପୁଣି ସମାନେେ ଯାହା କଲେ ସହେି ସକଳର କର୍ତ୍ତା ସହେି ହେଲେ।

23. କାରା ରକ୍ଷକ ଯୋଷଫଙ୍କେର ହସ୍ତଗତ କୌଣସି ବିଷଯ ରେ ଦୃଷ୍ଟିପାତ କଲେ ନାହିଁ। କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ। ପୁଣି ସେ ଯାହା କଲେ ସଦାପ୍ରଭୁ ତାହା ସିଦ୍ଧ କଲେ।

About ଆଦି ପୁସ୍ତକ Chapter 39

Read ଆଦି ପୁସ୍ତକ Chapter 39 online from the Holy Bible. This chapter is part of the Book of ଆଦି ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଆଦି ପୁସ୍ତକ
Chapter: 39
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଆଦି ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଆଦି ପୁସ୍ତକ Chapter 39 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଆଦି ପୁସ୍ତକ Chapter 39?

ଆଦି ପୁସ୍ତକ Chapter 39 is part of the Book of ଆଦି ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଆଦି ପୁସ୍ତକ Chapter 39 online for free with easy chapter navigation.

More Chapters from ଆଦି ପୁସ୍ତକ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 1
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 38
  6. ଆଦି ପୁସ୍ତକ Chapter 30
  7. ଆଦି ପୁସ୍ତକ Chapter 21

Explore More from ପୁରାତନ ନିୟମ

  1. ଯିଶାଇୟ Chapter 21
  2. ଯିହୋଶୂୟ Chapter 11
  3. ପ୍ରଥମ ଶାମୁୟେଲ Chapter 14
  4. ଗଣନା ପୁସ୍ତକ Chapter 27
  5. ବିଚାରକର୍ତ୍ତା Chapter 17
  6. ଆୟୁବ Chapter 31
  7. ଗୀତସଂହିତା Chapter 93

Related Chapters & Readings

  1. 2 କରିନ୍ଥୀୟ Chapter 9
  2. ପ୍ରଥମ ଶାମୁୟେଲ Chapter 26
  3. ଦିତୀୟ ବଂଶାବଳୀ Chapter 29
  4. ଯିଖରିୟ Chapter 3
  5. ରୋମୀୟ Chapter 12
  6. ପରମଗୀତ Chapter 3
  7. ଯିଶାଇୟ Chapter 40
Share Your Love

Leave a Reply

Your email address will not be published. Required fields are marked *