ଆଦି ପୁସ୍ତକ Chapter 7

For English

Read ଆଦି ପୁସ୍ତକ Chapter 7 Online

Read ଆଦି ପୁସ୍ତକ Chapter 7 online from the Holy Bible. This chapter is part of the Book of ଆଦି ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଆଦି ପୁସ୍ତକ and the Holy Bible online.

Choose a Chapter

ଆଦି ପୁସ୍ତକ 7

ଅଧ୍ୟାୟ 7

1. ଏହାପରେ ସଦାପ୍ରଭୁ ନୋହଙ୍କୁ କହିଲେ, "ମୁଁ ଦେଖିଛି ତୁମ୍ଭେ ଜଣେ ଧାର୍ମିକ ଲୋକ, ଏହି କାଳର ଦୁଷ୍ଟ ଲୋକମାନଙ୍କ ମଧିଅରେ। ତେଣୁ ତୁମ୍ଭର ପରିବାର ଏକତ୍ରିତ ହାଇେ ଜାହା ରେ ପ୍ରବେଶ କଲ।

2. ତୁମ୍ଭେ ତୁମ୍ଭ ସହିତ ସାତ ୟୋଡ଼ ଶୁଚ଼ି ପଶୁ ଓ ଏକ ୟୋଡ଼ି ଅଶୁଚ଼ି ପଶୁ ନଇେ ଆସିବ। ପ୍ରେତ୍ୟକକ ପକ୍ଷୀ ଜାତିର ପୁରୁଷ ଓ ଗୋଟିଏ ସ୍ତ୍ରୀ ନିଶ୍ଚଯ ରହିବ।

3. ପ୍ରେତ୍ୟକକ ପକ୍ଷୀ ଜାତିର ପୁରୁଷ ଓ ସ୍ତ୍ରୀ ସାତ ସାତ ୟୋଡ଼ି ସଂଗ ରେ ନିଅ, ବଂଶ ରକ୍ଷା କରିବା ପାଇଁ।

4. ସାତଦିନ ପରେ ମୁଁ ଚ଼ାଳିଶ ଦିବାରାତ୍ର ପୃଥୀବୀ ରେ ବୃଷ୍ଟି କରାଇବି। ପୃଥିବୀର ସମସ୍ତ ଜୀବିତ ପ୍ରାଣୀ ଓ ସଠାେକାର ସମସ୍ତ ଜିନିଷ ଧ୍ବଂସ କରି ଦବେି, ଯାହା ମୁଁ ସୃଷ୍ଟି କରିଥିଲି।"

5. ନୋହ ସଦାପ୍ରଭୁଙ୍କ ବାକ୍ଯାନୁସା ରେ ସମସ୍ତ କାର୍ୟ୍ଯ କଲେ।

6. ବନ୍ଯା ଆସିବା ସମୟରେ ନୋହଙ୍କୁ 600 ବର୍ଷ ବଯସ ହାଇେଥିଲା।

7. ନୋହ ଏବଂ ତା'ର ପରିବାର ବନ୍ଯାରୁ ରକ୍ଷାପାଇବା ନିମିତ୍ତ ଜାହାଜ ମଧ୍ଯକୁ ଗଲେ। ଜାହାଜ ରେ ନୋହ, ତା'ର ସ୍ତ୍ରୀ, ପୁତ୍ର ଓ ପୁତ୍ରବଧୂମାନେ ଥିଲେ।

8. ସମସ୍ତ ପଶୁଗୁଡ଼ିକ ଶୁଚ଼ି ଓ ଅଶୁଚ଼ି ଓ ପଶୁପକ୍ଷୀ ବର୍ଗ ଓ ଭୂଚ଼ର ଉ ରୋଗାମୀ ଜନ୍ତୁବର୍ଗ ନୋହଙ୍କ ନିକଟକୁ ୟାଇ ଭିତରକୁ ଗଲେ।

9. ସମାନେେ ଯୋଡ଼ି ୟୋଡ଼ି କରି ପୁରୁଷ ଓ ସ୍ତ୍ରୀ ଠିକ୍ ପରମେଶ୍ବରଙ୍କ ଆଜ୍ଞାନୁସା ରେ ନୋହଙ୍କ ନିକଟକୁ ୟାଇ ଜାହାଜ ରେ ପ୍ରବେଶ କଲେ।

10. ସାତଦିନ ପରେ ବନ୍ଯାର ପାଣି ପୃଥିବୀ ଉପର ରେ ଆରମ୍ଭ ହେଲା।

11. ଦ୍ବିତୀୟ ମାସର ସତର ଦିବସ ଯେ ତବେଳେ ନୋହଙ୍କୁ 600 ବର୍ଷ ବଯସ ହାଇେଥିଲା। ମହା ସମୁଦ୍ରର ସମଗ୍ର ଜଳଧାର ଭାଙ୍ଗିଗଲା। ପୁଣି ଆକାଶସ୍ଥ ଦ୍ବାର ସବୁ ମୁକ୍ତ ହେଲା। ତହିଁରେ ଚ଼ାଳିଷ ଦିବାରାତ୍ର ବୃଷ୍ଟି ହେଲା। ସହେି ଦିନ ରେ ନୋହ, ଶମେ, ହାମ ଓ ଯଫେତ୍ ନୋହଙ୍କର ପୁତ୍ରମାନେ ଆଉ ସମାନଙ୍କେର ସ୍ତ୍ରୀ ଓ ନୋହର ସ୍ତ୍ରୀ ଜାହାଜ ରେ ପ୍ରବେଶ କଲେ।

14. ସହେି ଲୋକମାନେ ଏବଂ ପ୍ରେତ୍ୟକକ ପ୍ରକାରର ପଶୁ, ସହେିଜାହଜକୁ ପ୍ରବେଶ କଲେ। ସବୁପ୍ରକାରର ଗ୍ରୁହପାଳିତ ପଶୁ, ସବୁପ୍ରକାର ଉ ରୋଗମୀ ସବୁଜାତିଯ ଭୂଚ଼ର ଓ ଖେଚ଼ର ପକ୍ଷୀ ସମସ୍ତ ଜାହାଜ ମଧ୍ଯକୁ ପ୍ରବେଶ କଲେ।

15. ନୋହଙ୍କ ସହିତ ଏହି ସମସ୍ତେ ଜୀବ ଜାହାଜ ମଧିଅରେ ରହିଲେ। ସମସ୍ତ ଜୀବିତ ପ୍ରାଣୀ ୟୋଡ଼ା ୟୋଡ଼ା ହାଇେ ଆସିଲେ।

16. ପରମେଶ୍ବରଙ୍କର ଆଜ୍ଞାନୁସା ରେ ଏକ ପୁରୁଷ ଏବଂ ଏକ ସ୍ତ୍ରୀ ପ୍ରେତ୍ୟକକ ପ୍ରକାରର ଜାହାଜ ମଧ୍ଯକୁ ପ୍ରବେଶ କଲେ, ଏହାପରେ ସଦାପ୍ରଭୁ ଜାହାଜର ଦ୍ବାରା ବନ୍ଦ କରି ଦେଲେ।

17. ଚ଼ାଳିଶ ଦିନ ପୃଥିବୀ ରେ ଜଳପ୍ଲାବନ ହେଲା, ପୁଣି ଜଳ ବଢ଼ିବାରୁ ଜାହାଜ ଭୂମିକୁ ଛାଡ଼ି ଭାସିବାକୁ ଲାଗିଲା।

18. ପୃଥିବୀ ରେ କ୍ରମାନ୍ବଯ ରେ ଜଳରାଶି ବଢ଼ିବାକୁ ଲାଗିଲା ଓ ସେଥି ରେ ଜାହାଜ ଭାସିବାକୁ ଆରମ୍ଭ କଲା।

19. ପୃଥିବୀ ଉପରେ ଜଳ ଅତିଶଯ ବଢ଼ି ଆକାଶ ତଳସ୍ଥ ସମସ୍ତ ଉଚ୍ଚ ପର୍ବତ ମଗ୍ନ କଲା।

20. ଜଳରାଶିର ପତ୍ତନ ବଢ଼ିବାକୁ ଲାଗିଲା, ଏପରିକି ଉଚ୍ଚ ପର୍ବତ ଉପରେ ପନ୍ଦର ହାତ ପାଣି ଚ଼ଢ଼ି ରହିଲା।

21. ପୃଥିବୀପୃଷ୍ଠରୁ ପ୍ରେତ୍ୟକକ ସଜୀବ ପ୍ରାଣୀ ମୃତ୍ଯୁବରଣ କଲେ। ପ୍ରେତ୍ୟକକ ପୁରୁଷ ଓ ସ୍ତ୍ରୀ, ପ୍ରେତ୍ୟକକ ପ୍ରକାର ପକ୍ଷୀ ଓ ପଶୁ ପୃଥିବୀପୃଷ୍ଠରୁ ମଲେ। ସମସ୍ତ ଭୂଚ଼ର ଓ ସମସ୍ତ ଉ ରୋଗାମୀ ଜୀବ ପୃଥିବୀପୃଷ୍ଠରୁ ଲୋପ ପାଇଗଲେ।

23. ଏହି ପ୍ରକା ରେ ପରମେଶ୍ବର ପୃଥିବୀ ରେ ବାସ କରୁଥିବା ସମସ୍ତ ଜୀବିତ ପ୍ରାଣୀଙ୍କୁ ନିଶ୍ଚିନ୍ନ କଲେ। ସମସ୍ତ ସନୁଷ୍ଯ, ପଶୁ, ସରୀସୃପ ପ୍ରାଣୀ, ଖେଚ଼ର ପକ୍ଷୀ, ପୃଥିବୀ ରେ ମୃତ୍ଯୁବରଣ କଲେ। କବଳେ ନୋହ ଓ ଜାହାଜ ରେ ଥିବା ଲୋକମାନେ ଏବଂ ପଶୁଗଣ ରକ୍ଷା ପାଇ ଗଲେ।

24. ଏହିପରି ଭାବରେ ପୃଥିବୀ 150 ଦିନ ଜଳ ମଗ୍ନ ହାଇେ ରହିଲା।

About ଆଦି ପୁସ୍ତକ Chapter 7

Read ଆଦି ପୁସ୍ତକ Chapter 7 online from the Holy Bible. This chapter is part of the Book of ଆଦି ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଆଦି ପୁସ୍ତକ
Chapter: 7
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଆଦି ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଆଦି ପୁସ୍ତକ Chapter 7 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଆଦି ପୁସ୍ତକ Chapter 7?

ଆଦି ପୁସ୍ତକ Chapter 7 is part of the Book of ଆଦି ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଆଦି ପୁସ୍ତକ Chapter 7 online for free with easy chapter navigation.

More Chapters from ଆଦି ପୁସ୍ତକ

  1. ଆଦି ପୁସ୍ତକ Chapter 1
  2. ଆଦି ପୁସ୍ତକ Chapter 2
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 12
  6. ଆଦି ପୁସ୍ତକ Chapter 11
  7. ଆଦି ପୁସ୍ତକ Chapter 3

Explore More from ପୁରାତନ ନିୟମ

  1. ପ୍ରଥମ ରାଜାବଳୀ Chapter 17
  2. ପ୍ରଥମ ରାଜାବଳୀ Chapter 9
  3. ଦିତୀୟ ରାଜାବଳୀ Chapter 16
  4. ପ୍ରଥମ ରାଜାବଳୀ Chapter 21
  5. ଯୂନସ Chapter 4
  6. ଆୟୁବ Chapter 23
  7. ଆମୋଷ Chapter 1

Related Chapters & Readings

  1. ପ୍ରଥମ ବଂଶାବଳୀ Chapter 4
  2. ଗଣନା ପୁସ୍ତକ Chapter 10
  3. ଯିରିମିୟ Chapter 28
  4. ଆମୋଷ Chapter 1
  5. ଯିଶାଇୟ Chapter 1
  6. ଲୂକ Chapter 9
  7. 1 ତୀମଥି Chapter 2
Share Your Love

Leave a Reply

Your email address will not be published. Required fields are marked *