ଆୟୁବ Chapter 12

For English

Read ଆୟୁବ Chapter 12 Online

Read ଆୟୁବ Chapter 12 online from the Holy Bible. This chapter is part of the Book of ଆୟୁବ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଆୟୁବ and the Holy Bible online.

Choose a Chapter

ଆୟୁବ 12

ଅଧ୍ୟାୟ 12

1. ତା'ପରେ ଆୟୁବ ସମାନଙ୍କେୁ ଉତ୍ତର ଦଇେ କହିଲା,

2. "ତୁମ୍ଭେ ଭାବୁଛ ତୁମ୍ଭେ କବଳେ ଜ୍ଞାନୀ ଲୋକ। ତୁମ୍ଭେ ଭାବୁଛ ତୁମ୍ଭେ ମରିଗଲେ ତୁମ୍ଭ ସହିତ ଜ୍ଞାନ ମଧ୍ଯ ମରିୟିବ।

3. କିନ୍ତୁ ମାରେ ମନ ତୁମ୍ଭର ମନ ଭଳି ଭଲ। ମୁଁ ତୁମ୍ଭ ଠାରୁ ନ୍ଯୁନ ନୁହେଁ। ଯେ କୌଣସି ଲୋକ ଏହା ସତ୍ଯ ବୋଲି ଦେଖିପାରିବ।

4. ମୁଁ ମାରେ ବନ୍ଧୁମାନଙ୍କର ହାସ୍ଯାସ୍ପଦର ପାତ୍ର ହାଇେଅଛି। ସମାନେେ କୁହନ୍ତି : ସେ 'ପରମେଶ୍ବରଙ୍କୁ ଡ଼ାକିଲା ଓ ପରମେଶ୍ବର ତାକୁ ଉତ୍ତର ଦେଲେ। ସେଥିପାଇଁ ଏପରି ସବୁ ଅମଙ୍ଗଳ ତାକୁ ଘଟିଲା।' "ମୁଁ ଜଣେ ଧାର୍ମିକ ବ୍ଯକ୍ତି, ମୁଁ ସରଳ ତଥାପି ସମାନେେ ମାେତେ ଦେଖି ହସନ୍ତି।

5. ମଶାଲ ତା' ପାଇଁ ଆବଶ୍ଯକ ନାହିଁ ୟିଏ ନିଜକୁ ସୁରକ୍ଷିତ ବୋଲି ଭାବେ। ଏହା ସହେିମାନଙ୍କ ପାଇଁ ଉପ ଯୋଗୀ, ଯେଉଁମାନଙ୍କର ପାଦ ଖସି ଯାଉଛି।

6. ଡ଼କାଯତମାନଙ୍କ ତମ୍ବୁଗୁଡ଼ିକ ସୁରକ୍ଷିତ ଅଟେ। ଯେଉଁମାନେ ପରମେଶ୍ବରଙ୍କୁ ବିରକ୍ତ କରାନ୍ତି, ସମାନେେ ଶାନ୍ତି ରେ ରହନ୍ତି ଏବଂ ସମାନଙ୍କେର ବଳ ହେଉଛି ସମାନଙ୍କେର ପରମେଶ୍ବର।

7. ତୁମ୍ଭେ ଜନ୍ତୁମାନଙ୍କୁ ପଚାର ସମାନେେ ତୁମ୍ଭକୁ ଶିକ୍ଷା ଦବେେ, ତୁମ୍ଭେ ଆକାଶର ପକ୍ଷୀମାନଙ୍କୁ ପଚାର ସମାନେେ ତୁମ୍ଭକୁ କହିବେ।

8. ତୁମ୍ଭେ ପୃଥିବୀକୁ ପଚାର ସେ ତୁମ୍ଭକୁ ଶିକ୍ଷା ଦବେ। ତୁମ୍ଭେ ସମୁଦ୍ରର ମାଛକୁ ପଚାର ସେ ତୁମ୍ଭକୁ ଜ୍ଞାନ କଥା କହିବ।

9. ଏକଥା ସମସ୍ତେ ଜାଣନ୍ତି ସଦାପ୍ରଭୁ ଏସବୁ ସୃଷ୍ଟି କରିଛନ୍ତି।

10. ପ୍ରେତ୍ୟକକ ଜୀବନ୍ତ ପ୍ରାଣୀ ଓ ନିଶ୍ବାସ ନଇେ ବଞ୍ଚୁଥିବା ମଣିଷସବୁ ପରମେଶ୍ବରଙ୍କ ଶକ୍ତିର ଅଧୀନ ରେ।

11. କିନ୍ତୁ ଜିହ୍ବା ଯେପରି ଖାଦ୍ୟର ସ୍ବାଦ ବାରିପା ରେ। କାନ ସପରେି ଶୁଣୁଥିବା ଶବ୍ଦକୁ ବାରିପା ରେ।

12. ତେଣୁ ଆମ୍ଭେ କହୁଛୁ, 'ଜ୍ଞାନ ବୃଦ୍ଧ ଲୋକମାନଙ୍କଠା ରେ ଅଛି। ବୁଝାମଣା ଦୀର୍ଘଜୀବନ ବଢ଼ାଏ।'

13. କିନ୍ତୁ ଜ୍ଞାନ ଓ ଶକ୍ତି ପରମେଶ୍ବରଙ୍କଠା ରେ ଅଛି। ସଦୁପଦେଶ ଓ ବୁଝିବା ଶକ୍ତି ତାଙ୍କର ଅଛି।

14. ଯଦି ପରମେଶ୍ବର କିଛି ଚିରି ଦିଅନ୍ତି, ଲୋକେ ତାହାକୁ ଆଉ ପୁଣି ତିଆରି କରିପାରନ୍ତି ନାହିଁ। ଯଦି ପରମେଶ୍ବର ଜଣକୁ ବନ୍ଦୀଗୃହ ରେ ପକାଇ ଦିଅନ୍ତି, ଲୋକେ ଚେଷ୍ଟାକରି ମଧ୍ଯ ତାକୁ ମୁକୁଳାଇ ପାରନ୍ତି ନାହିଁ।

15. ଯେତବେେଳେ ପରମେଶ୍ବର ବର୍ଷାକୁ ରଦ୍ଦ କରନ୍ତି, ତା' ହେଲେ ପୃଥିବୀ ଶୁଷ୍କ ହାଇୟୋଏ ଏବଂ ସେ ଯେତବେେଳେ ବର୍ଷା ଛାଡ଼ି ଦିଅନ୍ତି, ତା' ହେଲେ ପୃଥିବୀ ରେ ବନ୍ଯା ହାଇୟୋଏ।

16. ପରମେଶ୍ବର ଅତ୍ଯନ୍ତ ବଳଶାଳୀ, ସବୁଠା ରେ ତାଙ୍କର ବିଜଯ ସୁନିଶ୍ଚିତ। ତେଣୁ ହାରିବା ଓ ଜିତିବା ସବୁ ପରମେଶ୍ବରଙ୍କ ଉପରେ ନିର୍ଭର କରେ।

17. ପରମେଶ୍ବର ପରାମର୍ଶଦାତାମାନଙ୍କର ଜ୍ଞାନକୁ ହରଣ କରି ନିଅନ୍ତି ଓ ନେତା ବା ବିଚାରକମାନଙ୍କୁ ନିର୍ବୋଧ ରେ ପରିଣତ କରନ୍ତି।

18. ରାଜା ଲୋକମାନଙ୍କୁ ବନ୍ଦୀ ଗୃହ ରେ ନିକ୍ଷପେ କରନ୍ତି। କିନ୍ତୁ ପରମେଶ୍ବର ସହେି ଲୋକମାନଙ୍କୁ ମୁକ୍ତି ଦଇେ ଆହୁରି ଅଧିକ ଶକ୍ତିଶାଳୀ କରି ଦିଅନ୍ତି।

19. ପରମେଶ୍ବର ଯାଜକମାନଙ୍କ ଶକ୍ତିକୁ ହରଣ କରି ନିଅନ୍ତି ଓ ଅଧିକ ପରାକ୍ରମଶାଳୀ ପାରିଷଦମାନଙ୍କୁ ପରାସ୍ତ କରନ୍ତି, ଯେଉଁମାନେ କି ନିଜକୁ ସବୁଠାରୁ ନିରାପଦ ମନକରେନ୍ତି।

20. ପରମେଶ୍ବର ବିଶ୍ବସ୍ତ ପରାମର୍ଶଦାତାମାନଙ୍କୁ ମଧ୍ଯ ଚୁପ କରାଇ ଦିଅନ୍ତି ଓ ବୃଦ୍ଧ ଲୋକମାନଙ୍କ ବୁଦ୍ଧିକୁ ହରଣ କରି ନିଅନ୍ତି।

21. ପରମେଶ୍ବର ନେତାମାନଙ୍କୁ ତୁଚ୍ଛ କରି ଦିଅନ୍ତି। ସେ ଶାସକଠାରୁ କ୍ଷମତା ମଧ୍ଯ ଛଡ଼ାଇ ନିଅନ୍ତି।

22. ପରମେଶ୍ବର ଅନ୍ଧକାରର ଗୂଢ଼ ରହସ୍ଯକୁ ଜାଣନ୍ତି। ସେ ମୃତ୍ଯୁଭଳି ଘନ ଅନ୍ଧକାର ଆଚ୍ଛାଦିତ ସ୍ଥାନକୁ ଆଲୋକିତ କରିଦଇେ ପାରନ୍ତି।

23. ପରମେଶ୍ବର ରାଜ୍ଯକୁ ଦୃଢ଼ ଓ ଶକ୍ତିଶାଳୀ କରନ୍ତି ଓ ଶଷେ ରେ ତାକୁ ବିଛାଡ଼ି ପକାନ୍ତି। ସେ ରାଜ୍ଯକୁ ବୃଦ୍ଧି କରନ୍ତି ଏବଂ ତା'ର ଲୋକମାନଙ୍କୁ ବିନାଶ କରନ୍ତି।

24. ପରମେଶ୍ବର ନେତାମାନଙ୍କୁ ବୋକା ବନାଇ ମରୁଭୂମିରେ ଉଦ୍ଦେଶ୍ଯହୀନ ଭାବରେ ବୁଲାଇ ବାଟବଣା କରିଦିଅନ୍ତି।

25. ସହେି ନେତାମାନେ ଆଲୋକ ବିନା ଅନ୍ଧାର ରେ ଦରାଣ୍ଡି ହୁଅନ୍ତି। ପରମେଶ୍ବର ସମାନଙ୍କେୁ ମାତାଲ ଭଳି ଟଳମଳ ଓ ଇତସ୍ତତଃ କରାନ୍ତି।"

About ଆୟୁବ Chapter 12

Read ଆୟୁବ Chapter 12 online from the Holy Bible. This chapter is part of the Book of ଆୟୁବ in the Old Testament. Continue reading with the chapter navigation above or explore the complete book.

Book Information

Book: ଆୟୁବ
Chapter: 12
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଆୟୁବ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଆୟୁବ Chapter 12 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଆୟୁବ Chapter 12?

ଆୟୁବ Chapter 12 is part of the Book of ଆୟୁବ in the Holy Bible.

Can I read this chapter online?

Yes. You can read the complete ଆୟୁବ Chapter 12 online for free with easy chapter navigation.

More Chapters from ଆୟୁବ

  1. ଆୟୁବ Chapter 23
  2. ଆୟୁବ Chapter 21
  3. ଆୟୁବ Chapter 6
  4. ଆୟୁବ Chapter 2
  5. ଆୟୁବ Chapter 35
  6. ଆୟୁବ Chapter 33
  7. ଆୟୁବ Chapter 20

Explore More from ପୁରାତନ ନିୟମ

  1. ସିଫନିୟ Chapter 1
  2. ଗୀତସଂହିତା Chapter 18
  3. ଗଣନା ପୁସ୍ତକ Chapter 10
  4. ଯିଶାଇୟ Chapter 39
  5. ଯିରିମିୟ Chapter 47
  6. ପ୍ରଥମ ରାଜାବଳୀ Chapter 8
  7. ଗୀତସଂହିତା Chapter 68

Related Chapters & Readings

  1. ଆଦି ପୁସ୍ତକ Chapter 22
  2. ଯିହୋଶୂୟ Chapter 19
  3. ଦିତୀୟ ରାଜାବଳୀ Chapter 10
  4. ପ୍ରଥମ ଶାମୁୟେଲ Chapter 16
  5. ଦିତୀୟ ବଂଶାବଳୀ Chapter 12
  6. ଗୀତସଂହିତା Chapter 21
  7. ପ୍ରେରିତ Chapter 3
Share Your Love

Leave a Reply

Your email address will not be published. Required fields are marked *