Read ଆୟୁବ Chapter 13 Online
Read ଆୟୁବ Chapter 13 online from the Holy Bible. This chapter is part of the Book of ଆୟୁବ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଆୟୁବ and the Holy Bible online.
Choose a Chapter
ଆୟୁବ 13
ଅଧ୍ୟାୟ 13
1. ଆୟୁବ ଉତ୍ତର ଦଲୋ, " ଦେଖ ଏସବୁ କଥା ମୁଁ ଆଗରୁ ଦେଖିଛି। ମୁଁ ତୁମ୍ଭର ପ୍ରେତ୍ୟକକ କଥା ଶୁଣିଅଛି। ମୁଁ ସେସବୁ କଥା ଶୁଣିଛି ଓ ବୁଝିଛି ମଧ୍ଯ।
2. ଯାହା ତୁମ୍ଭମାନେେ ଜାଣିଛ ତାହା ମୁଁ ବି ଜାଣିଛି। ମୁଁ ତୁମ୍ଭଠାରୁ କୌଣସି ଗୁଣ ରେ ନ୍ଯୁନ ନୁହେଁ।
3. ମୁଁ ତୁମ୍ଭ ସହିତ ତର୍କ କରିବାକୁ ଚାହୁଁ ନାହିଁ। ମୁଁ ସହେି ସର୍ବଶକ୍ତିମାନ ପରମେଶ୍ବରଙ୍କୁ କହିବାକୁ ଚା ହେଁ। ମୁଁ ପରମେଶ୍ବରଙ୍କ ସହିତ ମାେ ବିପଦ ସମ୍ପର୍କ ରେ ୟୁକ୍ତି କରିବାକୁ ଇଚ୍ଛା କରେ।
4. କିନ୍ତୁ ତୁମ୍ଭମାନେେ ଏକ କୁହୁକ ବିଦ୍ଯାକାରୀ ଏବଂ ମୂଲ୍ଯହୀନ ବୈଦ୍ଯ ଅଟ।
5. ମୁଁ ଚା ହେଁ ତୁମ୍ଭେ ଅନ୍ତତଃ ନିରବ ରୁହ ତାହା ସବୁଠାରୁ ବୁଦ୍ଧିମାନର କାମ ତୁମ୍ଭେ କରିବ।
6. ଏବେ ମାରେ ୟୁକ୍ତି ଶୁଣ। ମୁଁ ଯାହା କହିବାକୁ ଇଚ୍ଛାକରେ ତାକୁ ମଧ୍ଯ ଶୁଣ।
7. ତୁମ୍ଭେ କ'ଣ ପରମେଶ୍ବରଙ୍କ ପକ୍ଷ ରେ ମିଥ୍ଯା କଥା କହିବ। ତୁମ୍ଭେ କ'ଣ ବିଶ୍ବାସ କରୁଛ ଯେ ତୁମ୍ଭର ମିଥ୍ଯା କଥା ପରମେଶ୍ବରଙ୍କ ଦ୍ବାରା ସମର୍ଥିତ ହବେ।
8. ତୁମ୍ଭେ କ'ଣ ପରମେଶ୍ବରଙ୍କ ପକ୍ଷ ସମର୍ଥନ କରୁଛ, କବଳେ ସେ ପରମେଶ୍ବର ବୋଲି ? ତୁମ୍ଭେ ପରମେଶ୍ବରଙ୍କ ପକ୍ଷ ସମର୍ଥନ କରୁଛ କି ?
9. ଯଦି ପରମେଶ୍ବର ତୁମ୍ଭକୁ ଅତି ନିକଟରୁ ପରୀକ୍ଷା କରିବେ, ଏହା କ'ଣ ଭଲ ହବେ ଯେ ତୁମ୍ଭକୁ ପରମେଶ୍ବର ଠିକ୍ ବୋଲି କହିବେ ? ତୁମ୍ଭେ କ'ଣ ସତ ରେ ଭାବୁଛ ତୁମ୍ଭେ ପରମେଶ୍ବରଙ୍କୁ ପ୍ରତାରିତ କରିବ, ଯମେିତିକି ତୁମ୍ଭେ ଲୋକମାନଙ୍କୁ ପ୍ରତାରିତ କରି ପାର।
10. ତୁମ୍ଭେ ଜାଣ ଯଦି ତୁମ୍ଭେ ନ୍ଯାଯାଳଯ ରେ ଜଣକ ପକ୍ଷ ସମର୍ଥନ କର କାରଣ ସେ ଜଣେ ପ୍ରତିଷ୍ଠିତ ବ୍ଯକ୍ତି ତାହାହେଲେ ପରମେଶ୍ବର ତୁମ୍ଭକୁ ସମାଲୋଚନା କରିବେ।
11. ପରମେଶ୍ବରଙ୍କ ମହତ୍ତ୍ବ କ'ଣ ତୁମ୍ଭକୁ ଡରାଇବ ନାହିଁ ? ତୁମ୍ଭେ ତାଙ୍କ ଦ୍ବାରା ଭୟଭୀତ ହେଉନାହଁ।
12. ତୁମ୍ଭର ୟୁକ୍ତି ସବୁ ଅସାର। ତୁମ୍ଭର ଉତ୍ତର ସବୁ ମୂଲ୍ଯହୀନ।
13. ତୁମ୍ଭେ ଚୁପ ରୁହ ଏବଂ ମାେତେ କହିବାକୁ ଦିଅ। ଯାହା ମାେ ପ୍ରତି ଘଟିବ ତାକୁ ମୁଁ ସମସ୍ତ ଗ୍ରହଣ କରିବି।
14. ମୁଁ ନିଜକୁ ବିପଦ ରେ ପକାଇବି ଏବଂ ମାେ ଜୀବନ ନିଜ ହାତ ରେ ଦବେି।
15. ସେ ମାେତେ ମାରି ଦଇେ ପାରନ୍ତି, ମୁଁ ଭରସା ବିହିନ। ତଥାପି ତାଙ୍କ ସମ୍ମୁଖ ରେ ମାରେ ପକ୍ଷ ପ୍ରସ୍ତୁତ କରିବି।
16. ଯଦି ପରମେଶ୍ବର ମାେତେ ମୁକ୍ତି ପ୍ରଦାନ କରନ୍ତି, ଏହା କବଳେ ମାରେ ସାହସିକ ବକ୍ତବ୍ଯ ପାଇଁ। କୌଣସି ଦୁଷ୍ଟ ବ୍ଯକ୍ତି କବେେ ପରମେଶ୍ବରଙ୍କ ସମ୍ମୁଖକୁ ଆସିବାକୁ ସାହାସ କରିବେ ନାହିଁ।
17. ମୁଁ ଯାହା କରୁଛି, ମାେ କଥା ମନଯାଗେ ଦଇେ ଶୁଣ। ମାେତେ ବୁଝାଇ କହିବାକୁ ଦିଅ।
18. ମୁଁ ବର୍ତ୍ତମାନ ମାେ ପକ୍ଷ ସମର୍ଥନ କରିବାକୁ ପ୍ରସ୍ତୁତ ଅଟେ। ମୁଁ ସତର୍କତାର ସହିତ ମାରେ ତର୍କ ଉପସ୍ଥାପନ କରିବି। ମୁଁ ଜାଣେ ମୁଁ ଶଷେ ରେ ନିଜକୁ ସରଳ ବୋଲି ପ୍ରମାଣିତ କରିପାରିବି।
19. ଯଦି କୌଣସି ବ୍ଯକ୍ତି ପ୍ରମାଣ କରିପା ରେ ଯେ ମୁଁ ଭୁଲ ତା' ହେଲେ ମୁଁ ସାଙ୍ଗେ ସାଙ୍ଗେ ଚୁପ ହାଇଯେିବି।
20. ହେ ପରମେଶ୍ବର ମାେତେ କବଳେ ଦୁଇଟି ବସ୍ତୁ ଦିଅ ଓ ମୁଁ ତୁମ୍ଭଠାରୁ ଲୁଚିବି ନାହିଁ।
21. ମାେତେ ଦଣ୍ଡ ଦବୋ ବନ୍ଦକର, ଏବଂ ମାେତେ ତୁମ୍ଭ ଭୟାବହତା ରେ ଭୟଭୀତ କର ନାହିଁ।
22. ତା'ପରେ ମାେତେ ଡ଼ାକ ମୁଁ ଉତ୍ତର ଦବେି କିମ୍ବା ମୁଁ କହିବି ତୁମ୍ଭେ ଉତ୍ତର ଦିଅ।
23. ମୁଁ କେତେ ପାପ କରିଛି ? ମୁଁ କ'ଣ ଅଧର୍ମ କରିଛି ? ମାେତେ ମାରେ ପାପ ଓ ଭୁଲ୍ ସବୁ ଜଣାଇ ଦିଅ।
24. ହେ ପରମେଶ୍ବର, ଆପଣ କାହିଁକି ମାଠାରୁେ ଦୂ ରଇେ ଯାଉଛନ୍ତି, ଏବଂ ଶତ୍ରୁଭଳି ବ୍ଯବହାର କରୁଛନ୍ତି ?
25. ତୁମ୍ଭେ କ'ଣ ମାେତେ ଡ଼ରାଇବାକୁ ଚେଷ୍ଟା କରୁଛ ? ମୁଁ ଏକ ପାତ୍ର ଯାହାକି ପବନ ରେ ଉଡ଼ିୟାଏ। ତୁମ୍ଭେ କ'ଣ କୁଟାଖିଆ ପଛ ରେ ଗୋଡ଼ାଇବ ?
26. ହେ ପରମେଶ୍ବର, ତୁମ୍ଭେ ମାେ ବିରୁଦ୍ଧ ରେ ତିକ୍ତ କଥା କହୁଛ ଏବଂ ହୁଏତ ମାେ ୟୌବନର ପାପ ପାଇଁ ମାେତେ ଶାସ୍ତି ପ୍ରଦାନ କରୁଛ।
27. ତୁମ୍ଭେ ମାେ ପାଦ ରେ ବଡ଼େି ବାନ୍ଧିଛ ଏବଂ ମାରେ ପ୍ରେତ୍ୟକକ ଆଗଇବୋ ପାଦକୁ ଲକ୍ଷ୍ଯ ରଖିଛ ଓ ମାରେ ପ୍ରେତ୍ୟକକ ଗତିବିଧିକୁ ଲକ୍ଷ୍ଯ କରୁଛ।
28. ତେଣୁ ମୁଁ ଧୀ ରେ ଧୀ ରେ ଦୁର୍ବଳ ହାଇେ ପଡ଼ୁଅଛି ଖଣ୍ଡେ ପଚା କାଠପରି ଚଥା ଖଣ୍ଡେ ପୋକଖିଆ କପଡ଼ା ପରି।"
About ଆୟୁବ Chapter 13
Read ଆୟୁବ Chapter 13 online from the Holy Bible. This chapter is part of the Book of ଆୟୁବ in the Old Testament. Continue reading with the chapter navigation above or explore the complete book.
Book Information
Book: ଆୟୁବ
Chapter: 13
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଆୟୁବ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଆୟୁବ Chapter 13 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଆୟୁବ Chapter 13?
ଆୟୁବ Chapter 13 is part of the Book of ଆୟୁବ in the Holy Bible.
Can I read this chapter online?
Yes. You can read the complete ଆୟୁବ Chapter 13 online for free with easy chapter navigation.
More Chapters from ଆୟୁବ
- ଆୟୁବ Chapter 21
- ଆୟୁବ Chapter 23
- ଆୟୁବ Chapter 6
- ଆୟୁବ Chapter 2
- ଆୟୁବ Chapter 35
- ଆୟୁବ Chapter 20
- ଆୟୁବ Chapter 41
Explore More from ପୁରାତନ ନିୟମ
- ହିତୋପଦେଶ Chapter 30
- ଦାନିଏଲ Chapter 6
- ଯିରିମିୟ Chapter 46
- ଦିତୀୟ ରାଜାବଳୀ Chapter 22
- ପ୍ରଥମ ଶାମୁୟେଲ Chapter 21
- ଗୀତସଂହିତା Chapter 133
- ଗୀତସଂହିତା Chapter 137