ଆୟୁବ Chapter 28

For English

Read ଆୟୁବ Chapter 28 Online

Read ଆୟୁବ Chapter 28 online from the Holy Bible. This chapter is part of the Book of ଆୟୁବ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଆୟୁବ and the Holy Bible online.

Choose a Chapter

ଆୟୁବ 28

ଅଧ୍ୟାୟ 28

1. "ଏପରି ଖଣିସବୁ ଅଛି ଯେଉଁଠା ରେ ରୂପା ମିଳେ। ଏପରି ସ୍ଥାନସବୁ ଅଛି। ଯେଉଁଠା ରେ ସୁନାକୁ ତରଳାଇ ଶୁଦ୍ଧ କରାୟାଏ।

2. ଲୋକେ ଲୁହା ପାଇଁ ଭୂମି ଖୋଳନ୍ତି। ପଥର ତରଳାଇ ତମ୍ବା ବାହାର କରାୟାଏ।

3. ଶ୍ରମିକମାନେ ହାତ ରେ ଆଲୁଅ ଧରି ଖଣି ଭିତରକୁ ୟାଆନ୍ତି। ସେ ଗୁମ୍ଫା ଭିତ ରେ ସମାନେେ ପଥର ସବୁ ଅନ୍ଧକାର ରେ ସନ୍ଧାନ କରନ୍ତି।

4. ଶ୍ରମିକମାନେ ଭୂମିରେ ଗଭୀରଗାତ ଖାେଳି ଖଣିଜ ଦ୍ରବ୍ଯର ପଶ୍ଚାଦବର୍ତ୍ତୀ ହୁଅନ୍ତି। ସମାନେେ ଖଣିର ନିମ୍ନ ଦେଶକୁ ବହୁତ ତଳକୁ ୟାଆନ୍ତି, ଯାହା ଲୋକମାନଙ୍କ ବାସ କରୁଥିବା ସ୍ଥାନଠାରୁ ବହୁତ ଦୂର। ଯେଉଁଠାକୁ ଆଗରୁ କହେି କବେେ ୟାଇ ନ ଥିଲେ। ସମାନେେ ଦଉଡ଼ି ଦ୍ବାରା ଝୁଲି ଭୂମିର ବହୁ ତଳକୁ ୟାଆନ୍ତି, ଅନ୍ୟ ଲୋକମାନଙ୍କଠାରୁ ମଧ୍ଯ ବହୁତ ଦୂର।

5. ଖାଦ୍ୟ ଶସ୍ଯ ଭୂମିର ଉପରେ ହୁଏ କିନ୍ତୁ ତଳେ ଏହା ସମ୍ପୂର୍ଣ୍ଣ ଅଲଗା। ସତେ ଯେପରିକି ସବୁକିଛି ଅଗ୍ନିଦ୍ବାରା ତରଳି ୟାଏ।

6. ଭୂମିର ନିମ୍ନ ଭାଗ ରେ ଇନ୍ଦ୍ରନୀଳମଣୀ ଏବଂ ଶୁଦ୍ଧ ସୁବର୍ଣ୍ଣର ରଣେୁ ସଠାେରେ ଥାଏ।

7. ବଣୁଆ ପକ୍ଷୀ ମାଟିତଳେ ଥିବା ରାସ୍ତା ବିଷଯ ରେ କିଛି ଜାଣନ୍ତି ନାହିଁ। କୌଣସି ଉତ୍କ୍ରୋଶ ପକ୍ଷୀ ମଧ୍ଯ ସଭେଳି ଅନ୍ଧାର ବାଟ ଦେଖି ନ ଥାଏ।

8. ବଣୁଆ ଜନ୍ତୁମାନେ ମଧ୍ଯ ସଭେଳି ବାଟରେ ୟାଇ ନ ଥିବେ। ସିଂହମାନେ ମଧ୍ଯ ସେ ବାଟରେ ୟାଇ ନ ଥିବେ।

9. ଶ୍ରମିକମାନେ ସବୁଠାରୁ ଟାଣ ପଥରକୁ ଖୋଳନ୍ତି। ସହେି ଶ୍ରମିକମାନେ ପର୍ବତକୁ ଖୋଳନ୍ତି ଏବଂ ତାକୁ ଖାଲିକରି ଦିଅନ୍ତି।

10. ଶ୍ରମିକମାନେ ପଥର କାଟି ସୁଡ଼ଙ୍ଗ ତିଆରି କରନ୍ତି। ସମାନେେ ପଥର ତଳେ ଥିବା ରତ୍ନ ଭଣ୍ଡାରର ସନ୍ଧାନ କରନ୍ତି।

11. ଶ୍ରମିକମାନେ ବନ୍ଧ ତିଆରି କରନ୍ତି ପାଣିର ଗତି ବନ୍ଦ କରିବା ପାଇଁ। ସମାନେେ ଲୁଚିବା ବସ୍ତୁକୁ ଆଲୁଅକୁ ଆଣନ୍ତି।

12. କିନ୍ତୁ କେଉଁଠି ଜଣେ ଲୋକ ଜ୍ଞାନ ପାଇବ ? କେଉଁଠାକୁ ଆମ୍ଭେ ୟିବା ଜ୍ଞାତ ହବୋ ପାଇଁ ?

13. ଆମ୍ଭେ ଜାଣୁନା ଜ୍ଞାନର ମୂଲ୍ଯ କେତେ। ପୃଥିବୀର ଲୋକେ ଖଣି ଖାେଳି ଜ୍ଞାନର ଭଣ୍ଡାର ପାଇ ପାରିବେ ନାହିଁ।

14. ମହାସାଗର କ ହେ, 'ଜ୍ଞାନ ମାେ ପାଖ ରେ ନାହିଁ।' ସମୁଦ୍ର କ ହେ, 'ତାହା ମାେ ପାଖ ରେ ନାହିଁ।'

15. ତୁମ୍ଭେ ଜ୍ଞାନକୁ ଶୁଦ୍ଧ ସୁବର୍ଣ୍ଣର ବିନିମଯ ରେ କିଣି ପାରିବ ନାହିଁ। ପୃଥିବୀ ରେ ଏତେ ରୂପା ମହଜୁଦ ନାହିଁ ଜ୍ଞାନକୁ କିଣିବା ପାଇଁ।

16. ତୁମ୍ଭେ ଜ୍ଞାନକୁ ଓଫୀରର ସୁନା, ବହୁମୂଲ୍ଯ, ଗୋମଦେକ ଓ ନୀଳକାନ୍ତ ମଣି ବଦଳ ରେ କିଣିପାରିବ ନାହିଁ।

17. ଜ୍ଞାନ ସୁନା ଓ ମୂଲ୍ଯବାନ ପଥରଠାରୁ ଅଧିମ ମୂଲ୍ଯବାନ। ମୂଲ୍ଯବାନ ସ୍ବଚ୍ଛ ଉଜ୍ଜଳ ସୁନା ମଧ୍ଯ ଜ୍ଞାନକୁ କିଣିପାରିବ ନାହିଁ।

18. ଜ୍ଞାନ ଅଧିକ ମୂଲ୍ଯବାନ ମୁକ୍ତାଠାରୁ ଓ ନୀଳମଣି ପଥରଠାରୁ, ଜ୍ଞାନ ମଧ୍ଯ ମାେତିଠାରୁ ମୂଲ୍ଯବାନ।

19. କୂଶ ଦେଶରୁ ମିଳୁଥିବା ହଳଦିଆ ପୋଖରାଜ ମଣି ମଧ୍ଯ ଜ୍ଞାନଭଳି ମୂଲ୍ଯବାନ ନୁହେଁ। ତୁମ୍ଭେ ଖାଣ୍ଟି ସୁନା ବଦଳ ରେ ଜ୍ଞାନ କିଣିପାରିବ ନାହିଁ।

20. ତବେେ ଜ୍ଞାନ କେଉଁଠାରୁ ଆ ସେ ? ବୁଝିବାର ସ୍ଥାନ କାହିଁ ?

21. ଜ୍ଞାନ ଏ ପୃଥିବୀର ସମସ୍ତ ପ୍ରାଣୀଙ୍କଠାରୁ ଲୁଚାୟାଇଛି। ଏପରିକି ଆକାଶ ରେ ଉଡ଼ୁଥିବା ପକ୍ଷୀମାନେ ମଧ୍ଯ ଜ୍ଞାନକୁ ଦେଖିପାରିବେ ନାହିଁ।

22. ବିନାଶ ଓ ମୃତ୍ଯୁ ମଧ୍ଯ କହନ୍ତି, 'ଆମ୍ଭମାନେେ ଜ୍ଞାନକୁ କେଉଁଠା ରେ ପାଇ ନାହୁଁ। କବଳେ ଆମ୍ଭମାନେେ ତା' ବିଷଯ ରେ ଜନରବ ଶୁଣିଅଛୁ।'

23. କବଳେ ପରମେଶ୍ବର ଜ୍ଞାନକୁ ପାଇବାର ପଥ ଜାଣିଛନ୍ତି। କବଳେ ପରମେଶ୍ବର ଜାଣନ୍ତି ଜ୍ଞାନ କେଉଁଠା ରେ ଅଛି।

24. ପରମେଶ୍ବର ପୃଥିବୀର ଶଷେ ପର୍ୟ୍ଯନ୍ତ ଦେଖିପାରନ୍ତି। ସେ ଆକାଶର ନିମ୍ନ ରେ ଥିବା ସବୁକିଛି ଦେଖି ପାରନ୍ତି।

25. ପରମେଶ୍ବର ତାଙ୍କର ଶକ୍ତିକୁ ପବନକୁ ଦଇେଛନ୍ତି। ସେ ସ୍ଥିର କରନ୍ତି କେତେ ବଡ଼ ସମୁଦ୍ର ହାଇପୋରିବ।

26. ପରମେଶ୍ବର ସ୍ଥିର କରନ୍ତି କେଉଁଠାରୁ ବର୍ଷା ପଠଇବେେ ଏବଂ କେଉଁଠାକୁ ଘଡ଼ଘଡ଼ି ଘୂର୍ଣ୍ଣିବାତ୍ଯା ୟିବ।

27. ସହେି ସମୟରେ ପରମେଶ୍ବର ଜ୍ଞାନକୁ ଦେଖିଲେ ଏହାକୁ ଘାଷେଣା କଲେ। ପରମେଶ୍ବର ଜ୍ଞାନ ସ୍ଥାପନ କଲେ ଏବଂ ଏହାକୁ ପରୀକ୍ଷା କଲେ।

28. ପରମେଶ୍ବର ଲୋକମାନଙ୍କୁ କହିଲେ, ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର। ତାହାହିଁ ଜ୍ଞାନ ଅଟେ। ମନ୍ଦ କାର୍ୟ୍ଯ କର ନାହିଁ। ତାହାହିଁ ବୁଝିବା ଶକ୍ତି ଅଟେ। ଆୟୁବ ତା'ର କାହାଣୀ କହି ଚାଲିଥିଲା।"

About ଆୟୁବ Chapter 28

Read ଆୟୁବ Chapter 28 online from the Holy Bible. This chapter is part of the Book of ଆୟୁବ in the Old Testament. Continue reading with the chapter navigation above or explore the complete book.

Book Information

Book: ଆୟୁବ
Chapter: 28
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଆୟୁବ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଆୟୁବ Chapter 28 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଆୟୁବ Chapter 28?

ଆୟୁବ Chapter 28 is part of the Book of ଆୟୁବ in the Holy Bible.

Can I read this chapter online?

Yes. You can read the complete ଆୟୁବ Chapter 28 online for free with easy chapter navigation.

More Chapters from ଆୟୁବ

  1. ଆୟୁବ Chapter 23
  2. ଆୟୁବ Chapter 21
  3. ଆୟୁବ Chapter 6
  4. ଆୟୁବ Chapter 2
  5. ଆୟୁବ Chapter 37
  6. ଆୟୁବ Chapter 33
  7. ଆୟୁବ Chapter 20

Explore More from ପୁରାତନ ନିୟମ

  1. ଆମୋଷ Chapter 6
  2. ଯିଶାଇୟ Chapter 15
  3. ବିଚାରକର୍ତ୍ତା Chapter 21
  4. ଉପଦେଶକ Chapter 12
  5. ଆୟୁବ Chapter 14
  6. ଗୀତସଂହିତା Chapter 46
  7. ଯିହିଜିକଲ Chapter 33

Related Chapters & Readings

  1. ଲୂକ Chapter 15
  2. ରୋମୀୟ Chapter 14
  3. ମାଥିଉ Chapter 15
  4. ଗଣନା ପୁସ୍ତକ Chapter 9
  5. ଗଣନା ପୁସ୍ତକ Chapter 21
  6. ଦିତୀୟ ବଂଶାବଳୀ Chapter 12
  7. 1 ଥେସଲନୀକୀୟ Chapter 5
Share Your Love

Leave a Reply

Your email address will not be published. Required fields are marked *