Read ଗଣନା ପୁସ୍ତକ Chapter 10 Online
Read ଗଣନା ପୁସ୍ତକ Chapter 10 online from the Holy Bible. This chapter is part of the Book of ଗଣନା ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗଣନା ପୁସ୍ତକ and the Holy Bible online.
Choose a Chapter
ଗଣନା ପୁସ୍ତକ 10
ଅଧ୍ୟାୟ 10
1. ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
2. "ରୂପାର ଦୁଇଟି ତୂରୀ ନିର୍ମାଣ କର ଓ ତାହା ପିଟା ରୂପା ରେ ନିର୍ମିତ ହବେ। ତୁମ୍ଭେ ଲୋକମାନଙ୍କୁ ଏକତ୍ରୀତ କରିବା ପାଇଁ ଓ ସଗେୁଡିକୁ ୟାତ୍ରାରମ୍ଭ ରେ ବ୍ଯବହାର କରିବ।
3. ସମାନେେ ଯେତବେେଳେ ଦୁଇଟି ତୁରୀ ବଜାଇବେ ସମସ୍ତ ଲୋକମାନେ ସମାଗମ ତମ୍ବୁ ରେ ତୁମ୍ଭ ନିକଟରେ ଏକତ୍ରୀତ ହବୋ ଉଚିତ୍।
4. ଯଦି ସମାନେେ ଏକ ତୂରୀ ବଜାଇବେ ତବେେ ପରିବାରବର୍ଗର ଅଧିପତିମାନେ ତିମ୍ଭ ନିକଟରେ ଏକତ୍ରୀତ ହବୋ ଉଚିତ୍।
5. "ଯଦି ତୁମ୍ଭମାନେେ ତୂରୀକୁ ଅଧା ବଜାଅ, ପୂର୍ବ ଦିଗସ୍ଥିତ ଛୀଉଣୀର ଲୋକମାନେ ୟାତ୍ରା କରିବା ଉଚିତ୍।
6. ପୁଣି ତୁମ୍ଭମାନେେ ଦ୍ବିତୀୟଥର ତୂରୀ ଅଧା ବଜାଇଲେ ଦକ୍ଷିଣ ଦିଗସ୍ଥିତ ଛାଉଣୀର ଲୋକମାନେ ୟାତ୍ରା କରିବେ। ଏହି କ୍ରମ ରେ ସମାନେେ ଲୋକମାନଙ୍କର ୟାତ୍ରା ନିମନ୍ତେ ରଣତୂରୀ ବଜାଇବେ।
7. ଲୋକମାନଙ୍କୁ ଏକତ୍ରୀତ କରିବା ସମୟରେ ତୁମ୍ଭମାନେେ ଲଗାତର ଅଧା ସ୍ବର ନୁହଁ, ଦୀର୍ଘସ୍ବର କରି ତୂରୀ ବଜାଇବ।
8. କବଳେ ହାରୋଣର ପୁତ୍ର ଯାଜକମାନେ ଏହି ଦୁଇ ତୂରୀ ବଜାଇବେ। ଆଉ ଏହି ବିଧି ତୁମ୍ଭମାନଙ୍କ ପ୍ରତି ପୁରୁଷାନୁକ୍ରମେ ଅନନ୍ତକୀଳୀନ ହବେ।
9. "ଆଉ ଯେଉଁ ସମୟରେ ତୁମ୍ଭମାନେେ ଆପଣା ଦେଶ ରେ ଶତୃମାନଙ୍କ ୟୁଦ୍ଧ କରିବାକୁ ଯାଉଛି, ତୁମ୍ଭମାନେେ ତୂରୀ ରେ ରଣବାଦ୍ଯ ବଜାଇବା ଉଚିତ୍। ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭଙ୍କୁ ମନେ କରିବେ ଓ ତୁମ୍ଭମାନଙ୍କୁ ଆପଣା ଶତୃଗଣ ଠାରୁ ରକ୍ଷା କରିବେ।
10. ଆଉ ମଧ୍ଯ ତୁମ୍ଭମାନଙ୍କ ଆନନ୍ଦ ଦିନ ରେ ଓ ତୁମ୍ଭମାନଙ୍କ ନିରୂପିତ ପର୍ବ ରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭ ରେ ତୁମ୍ଭମାନେେ ଆପଣାମାନଙ୍କ ହାମବେଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ। ତାହା ପରମେଶ୍ବରଙ୍କ ସମ୍ମୁଖ ରେ ସ୍ମରଣାର୍ଥେ କରାୟିବ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।"
11. ଆଉ ଦ୍ବିତୀୟ ବର୍ଷର ଦ୍ବିତୀୟ ମାସର ବିଂଶତମ ଦିନ ରେ ସହେି ମେଘ ସାକ୍ଷ୍ଯରୂପ ପବିତ୍ର ତମ୍ବୁ ଉପରୁ ନିଆଗଲା।
12. ତହୁଁ ଇଶ୍ରାୟେଲର ଲୋକମାନେ ସନୀଯ ମରୁଭୂମିରୁ ୟାତ୍ରା ଆରମ୍ଭ କଲେ, ପୁଣି ସହେି ମେଘ ପାରଣ ମରୁଭୂମିରେ ଅବସ୍ଥାନ କଲା।
13. ଆଉ ମାଶାଙ୍କେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ସମାନେେ ପ୍ରଥମ ଥର ୟାତ୍ରା କଲେ।
14. ପ୍ରଥମେ ଯିହୁଦା ଗୋଷ୍ଠୀର ଧ୍ବଜା ଆଗେ ଆଗେ ଗତିକଲା; ଆଉ ଅମ୍ମୀନାଦବର ପୁତ୍ର ନ ହଶାେନ ସମାନଙ୍କେର ଅଧିନାଯକ ଥିଲେ।
15. ଆଉ ସୂଯାରର ପୁତ୍ର ନଥନଲେୋ ଇଷାଖର ଗୋଷ୍ଠୀର ସନୋଧ୍ଯକ୍ଷ ଥିଲେ।
16. ତା'ପରେ ସବୂଲୂନ ସନ୍ତାନଗଣର ବଂଶ ୟାତ୍ରାକଲେ ଓ ହେଲୋନ୍ ର ପୁତ୍ର ଇଲୀଯାବ୍ ତାଙ୍କର ଅଧ୍ଯକ୍ଷ ଥିଲେ।
17. ପବିତ୍ର ତମ୍ବୁ ତଳକୁ ନିଆଗଲା। ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ବହନ କରି ଅଗ୍ରସର ହେଲେ।
18. ତା'ପରେ ରୁବନେ ଗୋଷ୍ଠୀର ବିଭାଗର ଧ୍ବଜା ଚଳିଲା। ପୁଣି ଶଦଯରେର ପୁତ୍ର ଇଲୀଷୂର ସମାନଙ୍କେର ଅଧିନାଯକ ଥିଲେ।
19. ତା'ପରେ ଆସିଲେଶିମିଯୋନ ସନ୍ତାନଗଣର ବଂଶ ଓ ସୂରୀ ଶବ୍ଦଯର ପୁତ୍ର ଶଲୁମୀଯଲେ ସମାନଙ୍କେର ଅଧିନାଯକ ଥିଲେ।
20. ତା'ପରେ ଗାଦର ଗୋଷ୍ଠୀ ଆସିଲେ ଓ ଦ୍ଯୁଯଲରେ ପୁତ୍ର ଇଲୀଯାସଫ୍ ସମାନଙ୍କେର ଅଧିନାଯକ ଥିଲେ।
21. ତା'ପରେ କହାତୀଯଙ୍କ ପରିବାର ପବିତ୍ରସ୍ଥାନର ଭାର ବହନକରି ସହେି ପବିତ୍ର ତମ୍ବୁ ସ୍ଥାପନ କରିଥିଲେ। କହାତୀଯ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ପବିତ୍ର ତମ୍ବୁ ସ୍ଥାପନ କରିଥିଲେ।
22. ଏଥିଉତ୍ତା ରେ ଇଫ୍ରଯିମ ଗୋଷ୍ଠୀର ବିଭାଗର ଧ୍ବଜା ଚଳିଲା। ଅମ୍ମୀହୂଦର ପୁତ୍ର ଇଲୀଶାମା ସମାନଙ୍କେ ସୈନ୍ଯର ଅଧିନାଯକ ଥିଲେ।
23. ତା'ପରେ ଆସିଲେ ମନଃଶି ଲୋକମାନଙ୍କର ବଂଶ ଓ ସମାନଙ୍କେର ଅଧିନାଯକ ଥିଲେ ପଦାହସୂରର ପୁତ୍ର ଗମଲୀଯଲେ।
24. ତତ୍ପରେ ବିନ୍ଯାମୀନ ଗୋଷ୍ଠୀ ଆସିଲେ ଓ ଗିଦିଯୋନିର ପୁତ୍ର ଅବୀଦାନ ସମାନଙ୍କେର ଅଧିନାଯକ ଥିଲେ।
25. ଦାନ ଗୋଷ୍ଠୀର ବିଭାଗର ଧ୍ବଜା ପରେ ଚାଳିତ ହେଲା। ସମାନେେ ପଶ୍ଚାତ୍ଭାଗର ପ୍ରହରୀ ଥିଲେ। ଆଉ ଅମ୍ମୀଶବ୍ଦଯର ପୁତ୍ର ଅହୀଯଷେ ସମାନଙ୍କେର ଅଧିନାଯକ ଥିଲେ।
26. ତା'ପରେ ଆସିଲେ ଆଶରେ ଲୋକମାନଙ୍କର ବଂଶ ଓ ଅକ୍ରଣର ପୁତ୍ର ପଗୀଯଲେ ତାଙ୍କର ସନୋଧ୍ଯକ୍ଷ ଥିଲେ।
27. ତଦୁପରି ଅଗ୍ରସର ହେଲେ ନପ୍ତାଲି ଲୋକମାନଙ୍କର ବଂଶ ଐନନର ପୁତ୍ର ଅହୀର ସମାନଙ୍କେର ଅଗ୍ରଭାଗ ରେ ଥିଲେ।
28. ଏହି କ୍ରମ ରେ ଇଶ୍ରାୟେଲ ଲୋକମାନଙ୍କର ୟାତ୍ରା ସମାନଙ୍କେର ବର୍ଗ ଅନୁସାରେ ହେଲା ଓ ସମାନେେ ଅଗ୍ରସର ହେଲେ।
29. ତା'ପରେ ମାଶାେ ଆପଣା ଶ୍ବଶୁର ମିଦିଯନୀଯ ରୁଯଲରେ ପୁତ୍ର ହୋବବକୁ କହିଲେ, "ଆମ୍ଭମାନେେ ସହେି ସ୍ଥାନକୁ ୟାଯଅଛୁ, ଯାହା ସଦାପ୍ରଭୁ କହିଥିଲେ, ସେ ଆମ୍ଭମାନଙ୍କୁ ଦବେେ, ଆମ୍ଭମାନଙ୍କ ସାଙ୍ଗ ରେ ଆସ। ଆମ୍ଭମାନେେ ତୁମ୍ଭର ମଗଂଳ କରିବା। କାରଣ ସଦାପ୍ରଭୁ ଇଶ୍ରାୟେଲ ବିଷଯ ରେ ମଙ୍ଗଳ ପ୍ରତିଜ୍ଞା କରିଛନ୍ତି।"
30. କିନ୍ତୁ ହୋବବ କହିଲା, "ମୁଁ ତୁମ୍ଭମାନଙ୍କ ସହିତ ଯାଉ ନାହିଁ। ମୁଁ ମାରେ ନିଜ ଦେଶକୁ ଓ ଆପଣା ଲୋକମାନଙ୍କ ନିକଟକୁ ଫରେିୟିବ।"
31. ତା'ପରେ ମାଶାେ କହିଲେ, "ବିନଯ କରୁଅଛି, ତୁମ୍ଭେ ଆମ୍ଭମାନଙ୍କୁ ଛାଡ ନାହିଁ, ମରୁଭୂମି ମଧିଅରେ ଆମ୍ଭର ଛାଉଣୀ ସ୍ଥାପନ କରିବାକୁ କେଉଁ ସ୍ଥାନ ସର୍ବୋତ୍ତମ, ତାହା ତୁମ୍ଭେ ସର୍ବୋତ୍ତମ ଜାଣ। ତେଣୁ ତୁମ୍ଭେ ଆମ୍ଭର ପଥ ପ୍ରଦର୍ଶକ ହବେ।
32. ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ୟିବ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେ କୌଣସି ଉତ୍ତମ ଜିନିଷ ଦବେେ, ତାହା ଆମ୍ଭମାନେେ ତୁମ୍ଭ ସହିତ ବାଣ୍ଟ କରିବୁ।"
33. ସମାନେେ ସଦାପ୍ରଭୁଙ୍କ ପର୍ବତରୁ ତିନିଦିନର ପଥ ଅତିକ୍ରମ କଲେ, ପୁଣି ସଦାପ୍ରଭୁଙ୍କ ନିଯମ ସିନ୍ଦୁକ ସମାନଙ୍କେ ନିମନ୍ତେ ବିଶ୍ରାମସ୍ଥାନ ଅନ୍ବଷେଣ କରିବା ପାଇଁ ସମାନଙ୍କେ ଆଗ ରେ ତିନିଦିନର ପଥ ଗଲା।
34. ପ୍ରତିଦିନ ସଦାପ୍ରଭୁଙ୍କର ମେଘ ସମାନଙ୍କେୁ ବାଟ କଢାଇଲେ, ଯେତବେେଳେ ସମାନେେ ସମାନଙ୍କେର ଛାଉଣୀରୁ ୟାତ୍ରାରମ୍ଭ କଲେ।
35. ପୁଣି ପବିତ୍ର ସିନ୍ଦୁକ ଅଗ୍ରସର ହବୋ ବେଳେ ମାଶାେ କହନ୍ତି,
36. ଆଉ ପବିତ୍ର ସିନ୍ଦୁକ ଅଟକି ଗଲା ବେଳେ ମାଶାେ କହନ୍ତି,
About ଗଣନା ପୁସ୍ତକ Chapter 10
Read ଗଣନା ପୁସ୍ତକ Chapter 10 online from the Holy Bible. This chapter is part of the Book of ଗଣନା ପୁସ୍ତକ in the Old Testament. Continue reading with the chapter navigation above or explore the complete book.
Book Information
Book: ଗଣନା ପୁସ୍ତକ
Chapter: 10
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଗଣନା ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଗଣନା ପୁସ୍ତକ Chapter 10 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଗଣନା ପୁସ୍ତକ Chapter 10?
ଗଣନା ପୁସ୍ତକ Chapter 10 is part of the Book of ଗଣନା ପୁସ୍ତକ in the Holy Bible.
Can I read this chapter online?
Yes. You can read the complete ଗଣନା ପୁସ୍ତକ Chapter 10 online for free with easy chapter navigation.
More Chapters from ଗଣନା ପୁସ୍ତକ
- ଗଣନା ପୁସ୍ତକ Chapter 5
- ଗଣନା ପୁସ୍ତକ Chapter 34
- ଗଣନା ପୁସ୍ତକ Chapter 19
- ଗଣନା ପୁସ୍ତକ Chapter 32
- ଗଣନା ପୁସ୍ତକ Chapter 17
- ଗଣନା ପୁସ୍ତକ Chapter 9
- ଗଣନା ପୁସ୍ତକ Chapter 7
Explore More from ପୁରାତନ ନିୟମ
- ଗୀତସଂହିତା Chapter 52
- ଯିହିଜିକଲ Chapter 24
- ଯିହୋଶୂୟ Chapter 16
- ଗୀତସଂହିତା Chapter 134
- ଏଷ୍ଟର Chapter 4
- ଯିଖରିୟ Chapter 8
- ଯିରିମିୟ Chapter 24