ଗଣନା ପୁସ୍ତକ Chapter 12

For English

Read ଗଣନା ପୁସ୍ତକ Chapter 12 Online

Read ଗଣନା ପୁସ୍ତକ Chapter 12 online from the Holy Bible. This chapter is part of the Book of ଗଣନା ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗଣନା ପୁସ୍ତକ and the Holy Bible online.

Choose a Chapter

ଗଣନା ପୁସ୍ତକ 12

ଅଧ୍ୟାୟ 12

1. ମାଶାେ ଏକ କୁଶୀଯା ସ୍ତ୍ରୀକି ବିବାହ କରିଥିଲେ, ଏଣୁ ମରିଯମ ଓ ହାରୋଣ ସହେି କୁଶୀଯା ସ୍ତ୍ରୀ ସକାଶୁ ମାଶାଙ୍କେ ବିରୁଦ୍ଧ ରେ କଥା କହିଲେ।

2. ସମାନେେ କହିଲେ, "ସଦାପ୍ରଭୁ କ'ଣ ମାଶାଙ୍କେ ସହିତ କବଳେ କଥା କହିଅଛନ୍ତି? ସେ କ'ଣ ଆମ୍ଭମାନଙ୍କ ସହିତ କଥା କହିନାହାଁନ୍ତି?"

3. ମାଶାେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କ ମଧିଅରେ ଅତି ନମ୍ର ଥିଲେ।

4. ହଠାତ୍ ସଦାପ୍ରଭୁ ମାଶାଙ୍କେୁ, ହାରୋଣଙ୍କୁ, ମରିଯମଙ୍କୁ କହିଲେ, "ତୁମ୍ଭେ ତିନିଜଣ ବାହାର ହାଇେ ସମାଗମ ତମ୍ବୁ ନିକଟକୁ ଆସ।"

5. ସେତବେେଳେ ସଦାପ୍ରଭୁ ମେଘ ସ୍ତମ୍ଭରୁ ଓହ୍ଲାଇ ସମାଗମ ତମ୍ବୁ ନିକଟରେ ଛିଡା ହେଲେ। ସେ ଡାକିଲେ, "ହାରୋଣ ଓ ମରିଯମ!" ତହୁଁ ସମାନେେ ବାହାର ହାଇେ ଆସିଲେ।

6. ସଦାପ୍ରଭୁ କହିଲେ, " ମାରେ ବାକ୍ଯ ଶୁଣ, ଯଦି ତୁମ୍ଭମାନଙ୍କ ମଧିଅରେ କହେି ଭବିଷ୍ଯଦ୍ ବକ୍ତା ଥାଏ, ତବେେ ମୁଁ ସଦାପ୍ରଭୁ ଦର୍ଶନ ଦ୍ବାରା ତାହାପ୍ରତି ଆପଣାକୁ ପ୍ରକାଶ କରିବି, ମୁଁ ସ୍ବପ୍ନଦ୍ବାରା ତାହା ସହିତ କଥା କହିବି।

7. ମାତ୍ର ମାଶାେ ମାରେ ସବେକ, ସପରେି ନୁହେଁ। ସେ ହିଁ ମାରେ ସମଗ୍ର ଗୃହ ରେ ଜଣେ ସବୁଠାରୁ ବିଶ୍ବସ୍ତ ଅଟେ।

8. ମୁଁ ତା ସହିତ ଦର୍ଶନ କିମ୍ବା ନିଦର୍ଶନ ବାକ୍ଯ ରେ ନୁହେଁ, ମାତ୍ର ସମ୍ମୁଖା-ସମ୍ମୁଖୀ ହାଇେ ପ୍ରକାଶ୍ଯ ଭାବରେ ତା ସହିତ କଥା କ ହେ। ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରେ। ତାଙ୍କ ବିରୁଦ୍ଧ ରେ କଥା କହିବାକୁ ତୁମ୍ଭମାନେେ କାହିଁକି ଭୀତ ହେଲ ନାହିଁ?"

9. ଏହିରୂପେ ସମାନଙ୍କେ ପ୍ରତି ସଦାପ୍ରଭୁଙ୍କ କୋରଧ ପ୍ରଜ୍ବଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।

10. ପୁଣି ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା। ହାରୋଣ ମରିଯମଙ୍କୁ ଦେଖିଲେ, ତାଙ୍କର ଚର୍ମ ହିମତୁଲ୍ଯ ଶ୍ବତବେର୍ଣ୍ଣ, ସେ କୁଷ୍ଠଗ୍ରସ୍ତା ହେଲେ।

11. ତହିଁରେ ହାରୋଣ ମାଶାଙ୍କେୁ କହିଲେ, " ହେ ମାହେର ମହାଶୟ, ଆମ୍ଭମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭମାନେେ ପାପ କରିଅଛୁ; ଏଣୁ ବିନଯ କରୁଅଛି, ଆମ୍ଭମାନଙ୍କ ଉପରେ ସହେି ପାପ ଥୁଅ ନାହିଁ।

12. ମାତାର ଗର୍ଭରୁ ନିର୍ଗତ ହେଲା ବେଳେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଶିଶୁ ସଦୃଶ ସେ ନ ହେଉ।"

13. ତେଣୁ ମାଶାେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, " ହେ ପରମେଶ୍ବର, ବିନଯ କରୁଅଛି, ତାହାକୁ ସୁସ୍ଥ କର।"

14. ସଦାପ୍ରଭୁ ମାଶାଙ୍କେୁ କହିଲେ, "ଯଦି ତା'ର ପିତା ତା'ର ମୁଁହ ରେ ଛପେ ପକାଇଥାନ୍ତା, ସେ କ'ଣ ସାତଦିନ ଲଜ୍ଜିତା ହାଇେ ନ ଥାନ୍ତା? ତେଣୁ ସେ ସାତଦିନ ପର୍ୟ୍ଯନ୍ତ ଛାଉଣୀ ବାହା ରେ ଅନ୍ୟମାନଙ୍କଠାରୁ ହାଇେ ରହୁ, ତା'ପରେ ସେ ଛାଉଣୀ ଭିତରକୁ ଆସିପାରିବ।"

15. ତହୁଁ ମିରଯମ ସାତଦିନ ପର୍ୟ୍ଯନ୍ତ ଛାଉଣୀ ବାହା ରେ ରହିଲା। ସେ ପୁନର୍ବାର ଭିତରକୁ ନ ଆସିବା ୟାଏ ଲୋକମାନେ ୟାତ୍ରା କଲେ ନାହିଁ।

16. ତା'ପରେ ଲୋକମାନେ ହତ୍ ସରେୋତଠାରୁ ୟାତ୍ରାକରି ପାରଣ ମରୁଭୂମିରେ ଛାଉଣୀ ସ୍ଥାପନ କଲେ।

About ଗଣନା ପୁସ୍ତକ Chapter 12

Read ଗଣନା ପୁସ୍ତକ Chapter 12 online from the Holy Bible. This chapter is part of the Book of ଗଣନା ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଗଣନା ପୁସ୍ତକ
Chapter: 12
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗଣନା ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗଣନା ପୁସ୍ତକ Chapter 12 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗଣନା ପୁସ୍ତକ Chapter 12?

ଗଣନା ପୁସ୍ତକ Chapter 12 is part of the Book of ଗଣନା ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଗଣନା ପୁସ୍ତକ Chapter 12 online for free with easy chapter navigation.

More Chapters from ଗଣନା ପୁସ୍ତକ

  1. ଗଣନା ପୁସ୍ତକ Chapter 5
  2. ଗଣନା ପୁସ୍ତକ Chapter 34
  3. ଗଣନା ପୁସ୍ତକ Chapter 19
  4. ଗଣନା ପୁସ୍ତକ Chapter 32
  5. ଗଣନା ପୁସ୍ତକ Chapter 31
  6. ଗଣନା ପୁସ୍ତକ Chapter 17
  7. ଗଣନା ପୁସ୍ତକ Chapter 15

Explore More from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 28
  2. ଗୀତସଂହିତା Chapter 6
  3. ଦ୍ୱିତୀୟ ବିବରଣ Chapter 15
  4. ପ୍ରଥମ ଶାମୁୟେଲ Chapter 31
  5. ଦ୍ୱିତୀୟ ବିବରଣ Chapter 1
  6. ଗୀତସଂହିତା Chapter 24
  7. ଯିଶାଇୟ Chapter 2

Related Chapters & Readings

  1. ଗୀତସଂହିତା Chapter 31
  2. ଉପଦେଶକ Chapter 11
  3. ଯାତ୍ରା ପୁସ୍ତକ Chapter 15
  4. ଦିତୀୟ ବଂଶାବଳୀ Chapter 4
  5. ଆୟୁବ Chapter 34
  6. ଯିଶାଇୟ Chapter 54
  7. ଦ୍ୱିତୀୟ ବିବରଣ Chapter 26
Share Your Love

Leave a Reply

Your email address will not be published. Required fields are marked *