ଗଣନା ପୁସ୍ତକ Chapter 2

For English

Read ଗଣନା ପୁସ୍ତକ Chapter 2 Online

Read ଗଣନା ପୁସ୍ତକ Chapter 2 online from the Holy Bible. This chapter is part of the Book of ଗଣନା ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗଣନା ପୁସ୍ତକ and the Holy Bible online.

Choose a Chapter

ଗଣନା ପୁସ୍ତକ 2

ଅଧ୍ୟାୟ 2

1. ଅନନ୍ତର ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ;

2. "ଇଶ୍ରାୟେଲର ଲୋକମାନେ ସମାଗମ ତମ୍ବୁର ଚତୁର୍ଦ୍ଦିଗ ରେ ଛାଉଣୀ ସ୍ଥାପନ କରିବେ। ପ୍ରେତ୍ୟକକ ଦଳ ରେ ତାଙ୍କ ନିଜ ଦଳର ଧ୍ବଜା ରହିବ। ଏବଂ ପ୍ରେତ୍ୟକକ ବ୍ଯକ୍ତିର ପାଖ ରେ ତା'ର ଦଳର ଧ୍ବଜା ପାଖ ରେ ଛାଉଣୀ ସ୍ଥାପନ କରିବ।

3. "ୟିହୂଦାର ବିଭାଗ ଛାଉଣୀ ସ୍ଥାପନ କରିବେ ତାଙ୍କ ଧ୍ବଜା ସହିତ ପୂର୍ବଦିଗର ସୂୟ୍ଯର୍ୋଦଯ ଆଡେ, ପୁଣି ଅମ୍ମୀନାଦବର ପୁତ୍ର ନ ହଶାେନ ଯିହୁଦାର ଲୋକମାନଙ୍କର ନେତା ହବେ।

4. ତାଙ୍କର ସୈନ୍ଯ ସଂଖ୍ଯା 74,600

5. ଯିହୁଦା ଗୋଷ୍ଠୀର ପାଖ ରେ ଇଷାଖର ଗୋଷ୍ଠୀ ଛାଉଣୀ ସ୍ଥାପନ କରିବେ। ଜୁଆର ପୁତ୍ର ନେଥନିଯଲ, ଇଷାଖର ଲୋକମାନଙ୍କର ଅଧିପତି ହବେ।

6. ସହେି ସୈନ୍ଯ ସଂଖ୍ଯା 54,600 ହବେେ।

7. "ସବୁଲୂନର ଗୋଷ୍ଠୀ ମଧ୍ଯ ଯିହୁଦାର ପାଶର୍‌ବ ରେ ଛାଉଣୀ ସ୍ଥାପନ କରିବେ, ହେଲୋନର ପୁତ୍ର ଇଲୀଯାବ ସବୁଲୂନର ଲୋକମାନଙ୍କର ଅଧିପରି ହବେ।

8. ତାହାର ସୈନ୍ଯ ସଂଖ୍ଯା 57,400 ହବେ।

9. "ଯିହୁଦା ଛାଉଣୀର ସମୁଦାଯ ସୈନ୍ଯ ସଂଖ୍ଯା 1,86,400 ସମାନେେ ପ୍ରଥମେ ଅଗ୍ରସର ହବେେ।

10. "ରୁବନେ ବିଭାଗର ଛାଉଣୀର ଧ୍ବଜା ଦକ୍ଷିଣ ଦିଗକୁ ରହିବ। ଶଦଯେୂରର ପୁତ୍ର ଇଲୀଷୂର ରୁବନେ ଗୋଷ୍ଠୀର ଅଧିପତି ହବେ।

11. ତାଙ୍କର ସୈନ୍ଯବାହିନୀର ସୀମର୍ଥ୍ଯ 46,500

12. "ରୁବନରେ ଗୋଷ୍ଠୀ ଛାଉଣୀ ପାଖ ରେଶିମିଯୋନ ପରିବାରବର୍ଗ ଛାଉଣୀ ସ୍ଥାପନ କରିବେ ଓ ସୂରୀଶଦ୍ଦଯର ପୁତ୍ର ଶଲୁମୀଯଲେଶିମିଯୋନ ଲୋକମାନଙ୍କର ଅଧିପତି ହବେ।

13. ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 59,300

14. "ରୁବନରେ ଲୋକମାନଙ୍କ ଛାଉଣୀ ପାଖ ରେ ଗାଦ ଗୋଷ୍ଠୀ ଛାଉଣୀ ସ୍ଥାପିତ ହବେ। ରୁଯଲରେ ପୁତ୍ର ଇଲୀଯାସଫ ଗାଦ ଲୋକମାନଙ୍କର ଅଧିପତି ହବେ।

15. ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 45,650

16. "ରୁବନେ ଛାଉଣୀର ସୈନ୍ଯ ସଂଖ୍ଯା ଗଣନା ଅନୁସାରେ 1,51,450 ସମାନେେ ଦ୍ବିତୀୟ ରେ ଅଗ୍ରସର ହବେେ।

17. "ଏହାପରେ ଲବେୀୟମାନଙ୍କ ଛାଉଣୀ ସହିତ ସମାଗମ ତମ୍ବୁ ଛାଉଣୀ ମାନଙ୍କ ମଧ୍ଯବର୍ତ୍ତୀ ହାଇେ ଅଗ୍ରସର ହବେ। ସମାନେେ ସହେି ନିଯମ ରେ ଅଗ୍ରସର ହବେେ, ଯେପରି ଛାଉଣୀ ସ୍ଥାପନ କରିବେ, ସମସ୍ତେ ତାଙ୍କ ଧ୍ବଜା ପାଖ ରେ ସର୍ବଦା ରହିବେ।

18. "ଇଫ୍ରଯିମ ବିଭାଗର ଛାଉଣୀର ଧ୍ବଜା ପଶ୍ଚିମ ଦିଗକୁ ରହିବ। ପୁଣି ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରଯିମ ଲୋକମାନଙ୍କର ଅଧିପତି ହବେ।

19. ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 40,500

20. "ଇଫ୍ରଯିମ ଗୋଷ୍ଠୀ ଛାଉଣୀର ପରେ ମନଃଶି ଗୋଷ୍ଠୀ ଛାଉଣୀ ସ୍ଥାପନ କରିବେ। ପୁଣି ପଦାହସୂରର ପୁତ୍ର ଗମଲୀଯଲେ ମନଃଶି ଲୋକମାନଙ୍କର ଅଧିପତି ହବେ।

21. ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 32,200

22. "ବିଦ୍ଯାମୀନ ଗୋଷ୍ଠୀ ଇଫ୍ରଯିମ ଗୋଷ୍ଠୀ ଭୟ ରେ ଛାଉଣୀ ସ୍ଥାପନ କରିବେ। ପୁଣି ଗିଦିଯୋନିର ପୁତ୍ର ଅବୀନାସ ବିଦ୍ଯାମୀନ ଲୋକମାନଙ୍କର ଅଧିପତି ହବେ।

23. ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 35,400

24. "ଇଫ୍ରଯିମ ଛାଉଣୀର ଗଣ୍ଯ ସୈନ୍ଯସଂଖ୍ଯା 1,08,100 ସମାନେେ ତୃତୀୟ ରେ ଅଗ୍ରସର ହବେେ।

25. "ଦାନ ବିଭାଗର ଛାଉଣୀର ଧ୍ବଜା ଉତ୍ତର ଦିଗକୁ ରହିବ। ଅମ୍ମୀଶଦ୍ଦଯର ପୁତ୍ର ଅହୀଯଷେର ଦାନ ସନ୍ତାନଗଣର ଅଧିପତି ହବେ।

26. ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 62,700

27. "ଦାନ ଗୋଷ୍ଠୀର ଛାଉଣୀ ପାଖ ରେ ଆଶରେ ଗୋଷ୍ଠୀର ଛାଉଣୀ ରହିବ; ଆକ୍ରଣର ପୁତ୍ର ପଗୀଯଲେ ଆଶରେ ସନ୍ତାନଗଣର ଅଧିପତି ହବେ।

28. ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 41,500

29. "ନପ୍ତାଲି ଗୋଷ୍ଠୀର ଛାଉଣୀ ଦାନ ଗୋଷ୍ଠୀ ପରେ ରହିବ। ଐନନର ପୁତ୍ର ଅହୀର ନପ୍ତାଲିର ଲୋକମାନଙ୍କର ଅଧିପତି ହବେ।

30. ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 53,400

31. "ଦାନ ଛାଉଣୀ ରେ ମାଟେ ମନୁଷ୍ଯମାନଙ୍କର ସଂଖ୍ଯା 1,57,600 ସମାନେେ ସମାନଙ୍କେର ଧ୍ବଜା ଧରି ସମସ୍ତଙ୍କ ପଛ ରେ ଅଗ୍ରସର ହବେେ।"

32. ସମାନେେ ସବୁ ଇଶ୍ରାୟେଲ ଲୋକମାନେ ଓ ସମାନେେ ନିଜର ପିତୃଗୃହ ଅନୁସାରେ ଗଣ୍ଯ ହେଲେ। ସମାନଙ୍କେର ଛାଉଣୀର ମାଟେ ସୈନ୍ଯ ସଂଖ୍ଯା ଗଣନା ଅନୁସାରେ 6,03,500

33. ମାତ୍ର ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ମାଶାେ ଲବେୀୟମାନଙ୍କୁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ଗଣନା କଲେ ନାହିଁ।

34. ମାଶାଙ୍କେୁ ସଦାପ୍ରଭୁ ଯାହା ଆଜ୍ଞା ଦଇେଥିଲେ, ଇଶ୍ରାୟେଲର ଲୋକମାନେ ସେ ସମସ୍ତ କଲେ। ସମାନେେ ନିଜନିଜ ବଂଶ ନିକଟରେ ନିଜନିଜ ପିତୃଗୃହ ଅନୁସାରେ ଓ ଆପଣା ଧ୍ବଜା ନିକଟରେ ଛାଉଣୀ ସ୍ଥାପନ କଲେ ଓ ସହେିପରି ସମାନେେ ଅଗ୍ରସର ହେଲେ।

About ଗଣନା ପୁସ୍ତକ Chapter 2

Read ଗଣନା ପୁସ୍ତକ Chapter 2 online from the Holy Bible. This chapter is part of the Book of ଗଣନା ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଗଣନା ପୁସ୍ତକ
Chapter: 2
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗଣନା ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗଣନା ପୁସ୍ତକ Chapter 2 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗଣନା ପୁସ୍ତକ Chapter 2?

ଗଣନା ପୁସ୍ତକ Chapter 2 is part of the Book of ଗଣନା ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଗଣନା ପୁସ୍ତକ Chapter 2 online for free with easy chapter navigation.

More Chapters from ଗଣନା ପୁସ୍ତକ

  1. ଗଣନା ପୁସ୍ତକ Chapter 5
  2. ଗଣନା ପୁସ୍ତକ Chapter 34
  3. ଗଣନା ପୁସ୍ତକ Chapter 19
  4. ଗଣନା ପୁସ୍ତକ Chapter 32
  5. ଗଣନା ପୁସ୍ତକ Chapter 31
  6. ଗଣନା ପୁସ୍ତକ Chapter 30
  7. ଗଣନା ପୁସ୍ତକ Chapter 20

Explore More from ପୁରାତନ ନିୟମ

  1. ଯିଶାଇୟ Chapter 50
  2. ଯିହିଜିକଲ Chapter 43
  3. ଆୟୁବ Chapter 7
  4. ଯାତ୍ରା ପୁସ୍ତକ Chapter 35
  5. ନିହିମିୟା Chapter 8
  6. ଲେବୀୟ ପୁସ୍ତକ Chapter 14
  7. ଯିଖରିୟ Chapter 2

Related Chapters & Readings

  1. ଯିଖରିୟ Chapter 14
  2. ରୋମୀୟ Chapter 3
  3. ଦିତୀୟ ରାଜାବଳୀ Chapter 17
  4. ଆୟୁବ Chapter 25
  5. ଦିତୀୟ ବଂଶାବଳୀ Chapter 26
  6. ଗଣନା ପୁସ୍ତକ Chapter 20
  7. ଏଜ୍ରା Chapter 5
Share Your Love

Leave a Reply

Your email address will not be published. Required fields are marked *