ଗଣନା ପୁସ୍ତକ Chapter 28

For English

Read ଗଣନା ପୁସ୍ତକ Chapter 28 Online

Read ଗଣନା ପୁସ୍ତକ Chapter 28 online from the Holy Bible. This chapter is part of the Book of ଗଣନା ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗଣନା ପୁସ୍ତକ and the Holy Bible online.

Choose a Chapter

ଗଣନା ପୁସ୍ତକ 28

ଅଧ୍ୟାୟ 28

1. ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

2. "ଇଶ୍ରାୟେଲର ଲୋକମାନଙ୍କୁ ଆଜ୍ଞା ଦିଅ ଓ ସମାନଙ୍କେୁ କୁହ, ସମାନେେ ମାରେ ନବୈେଦ୍ଯ ମାରେ ଖାଦ୍ୟ ଠିକ୍ ସମୟରେ ସୁବାସିତ ଉପହାରରୂପେ ମାେ ନିକଟକୁ ଆଣିବେ।

3. ସମାନଙ୍କେୁ କୁହ, ସମାନେେ ନିମ୍ନ ରେ ଦର୍ଶାୟାଇଥିବା ଉପହାରଗୁଡିକ ସଦାପ୍ରଭୁଙ୍କ ନିକଟକୁ ଆଣିବେ। ନିତ୍ଯ ହାମେ ନିମନ୍ତେ ଏକ ବର୍ଷୀଯ ନିଖୁଣ ଦୁଇଟି ମଷେବତ୍ସ ଉତ୍ସର୍ଗ କରିବେ।

4. ପ୍ରାତଃକାଳ ରେ ଏକ ମଷେବତ୍ସ ଉତ୍ସର୍ଗ କରିବ ଓ ସନ୍ଧ୍ଯା କାଳ ରେ ଏକ ମଷେବତ୍ସ ଉତ୍ସର୍ଗ କରିବ।

5. ଶସ୍ଯ ନବୈେଦ୍ଯ ନିମନ୍ତେ ଏକ ଅର୍ଦ୍ଧ ହିନର ପଷୋ ତୈଳ ମିଶ୍ରିତ ଅର୍ଦ୍ଧ ହିନର ସରୁ ମଇଦା ଦବେ।"

6. ଏହା ନିତ୍ଯ ହାମବେଳି, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସୁବାସିତ ନବୈେଦ୍ଯ ସୀନଯ ପର୍ବତ ରେ ନିରୂପିତ ହାଇେଥିଲା।

7. ପୁଣି ତହିଁର ଏକ ମଷେବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପଯେ ନବୈେଦ୍ଯ ଦବେ। ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ପଯେ ନବୈେଦ୍ଯରୂପେ ଦ୍ରାକ୍ଷାରସ ଢାଳିବ।

8. ଆଉ ତୁମ୍ଭେ ଅନ୍ୟ ମଷେବତ୍ସକୁ ସନ୍ଧ୍ଯା ବେଳେ ଉତ୍ସର୍ଗ କରିବ। ଯେପରି ପ୍ରାତଃକାଳ ରେ ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଉତ୍ସର୍ଗ କରିବ, ସହେିପରି ତୁମ୍ଭେ ସଦାପ୍ରଭୁଙ୍କୁ ଏକ ସୁବାସିତ ଉପହାର ରୂପେ ଉତ୍ସର୍ଗ କରିବ।"

9. "ଆଉ ବିଶ୍ରାମ ଦିନ ରେ, ଏକ ବର୍ଷୀଯ ଦୁଇଟି ନିଖୁଣ ମଷେବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଶସ୍ଯ ନବୈେଦ୍ଯ ଓ ତହିଁର ପଯେ ନବୈେଦ୍ଯ ଉତ୍ସର୍ଗ କରିବ।

10. ଏହି ହାମବେଳି, ନିତ୍ଯ ହାମବେଳି, ପଯେ ନବୈେଦ୍ଯ ସହିତ ପ୍ରତି ବିଶ୍ରାମବାର ରେ ଉତ୍ସର୍ଗ କରିବ।"

11. "ଆଉ ପ୍ରତିମାସର ପ୍ରଥମ ଦିନ ରେ ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହୋମ ନିମନ୍ତେ ଦୁଇଟି ଷଣ୍ତ,ଏକ ଅଣ୍ତିରା ମଷେ ଓ ଏକବର୍ଷୀଯ ସାତଟି ମଷେଶାବକ ବିଶଷେ ହାମବେଳି ରୂପେ ଉତ୍ସର୍ଗ କରିବ। ଏମାନେ ସମସ୍ତେ ନିଖୁଣ ହାଇେ ଥିବେ।

12. ପୁଣି ପ୍ରେତ୍ୟକକ ଷଣ୍ତ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ଯ ନବୈେଦ୍ଯ; ଆଉ ଏକ ମଷେ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ଯ ନବୈେଦ୍ଯ;

13. ପୁଣି ପ୍ରେତ୍ୟକକ ମଷେଶାବକ ନିମନ୍ତେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ଯ ନବୈେଦ୍ଯ ଦବେ। ତହିଁରେ ସଦାପ୍ରଭୁଙ୍କୁ ତାହା ଏକ ସୁବାସିତ ଉପହାରରୁପେ ଉତ୍ସର୍ଗ କରିବ।

14. ଆଉ ଏକ ଷଣ୍ତ ନିମନ୍ତେ ଏକ ହିନର ଅର୍ଦ୍ଧକେ, ଏକ ମଷେ ନିମନ୍ତେ ଏକ ହିନର ତୃତୀଯାଂଶ ଓ ଏକ ମଷେବତ୍ସ ନିମନ୍ତେ ହିନର ଏକ ଚତୁର୍ଥାଂଶ ଦ୍ରାକ୍ଷାରସ ପଯେ ନବୈେଦ୍ଯ ହବେ; ଏହା ବର୍ଷର ପ୍ରତିମାସର ଅମାବାସ୍ଯା ରେ ମାସିକ ହାମବେଳି ହବେ।

15. ହାମବେଳି ଓ ପଯେ ନବୈେଦ୍ଯ ଛଡା, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛଳେି ଉତ୍ସର୍ଗ କରାୟିବ।

16. "ପ୍ରଥମ ମାସର ଚତୁର୍ଦ୍ଦଶ ଦିବସ ରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହବେ।

17. ପୁଣି ସହେି ମାସର ପଞ୍ଚଦଶ ଦିବସ ରେ ଉତ୍ସବ ହବୋ ଉଚିତ୍; ଏହା ସାତଦିନ ୟାଏ ପାଳିତ ହବୋ ଉଚିତ୍ ଓ ଏହି ସାତଦିନ ତୁମ୍ଭମାନେେ ତାଡୀଶୂନ୍ଯ ରୋଟୀ ଭୋଜନ କରିବା ଉଚିତ୍।

18. ପ୍ରଥମ ଦିନ ରେ ଏକ ପବିତ୍ର ସଭା ହବୋ ଉଚିତ୍। ସଦେିନ ତୁମ୍ଭେ ମାନେ କୌଣସି ପ୍ରକାର କାର୍ୟ୍ଯ କରବା ଉଚିତ୍ ନୁହଁ।

19. ମାତ୍ର ସଦାପ୍ରଭୁଙ୍କୁ ଉପହାର ଓ ହାମବେଳି ରୂପେ ଦୁଇଟି ଷଣ୍ତ ଗୋଟିଏ ଅଣ୍ତିରା ମଷେ ଓ ସାତାଟେି ଏକ ବର୍ଷିଯ ମଷେଶାବକ ଉତ୍ସର୍ଗ କରିବା ଉଚିତ୍। ଏହିସବୁ ପଶୁଗୁଡିକ ଖୁଣ ନଥିବ।

20. ଗୋଟିଏ ଗୋବତ୍ସ ପାଇଁ ଦେଢ ହିନ ପ୍ରେତ୍ୟକକ ଅଣ୍ତିରା ମଷେ ପାଇଁ ଏକ ହିନ ଏବଂ ପ୍ରେତ୍ୟକକ ମଷେଶାବକ ପାଇଁ ଅର୍ଦ୍ଧ ହିନ ହିସାବ ରେ ତୈଳାକ୍ତ ସରୁ ମଇଦା ଶସ୍ଯ ନବୈେଦ୍ଯ ରୂପେ ଉତ୍ସର୍ଗ କରିବା ଉଚିତ୍।

22. ତୁମ୍ଭ ପାଇଁ ପ୍ରାଯଶ୍ଚିତ କରିବାକୁ ପାପାର୍ଥକ ନବୈେଦ୍ଯ ରୂପେ ଏକ ଛାଗ ଉତ୍ସର୍ଗ କରିବା ଉଚିତ୍।

23. ତୁମ୍ଭମାନେେ ପ୍ରତ୍ଯହ ପ୍ରାତଃକାଳୀନ ହାମବେଳି ଛଡା ଏ ସମସ୍ତ ଉତ୍ସର୍ଗ କରିବ।

24. "ଏହି ବିଧି ଅନୁସାରେ ତୁମ୍ଭମାନେେ ସାତଦିନ ୟାଏ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଭକ୍ଷ୍ଯରୂପେ ସୁବାସିତ ନବୈେଦ୍ଯ ଉପହାର ଉତ୍ସର୍ଗ କରବା ଉଚିତ୍। ଏହା ନିତ୍ଯ ହାମବେଳି ଓ ତହିଁର ପଯେ ନବୈେଦ୍ଯ ଛଡା ତାହା ଉତ୍ସର୍ଗୀତ ହବେ।

25. "ତା'ପରେ ସପ୍ତମ ଦିନ ରେ ତୁମ୍ଭମାନଙ୍କର ପୁଣି ଏକ ପବିତ୍ର ସଭା ହବେ ଓ ସଦେିନ ତୁମ୍ଭମାନେେ କୌଣସି କାର୍ୟ୍ଯ କରିବା ଉଚିତ୍ ନୁହଁ।

26. "ପୁଣି ପ୍ରଥମ ଫଳର ଦିନ ରେ ଅର୍ଥାତ୍ ଯେତବେେଳେ ତୁମ୍ଭମାନେେ ସାପ୍ତାହିକୀ ପର୍ବ ରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ଯ ନବୈେଦ୍ଯ ଆଣିବ, ସେତବେେଳେ ତୁମ୍ଭମାନଙ୍କର ପବିତ୍ର ସଭା ହବୋ ଉଚିତ୍। ତୁମ୍ଭମାନେେ ସଦେିନ କୌଣସି କାର୍ୟ୍ଯ କରିବା ଉଚିତ୍ ନୁହଁ।

27. ମାତ୍ର ତୁମ୍ଭମାନେେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଦୁଇଟି ଷଣ୍ତ, ଗୋଟିଏ ଅଣ୍ତିରା ମଷେ ଓ ସାତାଟେି ମଷେଶାବକକୁ ହାମବେଳି ରୂପେ ଉତ୍ସର୍ଗ କରିବା ଉଚିତ୍।

28. ପୁଣି ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମଷେ ନିମନ୍ତେ ଦୁଇ ଦଶମାଂଶ ଐଫା ତୈଳ ମିଶ୍ରିତ ସରୁ ମଇଦା ଭକ୍ଷ୍ଯ ନବୈେଦ୍ଯ, ପୁଣି ସାତ ମଷେବତ୍ସ ମଧ୍ଯରୁ ପ୍ରତି ମଷେବତ୍ସ ନିମନ୍ତେ ଏକ ଦଶମାଂଶ ଐଫା ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ଯ ନବୈେଦ୍ଯ;

30. ଆଉ ତୁମ୍ଭମାନଙ୍କ ପ୍ରାଯଶ୍ଚିତ କରଣାର୍େଥ ଏକ ଛାଗ ଉତ୍ସର୍ଗ କରିବ;

31. ତୁମ୍ଭମାନେେ ପ୍ରତିଦିନର ହାମବେଳି, ତହିଁର ଭକ୍ଷ୍ଯ ନବୈେଦ୍ଯ ସମାନଙ୍କେର ସମସ୍ତ ଓ ତହିଁର ପଯେ ନବୈେଦ୍ଯ ଉତ୍ସର୍ଗ କରିବ। ଏହି ପଶୁଗୁଡିକ ନିଖୁଣ ହବୋ ଉଚିତ୍।

About ଗଣନା ପୁସ୍ତକ Chapter 28

Read ଗଣନା ପୁସ୍ତକ Chapter 28 online from the Holy Bible. This chapter is part of the Book of ଗଣନା ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଗଣନା ପୁସ୍ତକ
Chapter: 28
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗଣନା ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗଣନା ପୁସ୍ତକ Chapter 28 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗଣନା ପୁସ୍ତକ Chapter 28?

ଗଣନା ପୁସ୍ତକ Chapter 28 is part of the Book of ଗଣନା ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଗଣନା ପୁସ୍ତକ Chapter 28 online for free with easy chapter navigation.

More Chapters from ଗଣନା ପୁସ୍ତକ

  1. ଗଣନା ପୁସ୍ତକ Chapter 5
  2. ଗଣନା ପୁସ୍ତକ Chapter 34
  3. ଗଣନା ପୁସ୍ତକ Chapter 15
  4. ଗଣନା ପୁସ୍ତକ Chapter 32
  5. ଗଣନା ପୁସ୍ତକ Chapter 31
  6. ଗଣନା ପୁସ୍ତକ Chapter 19
  7. ଗଣନା ପୁସ୍ତକ Chapter 17

Explore More from ପୁରାତନ ନିୟମ

  1. ଲେବୀୟ ପୁସ୍ତକ Chapter 6
  2. ଦିତୀୟ ଶାମୁୟେଲ Chapter 12
  3. ଏଷ୍ଟର Chapter 8
  4. ଗୀତସଂହିତା Chapter 28
  5. ହିତୋପଦେଶ Chapter 26
  6. ଯାତ୍ରା ପୁସ୍ତକ Chapter 18
  7. ଯୂନସ Chapter 2

Related Chapters & Readings

  1. ରୋମୀୟ Chapter 1
  2. ଆୟୁବ Chapter 3
  3. ଯିହୋଶୂୟ Chapter 14
  4. ଆଦି ପୁସ୍ତକ Chapter 7
  5. ଦ୍ୱିତୀୟ ବିବରଣ Chapter 23
  6. ଯୂନସ Chapter 2
  7. ଏଫିସୀୟ Chapter 3
Share Your Love

Leave a Reply

Your email address will not be published. Required fields are marked *