ଗଣନା ପୁସ୍ତକ Chapter 7

For English

Read ଗଣନା ପୁସ୍ତକ Chapter 7 Online

Read ଗଣନା ପୁସ୍ତକ Chapter 7 online from the Holy Bible. This chapter is part of the Book of ଗଣନା ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗଣନା ପୁସ୍ତକ and the Holy Bible online.

Choose a Chapter

ଗଣନା ପୁସ୍ତକ 7

ଅଧ୍ୟାୟ 7

1. ଅନନ୍ତର ଯେଉଁ ଦିନ ମାଶାେ ପବିତ୍ର ତମ୍ବୁର କାର୍ୟ୍ଯ ଶଷେ କଲେ, ସେ ତୈଳ ଦଇେ ଏହାକୁ ଅଭିଷିକ୍ତ କଲେ ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ପବିତ୍ର କଲେ।

2. ସହେିଦିନ ଇଶ୍ରାୟେଲ ଅଧିପତିଗଣ ସଦାପ୍ରଭୁଙ୍କୁ ସମାନଙ୍କେ ପରିବାରବର୍ଗର ପ୍ରଧାନଗଣ ନବୈେଦ୍ଯ ଦାନ କଲେ; ଏମାନେ ବଂଶ ସମୂହର ଅଧିପତି ଥିଲେ। ପରିବାରବର୍ଗର ଯେଉଁମାନେ ଲୋକମାନଙ୍କର ଗଣନା କରିବାର ଦାଯିତ୍ବ ରେ ଥିଲେ।

3. ସମାନେେ ପବିତ୍ର ତମ୍ବୁ ନିମନ୍ତେ ଛଅ ଗୋଟି ଆଚ୍ଛାଦିତ ଶଗଡ ଓ ବାରଟି ଗାଈ ଆଣିଲେ। ପ୍ରେତ୍ୟକକ ନତେୃବର୍ଗ ଗୋଟିଏ ଗାଈ ଆଣିଲେ ଏବଂ ଦୁଇଜଣ ନତେୃବର୍ଗ ଏକାଠି ହେଲେ ଏବଂ ଗୋଟିଏ ଶଗଡ ଆଣିଲେ।

4. ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ,

5. " ସମାନେେ ଯାହା ଆଣିଛନ୍ତି ଗ୍ରହଣ କର, ସମାଗମ ତମ୍ବୁର ସବୋ ନିମନ୍ତେ ଅଛନ୍ତି। ଏହା ଲବେୀୟମାନଙ୍କୁ ଦିଅ ସମାନଙ୍କେର କାର୍ୟ୍ଯ ଅନୁସାରେ।"

6. ତେଣୁ ମାଶାେ ସହେି ଶଗଡ ଗୋରୁ ନଇେ ଲବେୀୟମାନଙ୍କୁ ଦେଲେ।

7. ଗେର୍ଶୋନୀଯ ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଦୁଇ ଶଗଡ ଓ ଚାରି ଗୋରୁ ଦେଲେ।

8. ହାରୋଣ ଯାଜକର ପୁତ୍ର ସମାନଙ୍କେର କାର୍ୟ୍ଯ ଅନୁସାରେ, ମରାରି ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଚାରି ଶଗଡ ଓ ଆଠଟି ଗାଈ ଦେଲେ।

9. ମାତ୍ର ସେ କହାତ ସନ୍ତାନଗଣଙ୍କୁ କିଛି ଦେଲେ ନାହିଁ, କାରଣ ସମାନଙ୍କେର ପବିତ୍ର କାର୍ୟ୍ଯ ଥିଲା କାନ୍ଧ ରେ ଜିନିଷ ବହନ କରିବା।

10. ଅଧିପତି ଗଣ ମଧ୍ଯ ଦାନ କଲେ, ଯେତବେେଳେ ମାଶାେ ୟଜ୍ଞବଦେୀ ଉତ୍ସର୍ଗ କଲେ ଅର୍ଥାତ୍ ସହେି ଅଧିପତିଗଣ ବଦେି ସମ୍ମୁଖ ରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।

11. ପୁଣି ସଦାପ୍ରଭୁ ମାଶାଙ୍କେୁ କହିଲେ, "ପ୍ରେତ୍ୟକକ ଅଧିପତି ଆପଣା ଆପଣା ଦିନ ରେ ବଦେିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।"

12. ବାର ଅଧିପତିମାନଙ୍କ ମଧ୍ଯରୁ ପ୍ରେତ୍ୟକକ ଅଧିପତି ନିଜ ନିଜ ଉପହାର ଦେଲେ। ଏହି ଉପହାର ଗୁଡିକ ହେଲା: ପ୍ରତି ଅଧିପତି

84. ତହୁଁ ଏହିସବୁ ଦ୍ରବ୍ଯ ବଦେିର ଅଭିଷକେ ଦିନ, ଇଶ୍ରାୟେଲ ଅଧିପତିଗଣ ଦ୍ବାରା ଦତ୍ତ ହାଇେଥିଲା। ଯଥା:

85. ପ୍ରେତ୍ୟକକ ରୂପା ପାତ୍ର 130 ଶକେଲ ପ୍ରେତ୍ୟକକ ରୂପାଗିନା ସତୁରି ଶକେଲ ଏହି ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଅଧିକୃତ ମାପ ଅନୁସାରେ ଷାଠିଏ ପାଉଣ୍ତ ଓଜନ ଥିଲା।

86. ଉପୟୁକ୍ତ ମାପ ଅନୁସାରେ ପ୍ରେତ୍ୟକକ ସୂର୍ଣ ଚାମଚ ରେ ବାର ଧୂମ୍ମପୂର୍ଣ ସୁଗନ୍ଧି ଥିଲା, ଏ ସମସ୍ତ ଚାମଚର ସୂର୍ଣ ଦଶ ଶକେଲ ଥିଲା।

87. ହାମବେଳି ନିମନ୍ତେ ସମୁଦାଯ ବା ରୋଟି ଗୋରୁ, ବା ରୋଟି ମଷେ ଓ ଏକବର୍ଷୀଯ ବାରୋଟି ମଷେବତ୍ସ, ଏବଂ ଏହିସବୁ ବଳିଦାନ ସହିତ ଶସ୍ଯ ନବୈେଦ୍ଯ ମଧ୍ଯ ୟିବ। ପାପାର୍ଥକ ବଳିଦାନ ନିମନ୍ତେ ବା ରୋଟି ଛାଗ ଥିଲା।

88. ପୁଣି ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାଯ ଚବିଶ ଗୋରୁ, ଷାଠିଏ ମଷେ, ଷାଠିଏ ଛାଗ ଓ ଏକବର୍ଷୀଯ ଷାଠିଏ ମଷେବତ୍ସ ଅଧିପତିମାନେ ଉପହାର ଦେଲେ, ମାଶାେ ୟଜ୍ଞବଦେୀକୁ ପ୍ରତିଷ୍ଠା କଲାପରେ ଏହିସବୁ ଉପହାର ଦିଆଗଲା।

89. ଏହାପରେ ମାଶାେ ସଦାପ୍ରଭୁଙ୍କ ସହିତ କଥା କହିବାକୁ ସମାଗମ ତମ୍ବୁ ରେ ପ୍ରବେଶ କଲା ବେଳେ, ନିଯମ ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନ ର ଉପରୁ, କିରୁବଦ୍ବଯ ମଧ୍ଯରୁ ତାଙ୍କ ପ୍ରତି କଥା କହିବାର ଶୁଣିଲେ। ଏହିରୂପେ ପରମେଶ୍ବର ମାଶାଙ୍କେ ସହିତ କଥା ହେଲେ।

About ଗଣନା ପୁସ୍ତକ Chapter 7

Read ଗଣନା ପୁସ୍ତକ Chapter 7 online from the Holy Bible. This chapter is part of the Book of ଗଣନା ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଗଣନା ପୁସ୍ତକ
Chapter: 7
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗଣନା ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗଣନା ପୁସ୍ତକ Chapter 7 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗଣନା ପୁସ୍ତକ Chapter 7?

ଗଣନା ପୁସ୍ତକ Chapter 7 is part of the Book of ଗଣନା ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଗଣନା ପୁସ୍ତକ Chapter 7 online for free with easy chapter navigation.

More Chapters from ଗଣନା ପୁସ୍ତକ

  1. ଗଣନା ପୁସ୍ତକ Chapter 5
  2. ଗଣନା ପୁସ୍ତକ Chapter 34
  3. ଗଣନା ପୁସ୍ତକ Chapter 19
  4. ଗଣନା ପୁସ୍ତକ Chapter 9
  5. ଗଣନା ପୁସ୍ତକ Chapter 2
  6. ଗଣନା ପୁସ୍ତକ Chapter 32
  7. ଗଣନା ପୁସ୍ତକ Chapter 31

Explore More from ପୁରାତନ ନିୟମ

  1. ଯିହୋଶୂୟ Chapter 9
  2. ଯୂନସ Chapter 4
  3. ଗୀତସଂହିତା Chapter 74
  4. ଏଜ୍ରା Chapter 10
  5. ଯିଶାଇୟ Chapter 23
  6. ଗୀତସଂହିତା Chapter 69
  7. ଗଣନା ପୁସ୍ତକ Chapter 16

Related Chapters & Readings

  1. ଯିଶାଇୟ Chapter 10
  2. ବିଚାରକର୍ତ୍ତା Chapter 20
  3. ଗୀତସଂହିତା Chapter 43
  4. ଆଦି ପୁସ୍ତକ Chapter 23
  5. ଯିଶାଇୟ Chapter 50
  6. ପ୍ରେରିତ Chapter 1
  7. ଆଦି ପୁସ୍ତକ Chapter 22
Share Your Love

Leave a Reply

Your email address will not be published. Required fields are marked *