Read ଗଣନା ପୁସ୍ତକ Chapter 9 Online
Read ଗଣନା ପୁସ୍ତକ Chapter 9 online from the Holy Bible. This chapter is part of the Book of ଗଣନା ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗଣନା ପୁସ୍ତକ and the Holy Bible online.
Choose a Chapter
ଗଣନା ପୁସ୍ତକ 9
ଅଧ୍ୟାୟ 9
1. ଅନନ୍ତର ଲୋକମାନେ ମିଶର ଦେଶରୁ ବାହାରି ଆସିବାର ଦ୍ବିତୀୟ ବର୍ଷର ପ୍ରଥମ ମାସ ରେ ସୀନଯ ମରୁଭୂମିରେ ସଦାପ୍ରଭୁ ମାଶାଙ୍କେୁ କହିଲେ,
2. "ଇଶ୍ରାୟେଲ ଲୋକମାନଙ୍କୁ କୁହ, ସମାନେେ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ।
3. ଏହିମାସ ଚତୁର୍ବ୍ଦଶ ଦିନର ଗୋଧୂଳି ସମୟରେ ନିରୂପିତ ସମୟରେ ତୁମ୍ଭମାନେେ ତାହା ପାଳନ କରିବ। ତହିଁର ସମସ୍ତ ବିଧି ଓ ଶାସନ ଅନୁସାରେ ତାହା ପାଳନ କରିବ।"
4. ତହୁଁ ମାଶାେ ଇଶ୍ରାୟେଲ ଲୋକମାନଙ୍କୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ।
5. ତହିଁରେ ସମାନେେ ପ୍ରଥମ ମାସ ଚତୁର୍ବ୍ଦଶ ଦିନ ରେ ଗୋଧଳି ସମୟରେ ସୀନଯ ମରୁଭୂମିରେ ନିସ୍ତାର ପର୍ବ ପାଳନ କଲେ, ସଦାପ୍ରଭୁ ମାଶାଙ୍କେୁ ଯେପରି ଆଜ୍ଞା ଦଇେଥିଲେ ତଦନୁସା ରେ ଇଶ୍ରାୟେଲର ଲୋକମାନେ ସବୁ କାର୍ୟ୍ଯ କଲେ।
6. ମାତ୍ର କେତକେ ଲୋକ ମନୁଷ୍ଯର ଶବ ସ୍ପର୍ଶ କରି ଅଶୁଚି ହବୋରୁ ସହେିଦିନ ସମାନେେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ। ଏଥିପାଇଁ ସମାନେେ ସହେିଦିନ ମାଶାେ ଓ ହାରୋଣଙ୍କ ନିକଟକୁ ଆସିଲେ।
7. ଏହି ଲୋକମାନେ ମାଶାଙ୍କେୁ କହିଲେ, "ଶବ ସ୍ପର୍ଶ କରି ଆମ୍ଭମାନେେ ଅଶୁଚି ହାଇେଅଛୁ। ତେଣୁ ସମସ୍ତ ଇଶ୍ରାୟେଲୀୟମାନଙ୍କ ସହିତ ସଦାପ୍ରଭୁଙ୍କୁ ନିର୍ଦ୍ଧାରିତ ସମୟରେ ଉପହାର କରିବା ପାଇଁ କାହିଁକି ଆମ୍ଭମାନଙ୍କୁ ଅନୁମତି ଦିଆ ନୟିବ?"
8. ତବେେ ମାଶାେ ସମାନଙ୍କେୁ କହିଲେ, "ତୁମ୍ଭମାନେେ ରୁହ, ତୁମ୍ଭମାନଙ୍କ ବିଷଯ ରେ ସଦାପ୍ରଭୁ କି ଆଜ୍ଞା ଦବେେ, ମୁଁ ପଚା ରେ।"
9. ଅନନ୍ତର ମାଶାଙ୍କେୁ ସଦାପ୍ରଭୁ କହିଲେ,
10. "ଇଶ୍ରାୟେଲର ଲୋକମାନଙ୍କୁ କୁହ, ତୁମ୍ଭମାନଙ୍କ ମଧିଅରେ କିମ୍ବା ତୁମ୍ଭମାନଙ୍କ ଭବିଷ୍ଯତ ସନ୍ତାନଗଣ ମଧିଅରେ ଯବେେ କହେି ଶବ ଦ୍ବାରା ଅଶୁଚି ହୁଏ, କିମ୍ବା କହେି ଜଣେ ଯଦି ଦୂର ସ୍ଥାନ ରେ ପଥିକ ହୁଏ, ତଥାପି ସମାନେେ ନିସ୍ତାର ପର୍ବ ପାଳନ କରିପାରିବେ।
11. ଦ୍ବିତୀୟ ମାସର ଚତୁର୍ବ୍ଦଶ ଦିନ ଗୋଧୂଳି ସମୟରେ ସମାନେେ ତାହା ପାଳନ କରିବେ; ସମାନେେ ତାଡିଶୂନ୍ଯ ରୋଟୀ ଓ ପିତା ଶାଗ ସହିତ ତାହା ଭୋଜନ କରିବେ।
12. ସମାନେେ ପ୍ରଭାତ ପର୍ୟ୍ଯନ୍ତ ତହିଁରୁ କିଛି ରଖିବେ ନାହିଁ। ସମାନେେ ମଷେ ବତ୍ସର କୌଣସି ହାଡ ଭାଗିଂବେ ନାହିଁ, ଆଉ ସମାନେେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ।
13. ମାତ୍ର ଯେ କହେି ଶୁଚି ଥାଇ ଓ ପଥିକ ନ ହାଇେ ନିସ୍ତାର ପର୍ବ ପାଳନ କରେ ନାହିଁ, ତାକୁ ତା'ର ଆପଣା ଲୋକମାନଙ୍କ ମଧ୍ଯରୁ ବହିଷ୍କାର କରାୟିବ, ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥି ପାଇଁ ସହେି ମନୁଷ୍ଯ ଆପଣା ପାପ ବହିବ।
14. "ଆଉ ଯବେେ ତୁମ୍ଭମାନଙ୍କେ ମଧିଅରେ ପ୍ରବାସକାରୀ କୌଣସି ବିଦେଶୀଯ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତବେେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ଶାସନ ଅନୁସାରେ ତାହା ପାଳନ କରିବ; ସ୍ବଦେଶୀ ହେଉ କି ବିଦେଶୀ ହେଉ, ଉଭୟଙ୍କ ପାଇଁ ବିଧି ସମାନ ହବେ।"
15. ଯେଉଁଦିନ ପବିତ୍ର ତମ୍ବୁ ସ୍ଥାପିତ ହେଲା, ସହେିଦିନ ମେଘ ନିଯମ ତମ୍ବୁ ଆଚ୍ଛାଦନ କଲା। ପୁଣି ତାହା ସନ୍ଧ୍ଯା ସମୟରୁ ପ୍ରଭାତ ପର୍ୟ୍ଯନ୍ତ ପବିତ୍ର ତମ୍ବୁ ଉପରେ ଅଗ୍ନିତୁଲ୍ଯ ଦଖାଗେଲା।
16. ଏହା ସବୁ ସମୟରେ ଘଟେ। ମେଘ ପବିତ୍ର ତମ୍ବୁକୁ ଆଚ୍ଛାଦନ କଲା ଏବଂ ରାତି ରେ ଏହା ଅଗ୍ନିତୁଲ୍ଯ ଦଖାଗେଲା।
17. ପୁଣି ଯେତବେେଳେ ସହେି ମେଘ ପବିତ୍ର ତମ୍ବୁ ଉପରୁ ଗତି କଲା, ସେତବେେଳେ ଇଶ୍ରାୟେଲର ଲୋକମାନେ ୟାତ୍ରା କଲେ, ପୁଣି ସହେି ମେଘ ଯେଉଁଠା ରେ ରହିଲା, ଇଶ୍ରାୟେଲର ଲୋକମାନେ ସହେିଠା ରେ ଛାଉଣୀ ସ୍ଥାପନ କଲେ।
18. ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ଇଶ୍ରାୟେଲ ଲୋକମାନେ ମେଘର ଗତିକୁ ଲକ୍ଷ୍ଯକରି ୟାତ୍ରା କଲେ ଓ ଛାଉଣୀ ସ୍ଥାପନ କଲେ, ଯେ ପର୍ୟ୍ଯନ୍ତ ସହେି ମେଘ ପବିତ୍ର ତମ୍ବୁଉପରେ ରହିଲା, ସେ ପର୍ୟ୍ଯନ୍ତ ସମାନେେ ଛାଉଣୀ ସ୍ଥାପନ କରି ରହିଲେ।
19. ପୁଣି ଯେତବେେଳେ ସହେି ମେଘ ପବିତ୍ର ତମ୍ବୁ ଉପରେ ଦୀର୍ଘ ସମୟ ଧରି ରହିଲା, ସେତବେେଳେ ଇଶ୍ରାୟେଲ ଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ମାନି ଆଉ ୟାତ୍ରା କଲେ ନାହିଁ।
20. କବେେ କବେେ ସହେି ମେଘ ପବିତ୍ର ତମ୍ବୁ ଉପରେ ଅଳ୍ପ ସମୟ ରହିଲା, ସେ ସମୟରେ ସମାନେେ ଛାଉଣୀ କରି ରହିଲେ ଓ ମେଘର ଗତି ଅନୁସାରେ ଗତି କଲେ।
21. ବେଳେ ବେଳେ ପବିତ୍ର ତମ୍ବୁ ଉପରେ ମେଘ ସନ୍ଧ୍ଯାଠାରୁ ପ୍ରଭାତ ପର୍ୟ୍ଯନ୍ତ ରହିଲା ଓ ପ୍ରଭାତ ରେ ମେଘ ଗତିକଲା। ତେଣୁ ଇଶ୍ରାୟେଲ ଲୋକମାନେ ମଧ୍ଯ ଗତି କଲେ। ସହେି ଦିନ ରେ କିମ୍ବା ରାତି ରେ ମେଘ ଗତି କରୁଥିଲା, ଇଶ୍ରାୟେଲର ଲୋକମାନେ ୟାତ୍ର ଆରମ୍ଭ କଲେ।
22. ଯଦି ସହେି ମେଘ ପବିତ୍ର ତମ୍ବୁ ଉପରେ ଦୁଇଦିନ, ଏକ ମାସ କିମ୍ବା ବହୁ ସମୟ ଧରି ରହିଲା ଲୋକମାନେ ୟାତ୍ରା ବନ୍ଦ କରି ଛାଉଣୀ ରେ ରହିଲେ, ପୁଣି ମେଘ ଯେତବେେଳେ ଗତି କରୁଥିଲା, ସମାନେେ ୟାତ୍ରା କଲେ।
23. ସମାନେେ ସଦାପ୍ରଭୁଙ୍କ ଆଜ୍ଞା ରେ ଛାଉଣୀ ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞା ରେ ୟାତ୍ରା କଲେ। ସମାନେେ ମାଶାଙ୍କେ ଦ୍ବାରା ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ସଦାପ୍ରଭୁଙ୍କୁ ଅନୁସରଣ କଲେ।
About ଗଣନା ପୁସ୍ତକ Chapter 9
Read ଗଣନା ପୁସ୍ତକ Chapter 9 online from the Holy Bible. This chapter is part of the Book of ଗଣନା ପୁସ୍ତକ in the Old Testament. Continue reading with the chapter navigation above or explore the complete book.
Book Information
Book: ଗଣନା ପୁସ୍ତକ
Chapter: 9
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଗଣନା ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଗଣନା ପୁସ୍ତକ Chapter 9 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଗଣନା ପୁସ୍ତକ Chapter 9?
ଗଣନା ପୁସ୍ତକ Chapter 9 is part of the Book of ଗଣନା ପୁସ୍ତକ in the Holy Bible.
Can I read this chapter online?
Yes. You can read the complete ଗଣନା ପୁସ୍ତକ Chapter 9 online for free with easy chapter navigation.
More Chapters from ଗଣନା ପୁସ୍ତକ
- ଗଣନା ପୁସ୍ତକ Chapter 5
- ଗଣନା ପୁସ୍ତକ Chapter 34
- ଗଣନା ପୁସ୍ତକ Chapter 19
- ଗଣନା ପୁସ୍ତକ Chapter 2
- ଗଣନା ପୁସ୍ତକ Chapter 32
- ଗଣନା ପୁସ୍ତକ Chapter 31
- ଗଣନା ପୁସ୍ତକ Chapter 30
Explore More from ପୁରାତନ ନିୟମ
- ଦିତୀୟ ବଂଶାବଳୀ Chapter 20
- ଯିଶାଇୟ Chapter 7
- ଗୀତସଂହିତା Chapter 24
- ଯିହିଜିକଲ Chapter 48
- ମୀଖା Chapter 4
- ଆୟୁବ Chapter 19
- ଯିଶାଇୟ Chapter 47