ଗୀତସଂହିତା Chapter 116

For English

Read ଗୀତସଂହିତା Chapter 116 Online

Read ଗୀତସଂହିତା Chapter 116 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 116

ଅଧ୍ୟାୟ 116

1. ମୁଁ ତାଙ୍କୁ ପ୍ରମେ କରେ, କାରଣ ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଅଛନ୍ତି।

2. ମୁଁ ତାଙ୍କୁ ଭଲ ପାଏ ଯେତବେେଳେ ସେ ମାେ ପ୍ରାର୍ଥନା ଶୁଣିଲେ ଏବଂ ମୁଁ ମୃତ୍ଯୁବରଣ କଲା ପୂର୍ବରୁ ଉତ୍ତର ଦେଲେ।

3. ମୃତ୍ଯୁର ରଜ୍ଜୁ ଚତୁଃପାଶର୍‌ବରେ ପ୍ରାଯ ମାେତେ ବାନ୍ଧି ଦଲୋ। କବର ତା'ର ଫାନ୍ଦ ସହିତ ମାରେ ପାଖାପାଖି ହାଇେଥିଲା। ମୁଁ ସଙ୍କଟ ଓ ଦୁଃଖରେ ଥିଲି।

4. ଏହାପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି, ମୁଁ କହିଲି, " ହେ ସଦାପ୍ରଭୁ ମାେତେ ରକ୍ଷା କର!"

5. ସଦାପ୍ରଭୁ ହେଉଛନ୍ତି ଧର୍ମମଯ ଓ ଦୟାଳୁ ଏବଂ ୟାହା ୟଥାର୍ଥ ସେ କରନ୍ତି। ଆମ୍ଭମାନଙ୍କର ପରମେଶ୍ବର ଦୟାଳୁ ଅଟନ୍ତି।

6. ସଦାପ୍ରଭୁ ଅସହାୟ ଲୋକମାନଙ୍କର ଯତ୍ନ ନିଅନ୍ତି। ମୁଁ ଯେତବେେଳେ ଦିନହୀନ ଥିଲି ସଦାପ୍ରଭୁ ମାେତେ ରକ୍ଷା କଲେ।

7. ହେ ମାରେ ପ୍ରାଣ ବିଶ୍ରାମ କର। ସଦାପ୍ରଭୁ ତୁମ୍ଭପ୍ରତି ମଙ୍ଗଳମଯ ଅଟନ୍ତି।

8. ସଦାପ୍ରଭୁ, ତୁମ୍ଭେ ମୃତ୍ଯୁରୁ ମାରେ ପ୍ରାଣକୁ ରକ୍ଷା କଲ। ମାରେ ଲୋତକ ବନ୍ଦ କଲ। ତୁମ୍ଭେ ଝୁଣ୍ଟି ପଡ଼ିୟିବାରୁ ମାେତେ ରକ୍ଷା କର।

9. ଜୀବିତମାନଙ୍କ ଦେଶରେ ମୁଁ ସଦାପ୍ରଭୁଙ୍କ ସବୋ କରିବି।

10. ଏପରିକି ମୁଁ ୟବେେ କହିଲି, "ମୁଁ ବହୁତ କଷ୍ଟ ପାଛଅଛି" ତଥାପି ମୁଁ ବିଶ୍ବାସ କଲି।

11. ମୁଁ ଯେତବେେଳେ ଭୟରେ ଥିଲି, କହିଲି, "ସମସ୍ତ ମନୁଷ୍ଯ ମିଥ୍ଯାଚାରୀ ଅଟନ୍ତି।"

12. ସେ କରିଥିବା ମଙ୍ଗଳଦାନର ଫଳସ୍ବରୂପ ମୁଁ ସଦାପ୍ରଭୁଙ୍କୁ କ'ଣ ଦଇପୋରେ ?

13. ସେ ମାେତେ ରକ୍ଷା କଲେ। ତଣେୁ ମୁଁ ତାଙ୍କୁ ପଯେ ନବୈେଦ୍ଯ ଉତ୍ସର୍ଗ କରିବି। ଏବଂ ମୁଁ ସଦାପ୍ରଭୁଙ୍କ ନାମ ପ୍ରାର୍ଥନା କରିବି।

14. ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି।

15. ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ଯରୁ ସଦ୍ ଭକ୍ତମାନଙ୍କ ମୃତ୍ଯୁ ବହୁମୂଲ୍ଯ ଅଟେ।

16. ମୁଁ ତୁମ୍ଭର ଦାସ। ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ। ହେ ସଦାପ୍ରଭୁ, ତୁମ୍ଭେ ମାେତେ ମୃତ୍ଯୁର ଶିଙ୍କୁଳିରୁ ମୁକ୍ତ କର।

17. ମୁଁ ତୁମ୍ଭକୁ ଏକ ଧନ୍ଯବାଦାର୍ଥକ ବଳି ଦବେି। ମୁଁ ସଦାପ୍ରଭୁଙ୍କର ନାମକୁ ଡ଼ାକିବି।

18. ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ ତାଙ୍କ ଲୋକମାନଙ୍କ ଆଗରେ ପୂର୍ଣ୍ଣ କରିବି।

19. ମୁଁ ତାଙ୍କର ୟିରୁଶାଲମରେ ଥିବା ମନ୍ଦିରକୁ ୟିବି। ସଦାପ୍ରଭୁଙ୍କର ପ୍ରଶଂସା କର !

About ଗୀତସଂହିତା Chapter 116

Read ଗୀତସଂହିତା Chapter 116 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 116
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 116 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 116?

ଗୀତସଂହିତା Chapter 116 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 116 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 98
  2. ଗୀତସଂହିତା Chapter 91
  3. ଗୀତସଂହିତା Chapter 68
  4. ଗୀତସଂହିତା Chapter 106
  5. ଗୀତସଂହିତା Chapter 13
  6. ଗୀତସଂହିତା Chapter 129
  7. ଗୀତସଂହିତା Chapter 92

Explore More from ପୁରାତନ ନିୟମ

  1. ଏଜ୍ରା Chapter 8
  2. ଯିହିଜିକଲ Chapter 19
  3. ଦିତୀୟ ବଂଶାବଳୀ Chapter 16
  4. ଦିତୀୟ ବଂଶାବଳୀ Chapter 17
  5. ଯିଶାଇୟ Chapter 30
  6. ଏଜ୍ରା Chapter 5
  7. ଯାତ୍ରା ପୁସ୍ତକ Chapter 12

Related Chapters & Readings

  1. ଆଦି ପୁସ୍ତକ Chapter 33
  2. ଯିହିଜିକଲ Chapter 32
  3. ଲେବୀୟ ପୁସ୍ତକ Chapter 20
  4. ଦିତୀୟ ବଂଶାବଳୀ Chapter 17
  5. ଗୀତସଂହିତା Chapter 44
  6. ପ୍ରଥମ ଶାମୁୟେଲ Chapter 15
  7. ଏଜ୍ରା Chapter 2
Share Your Love

Leave a Reply

Your email address will not be published. Required fields are marked *