ଗୀତସଂହିତା Chapter 122

For English

Read ଗୀତସଂହିତା Chapter 122 Online

Read ଗୀତସଂହିତା Chapter 122 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 122

ଅଧ୍ୟାୟ 122

1. ମୁଁ ଖୁସି ହଲିେ, ଯେତବେେଳେ ଲୋକମାନେ କହିଲେ, "ଚାଲ ସଦାପ୍ରଭୁଙ୍କ ମନ୍ଦିରକୁ ୟିବା।"

2. ହେ ୟିରୁଶାଲମ !ଏହିଠାରେ ଆମ୍ଭମାନେେ ତୁମ୍ଭର ଫାଟକ ପାଖରେ ଠିଆ ହାଇେଅଛୁ।

3. ୟିରୁଶାଲମ ସହର ଭଳି ତିଆରି ହାଇେଅଛି, ଏହା ଦୃଢ଼ ଭାବରେ ଏବଂ କଠିନ ଭାବରେ ନିର୍ମିତ ହବୋ ଉଚିତ୍।

4. ଏହା ହେଉଛି ଯେଉଁଠାରେ କି ଗୋଷ୍ଠୀବର୍ଗ ଆସନ୍ତି। ସଦାପ୍ରଭୁଙ୍କର ଗୋଷ୍ଠୀବର୍ଗ ତାଙ୍କୁ ପ୍ରଶଂସା କରିବା ପାଇଁ ଏଠାକୁ ଆସନ୍ତି। ଇଶ୍ରାୟେଲକୁ ଏହିସବୁ କରିବା ପାଇଁ ଆଦେଶ ଦିଆହୁଏ।

5. ଦାଉଦଙ୍କ ପରିବାରର ରାଜାମାନେ ସମାନଙ୍କେର ସିଂହାସନ ଏଠାରେ ସ୍ଥାପନ କରିଥିଲେ। ସମାନେେ ସଠାେରେ ଲୋକମାନଙ୍କୁ ସୁବିଚାର ଦବୋ ପାଇଁ ସିଂହାସନ ସ୍ଥାପନ କଲେ।

6. ୟିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର। "ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରମେ କରନ୍ତି ସମାନେେ ସଠାେରେ ଶାନ୍ତି ପାଇବେ।

7. ମୁଁ ଆଶାକରେ ସଠାେରେ ତୁମ୍ଭର ପବିତ୍ର ଗୃହ ଭିତରେ ଶାନ୍ତି ମିଳିବ। ମୁଁ ଆଶା କରେ ୟେ, ତୁମ୍ଭର ବିରାଟ ରାଜ ପ୍ରାସାଦରେ ନିରାପଦ ହେଉ।"

8. ମାରେ ପରିବାର ଏବଂ ମାରେ ପଡ଼ୋଶୀମାନଙ୍କର ମଙ୍ଗଳ ପାଇଁ ୟିରୁଶାଲମ, ତୁମ୍ଭର ଶାନ୍ତି ପାଇଁ ପ୍ରାର୍ଥନା କରେ।

9. ସଦାପ୍ରଭୁ ଆମ୍ଭର ପରମେଶ୍ବରଙ୍କର ମନ୍ଦିରର ମଙ୍ଗଳ ନିମନ୍ତେ ମୁଁ ପ୍ରାର୍ଥନା କରେ ୟେ, ୟିରୁଶାଲମ ତୁମ୍ଭ ପାଇଁ ସବୁ ଉତ୍ତମ ଘଟୁ।

About ଗୀତସଂହିତା Chapter 122

Read ଗୀତସଂହିତା Chapter 122 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 122
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 122 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 122?

ଗୀତସଂହିତା Chapter 122 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 122 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 91
  2. ଗୀତସଂହିତା Chapter 98
  3. ଗୀତସଂହିତା Chapter 68
  4. ଗୀତସଂହିତା Chapter 13
  5. ଗୀତସଂହିତା Chapter 106
  6. ଗୀତସଂହିତା Chapter 129
  7. ଗୀତସଂହିତା Chapter 92

Explore More from ପୁରାତନ ନିୟମ

  1. ଯିହୋଶୂୟ Chapter 21
  2. ଯିହିଜିକଲ Chapter 1
  3. ଯିଶାଇୟ Chapter 29
  4. ପ୍ରଥମ ଶାମୁୟେଲ Chapter 26
  5. ଯିହୋଶୂୟ Chapter 22
  6. ଗଣନା ପୁସ୍ତକ Chapter 16
  7. ଯିହିଜିକଲ Chapter 16

Related Chapters & Readings

  1. ଆଦି ପୁସ୍ତକ Chapter 8
  2. ଗୀତସଂହିତା Chapter 125
  3. ଯିଶାଇୟ Chapter 55
  4. ଲୂକ Chapter 9
  5. ଯାତ୍ରା ପୁସ୍ତକ Chapter 35
  6. ବିଚାରକର୍ତ୍ତା Chapter 14
  7. ଗୀତସଂହିତା Chapter 53
Share Your Love

Leave a Reply

Your email address will not be published. Required fields are marked *