ଗୀତସଂହିତା Chapter 144

For English

Read ଗୀତସଂହିତା Chapter 144 Online

Read ଗୀତସଂହିତା Chapter 144 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 144

ଅଧ୍ୟାୟ 144

1. ସଦାପ୍ରଭୁ ମାରେ ଶୈଳ, ତାଙ୍କର ପ୍ରଶଂସା ହେଉ। ସେ ମାେତେ ୟୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି। ସଦାପ୍ରଭୁ ମାେତେ ୟୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି।

2. ସେ ମାେତେ ସ୍ନହେ କରନ୍ତି ଏବଂ ରକ୍ଷା କରନ୍ତି। ସେ ମାରେ ଉଚ୍ଚ ପର୍ବତରେ ନିରାପଦ ସ୍ଥାନ। ସେ ମାେତେ ଉଦ୍ଧାର କରନ୍ତି। ସେ ମାରେ ଢ଼ାଲ, ସେ ହେଉଛନ୍ତି ମାେ ଆଶ୍ରଯସ୍ଥଳ। ସଦାପ୍ରଭୁ ମାରେ ଲୋକମାନଙ୍କୁ ଶାସନ କରିବାରେ ମାେତେ ସାହାୟ୍ଯ କରନ୍ତି।

3. ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ପାଇଁ ଏତେ ମହତ୍ବପୂର୍ଣ୍ଣ କାହିଁକି ? ତୁମ୍ଭେ ଆମ୍ଭମାନଙ୍କ ପ୍ରତି କାହିଁକି ଧ୍ଯାନ ଦିଅ ?

4. ମନୁଷ୍ଯ ଜୀବନ ପବନର ଫୁତ୍କାର। ତାହାର ଜୀବନ ବହିୟିବା ଦିନର ଛାଯା ତୁଲ୍ଯ।

5. ହେ ସଦାପ୍ରଭୁ, ଆପଣା ଗଗନ ମଣ୍ଡଳକୁ ଚିରି ତଳକୁ ଆସ। ପର୍ବତଗଣକୁ ସ୍ପର୍ଶ କର ଯେଉଁଥିରେ ସମାନେେ ଧୂମ ନିର୍ଗତ କରିବେ।

6. ବିଜୁଳି ନିକ୍ଷପେ କରି ଶତ୍ରୁମାନଙ୍କୁ ଘରଦ୍ବାର ଦିଅ। ତୁମ୍ଭର "ବାଣ" ନିକ୍ଷପେ କର ଏବଂ ସମାନଙ୍କେୁ ତଡ଼ି ଦିଅ।

7. ସଦାପ୍ରଭୁ ସ୍ବର୍ଗରୁ ଓହ୍ଲାଇ ଆସ ଏବଂ ମାେତେ ରକ୍ଷା କର। ମାେତେ ଶତ୍ରୁରୂପକ ସମୁଦ୍ରରେ ବୁଡ଼ାଅ ନାହିଁ। ମାେତେ ବିଦେଶୀମାନଙ୍କଠାରୁ ରକ୍ଷା କର।

8. ସହେି ଶତ୍ରୁଗଣ ମିଥ୍ଯାବାଦୀ ଏପରିକି ଯେତବେେଳେ ସମାନେେ ସତ୍ଯ କହିବାକୁ ଶପଥ ନିଅନ୍ତି।

9. ହେ ସଦାପ୍ରଭୁ, ତୁମ୍ଭ ବିଷଯରେ ମୁଁ ନୂତନ ଗୀତ ଗାନ କରିବି। ଦଶତାର ୟନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ଯରେ ମୁଁ ପ୍ରଶଂସାଗାନ କରିବି।

10. ହେ ସଦାପ୍ରଭୁ, ତୁମ୍ଭ ରାଜାମାନଙ୍କୁ ସମାନଙ୍କେ ୟୁଦ୍ଧରେ ବିଜଯୀ କରାଅ। ସଦାପ୍ରଭୁ, ତୁମ୍ଭେ ଆପଣା ସବେକ ଦାଉଦଙ୍କୁ ଶତ୍ରୁ ଖଡ୍ଗର ସମ୍ମୁଖରୁ ଉଦ୍ଧାର କର।

11. ମାେତେ ସହେି ବିଦେଶୀଙ୍କ ଠାରୁ ରକ୍ଷା କର। ସହେି ଶତ୍ରୁମାନେ ମିଥ୍ଯାବାଦୀ, ଏପରିକି ଯେତବେେଳେ ସମାନେେ ସତ୍ଯ କହିବାକୁ ଶପଥ ନିଅନ୍ତି।

12. ଆମ୍ଭର ପୁତ୍ରଗଣ ସହେି ବୃକ୍ଷଗୁଡ଼ିକ ପରି ହୁଅନ୍ତୁ ଯେଉଁଗୁଡ଼ିକ ଖୁବ୍ଶୀଘ୍ର ବଢ଼ି ପୂର୍ଣ୍ଣ ବୃକ୍ଷରେ ପରିଣତ ହୁଅନ୍ତି। ଆମ୍ଭମାନଙ୍କ କନ୍ଯାଗଣ ରାଜପ୍ରାସାଦର ଖାଦେିତ କୋଣର ଖମ୍ବ ତୁଲ୍ଯ ହୁଅନ୍ତୁ।

13. ଆମ୍ଭମାନଙ୍କର ଭଣ୍ଡାର ସର୍ବପ୍ରକାର ଶସ୍ଯରେ ପରିପୂର୍ଣ୍ଣ ହେଉ। ଆମ୍ଭମାନଙ୍କର ମଷଗେଣ ସହସ୍ର ସହସ୍ର ଓ ଅଯୁତ ଅଯୁତ ଶାବକ ପ୍ରସବ କରନ୍ତୁ।

14. ଆମ୍ଭର ଗାଈଗୋରୁ ଉତ୍ପାଦନ ଦ୍ବାରା ଅଧିକ ଓଜନିଆ ହାଇେ ପଡ଼ନ୍ତୁ। ଆମ୍ଭମାନଙ୍କର ଶତ୍ରୁଗଣ ଆମ୍ଭର ପ୍ରାଚୀରକୁ ଭାଙ୍ଗନ୍ତୁ ନାହିଁ। ଆମ୍ଭମାନଙ୍କ ମଧ୍ଯରୁ କହେି ନିର୍ବାସିତ ନ ହୁଅନ୍ତୁ। ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ନ ହେଉ।

15. ସହେିପରି ଲୋକମାନେ ହେଉଛନ୍ତି ଧନ୍ଯ, ୟାହାର ଏହିଭଳି ଅଛି। ସହେି ଲୋକମାନେ ଧନ୍ଯ ହୁଅନ୍ତୁ, ୟାହାର ପରମେଶ୍ବର ହେଉଛନ୍ତି ସଦାପ୍ରଭୁ।

About ଗୀତସଂହିତା Chapter 144

Read ଗୀତସଂହିତା Chapter 144 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 144
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 144 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 144?

ଗୀତସଂହିତା Chapter 144 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 144 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 98
  2. ଗୀତସଂହିତା Chapter 91
  3. ଗୀତସଂହିତା Chapter 68
  4. ଗୀତସଂହିତା Chapter 13
  5. ଗୀତସଂହିତା Chapter 106
  6. ଗୀତସଂହିତା Chapter 92
  7. ଗୀତସଂହିତା Chapter 129

Explore More from ପୁରାତନ ନିୟମ

  1. ବିଚାରକର୍ତ୍ତା Chapter 2
  2. ଯାତ୍ରା ପୁସ୍ତକ Chapter 7
  3. ଦ୍ୱିତୀୟ ବିବରଣ Chapter 31
  4. ଗଣନା ପୁସ୍ତକ Chapter 19
  5. ପ୍ରଥମ ଶାମୁୟେଲ Chapter 5
  6. ପ୍ରଥମ ରାଜାବଳୀ Chapter 14
  7. ପ୍ରଥମ ଶାମୁୟେଲ Chapter 29

Related Chapters & Readings

  1. ଯିହୋଶୂୟ Chapter 23
  2. ଯିହିଜିକଲ Chapter 29
  3. ଆୟୁବ Chapter 17
  4. ଗୀତସଂହିତା Chapter 125
  5. ଲୂକ Chapter 16
  6. ଦ୍ୱିତୀୟ ବିବରଣ Chapter 1
  7. ଗୀତସଂହିତା Chapter 65
Share Your Love

Leave a Reply

Your email address will not be published. Required fields are marked *