ଗୀତସଂହିତା Chapter 20

For English

Read ଗୀତସଂହିତା Chapter 20 Online

Read ଗୀତସଂହିତା Chapter 20 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 20

ଅଧ୍ୟାୟ 20

1. ତୁମ୍ଭେ ଯେତବେେଳେ ବିପଦରେ ପଡ଼ିଥାଅ, ସହେି ସଦାପଭ୍ରୁ ତୁମ୍ଭର ଡ଼ାକ ଶୁଣି ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସନ୍ତୁ। ୟାକୁବଙ୍କର ପରମେଶ୍ବର ତୁମ୍ଭକୁ ରକ୍ଷା କରନ୍ତୁ।

2. ପରମେଶ୍ବର ତାଙ୍କର ପବିତ୍ରସ୍ଥାନରୁ ତୁମ୍ଭକୁ ସାହାୟ୍ଯ ପଠାନ୍ତୁ। ସିୟୋନ ପର୍ବତରୁ ସେ ତୁମ୍ଭକୁ ସାହାୟ୍ଯ କରନ୍ତୁ।

3. ତୁମ୍ଭର ଉପହାର ସବୁ ୟାହା ତାଙ୍କ ଉଦ୍ଦେଶ୍ଯରେ ଅର୍ପିତ, ପରମେଶ୍ବର ତାକୁ ଗ୍ରହଣ କରନ୍ତୁ। ତୁମ୍ଭର ହାମବେଳୀକୁ ସେ ଗ୍ରହଣ କରନ୍ତୁ।

4. ତୁମ୍ଭେ ୟାହା ଚାହୁଁଛ, ପରମେଶ୍ବର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ। ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।

5. ଆମ୍ଭେ ସମସ୍ତେ ଖୁସି ହବେୁ ଯେତବେେଳେ ପରମେଶ୍ବର ତୁମ୍ଭକୁ ସାହାୟ୍ଯ କରିବେ। ଆସ ସମସ୍ତେ ପରମେଶ୍ବରଙ୍କ ନାମର ଜଯଗାନ କରିବା। ୟାହା ତୁମ୍ଭେ ଚାହୁଁଛ, ସଦାପ୍ରଭୁ ତୁମ୍ଭର ସହେି ସକଳ କାମନା ପୂରଣ କରନ୍ତୁ।

6. ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାୟ୍ଯ କରନ୍ତି। ପରମେଶ୍ବର ତାଙ୍କର ପବିତ୍ର ସ୍ବର୍ଗ ରାଜ୍ଯରେ ଥାଆନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି। ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି।

7. କେତକେ ଲୋକ ସମାନଙ୍କେ ରଥ ଉପରେ ବିଶ୍ବାସ ରଖନ୍ତି। ଅନ୍ୟ ଲୋକମାନେ ସମାନଙ୍କେ ସୈନିକଙ୍କ ଉପରେ ରଖନ୍ତି କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ନାମକୁ ଉଚ୍ଚସ୍ବରରେ ଡ଼ାକୁ।

8. ସହେି ଅନ୍ୟ ଲୋକମାନେ ପରାସ୍ତ ହାଇେ ୟୁଦ୍ଧ କ୍ଷେତ୍ରରେ ମୃତ୍ଯୁବରଣ କଲେ କିନ୍ତୁ ଆମ୍ଭେ ଜିତିଲୁ। ଆମ୍ଭେ ବିଜଯୀ ଦଳ।

9. ସଦାପ୍ରଭୁ ତାଙ୍କର ମନୋନୀତ ରାଜାଙ୍କୁ ଉଦ୍ଧାର କଲେ। କାରଣ ପରମେଶ୍ବରଙ୍କ ମନୋନୀତ ରାଜା ତାଙ୍କୁ ସାହାୟ୍ଯ ପାଇଁ ନିବଦେିନ କଲେ ଓ ପରମେଶ୍ବର ତାକୁ ଉଦ୍ଧାର ଦେଲେ।

About ଗୀତସଂହିତା Chapter 20

Read ଗୀତସଂହିତା Chapter 20 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 20
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 20 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 20?

ଗୀତସଂହିତା Chapter 20 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 20 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 98
  2. ଗୀତସଂହିତା Chapter 91
  3. ଗୀତସଂହିତା Chapter 68
  4. ଗୀତସଂହିତା Chapter 106
  5. ଗୀତସଂହିତା Chapter 13
  6. ଗୀତସଂହିତା Chapter 129
  7. ଗୀତସଂହିତା Chapter 92

Explore More from ପୁରାତନ ନିୟମ

  1. ଦ୍ୱିତୀୟ ବିବରଣ Chapter 14
  2. ଆୟୁବ Chapter 25
  3. ଯାତ୍ରା ପୁସ୍ତକ Chapter 2
  4. ଗୀତସଂହିତା Chapter 140
  5. ଦାନିଏଲ Chapter 12
  6. ଗୀତସଂହିତା Chapter 129
  7. ବିଚାରକର୍ତ୍ତା Chapter 8

Related Chapters & Readings

  1. ପ୍ରଥମ ବଂଶାବଳୀ Chapter 6
  2. ଦିତୀୟ ରାଜାବଳୀ Chapter 12
  3. ଯିହୋଶୂୟ Chapter 19
  4. ଆଦି ପୁସ୍ତକ Chapter 47
  5. ଗୀତସଂହିତା Chapter 123
  6. ଦିତୀୟ ବଂଶାବଳୀ Chapter 9
  7. ଯିରିମିୟ Chapter 27
Share Your Love

Leave a Reply

Your email address will not be published. Required fields are marked *