ଗୀତସଂହିତା Chapter 28

For English

Read ଗୀତସଂହିତା Chapter 28 Online

Read ଗୀତସଂହିତା Chapter 28 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 28

ଅଧ୍ୟାୟ 28

1. ହେ ସଦାପ୍ରଭୁ, ତୁମ୍ଭେ ମାରେ ଶକ୍ତିଶାଳୀ ଶୈଳ ସଦୃଶ। ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ପ୍ରାର୍ଥନା କରୁଛି। ତୁମ୍ଭେ ମାେ ପ୍ରତି ନୀରବ ହୁଅ ନାହିଁ। ୟଦି ମାରେ ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ, ତାହା ହେଲେ ଲୋକମାନେ ଭାବିବେ ମୁଁ ସହେି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ଯୁନ ହୁ ହେଁ।

2. ହେ ସଦାପ୍ରଭୁ, ମୁଁ ମାରେ ଦୁଇହାତ ଟକେି ତୁମ୍ଭର ମହାପବିତ୍ରସ୍ଥାନ ଆଡ଼କୁ ପ୍ରାର୍ଥନା କରୁଛି। ମୁଁ ଯେତବେେଳେ ତୁମ୍ଭକୁ ଡ଼ାକୁଛି। ମାେ ନିବଦନେ ଟିକେ ଶୁଣ। ମାେ ପ୍ରତି କୃପା ପ୍ରଦର୍ଶନ କର।

3. ହେ ସଦାପ୍ରଭୁ, ମାେତେ ସହେି ଦୁଷ୍ଟ ଲୋକଙ୍କ ମଧ୍ଯରୁ ଜଣେ ବୋଲି ଗଣ ନାହିଁ। ସହେି ଲୋକମାନେ ତାଙ୍କର ପଡ଼ୋଶୀମାନଙ୍କୁ "ଶାନ୍ତିର ସନ୍ଦେଶ" ଶୁଣାନ୍ତି କିନ୍ତୁ ହୃଦଯ ମଧ୍ୟରେ ସମାନେେ ସହେି ପଡ଼ୋଶୀମାନଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରୁଥାଆନ୍ତି।

4. ସଦାପ୍ରଭୁ ସହେି ଲୋକମାନେ ଅନ୍ୟ ଲୋକମାନଙ୍କ ପ୍ରତି ଖରାପ ଆଚରଣ କରନ୍ତି। ତଣେୁ ସମାନେେ ସମାନଙ୍କେ କର୍ମାନୁରୂପ ଫଳ ପାଆନ୍ତୁ। ସମାନଙ୍କେୁ ୟଥାୟୋଗ୍ଯ ଫଳ ଦିଆଯାଉ।

5. ଦୁଷ୍ଟ ଲୋକମାନେ ସଦାପ୍ରଭୁଙ୍କ ସତ୍ଯ ଉଦ୍ଦେଶ୍ଯ ବୁଝିପାରନ୍ତି ନାହିଁ। ସମାନେେ ପରମେଶ୍ବରଙ୍କ ଉତ୍ତମ କାର୍ୟ୍ଯକୁ ଦେଖିପାରନ୍ତି ନାହିଁ। ନା, ସମାନେେ କିଛି ବୁଝନ୍ତି ନାହିଁ। ସମାନେେ କବଳେ ଧ୍ବଂସ କରିବାକୁ ଚାହାଁନ୍ତି।

6. ସଦାପ୍ରଭୁଙ୍କର ପ୍ରଶଂସା ହେଉ, କାରଣ ସେ ମାରେ ପ୍ରାର୍ଥନା, ଦୟାଳୁ ହାଇେ ଶୁଣିଛନ୍ତି।

7. ସଦାପ୍ରଭୁ ହିଁ ମାରେ ବଳ। ସେ ମାରେ ଢ଼ାଲ ସଦୃଶ। ମୁଁ ତାଙ୍କଠାରେ ବିଶ୍ବାସ କରେ କାରଣ ସେ ମାେତେ ରକ୍ଷା କଲେ। ମୁଁ ଅତି ଖୁସି। ମୁଁ ଆଜି ପ୍ରଶଂସାର ଗୀତ ଗାଇବି।

8. ସଦାପ୍ରଭୁ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି। ସଦାପ୍ରଭୁ ତାଙ୍କୁ ଉଦ୍ଧାର କରନ୍ତି। ସଦାପ୍ରଭୁ ହିଁ ତା'ର ଏକମାତ୍ର ବଳ।

9. ହେ ପରମେଶ୍ବର, ତୁମ୍ଭର ଲୋକମାନଙ୍କୁ ରକ୍ଷା କର। ଯେଉଁମାନେ ତୁମ୍ଭ ଉପରେ ନିର୍ଭରଶୀଳ, ସମାନଙ୍କେୁ ଆଶୀର୍ବାଦ କର। ସମାନଙ୍କେୁ ଅନନ୍ତକାଳ ପାଇଁ ପଥ ଦଖାେଅ ଓ ସମ୍ମାନନୀଯ କର।

About ଗୀତସଂହିତା Chapter 28

Read ଗୀତସଂହିତା Chapter 28 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 28
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 28 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 28?

ଗୀତସଂହିତା Chapter 28 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 28 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 91
  2. ଗୀତସଂହିତା Chapter 98
  3. ଗୀତସଂହିତା Chapter 13
  4. ଗୀତସଂହିତା Chapter 106
  5. ଗୀତସଂହିତା Chapter 92
  6. ଗୀତସଂହିତା Chapter 68
  7. ଗୀତସଂହିତା Chapter 30

Explore More from ପୁରାତନ ନିୟମ

  1. ଗଣନା ପୁସ୍ତକ Chapter 25
  2. ପ୍ରଥମ ବଂଶାବଳୀ Chapter 25
  3. ଆଦି ପୁସ୍ତକ Chapter 39
  4. ଆଦି ପୁସ୍ତକ Chapter 17
  5. ଲେବୀୟ ପୁସ୍ତକ Chapter 21
  6. ଦିତୀୟ ରାଜାବଳୀ Chapter 10
  7. ନିହିମିୟା Chapter 1

Related Chapters & Readings

  1. ଯିଖରିୟ Chapter 9
  2. ବିଚାରକର୍ତ୍ତା Chapter 18
  3. ଯାତ୍ରା ପୁସ୍ତକ Chapter 15
  4. ଗୀତସଂହିତା Chapter 113
  5. 2 କରିନ୍ଥୀୟ Chapter 5
  6. ଗୀତସଂହିତା Chapter 95
  7. ଦିତୀୟ ବଂଶାବଳୀ Chapter 18
Share Your Love

Leave a Reply

Your email address will not be published. Required fields are marked *