ଗୀତସଂହିତା Chapter 33

For English

Read ଗୀତସଂହିତା Chapter 33 Online

Read ଗୀତସଂହିତା Chapter 33 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 33

ଅଧ୍ୟାୟ 33

1. ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ। ପରମେଶ୍ବରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶାେଭନୀଯ।

2. ବୀଣା ବାଦ୍ଯ କରି ସଦାପ୍ରଭୁଙ୍କୁ ଧନ୍ଯବାଦ ଦିଅ। ଦଶ-ତାର ବାଦ୍ଯରେ ତାଙ୍କର ପ୍ରଶଂସା ଗାନ କର।

3. ତାଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଶୁଣାଅ। ସୁନ୍ଦର ସ୍ବରରେ ମନୋହର ବାଦ୍ଯରେ ଏକ ଗୀତ ରଚନା କର।

4. ପରମେଶ୍ବରଙ୍କ ବାକ୍ଯ ସତ୍ଯ ଅଟେ। ତାଙ୍କର ସମସ୍ତ କାର୍ୟ୍ଯକୁ ତୁମ୍ଭେ ବିଶ୍ବାସ କରିପାର।

5. ପରମେଶ୍ବର ସବୁ ପ୍ରକାର ନ୍ଯାଯ ବିଚାର ଓ ଉତ୍ତମ କାର୍ୟ୍ଯକୁ ଭଲ ପାଆନ୍ତି। ପୃଥିବୀ ସଦାପ୍ରଭୁଙ୍କ ପ୍ରକୃତ କରୁଣାରେ ପରିପୂର୍ଣ୍ଣ।

6. ସଦାପ୍ରଭୁ ଆଦେଶ ଦେଲେ ଓ ପୃଥିବୀ ସୃଷ୍ଟି ହେଲା। ପରମେଶ୍ବରଙ୍କ ନିଶ୍ବାସରୁ ପୃଥିବୀରେ ସବୁକିଛି ସୃଷ୍ଟି ହେଲା।

7. ପରମେଶ୍ବର ସମୁଦ୍ରରୁ ଜଳ ଆଣି ଗୋଟିଏ ସ୍ଥାନରେ ଏକତ୍ରୀତ କଲେ। ସେ ସମୁଦ୍ରକୁ ତା ସ୍ଥାନରେ ରଖି ଦେଲେ।

8. ଏ ପୃଥିବୀର ପ୍ରେତ୍ୟକକ ବ୍ଯକ୍ତି ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍। ଏ ପୃଥିବୀର ସମସ୍ତ ଲୋକ ତାଙ୍କୁ ଭୟ କରିବା ଉଚିତ୍।

9. କାରଣ ପରମେଶ୍ବରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା ସ ୟଦି ସେ କାହାରିକୁ ଚାଲୁରଖିବା ପାଇଁ ଚାହାନ୍ତି ତବେେ ଚାଲୁରଖି ପାରିବେ।

10. ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ଯର୍ଥ କରି ପାରନ୍ତି। ସେ ସମାନଙ୍କେ ସମସ୍ତ ଯୋଜନାକୁ ବ୍ଯର୍ଥ କରି ପାରନ୍ତି।

11. କିନ୍ତୁ ଦାପ୍ରଭୁଙ୍କ ଉପଦେଶ ଚିରଦିନ ମଙ୍ଗଳମଯ ତାଙ୍କର ସଂକଳ୍ପ ସବୁ ଚିରକାଳ ଲାଗି ବଂଶାନୁକ୍ରମେ ଥାଏ।

12. ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସମାନେେ ସମସ୍ତେ ଭାଗ୍ଯଶାଳୀ ଅଟନ୍ତି। କାରଣ ପରମେଶ୍ବର ସମାନଙ୍କେୁ ସ୍ବତନ୍ତ୍ର ଭାବରେ ବିବଚେନା କରନ୍ତି।

13. ସଦାପ୍ରଭୁ ସ୍ବର୍ଗରୁ ଥାଇ ସବୁ ଲୋକଙ୍କ ଉପରେ ଦୃଷ୍ଟିପାତ କରନ୍ତି।

14. ସେ ତାଙ୍କର ଉଚ୍ଚ ସିଂହାସନରୁ ଏ ପୃଥିବୀରେ ବାସ କରୁଥିବା ସବୁ ଜୀବନ୍ତ ପ୍ରାଣୀଙ୍କୁ ନିରୀକ୍ଷଣ କରନ୍ତି।

15. ପରମେଶ୍ବର ସମସ୍ତ ମନୁଷ୍ଯମାନଙ୍କ ହୃଦଯକୁ ତିଆରି କରିଛନ୍ତି। ତଣେୁ ପରମେଶ୍ବର ଜାଣନ୍ତି ପ୍ରେତ୍ୟକକ ମନୁଷ୍ଯ କ'ଣ ଚିନ୍ତା କରୁଥାଏ।

16. ଜଣେ ରାଜା ନିଜର ଶକ୍ତିଦ୍ବାରା ସୁରକ୍ଷିତ ହୁଏ ନାହିଁ। ଜଣେ ଶକ୍ତିଶାଳୀ ସୈନିକ କବଳେ ତା'ର ନିଜର ବଳ ଉପରେ ନିର୍ଭର କରି ଉଦ୍ଧାର ପାଏ ନାହିଁ।

17. ଅଶ୍ବମାନେ କବଳେ ୟୁଦ୍ଧରେ ବିଜଯୀ କରାନ୍ତି ନାହିଁ। ସମାନଙ୍କେର ଶକ୍ତି କବଳେ ତୁମ୍ଭକୁ ପ୍ରକୃତରେ ଉଦ୍ଧାର କରିବାକୁ ସମର୍ଥ ହବେ ନାହିଁ।

18. ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ବର ସମାନଙ୍କେର ଯତ୍ନ ନିଅନ୍ତି ଓ ସମାନଙ୍କେ ଉପରେ ଦୃଷ୍ଟି ରଖନ୍ତି। ଯେଉଁମାନେ ତାଙ୍କର ଉପାସନା କରନ୍ତି, ସହେିମାନେ ତାଙ୍କର ସ୍ବର୍ଗୀଯ କରୁଣାରେ ରକ୍ଷା ପାଆନ୍ତି।

19. ପ୍ରଭୁ ସହେି ଲୋକମାନଙ୍କୁ ମୃତ୍ଯୁ ମୁଖରୁ ରକ୍ଷା କରନ୍ତି। ସେ ସମାନଙ୍କେୁ ଶକ୍ତି ପ୍ରଦାନ କରନ୍ତି। ଯେତବେେଳେ ସମାନେେ ଅତ୍ଯନ୍ତ ଭୋକିଲା ଥାନ୍ତି।

20. ତଣେୁ ଆମ୍ଭେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବା। ସେ ଆମ୍ଭକୁ ସାହାୟ୍ଯ କରନ୍ତି ଓ ରକ୍ଷା କରନ୍ତି।

21. ପରମେଶ୍ବର ଆମ୍ଭକୁ ଆନନ୍ଦ ପ୍ରଦାନ କରନ୍ତି। ଆମ୍ଭେ ପ୍ରକୃତରେ ତାଙ୍କର ସହେି ପବିତ୍ର ନାମରେ ଭରସା କରିବା।

22. ହେ ସଦାପ୍ରଭୁ, ଆମ୍ଭେ ପ୍ରକୃତରେ ତୁମ୍ଭକୁ ଉପାସନା କରୁଛୁ। ତଣେୁ ତୁମ୍ଭର କୃପା ଦୃଷ୍ଟି ଓ ଦୟା ଆମ୍ଭମାନଙ୍କ ପ୍ରତି ରହିଥାଉ।

About ଗୀତସଂହିତା Chapter 33

Read ଗୀତସଂହିତା Chapter 33 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 33
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 33 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 33?

ଗୀତସଂହିତା Chapter 33 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 33 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 98
  2. ଗୀତସଂହିତା Chapter 91
  3. ଗୀତସଂହିତା Chapter 68
  4. ଗୀତସଂହିତା Chapter 106
  5. ଗୀତସଂହିତା Chapter 13
  6. ଗୀତସଂହିତା Chapter 129
  7. ଗୀତସଂହିତା Chapter 92

Explore More from ପୁରାତନ ନିୟମ

  1. ଯିହିଜିକଲ Chapter 41
  2. ଯିହିଜିକଲ Chapter 32
  3. ଯିହୋଶୂୟ Chapter 1
  4. ଆଦି ପୁସ୍ତକ Chapter 20
  5. ହିତୋପଦେଶ Chapter 15
  6. ଆଦି ପୁସ୍ତକ Chapter 14
  7. ପ୍ରଥମ ଶାମୁୟେଲ Chapter 27

Related Chapters & Readings

  1. 2 କରିନ୍ଥୀୟ Chapter 13
  2. ନିହିମିୟା Chapter 3
  3. ଆଦି ପୁସ୍ତକ Chapter 15
  4. ଆଦି ପୁସ୍ତକ Chapter 29
  5. ଯିହିଜିକଲ Chapter 20
  6. ବିଚାରକର୍ତ୍ତା Chapter 16
  7. ଗୀତସଂହିତା Chapter 73
Share Your Love

Leave a Reply

Your email address will not be published. Required fields are marked *