Read ଗୀତସଂହିତା Chapter 47 Online
Read ଗୀତସଂହିତା Chapter 47 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.
Choose a Chapter
ଗୀତସଂହିତା 47
ଅଧ୍ୟାୟ 47
1. ହେ ସର୍ବଗୋଷ୍ଠୀଯମାନେ ଆନନ୍ଦରେ କରତାଳି ଦିଅ। ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଜଯଧ୍ବନି କର।
2. ସର୍ବୋପରିସ୍ଥ ସଦାପ୍ରଭୁ ସବୁଠାରୁ ଭୟଙ୍କର ଅଟନ୍ତି। ଏ ପୃଥିବୀରେ ସେ ସବୁଠାରୁ ଶ୍ରେଷ୍ଠ ରାଜ ଅଟନ୍ତି।
3. ସେ ଆମ୍ଭଙ୍କୁ ଅନ୍ୟ ଲୋକମାନଙ୍କୁ ପରାଜିତ କରିବାକୁ ସାହାୟ୍ଯ କରନ୍ତି। ସେ ସହେି ରାଜାମାନଙ୍କ ଉପରେ ଆମ୍ଭଙ୍କୁ ଶକ୍ତି ପ୍ରଦାନ କରନ୍ତି।
4. ପରମେଶ୍ବର ଆମ୍ଭମାନଙ୍କୁ ଦେଶ ଦବୋ ପାଇଁ ମନୋନୀତ କରିଛନ୍ତି। ସେ ୟାକୁବକୁ ଅଧିକ ଭଲ ପାଉଥିବାରୁ ତାଙ୍କ ପାଇଁ ସବୁଠାରୁ ଭଲ ଦେଶକୁ ମନୋନୀତ କରିଥଲେ।
5. ସଦାପ୍ରଭୁ ଯେତବେେଳେ ତାଙ୍କ ସିଂହାସନରେ ବିଜେ ହୁଅନ୍ତି ସେତବେେଳେ ତୂରୀ ଓ ଜଯଜଯକାର ନାଦରେ ଗଗନ ପବନ ମୁଖରିତ ହୁଏ।
6. ପରମେଶ୍ବରଙ୍କ ଗୁଣ କୀର୍ତ୍ତନ କର। ତାଙ୍କର ପ୍ରଶଂସାରେ ଶତ ମୁଖର ହାଇେ ଉଠ। ଆମ୍ଭର ରାଜାଙ୍କୁ ପ୍ରଶଂସା କର। ତାଙ୍କର ମହିମା ଗାନ କର।
7. ପରମେଶ୍ବର ହେଉଛନ୍ତି ଏ ସମସ୍ତ ପୃଥିବୀର ରାଜା। ତଣେୁ ତାଙ୍କର ମହିମା ଗାନ କର।
8. ପରମେଶ୍ବର ତାଙ୍କର ପବିତ୍ର ସିଂହାସନରେ ବସନ୍ତି। ପରମେଶ୍ବର ସମସ୍ତ ରାଜ୍ଯମାନଙ୍କୁ ଶାସନ କରନ୍ତି।
9. ସହେି ଲୋକମାନେ ପରସ୍ପର ସହିତ ମିଳିତ ହୁଅନ୍ତି ଓ ସମାନେେ ଅବ୍ରହାମର ପରମେଶ୍ବରଙ୍କ ରାଜ୍ଯର ଲୋକମାନଙ୍କ ସହିତ ମିଶନ୍ତି। ସହେିସବୁ ନେତାମାନେ ପରମେଶ୍ବରଙ୍କ ଆଶ୍ରିତ। ପରମେଶ୍ବର ସମାନଙ୍କେ ଉର୍ଦ୍ଧ୍ବରେ ଅଟନ୍ତି।
About ଗୀତସଂହିତା Chapter 47
Read ଗୀତସଂହିତା Chapter 47 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.
Book Information
Book: ଗୀତସଂହିତା
Chapter: 47
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଗୀତସଂହିତା Chapter 47 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଗୀତସଂହିତା Chapter 47?
ଗୀତସଂହିତା Chapter 47 is part of the Book of ଗୀତସଂହିତା in the Holy Bible.
Can I read this chapter online?
Yes. You can read the complete ଗୀତସଂହିତା Chapter 47 online for free with easy chapter navigation.
More Chapters from ଗୀତସଂହିତା
- ଗୀତସଂହିତା Chapter 91
- ଗୀତସଂହିତା Chapter 98
- ଗୀତସଂହିତା Chapter 106
- ଗୀତସଂହିତା Chapter 92
- ଗୀତସଂହିତା Chapter 68
- ଗୀତସଂହିତା Chapter 13
- ଗୀତସଂହିତା Chapter 87
Explore More from ପୁରାତନ ନିୟମ
- ଆୟୁବ Chapter 35
- ଯିଶାଇୟ Chapter 40
- ପରମଗୀତ Chapter 5
- ହୋଶେୟ Chapter 4
- ବିଚାରକର୍ତ୍ତା Chapter 11
- ଗଣନା ପୁସ୍ତକ Chapter 6
- ଆଦି ପୁସ୍ତକ Chapter 18