ଗୀତସଂହିତା Chapter 61

For English

Read ଗୀତସଂହିତା Chapter 61 Online

Read ଗୀତସଂହିତା Chapter 61 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 61

ଅଧ୍ୟାୟ 61

1. ପରମେଶ୍ବର, ସାହାୟ୍ଯ ପାଇଁ ମାରେ କ୍ରନ୍ଦନ ଶୁଣ। ମାରେ ପ୍ରାର୍ଥନାରେ ମନୋୟୋଗ କର।

2. ମୁଁ ଯେତବେେଳେ ଭୟଭୀତ ହୁଏ, ପୃଥିବୀର ଶଷେ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ। ତୁମ୍ଭେ ମାେତେ ଉଚ୍ଚସ୍ଥାନରେ ଥିବା ନିରାପଦ ସ୍ଥାନକୁ ନଇୟୋଅ।

3. ତୁମ୍ଭେ ମାରେ ନିରାପଦ ଆଶ୍ରଯସ୍ଥଳୀ! ମାରେ ଶତ୍ରୁମାନଙ୍କ କବଳରୁ ରକ୍ଷା କରୁଥିବା ତୁମ୍ଭେ ହିଁ ମାରେ ଉଚ୍ଚ ଦୁର୍ଗ।

4. ମୁଁ ଚିରଦିନ ତୁମ୍ଭ ତମ୍ବୁରେ ବାସ କରିବାକୁ ଚା ହେଁ। ମୁଁ ତୁମ୍ଭ ପକ୍ଷର ଛାଯାରେ ଆଶ୍ରଯ ନବେି।

5. ହେ ପରମେଶ୍ବର, ତୁମ୍ଭେ ଶୁଣିଛ ମୁଁ ତୁମ୍ଭକୁ କ'ଣ ଦବୋପାଇଁ ପ୍ରତିଜ୍ଞା କରିଛି। ଯେଉଁମାନେ ତୁମ୍ଭକୁ ସମ୍ମାନ କରନ୍ତି, ସମାନଙ୍କେୁ ସର୍ବଦା ତୁମ୍ଭେ ୟାହା ଦିଅ, ତାହା ତୁମ୍ଭେ ମାେତେ ଦଲେ।

6. ତୁମ୍ଭେ ରାଜାଙ୍କୁ ଦୀର୍ଘ ଜୀବନ ପ୍ରଦାନ କର। ତାଙ୍କୁ ଚିରଦିନ ପାଇଁ ବଞ୍ଚିବାକୁ ଦିଅ।

7. ସେ ପରମେଶ୍ବରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ। ଆପଣାର ସତ୍ଯତା ଓ ସ୍ନହପେୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର।

8. ଏବଂ ମୁଁ ସର୍ବଦା ତୁମ୍ଭ ନାମର ପ୍ରଶଂସା ଗାନ କରିବି ଓ ପ୍ରେତ୍ୟକକ ଦିନ, ମୁଁ ମାରେ ପ୍ରତିଜ୍ଞା ପାଳନ କରିବି।

About ଗୀତସଂହିତା Chapter 61

Read ଗୀତସଂହିତା Chapter 61 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 61
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 61 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 61?

ଗୀତସଂହିତା Chapter 61 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 61 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 98
  2. ଗୀତସଂହିତା Chapter 91
  3. ଗୀତସଂହିତା Chapter 68
  4. ଗୀତସଂହିତା Chapter 106
  5. ଗୀତସଂହିତା Chapter 13
  6. ଗୀତସଂହିତା Chapter 129
  7. ଗୀତସଂହିତା Chapter 92

Explore More from ପୁରାତନ ନିୟମ

  1. ଯାତ୍ରା ପୁସ୍ତକ Chapter 36
  2. ଯିହିଜିକଲ Chapter 16
  3. ଆୟୁବ Chapter 27
  4. ଦିତୀୟ ରାଜାବଳୀ Chapter 2
  5. ଆଦି ପୁସ୍ତକ Chapter 2
  6. ପ୍ରଥମ ବଂଶାବଳୀ Chapter 15
  7. ପ୍ରଥମ ବଂଶାବଳୀ Chapter 11

Related Chapters & Readings

  1. ଯୋହନ Chapter 11
  2. ଆଦି ପୁସ୍ତକ Chapter 5
  3. ରୋମୀୟ Chapter 4
  4. 2 କରିନ୍ଥୀୟ Chapter 11
  5. ଲେବୀୟ ପୁସ୍ତକ Chapter 1
  6. ଆଦି ପୁସ୍ତକ Chapter 45
  7. ଯିହୋଶୂୟ Chapter 9
Share Your Love

Leave a Reply

Your email address will not be published. Required fields are marked *