Read ଗୀତସଂହିତା Chapter 62 Online
Read ଗୀତସଂହିତା Chapter 62 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.
Choose a Chapter
ଗୀତସଂହିତା 62
ଅଧ୍ୟାୟ 62
1. ହଁ, ମାରେ ହୃଦଯ ଶାନ୍ତ ଭାବରେ ପରମେଶ୍ବରଙ୍କ ଅପେକ୍ଷା କରେ। ମାରେ ପରିତ୍ରାଣ ତାଙ୍କଠାରୁ ଅଲଗା।
2. ହଁ, ପରମେଶ୍ବର ମାରେ ଶୈଳ ୟିଏ ମାେତେ ନିରାପଦ ରଖନ୍ତି। ପରମେଶ୍ବର ହେଉଛନ୍ତି ଉଚ୍ଚ ପର୍ବତରେ ଥିବା ମାରେ ଦୁର୍ଗ। ମୁଁ ଧ୍ବଂସରୁ ନିରାପଦ ରହିବି।
3. କେତକୋଳ ପର୍ୟ୍ଯନ୍ତ ତୁମ୍ଭମାନେେ ମାେତେ ଆକ୍ରମଣ କରିବ ଓ ହତ୍ଯା କରିବାକୁ ଚେଷ୍ଟା କରିବ ? ମୁଁ ଗୋଟିଏ ନଇଁ ପଡ଼ିଥିବା କାନ୍ଥ ଓ ଟଳମଳ ପ୍ରାଚୀର ତୁଲ୍ଯ। ମୁଁ ଜଣେ ଉଚ୍ଚ ପଦାଧିକାରୀ ତଥାପି ଲୋକମାନେ ମାେତେ ହତ୍ଯା କରିବାକୁ ଚେଷ୍ଟା କରୁଛନ୍ତି।
4. ମାରେ ପ୍ରଭାବଶାଳୀ ପଦବୀ ସଂପନ୍ନ ବ୍ଯକ୍ତିମାନେ ମାେତେ ତଳକୁ ଆଣିବା ପାଇଁ ଯୋଜନା କରନ୍ତି। ସମାନେେ ମାେ ବିଷଯରେ ମିଥ୍ଯା କଥା କହି ଆନନ୍ଦିତ ହୁଅନ୍ତି। ସମାନେେ ସର୍ବସାଧାରଣରେ ମାରେ ବିଷଯରେ ଭଲ କହନ୍ତି, କିନ୍ତୁ ଅନ୍ତରରେ ଅଭିଶାପ ଦିଅନ୍ତି।
5. ହେ ମାରେ ପ୍ରାଣ, ସତରେ ଶାନ୍ତ ଭାବରେ ପରମେଶ୍ବରଙ୍କୁ ଅପେକ୍ଷା କର। କାରଣ ତାଙ୍କଠାରୁ ମାରେ ଆଶା ଆସେ।
6. ହଁ, ସତରେ ପରମେଶ୍ବର ହେଉଛନ୍ତି ମାରେ ଶୈଳ, ୟିଏକି ମାେତେ ସୁରକ୍ଷିତ ରଖନ୍ତି। ପରମେଶ୍ବର ହେଉଛନ୍ତି ଉଚ୍ଚତମ ପର୍ବତରେ ଥିବା ମାରେ ଦୁର୍ଗ। ମୁଁ ଧ୍ବଂସରୁ ନିରାପଦ ରହିବି।
7. ମାରେ ଗୌରବ ଓ ବିଜଯ ପରମେଶ୍ବରଙ୍କଠାରୁ ଆସେ। ସେ ମାରେ ଦୃଢ଼ ଦୁର୍ଗ। ପରମେଶ୍ବର ହିଁ ମାରେ ନିରାପଦ ସ୍ଥାନ।
8. ହେ ଲୋକମାନେ! ସବୁକାଳେ ପରମେଶ୍ବରଙ୍କଠାରେ ନିର୍ଭର କର। ପରମେଶ୍ବରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ। ପରମେଶ୍ବର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରଯସ୍ଥଳ।
9. ପ୍ରକୃତରେ, ଲୋକମାନେ ସାହାୟ୍ଯ କରିପାରିବେ ନାହିଁ। ତୁମ୍ଭେ ସମାନଙ୍କେ ଉପରେ ଭରସା କରିପାରିବ ନାହିଁ। ଯେତବେେଳେ ସମାନେେ ନିକିତିରେ ଓଜନ ହୁଅନ୍ତି, ସମାନଙ୍କେ ସମସ୍ତଙ୍କୁ ଏକାଠି ପକାଇଲେ ପବନଠାରୁ ହାଲୁକା ହୁଅନ୍ତି।
10. ଦୌରତ୍ମ୍ଯରେ ଭରସା କର ନାହିଁ। ଚୋରି କରି ଲାଭ କରିବାର ଚିନ୍ତା କର ନାହିଁ, ଏବଂ ୟଦି ତୁମ୍ଭେ ଧନୀ ହେଲ ତୁମ୍ଭର ଧନ ତୁମ୍ଭକୁ ସାହାୟ୍ଯ କରିବ ବୋଲି ଆଶା କର ନାହିଁ।
11. ପରମେଶ୍ବର ଏହା କହିଛନ୍ତି, ଏବଂ ମୁଁ ଏକରୁ ବହୁତ ଥର ଶୁଣିଛି : "ପରମେଶ୍ବର ବଳବାନ୍ ଅଟନ୍ତି।"
12. ହେ ମାରେ ପ୍ରଭୁ, ତୁମ୍ଭର ପ୍ରମେ ହିଁ ପ୍ରକୃତ। ତୁମ୍ଭେ ପ୍ରେତ୍ୟକକ ମନୁଷ୍ଯକୁ ତାଙ୍କର ନିଜର କର୍ମାନୁସାରେ ଫଳ ଦେଉଅଛ।
About ଗୀତସଂହିତା Chapter 62
Read ଗୀତସଂହିତା Chapter 62 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.
Book Information
Book: ଗୀତସଂହିତା
Chapter: 62
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଗୀତସଂହିତା Chapter 62 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଗୀତସଂହିତା Chapter 62?
ଗୀତସଂହିତା Chapter 62 is part of the Book of ଗୀତସଂହିତା in the Holy Bible.
Can I read this chapter online?
Yes. You can read the complete ଗୀତସଂହିତା Chapter 62 online for free with easy chapter navigation.
More Chapters from ଗୀତସଂହିତା
- ଗୀତସଂହିତା Chapter 91
- ଗୀତସଂହିତା Chapter 13
- ଗୀତସଂହିତା Chapter 68
- ଗୀତସଂହିତା Chapter 98
- ଗୀତସଂହିତା Chapter 50
- ଗୀତସଂହିତା Chapter 36
- ଗୀତସଂହିତା Chapter 135
Explore More from ପୁରାତନ ନିୟମ
- ଆଦି ପୁସ୍ତକ Chapter 38
- ଗୀତସଂହିତା Chapter 39
- ଯିରିମିୟ Chapter 45
- ଗୀତସଂହିତା Chapter 7
- ଦିତୀୟ ଶାମୁୟେଲ Chapter 20
- ପ୍ରଥମ ଶାମୁୟେଲ Chapter 18
- ଗୀତସଂହିତା Chapter 138