ଗୀତସଂହିତା Chapter 65

For English

Read ଗୀତସଂହିତା Chapter 65 Online

Read ଗୀତସଂହିତା Chapter 65 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 65

ଅଧ୍ୟାୟ 65

1. ହେ ସିୟୋନର ପରମେଶ୍ବର, ତୁମ୍ଭେ ପ୍ରଶଂସିତ ହବୋର ହକ୍ଦାର। ଆମ୍ଭମାନେେ ତୁମ୍ଭଠାରେ କରିଥିବା ପ୍ରତିଜ୍ଞା ପୂରଣ କରିବୁ।

2. ୟିଏକି ଆମ୍ଭର ପ୍ରାର୍ଥନା ଶୁଣନ୍ତି, ସମସ୍ତ ଲୋକମାନେ ତୁମ୍ଭ ପାଖକୁ ଆସିବେ।

3. ଯେତବେେଳେ ଆମ୍ଭର ପାପ ଆମ୍ଭ ଉପରେ ଅତ୍ଯଧିକ ହୁଏ ଓ ସହି ହୁଏ ନାହିଁ ସେତବେେଳେ ତୁମ୍ଭେ ହିଁ ଏକ ୟିଏ ଆମ୍ଭର ପାପକୁ କ୍ଷମା କରିବ।

4. କେତେ ଭାଗ୍ଯବାନ୍ ସମାନେେ, ଯେଉଁମାନଙ୍କୁ ତୁମ୍ଭେ ତୁମ୍ଭ ମନ୍ଦିରର ଅଗଣାରେ ରଖିବା ପାଇଁ ମନୋନୀତ କର। ତୁମ୍ଭ ପବିତ୍ର ମନ୍ଦିରରେ ଆମ୍ଭେ ଆଶୀର୍ବାଦର ଗୃହସହ ପରିପୂର୍ଣ୍ଣ ହେଉ।

5. ହେ ପରମେଶ୍ବର, ଆମ୍ଭମାନଙ୍କର ରକ୍ଷାକର୍ତ୍ତା, ତୁମ୍ଭେ ଆଶ୍ଚର୍ୟ୍ଯ କାର୍ୟ୍ଯ ମାଧ୍ଯମରେ ଉତ୍ତର ଦିଅ ଓ ୟାହା ୟଥାର୍ଥ ତାହା କର। ସମଗ୍ର ବିଶ୍ବର ଲୋକମାନେ ବିଶ୍ବାସ ତୁମ୍ଭଠାରେ ରଖନ୍ତି।

6. ପରମେଶ୍ବର ମହାଶକ୍ତି ସହ ପର୍ବତ ତିଆରି କରିଅଛ। ତୁମ୍ଭେ ଆପଣା ଶକ୍ତିରେ ବସ୍ତ୍ରାବୃତ କରିବ।

7. ପରମେଶ୍ବର "ଅଶାନ୍ତ ସମୁଦ୍ରକୁ" ଓ ଉତ୍ତାଳ ତରଙ୍ଗକୁ ଶାନ୍ତ କର। ଏପରିକି ଆମ୍ଭ ଚତୁପାଶର୍‌ବର ଭୟଙ୍କର ଦେଶଗୁଡ଼ିକୁ।

8. ଯେଉଁସବୁ ଅଦ୍ଦ୍ଭୂତ କାର୍ୟ୍ଯ ତୁମ୍ଭେ କର, ତାହା ଦେଖି ସମଗ୍ର ପୃଥିବୀର ଲୋକମାନେ ଭୟରେ ଛିଡ଼ା ହାଇୟୋଆନ୍ତି। ତୁମ୍ଭେ ପୂର୍ବରୁ ପଶ୍ଚିମ ପର୍ୟ୍ଯନ୍ତ ସମସ୍ତ ଲୋକଙ୍କୁ ଆନନ୍ଦରେ ଗୀତ ଗାନ କରାଅ। ସୂର୍ୟେ୍ଯାଦଯ ଓ ସୂର୍ୟ୍ଯାସ୍ତ ଆମ୍ଭମାନଙ୍କୁ ଖୁସି କରେ।

9. ତୁମ୍ଭେ ପୃଥିବୀର ଯତ୍ନ ନିଅ। ତୁମ୍ଭେ ପୃଥିବୀରେ ବର୍ଷା କରାଇ ଭୂମିକୁ ବହୁତ ଉର୍ବର କରାଅ। ହେ ପରମେଶ୍ବର, ତୁମ୍ଭେ ଝରଣାରେ ଜଳ ସୃଷ୍ଟି କର। ତୁମ୍ଭେ ଶସ୍ଯ କ୍ଷେତ୍ରମାନ ବଢ଼ାଇ ଥାଅ।

10. ତୁମ୍ଭେ କୃଷିକ୍ଷେତ୍ରକୁ ୟଥେଷ୍ଟ ପରିମାଣରେ ବୃଷ୍ଟି ପଠାଅ। ତୁମ୍ଭେ ଲଙ୍ଗଳ ଗାରକୁ ଶୋଷିଲ। ତୁମ୍ଭେ ପୃଥିବୀର ମାଟିକୁ ନରମ କର। ତୁମ୍ଭେ ପୃଥିବୀରେ ଶସ୍ଯ କ୍ଷେତ୍ରକୁ ବୃଦ୍ଧି କରାଅ।

11. ତୁମ୍ଭେ ପ୍ରେତ୍ୟକକ ନୂତନ ବର୍ଷରେ ଉତ୍ତମ ଶସ୍ଯ ଅମଳ କରାଅ। ଉତ୍ତମ ଶସ୍ଯରେ ଶଗଡ଼ ଭରିଦିଅ।

12. ମରୁଭୂମି ଓ ପର୍ବତଗୁଡ଼ିକୁ ତୁମ୍ଭେ ସବୁଜ ଘାସରେ ଆଚ୍ଛାଦିତ କର।

13. ଚାରଣଭୂମି ସବୁ ମଷେପଲରେ ପୁରି ଉଠନ୍ତି। ଉପତ୍ୟକା ସକଳ ଶସ୍ଯରେ ଆଚ୍ଛନ୍ନ ହୁଅନ୍ତି। ପ୍ରେତ୍ୟକକେ ଆନନ୍ଦରେ ଗୀତ ଗାଆନ୍ତି ଓ ଜଯଧ୍ବନି କରନ୍ତି।

About ଗୀତସଂହିତା Chapter 65

Read ଗୀତସଂହିତା Chapter 65 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 65
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 65 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 65?

ଗୀତସଂହିତା Chapter 65 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 65 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 98
  2. ଗୀତସଂହିତା Chapter 91
  3. ଗୀତସଂହିତା Chapter 68
  4. ଗୀତସଂହିତା Chapter 13
  5. ଗୀତସଂହିତା Chapter 106
  6. ଗୀତସଂହିତା Chapter 92
  7. ଗୀତସଂହିତା Chapter 129

Explore More from ପୁରାତନ ନିୟମ

  1. ଯିହିଜିକଲ Chapter 41
  2. ହୋଶେୟ Chapter 9
  3. ହୋଶେୟ Chapter 7
  4. ଦିତୀୟ ବଂଶାବଳୀ Chapter 13
  5. ଗୀତସଂହିତା Chapter 56
  6. ଦ୍ୱିତୀୟ ବିବରଣ Chapter 23
  7. ଯିରିମିୟ Chapter 16

Related Chapters & Readings

  1. ଯାତ୍ରା ପୁସ୍ତକ Chapter 8
  2. ହିତୋପଦେଶ Chapter 24
  3. ଗଣନା ପୁସ୍ତକ Chapter 25
  4. ଆଦି ପୁସ୍ତକ Chapter 36
  5. ଗୀତସଂହିତା Chapter 129
  6. 2 ଯୋହନ Chapter 1
  7. ଯାକୁବ Chapter 3
Share Your Love

Leave a Reply

Your email address will not be published. Required fields are marked *