ଗୀତସଂହିତା Chapter 68

For English

Read ଗୀତସଂହିତା Chapter 68 Online

Read ଗୀତସଂହିତା Chapter 68 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 68

ଅଧ୍ୟାୟ 68

1. ପରମେଶ୍ବର ଉଠନ୍ତୁ ଏବଂ ତାଙ୍କର ଶତ୍ରୁଗଣଙ୍କୁ ଛିନ୍ନଭିନ୍ନ କରନ୍ତୁ। ସମସ୍ତ ଶତ୍ରୁ ତାଙ୍କଠାରୁ ପଳାଇ ୟାଆନ୍ତୁ।

2. ୟମେିତି ପବନ ଦ୍ବାରା ଧୂଆଁ ବିଚ୍ଛୁରିତ ହୁଏ, ସହେିପରି ତୁମ୍ଭର ଶତ୍ରୁ ଛିନ୍ନଭିନ୍ନ ହୁଅନ୍ତୁ। ୟପରେି ନିଆଁରେ ମହମ ତରଳି ୟାଏ, ଏହିପରି ତୁମ୍ଭର ଶତ୍ରୁମାନଙ୍କର ବିନାଶ ହେଉ।

3. ପରମେଶ୍ବରଙ୍କ ସହିତ ଧାର୍ମିକ ଲୋକମାନେ ଖୁସି ହୁଅନ୍ତି ଓ ଧାର୍ମିକ ଲୋକମାନେ ପରମେଶ୍ବରଙ୍କ ସମ୍ମୁଖରେ ଆନନ୍ଦିତ ହୁଅନ୍ତି, ସମାନେେ ଆନନ୍ଦର ସହିତ ପାଳନ କରନ୍ତି।

4. ପରମେଶ୍ବରଙ୍କ ନିମନ୍ତେ ସଂଗୀତ ଗାନ କର, ତାଙ୍କର ନାମର ଗୁଣଗାନ କର। ପରମେଶ୍ବରଙ୍କର ପ୍ରଶଂସା ହେଉ। ୟିଏ ମେଘ ଉପରେ ଆରୋହଣ କରନ୍ତି, ତାଙ୍କ ଆଗରେ ଆନନ୍ଦିତ ହୁଅ।

5. ତାଙ୍କର ପବିତ୍ର ମନ୍ଦିରରେ ପରମେଶ୍ବର ଅନାଥମାନଙ୍କର ନାଥ ଏବଂ ସେ ବିଧବାମାନଙ୍କୁ ସୁରକ୍ଷା କରନ୍ତି।

6. ୟିଏ ପରିବାରରେ ଏକାକୀ ଥାଏ, ପରମେଶ୍ବର ଲୋକ ପଠାନ୍ତି, ଏପରିକି ଏକାକୀ ଲୋକଙ୍କୁ ପରମେଶ୍ବର ଆନନ୍ଦ ଦିଅନ୍ତି ଓ ବନ୍ଦୀମାନଙ୍କୁ ବନ୍ଧନରୁ ମୁକ୍ତ କରନ୍ତି। କିନ୍ତୁ ୟିଏ ପରମେଶ୍ବରଙ୍କର ବି ରୋଧ ହୁଏ, ସମାନଙ୍କେୁ ଶୁଷ୍କ ଭୂମିରେ ରହିବାକୁ ପଡ଼େ।

7. ହେ ପରମେଶ୍ବର, ତୁମ୍ଭେ ଆପଣା ଭକ୍ତମାନଙ୍କୁ ମିଶରରୁ ବାହାର କରି ଆଣିଲ ଏବଂ ପାଦରେ ଚଲାଇ ମରୁଭୂମିକୁ ପାର କରାଇଲ।

8. ସୀନଯ ପରମେଶ୍ବରଙ୍କର ! ଇସ୍ରାଯଲରେ ପରମେଶ୍ବର! ତୁମ୍ଭ କାରଣରୁ ପୃଥିବୀ କମ୍ପିତ ହେଲା ଓ ଆକାଶ ମେଘ ବୃଷ୍ଟି କଲା।

9. ହେ ପରମେଶ୍ବର ! ତୁମ୍ଭେ ବର୍ଷାକୁ ପଠାଇଲ ଏବଂ ପୁରୁଣା ଓ ଦୁର୍ବଳ ଧରିତ୍ରୀକୁ ତୁମ୍ଭେ ପୁଣି ସତଜେ କଲ।

10. ତୁମ୍ଭର ଲୋକମାନେ ସଠାେରେ ବାସ କଲେ। ହେ ପରମେଶ୍ବର, ସଠାେରେ ଗରିବ ଲୋକମାନଙ୍କୁ ତୁମ୍ଭେ ଉତ୍ତମ ବସ୍ତୁ ଦଇେଅଛ।

11. ତୁମ୍ଭର ଲୋକମାନେ ଉତ୍ତମ ଖବର ଘୋଷଣା କରିବାକୁ ବାହାରି ଗଲେ।

12. "ବଳଶାଳୀ ରାଜାମାନଙ୍କର ସୈନ୍ଯମାନେ ଏଣତେଣେେ ଦୌଡ଼ି ପଳାଇଲେ। ଗୃହରେ ଥିବା ସ୍ତ୍ରୀ ଲୋକମାନେ ସୈନ୍ଯମାନଙ୍କର ଅତ୍ଯାଚାର ସହିଲେ।

13. ଘରେ ରହୁଥିବା ଲୋକମାନେ ମଧ୍ଯ ଧନ ଭାଗ ପାଇବେ। ସମାନେେ ରେ ୗପ୍ୟ ମଣ୍ଡିତ କପୋତର ଡ଼ଣୋ ପାଇବେ। ସମାନେେ ସୁବର୍ଣ୍ଣରେ ଝଲମଲ କରୁଥିବା ଡ଼ଣୋ ପାଇବେ।"

14. ପରମେଶ୍ବର ଯେତବେେଳେ ସଲମାନୋ ପର୍ବତରେ ଶତ୍ରୁ ରାଜାମାନଙ୍କୁ ଛିନ୍ନଛତ୍ର କଲେ। ସମାନେେ ବରଫପାତ ପରି ଛିନ୍ନଛତ୍ର ହେଲେ।

15. ବାଶନ ପର୍ବତ ମହାନ ପର୍ବତ ଅଟେ, ୟାହାର ବୃହତ ଶୃଙ୍ଗ ଅଛି।

16. ବାଶନ ପର୍ବତ, ତୁମ୍ଭେ କାହିଁକି ସିୟୋନ୍ ପର୍ବତକୁ ଇର୍ଷା ଦୃଷ୍ଟିରେ ଦେଖୁଛ ? ପରମେଶ୍ବର ଏହାକୁ ପ୍ରମେ କରନ୍ତି। ପରମେଶ୍ବର ଏହାକୁ ସଠାେରେ ଚିରଦିନ ରହିବା ପାଇଁ ମନୋନୀତ କରିଛନ୍ତି।

17. ପରମେଶ୍ବରଙ୍କର ଅଯୁତ ଅଯୁତ ଓ ଲକ୍ଷ ଲକ୍ଷ ରଥ ଅଛି। ସଦାପ୍ରଭୁ ସିୟୋନ୍ ପର୍ବତରୁ ତାଙ୍କର ପବିତ୍ର ସ୍ଥାନକୁ ଆସିଲେ।

18. ସେ ଉଚ୍ଚ ପର୍ବତ ପର୍ୟ୍ଯନ୍ତ ଗଲେ, ସେ ବହୁତ ନିର୍ବାସିତମାନଙ୍କୁ ଆଗଇେ ନଲେେ ଏବଂ ୟଥେଷ୍ଟ ଉପହାରସବୁ ଗ୍ରହଣ କଲେ। ସମାନଙ୍କେଠାରୁ ଯେଉଁ ଲୋକମାନେ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ। ସଦାପ୍ରଭୁ ପରମେଶ୍ବର ସମାନଙ୍କେ ମଧ୍ୟରେ ବାସ କରିବେ।

19. ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ବର ୟିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି, ପ୍ରତିଦିନ ଆଶୀର୍ବାଦ ସଂଗ୍ରହ କରି ଦିଅନ୍ତି।

20. ଆମ୍ଭର ପରମେଶ୍ବର ହେଉଛନ୍ତି ପରମେଶ୍ବର ୟିଏକି ରକ୍ଷା କରନ୍ତି। ଆମ୍ଭମାନଙ୍କର ସଦାପ୍ରଭୁ ମୃତ୍ଯୁଠାରୁ ରକ୍ଷା କରନ୍ତି।

21. ପରମେଶ୍ବର ତାଙ୍କର ଶତ୍ରୁମାନଙ୍କର ମସ୍ତକକୁ ଚୂର୍ଣ୍ଣ କରିବେ। ସେ ସମାନଙ୍କେର ଖପୁରୀକୁ ଚୂର୍ଣ୍ଣ କରିବେ, ଯେଉଁମାନେ କ୍ରମାଗତ ପାପ କରନ୍ତି।

22. ମାରେ ପ୍ରଭୁ କହିଲେ, " ମାରେ ଶତ୍ରୁଗଣ ହୁଏତ ବାଶନ ପର୍ବତକୁ ଅଥବା ଭୂମଧ୍ଯ ସାଗରର ଗଭୀରକୁ ପଳାଇ ୟାଇପାରନ୍ତି। କିନ୍ତୁ ମୁଁ ସମାନଙ୍କେୁ ଅକ୍ତିଆର କରିବି ଏବଂ ସମାନଙ୍କେୁ ଫରୋଇ ଆଣିବି।

23. ୟାହାଫଳରେ ତୁମ୍ଭେ ସମାନଙ୍କେ ରକ୍ତରେ ଚାଲିପାରିବ। ତୁମ୍ଭମାନଙ୍କର କୁକୁରଗୁଡ଼ିକ ସମାନଙ୍କେର ରକ୍ତ ଚାଟି ପାରିବେ।"

24. ପରମେଶ୍ବର, ତୁମ୍ଭେ ବିଜଯ ପଥର ନତେୃତ୍ବ ନବୋର ଲୋକାମନେ ଦେଖୁଛନ୍ତି। ସମାନେେ ମାରେ ପରମେଶ୍ବର, ମାରେ ରାଜା, ତାଙ୍କର ପବିତ୍ରସ୍ଥାନ ନିକଟକୁ ଯାଉଥିବାର ଦେଖନ୍ତି।

25. ଆଗେ ଆଗେ ଗାଯକମାନଙ୍କର ମଣ୍ଡଳୀ ଯାଉଛନ୍ତି। ପଛେ ପଛେ ବାଦ୍ଯକାରମାନଙ୍କର ମଣ୍ଡଳୀ ଆସୁଛନ୍ତି ଏବଂ ମଝିରେ କୁମାରୀ କନ୍ଯାଗଣ ତୁମ୍ବୁରା ବଜାଉଛନ୍ତି।

26. ପରମେଶ୍ବରଙ୍କର ପ୍ରଶଂସା ଜନସମାଗମ ମଧ୍ୟରେ କର। ଇଶ୍ରାୟେଲ ଲୋକାମନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ଗୁଣ ଗାଅ।

27. ସଠାେରେ ଏକ େଛାଟିଆ ଗୋଷ୍ଠୀ ଅଛନ୍ତି। ବିନ୍ଯାମୀନ ସମାନଙ୍କେର ନତେୃତ୍ବ କରୁଛନ୍ତି। ବହୁତ ଭିଡ଼ ଏବଂ ୟିହୂଦାର ଏକ ପ୍ରଦାନ ସଠାେରେ ଅଛନ୍ତି। ଜବଲୁନ୍ ଓ ନପ୍ତାଲିର ନେତାମାନେ ସଠାେରେ ଅଛନ୍ତି।

28. ହେ ପରମେଶ୍ବର, ଆମ୍ଭକୁ ଆପଣାର ଶକ୍ତି ଦଖାେଅ, ୟାହାର ଉପ ଭୋଗ ତୁମ୍ଭେ ଆମ୍ଭ ପାଇଁ ବିତିୟାଇଥିବା ଦିନରେ କରିଥିଲ।

29. ହେ ପରମେଶ୍ବର, ତୁମ୍ଭର ୟିରୁଶାଲମସ୍ଥ ମନ୍ଦିରରୁ ରାଜାମାନେ ତୁମ୍ଭ ନିକଟକୁ ଉପହାର ଆଣିବାର ତୁମ୍ଭେ ଦେଖିବ।

30. ନଳବଣର ସହେି "ବନ୍ଯ ପଶୁମାନଙ୍କୁ" ଦଣ୍ଡ ଦିଅ। ସହେି ଜାତିଗୁଡ଼ିକର "ଷଣ୍ଢଗୁଡ଼ିକୁ" ଓ "ଗାଈଗୁଡ଼ିକୁ" ଆଦେଶ ମାନିବାକୁ ପ୍ରସ୍ତୁତ କରାଅ। ତୁମ୍ଭେ ସହେି ଜାତିଗୁଡ଼ିକୁ ୟୁଦ୍ଧରେ ହରାଇଥିଲ। ବର୍ତ୍ତମାନ ସହେି ଲୋକମାନଙ୍କୁ ତୁମ୍ଭ ପାଇଁ ରୂପା ଆଣିବେ। ସହେି ଜାତିମାନଙ୍କୁ ବିକ୍ଷିପ୍ତ କର, ଯେଉଁମାନେ ୟୁଦ୍ଧକୁ ଭଲ ପାଆନ୍ତି।

31. ମିଶରୀଯମାନଙ୍କୁ ମୂଲ୍ଯବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ। ପରମେଶ୍ବର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ୍ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।

32. ହେ ଧରଣୀର ରାଜ୍ଯଗୁଡ଼ିକ, ପରମେଶ୍ବରଙ୍କ ପାଇଁ ଗୀତ ଗାନ କର। ଆମ୍ଭର ପ୍ରଭୁଙ୍କୁ ପ୍ରଶଂସାଗାନ କର।

33. ପରମେଶ୍ବରଙ୍କ ପାଇଁ ଗାଅ। ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି। ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ବରକୁ ଶୁଣ।

34. ଘୋଷଣା କର ୟେ, ପରମେଶ୍ବର ଶକ୍ତିଶାଳୀ ଅଟନ୍ତି। ସେ ଇଶ୍ରାୟେଲ ଉପରେ ରାଜତ୍ବ କରନ୍ତି ଏବଂ ଆକାଶରେ ତାଙ୍କର ଶକ୍ତି ପ୍ରଦର୍ଶିତ ହୁଏ।

35. ପରମେଶ୍ବର ତୁମ୍ଭେ ଆପଣା ମନ୍ଦିରରେ ଭକ୍ତିର ଉତ୍ସ। ଇଶ୍ରାୟେଲର ପରମେଶ୍ବର ଲୋକମାନଙ୍କୁ ଶକ୍ତି ଓ ସାମର୍ଥ୍ଯ ପ୍ରଦାନ କରନ୍ତି। ପରମେଶ୍ବରଙ୍କର ପ୍ରଶଂସା ଗୁଣଗାନ କର।

About ଗୀତସଂହିତା Chapter 68

Read ଗୀତସଂହିତା Chapter 68 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 68
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 68 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 68?

ଗୀତସଂହିତା Chapter 68 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 68 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 91
  2. ଗୀତସଂହିତା Chapter 98
  3. ଗୀତସଂହିତା Chapter 13
  4. ଗୀତସଂହିତା Chapter 106
  5. ଗୀତସଂହିତା Chapter 92
  6. ଗୀତସଂହିତା Chapter 129
  7. ଗୀତସଂହିତା Chapter 87

Explore More from ପୁରାତନ ନିୟମ

  1. ଦାନିଏଲ Chapter 10
  2. ଯିଶାଇୟ Chapter 30
  3. ନାହୂମ Chapter 3
  4. ପ୍ରଥମ ରାଜାବଳୀ Chapter 8
  5. ଯିହୋଶୂୟ Chapter 17
  6. ଗୀତସଂହିତା Chapter 25
  7. ଯିରିମିୟ Chapter 47

Related Chapters & Readings

  1. 1 କରିନ୍ଥୀୟ Chapter 5
  2. ଯିଶାଇୟ Chapter 35
  3. ପ୍ରଥମ ବଂଶାବଳୀ Chapter 22
  4. ଆଦି ପୁସ୍ତକ Chapter 3
  5. ଯିହୋଶୂୟ Chapter 14
  6. ଆମୋଷ Chapter 3
  7. ଗୀତସଂହିତା Chapter 51
Share Your Love

Leave a Reply

Your email address will not be published. Required fields are marked *