ଗୀତସଂହିତା Chapter 69

For English

Read ଗୀତସଂହିତା Chapter 69 Online

Read ଗୀତସଂହିତା Chapter 69 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 69

ଅଧ୍ୟାୟ 69

1. ହେ ପରମେଶ୍ବର, ମାେତେ ମାରେ ସମସ୍ତ ବିପଦରୁ ବଞ୍ଚାଅ। ମାରେ ପ୍ରାଣ ପର୍ୟ୍ଯନ୍ତ ଜଳରାଶି ମାଡ଼ି ୟାଇଛି।

2. ଯେଉଁଠାରେ ମୁଁ ଠିଆ ହାଇେ ପାରିବି ଏପରି କୌଣସି ବସ୍ତୁ ନାହିଁ। ମୁଁ ଗଭୀର ପଙ୍କ ଭିତରକୁ ଭାସି ଯାଉଛି। ମୁଁ ଅଗାଧ ଜଳରେ ଅଛି ଓ ମାରେ ଚତୁଃପାଶର୍‌ବରେ ଲହଡ଼ି ଭାଙ୍ଗୁଛି। କବଳେ ମୁଁ ବୁଡ଼ିୟିବା ଉପରେ।

3. ସାହାୟ୍ଯ ପାଇଁ ଡ଼ାକି ଡ଼ାକି ମୁଁ ଦୁର୍ବଳ ହବୋକୁ ଯାଉଛି। ମାରେ କଣ୍ଠ ୟନ୍ତ୍ରଣା ହେଉଛି। ମୁଁ ତୁମ୍ଭର ସହାୟତା ପାଇବା ପାଇଁ ବାଟ ଚାହିଁଛି। ଏବଂ ଚାହିଁ ଚାହିଁ ମାରେ ଆଖିଦ୍ବଯ ୟନ୍ତ୍ରଣା କରୁଛି।

4. ମାରେ ଶତ୍ରୁ,ମାରେ ମୁଣ୍ଡବାଳଠାରୁ ଅଧିକ। ସମାନେେ ବୃଥାରେ ମାେ ସହିତ ଶତ୍ରୁତା କରନ୍ତି। ସମାନେେ ମାରେ ବିନାଶର କାମନା ବହୁତ କରୁଛନ୍ତି। ମାରେ ଅନକେ ଶତ୍ରୁଗଣ ମାେ ବିଷଯରେ ମିଛ କଥା କହନ୍ତି। ସମାନେେ ମିଛରେ ମାେତେ ଚୋର କହିଲେ ଏବଂ ସହେି ବସ୍ତୁଗୁଡ଼ିକ ମାେତେ ଦବୋକୁ କହିଲେ, ୟାହା ମୁଁ ଚେୀରି କରି ନାହିଁ।

5. ହେ ପରମେଶ୍ବର, ମାରେ ମୂର୍ଖାମୀ ପାପଗୁଡ଼ିକ ତୁମ୍ଭେ ଜାଣ। ମୁଁ ମାରେ ପାପଗୁଡ଼ିକ ତୁମ୍ଭଠାରେ ଲୁଚାଇ ପାରିବି ନାହିଁ।

6. ହେ ମାରେ ପ୍ରଭୁ, ସୈନ୍ଯାଧିପତି ସଦାପ୍ରଭୁ, ଯେଉଁମାନେ ତୁମ୍ଭ ନିକଟରେ ଆଶା ରଖନ୍ତି, ସେ ମାେ ପାଇଁ ଲଜ୍ଜିତ ହବୋକୁ ଅନୁମତି ଦିଅ ନାହିଁ। ହେ ଇଶ୍ରାୟେଲର ପରମେଶ୍ବର, ତୁମ୍ଭର ଉପାସକମାନେ ମାେ ପାଇଁ ଅପମାନିତ ନ ହୁଅନ୍ତୁ।

7. ମାରେ ମୁହଁ ଲଜ୍ଜ୍ଯାରେ ନଇଁ ପଡ଼ୁଛି। ମୁଁ ଏହି ଲଜ୍ଜା ପାଇଁ ତୁମ୍ଭ ନିକଟରେ ସହ୍ଯ କରିଛି।

8. ମାେ ନିଜ ଭାଇମାନେ ମାେ ସହିତ ଅଚିହ୍ନା ଲୋକ ପରି ବ୍ଯବହାର କଲେ। ମାରେ ମା'ଙ୍କର ପୁଅମାନେ ମାେତେ ବିଦେଶୀ ପରି ବ୍ଯବହାର କଲେ।

9. ମାରେ ମତରେ ତୁମ୍ଭ ମନ୍ଦିର ପାଇଁ ମୁଁ ଧ୍ବଂସ ହାଇେଛି। ଯେଉଁମାନେ ତୁମ୍ଭର ଉପହାସ କରନ୍ତି ତାହା ମାେତେ ବାଧେ।

10. ମୁଁ କାନ୍ଦେ ଏବଂ ଉପବାସ କରେ, ଏଥିପାଇଁ ଲୋକମାନେ ମାରେ ଉପହାସ କରନ୍ତି।

11. ମୁଁ ଶାେକରେ ଚଟବସ୍ତ୍ର ପରିଧାନ କରେ ଏବଂ ଲୋକମାନେ ମାେତେ ପରିହାସ କରନ୍ତି।

12. ସମାନେେ, ସର୍ବସାଧାରଣ ସ୍ଥାନରେ ମାରେ ଚର୍ଚ୍ଚା କରୁଛନ୍ତି ଏବଂ ମଦୁଆମାନେ ମାେ ବିଷଯରେ ତାଚ୍ଛଲ୍ଯଭରା ଗୀତ ଗାଉଛନ୍ତି।

13. ହେ ସଦାପ୍ରଭୁ, ମାେ ଜାଣିବାରେ ମୁଁ ପ୍ରାର୍ଥନା କରେ ତୁମ୍ଭେ ମାେତେ ଗ୍ରହଣ କରିନିଅ। ହେ ପରମେଶ୍ବର, ମୁଁ ଆଶାକରେ ତୁମ୍ଭେ ମାେତେ ତୁମ୍ଭର ପରିତ୍ରାଣର ସତ୍ଯତା ଅନୁସାରେ ଉତ୍ତର ଦିଅ। ମୁଁ ଜାଣେ, ପରିତ୍ରାଣ ପାଇଁ ମୁଁ ତୁମ୍ଭଠାରେ ଭରସା କରିପାରିବି।

14. ମାେତେ ପଙ୍କ ସ୍ଥାନରୁ ବଞ୍ଚାଅ। ମାେତେ ପଙ୍କ ମଧ୍ୟରେ ବୁଡ଼ିବାକୁ ଦିଅ ନାହିଁ। ଯେଉଁମାନେ ମାେତେ ଘୃଣା କରନ୍ତି, ସମାନଙ୍କେଠାରୁ ମାେତେ ରକ୍ଷା କର। ମାେତେ ଏହି ଗଭୀର ପାଣିରୁ ବଂଚାଅ।

15. ବନ୍ଯା ଲହରୀ ମାେତେ ୟମେିତି ବୁଡ଼ାଇ ନ ଦେଉ। ଗଭୀର ସମୁଦ୍ର ମାେତେ ଗ୍ରାସ ନ କରୁ। କବର ମାେତେ ଗିଳି ନ ଦେଉ।

16. ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଉତ୍ତମ। ତଣେୁ ମାେତେ ଉତ୍ତର ଦିଅ। ମାରେ ସହାୟତା ପାଇଁ କୃପାସହକାରେ ମାେତେ ଚାହଁ।

17. ତୁମ୍ଭର ଦାସପ୍ରତି ମୁହଁ ଫରୋଅ ନାହିଁ। ମୁଁ ବିପଦରେ ପଡ଼ିଛି, ମାେତେ ଶୀଘ୍ର ଉତ୍ତର କର।

18. ଆସ ମାରେ ପ୍ରାଣ ରକ୍ଷା କର, ଆସ ଓ ମାରେ ଶତ୍ରୁମାନଙ୍କଠାରୁ ମାେତେ ବଞ୍ଚାଅ।

19. ତୁମ୍ଭେ ଜାଣ ମାରେ ଶତ୍ରୁମାନେ ମାେତେ ନିନ୍ଦା ଓ ଅପମାନିତ କରିଛନ୍ତି। ସମାନେେ ମାେ ସହିତ ଏହା କରିବାର ତୁମ୍ଭେ ଦେଖିଛ।

20. ଲଜ୍ଜା ମାେତେ ଖଣ୍ଡ ଖଣ୍ଡ କରି ଭାଙ୍ଗି ଦଇେଛି। କାରଣ ଲଜ୍ଜା ଯୋଗୁଁ ମୁଁ ମୃତ୍ଯୁବରଣ କରିବା ଉପରେ, ମୁଁ ସହାନୁଭୂତି ପାଇଁ ଡ଼ାକିଲି, କହେି ସହାନୁଭୂତି ଦଖାଇେଲେ ନାହିଁ। ମୁଁ ଲୋକମାନଙ୍କୁ ଖାଜେିଲି, କିନ୍ତୁ ଯେଉଁମାନେ ମାେତେ ସାନ୍ତ୍ବନା ଦଇପୋରିବେ, କହେି ସହାନୁଭୂତି ଦଖାଇେଲେ ନାହିଁ।

21. ସମାନେେ ମାେତେ ଖାଦ୍ୟ ବଦଳରେ ତୁଷ ଏବଂ ଦ୍ରାକ୍ଷାରସ ବଦଳରେ ଅମ୍ଲରସ ଦେଲେ।

22. ସମାନଙ୍କେର ମଜେ ଖାଦ୍ୟରେ ପୂର୍ଣ୍ଣ ଥିଲା। ସମାନେେ ଏମିତି ସହଭାଗିତାର ଖାଦ୍ୟ ଖାଉଥିଲେ ୟେ, ମୁଁ ଆଶଙ୍କା କଲି ସହେି ଖାଦ୍ୟ ସମାନଙ୍କେୁ ନଷ୍ଟ କରିବ।

23. ସମାନେେ ଅନ୍ଧ ହୁଅନ୍ତୁ। ସମାନଙ୍କେ ଅଣ୍ଟା ନଇଁ ୟାଉଁ।

24. ସମାନଙ୍କେ ଉପରେ ତୁମ୍ଭର ବଡ଼ କୋର୍ଧ ଢ଼ାଳି ଦିଅ। ତୁମ୍ଭର କୋର୍ଧ ସମାନଙ୍କେୁ ଗ୍ରାସ କରୁ।

25. ସମାନଙ୍କେର ଗୃହଗୁଡ଼ିକୁ ଶୂନ୍ଯ କର। କହେି ଜୀବିତ ନ ରୁହନ୍ତୁ।

26. ତୁମ୍ଭେ ଆଘାତ କରିଥିବା ଲୋକମାନଙ୍କୁ, ସମାନେେ ୟାତନା ଦିଅନ୍ତି। ସମାନେେ ୟନ୍ତ୍ରଣା ବିଷଯରେ କଥାବାର୍ତ୍ତା ହୁଅନ୍ତି, ଯେଉଁମାନଙ୍କୁ ତୁମ୍ଭେ କ୍ଷତାକ୍ତ କରିଅଛ।

27. ସମାନେେ କରିଥିବା ମନ୍ଦକାର୍ୟ୍ଯ ପାଇଁ ସମାନଙ୍କେୁ ଦଣ୍ଡ ଦିଅ। ତୁମ୍ଭର ଦୟା ପରାଯଣତା ତାଙ୍କୁ ଦଖାେଅ ନାହିଁ।

28. ଜୀବନ-ପୁସ୍ତକରୁ ସମାନଙ୍କେର ନାମ ପୋଛି ଦିଅ ଓ ସମାନଙ୍କେ ନାମ ଧାର୍ମିକମାନଙ୍କ ସହିତ ଲେଖ ନାହିଁ।

29. ମୁଁ ଦୁଃଖୀ ଓ ଶାେକାକୁଳ ଅଟେ। ହେ ପରମେଶ୍ବର, ମାେତେ ଉଦ୍ଧାର କର। ମାେତେ ରକ୍ଷା କର।

30. ମୁଁ ଗୀତରେ ପରମେଶ୍ବରଙ୍କ ନାମର ପ୍ରଶଂସା ଗାନ କରିବି ଓ ଧନ୍ଯବାଦ ସହ ତାଙ୍କର ଗୌରବ ଗାନ କରିବି।

31. ସଦାପ୍ରଭୁ ଏଥିରେ ପ୍ରସନ୍ନ ହବେେ। ଏକ ଶିଙ୍ଗ ଓ ଖୁରା ସହିତ ଷଣ୍ଢ କିଅବା ପଶୁ ବଳି ଦବୋ ଅପେକ୍ଷା ଏହା ଅଧିକ ଉତ୍ତମ ଅଟେ।

32. ହେ ଗରିବ ଲୋକମାନେ, କିଏ ପରମେଶ୍ବରଙ୍କ ଆରାଧନା କରିବା ପାଇଁ ଆସିଅଛି, ତୁମ୍ଭେ ଏହି କଥା ଜାଣିବା ପାଇଁ ଆନନ୍ଦିତ ହାଇଯେିବ।

33. ସଦାପ୍ରଭୁ ଅସହାୟମାନଙ୍କର ଗୁହାରି ଶୁଣନ୍ତି। ସେ ତାଙ୍କର ବନ୍ଦୀଥିବା ଲୋକମାନଙ୍କୁ ଘୃଣା କରନ୍ତି ନାହିଁ।

34. ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ଯସ୍ଥ ସକଳ ଜଙ୍ଗମ ତାଙ୍କର ପ୍ରଶଂସା କରନ୍ତୁ।

35. ସଦାପ୍ରଭୁ ସିଯୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ପୁନଃନିର୍ମାଣ କରିବେ। ତାଙ୍କର ଲୋକମାନେ ସଠାେରେ ରହିବେ ଏବଂ ଦେଶ ପୁଣି ଥରେ ତାଙ୍କର ହବେ।

36. ତାହାଙ୍କ ଦାସମାନଙ୍କ ବଂଶଧର ତାହା ଭୋଗ କରିବେ। ଆଉ ତାହାଙ୍କ ନାମର ସ୍ନହକୋରୀଗଣ ତହିଁ ମଧ୍ୟରେ ବାସ କରିବେ।

About ଗୀତସଂହିତା Chapter 69

Read ଗୀତସଂହିତା Chapter 69 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 69
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 69 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 69?

ଗୀତସଂହିତା Chapter 69 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 69 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 98
  2. ଗୀତସଂହିତା Chapter 91
  3. ଗୀତସଂହିତା Chapter 68
  4. ଗୀତସଂହିତା Chapter 13
  5. ଗୀତସଂହିତା Chapter 106
  6. ଗୀତସଂହିତା Chapter 92
  7. ଗୀତସଂହିତା Chapter 129

Explore More from ପୁରାତନ ନିୟମ

  1. ମୀଖା Chapter 4
  2. ଯିହୋଶୂୟ Chapter 22
  3. ଯିରିମିୟ Chapter 50
  4. ଯାତ୍ରା ପୁସ୍ତକ Chapter 38
  5. ଦିତୀୟ ବଂଶାବଳୀ Chapter 32
  6. ଯିଶାଇୟ Chapter 66
  7. ଯିରିମିୟ Chapter 6

Related Chapters & Readings

  1. ଯାତ୍ରା ପୁସ୍ତକ Chapter 39
  2. ଦ୍ୱିତୀୟ ବିବରଣ Chapter 17
  3. ମାର୍କ Chapter 6
  4. ଯିଶାଇୟ Chapter 58
  5. ଗୀତସଂହିତା Chapter 98
  6. ହୋଶେୟ Chapter 12
  7. ଯିହିଜିକଲ Chapter 46
Share Your Love

Leave a Reply

Your email address will not be published. Required fields are marked *