ଗୀତସଂହିତା Chapter 7

For English

Read ଗୀତସଂହିତା Chapter 7 Online

Read ଗୀତସଂହିତା Chapter 7 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 7

ଅଧ୍ୟାୟ 7

1. ହେ ସଦାପ୍ରଭୁ ମାରେ ପରମେଶ୍ବର, ମୁଁ ତୁମ୍ଭଠାରେ ଶରଣ ନେଉଛି। ମାେ ପଛରେ ଗୋଡ଼ାଇଥିବା ଲୋକମାନଙ୍କଠାରୁ ମାେତେ ରକ୍ଷା କର ଓ ଉଦ୍ଧାର କର।

2. ତୁମ୍ଭେ ୟଦି ମାେତେ ସାହାୟ୍ଯ ନ କର ଶଷେରେ ସିଂହ ଦ୍ବାରା ଧରା ପଡ଼ିଥିବା ପଶୁଟି ପରି ମାରେ ଅବସ୍ଥା ହବେ। ମାେତେ ସମାନେେ ବୋହି ନଇେଯିବେ। ସେତବେେଳେ କହେି ମାେତେ ରକ୍ଷା କରିବାକୁ ନ ଥିବେ।

3. ହେ ସଦାପ୍ରଭୁ ମାରେ ପରମେଶ୍ବର, ୟଦି ମୁଁ କିଛି ଭଲ କରି ନାହିଁ। ମୁଁ ପ୍ରତିଜ୍ଞା କରି କହିପାରେ ମୁଁ କିଛି କୁକର୍ମ କରି ନାହିଁ।

4. ୟବେେ ମାରେ ବନ୍ଧୁମାନଙ୍କ ପ୍ରତି ମୁଁ ଭୁଲ୍ କରିଥାଏ ଓ ମାତ୍ର ବିନା କାରଣରେ ୟେ ମାରେ ବିପକ୍ଷ ମୁଁ ତାଙ୍କୁ ରକ୍ଷା କରିବି।

5. ଏହା ୟଦି ସତ୍ଯ ନୁହେଁ ତାହା ହେଲେ ମାେତେ ଶାସ୍ତି ଦିଅ। ମାରେ ଶତ୍ରୁ ମାେ ପଛରେ ଗୋଡ଼ାଇ ମାେତେ ଧରି ମାରି ଦେଉ। ମାରେ ଜୀବନକୁ ଭୂମିରେ ଦଳି ପକାଉ। ମାରେ ଆତ୍ମାକୁ ତଥା ଗୌରବକୁ ଧୂଳିସାତ୍ କରୁ।

6. ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ ଓ ତୁମ୍ଭର କୋର୍ଧ ପ୍ରକାଶ କର। ମାରେ ଶତ୍ରୁମାନେ କୋର୍ଧିତ ତଣେୁ ସମାନଙ୍କେ ସମ୍ମୁଖରେ ରହି ସମାନଙ୍କେ ବିରୁଦ୍ଧରେ ସଂଗ୍ରାମ କର। ହେ ସଦାପ୍ରଭୁ, ମାେ ପକ୍ଷରେ ଜାଗ୍ରତ ହୁଅ ଓ ନ୍ଯାଯ ବିଚାର କର।

7. ହେ ସଦାପ୍ରଭୁ, ଲୋକମାନଙ୍କର ବିଚାର କର। ଯେଉଁମାନେ କି ତୁମ୍ଭ ରାଜ୍ଯର ଚତୁର୍ଦ୍ଦିଗରେ ଏକତ୍ରୀତ ହାଇେଛନ୍ତି।

8. ହେ ସଦାପ୍ରଭୁ ଲୋକମାନଙ୍କର ବିଚାର କର। ମାରେ ମଧ୍ଯ ବିଚାର କର। ପ୍ରମାଣ କର ମୁଁ ୟାହା କହୁଛି ତାହା ଠିକ୍। ପ୍ରମାଣ କର ୟେ ମୁଁ ନିରପରାଧ।

9. ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ। ସାଧୁ ସନ୍ଥ ଲୋକଙ୍କୁ ସାହାୟ୍ଯ କର। ହେ ପରମେଶ୍ବର ତୁମ୍ଭେ ଅତ୍ଯନ୍ତ ମହାନ୍ ଏବଂ ଲୋକଙ୍କ ହୃଦଯକୁ ସହଜରେ ଚିହ୍ନିପାର।

10. ପରମେଶ୍ବର ସବୁବେଳେ ୟଥାର୍ଥ ହୃଦଯ ବ୍ଯକ୍ତିମାନଙ୍କୁ ସାହାୟ୍ଯ କରନ୍ତି, ତଣେୁ ପରମେଶ୍ବର ମାେତେ ନିଶ୍ଚଯ ରକ୍ଷା କରିବେ।

11. ପରମେଶ୍ବର ହେଉଛନ୍ତି ଧର୍ମମଯ ବିଚାରକର୍ତ୍ତା। ସେ ସବୁବେଳେ ଦୁଷ୍ଟମାନଙ୍କର କାର୍ୟ୍ଯ ପାଇଁ କୋର୍ଧ କରନ୍ତି।

12. ୟଦି ପରମେଶ୍ବର କୌଣସି ନିଷ୍ପତ୍ତି ନିଅନ୍ତି ସେ ସହଜରେ ତାଙ୍କ ମନ ପରିବର୍ତ୍ତନ କରନ୍ତି ନାହିଁ।

13. ପରମେଶ୍ବର ସବୁବେଳେ ଦୁଷ୍ଟମାନଙ୍କୁ ଦଣ୍ଡ ଦବୋକୁ ପ୍ରସ୍ତୁତ ଥାଆନ୍ତି।

14. କିଛି ଲୋକ ସବୁବେଳେ ମନ୍ଦ ଯୋଜନାରେ ବ୍ଯସ୍ତ ଥାଆନ୍ତି। ସମାନେେ ଗୋପନ ଯୋଜନା କରନ୍ତି ଓ ମିଥ୍ଯା ମଧ୍ଯ କହନ୍ତି।

15. ସମାନେେ ସବୁବେଳେ ଅନ୍ୟକୁ ଆଘାତ ଦଇେ ଫାନ୍ଦିରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ଶଷେରେ ସମାନେେ ନିଜ ୟନ୍ତାରେ ପଡ଼ି ଆଘାତ ପାଇବେ।

About ଗୀତସଂହିତା Chapter 7

Read ଗୀତସଂହିତା Chapter 7 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 7
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 7 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 7?

ଗୀତସଂହିତା Chapter 7 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 7 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 91
  2. ଗୀତସଂହିତା Chapter 98
  3. ଗୀତସଂହିତା Chapter 13
  4. ଗୀତସଂହିତା Chapter 106
  5. ଗୀତସଂହିତା Chapter 92
  6. ଗୀତସଂହିତା Chapter 68
  7. ଗୀତସଂହିତା Chapter 129

Explore More from ପୁରାତନ ନିୟମ

  1. ଯାତ୍ରା ପୁସ୍ତକ Chapter 31
  2. ଦିତୀୟ ରାଜାବଳୀ Chapter 3
  3. ଲେବୀୟ ପୁସ୍ତକ Chapter 5
  4. ଯିହୋଶୂୟ Chapter 5
  5. ଗୀତସଂହିତା Chapter 91
  6. ଗୀତସଂହିତା Chapter 59
  7. ଯିରିମିୟ Chapter 23

Related Chapters & Readings

  1. ଗୀତସଂହିତା Chapter 14
  2. ପ୍ରଥମ ବଂଶାବଳୀ Chapter 11
  3. ଗଣନା ପୁସ୍ତକ Chapter 13
  4. ଯାତ୍ରା ପୁସ୍ତକ Chapter 27
  5. ପ୍ରଥମ ରାଜାବଳୀ Chapter 12
  6. ଗୀତସଂହିତା Chapter 54
  7. ଗାଲାତୀୟ Chapter 3
Share Your Love

Leave a Reply

Your email address will not be published. Required fields are marked *