ଗୀତସଂହିତା Chapter 76

For English

Read ଗୀତସଂହିତା Chapter 76 Online

Read ଗୀତସଂହିତା Chapter 76 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 76

ଅଧ୍ୟାୟ 76

1. ପରମେଶ୍ବର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି। ଇଶ୍ରାୟେଲ ମଧ୍ୟରେ ତାଙ୍କ ନାମ ମହତ୍।

2. ପରମେଶ୍ବରଙ୍କର ମନ୍ଦିର ଶାଲମରେେ ଅବସ୍ଥିତ। ପରମେଶ୍ବରଙ୍କର ବାସସ୍ଥାନ ସିୟୋନ୍ ପର୍ବତରେ ଅବସ୍ଥିତ।

3. ସହେି ସ୍ଥାନରେ ପରମେଶ୍ବର ଧନୁର୍ବାଣ, ଢ଼ାଲ, ଖଡ୍ଗ ଏବଂ ସମସ୍ତ ୟୁଦ୍ଧାସ୍ତ୍ର ଭଙ୍ଗ କଲେ।

4. ପରମେଶ୍ବର, ତୁମ୍ଭେ ପର୍ବତରୁ ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରି ତେଜ୍ଜୋମଯ ଓ ମହିମାନ୍ବିତ ଭାବେ ଫରେିଆସ।

5. ସହେି ସୈନିକମାନେ ଭାବୁଥିଲେ, ସମାନେେ ଅତି ଶକ୍ତିଶାଳୀ ଯୋଦ୍ଧା ଅଟନ୍ତି। କିନ୍ତୁ ସମାନେେ ବର୍ତ୍ତମାନ ୟୁଦ୍ଧ ଭୂମିରେ ମରିପଡ଼ିଛନ୍ତି। ସମାନଙ୍କେର ଶରୀର କ୍ଷତବିକ୍ଷତ ହାଇେଅଛି। ସହେି ଯୋଦ୍ଧା ସୈନିକମାନଙ୍କ ମଧ୍ଯରୁ କହେି ହସ୍ତ ଉଠାଇ ପାରି ନ ଥିଲେ।

6. ୟାକୁବର ପରମେଶ୍ବର, ଯେତବେେଳେ ତୁମ୍ଭେ ଆପଣାର ୟୁଦ୍ଧରବ କଲ, ସମାନଙ୍କେର ଅଶ୍ବଗଣ ଏବଂ ରଥା ରୋହୀଗଣ ପଡ଼ି ମୃତ୍ଯୁବରଣ କଲେ।

7. ହେ ପରମେଶ୍ବର, ତୁମ୍ଭେ ହିଁ ସମସ୍ତଙ୍କ ଦ୍ବାରା ଭୟର ପାତ୍ର। ତୁମ୍ଭେ ଥରେ କୋର୍ଧ କଲେ, କହେି ତୁମ୍ଭ ସାକ୍ଷାତରେ ଠିଆ ହାଇେ ପାରିବେ ନାହିଁ।

8. ସଦାପ୍ରଭୁ, ବିଚାରକ ପରି ଠିଆ ହାଇେଛନ୍ତି, ତୁମ୍ଭେ ନ୍ଯାଯ ବିଚାର କଲ, ପରମେଶ୍ବର ଏହି ଦେଶରେ ନୀଚ୍ଚ ଲୋକମାନଙ୍କୁ ରକ୍ଷା କରିବା ପାଇଁ, ସ୍ବର୍ଗରୁ ତାଙ୍କର ବିଚାର ଶୁଣାଇଛନ୍ତି। ସମସ୍ତ ପୃଥିବୀବାସୀ ସ୍ତବ୍ଧ ଓ ଭୟଭୀତ ହାଇେଛନ୍ତି।

10. ହେ ପରମେଶ୍ବର, ଯେତବେେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି। ତୁମ୍ଭେ ଆପଣା କୋର୍ଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ ଶକ୍ତିଶାଳୀ ହୁଅନ୍ତୁ।

11. ଲୋକମାନେ ପରମେଶ୍ବରଙ୍କଠାରେ ମାନସିକ କରନ୍ତି, ଏବଂ ସସବେୁକୁ ପରମେଶ୍ବରଙ୍କଠାରେ ଅର୍ପଣ କରନ୍ତି। ଲୋକମାନେ ଚତୁର୍ଦ୍ଦିଗରେ ଥିବା ଜାତିଗଣ ପରମେଶ୍ବରଙ୍କ ନିକଟକୁ ଉପହାର ଆଣିବା ଉଚିତ୍, ଯେଉଁମାନେ କି ସମ୍ମାନ ପାଇଁ ଉପୟୁକ୍ତ ଅଟନ୍ତି।

12. ପରମେଶ୍ବର ମହାନ୍ ନେତାମାନଙ୍କୁ ପରାସ୍ତ କରନ୍ତି। ପୃଥିବୀର ସମସ୍ତ ରାଜା ତାହାଙ୍କୁ ଭୟ କରନ୍ତି।

About ଗୀତସଂହିତା Chapter 76

Read ଗୀତସଂହିତା Chapter 76 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 76
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 76 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 76?

ଗୀତସଂହିତା Chapter 76 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 76 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 91
  2. ଗୀତସଂହିତା Chapter 98
  3. ଗୀତସଂହିତା Chapter 106
  4. ଗୀତସଂହିତା Chapter 92
  5. ଗୀତସଂହିତା Chapter 68
  6. ଗୀତସଂହିତା Chapter 13
  7. ଗୀତସଂହିତା Chapter 87

Explore More from ପୁରାତନ ନିୟମ

  1. ହିତୋପଦେଶ Chapter 19
  2. ଆୟୁବ Chapter 41
  3. ହିତୋପଦେଶ Chapter 20
  4. ଲେବୀୟ ପୁସ୍ତକ Chapter 8
  5. ଯିରିମିୟ Chapter 45
  6. ହିତୋପଦେଶ Chapter 21
  7. ଆଦି ପୁସ୍ତକ Chapter 26

Related Chapters & Readings

  1. ଦିତୀୟ ଶାମୁୟେଲ Chapter 10
  2. ଏଷ୍ଟର Chapter 6
  3. ମାଥିଉ Chapter 23
  4. ଦ୍ୱିତୀୟ ବିବରଣ Chapter 27
  5. ପ୍ରଥମ ବଂଶାବଳୀ Chapter 2
  6. ଉପଦେଶକ Chapter 5
  7. ପ୍ରଥମ ରାଜାବଳୀ Chapter 20
Share Your Love

Leave a Reply

Your email address will not be published. Required fields are marked *