ଗୀତସଂହିତା Chapter 86

For English

Read ଗୀତସଂହିତା Chapter 86 Online

Read ଗୀତସଂହିତା Chapter 86 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 86

ଅଧ୍ୟାୟ 86

1. ହେ ସଦାପ୍ରଭୁ, ମାରେ ଗୁହାରି ଶୁଣ। ଏବଂ ମାେ ପ୍ରାର୍ଥନାର ଉତ୍ତର ଦିଅ। କାରଣ ମୁଁ ଜଣେ ଦିନହୀନ ନିଃସହାୟ ମଣିଷ।

2. ମୁଁ ତୁମ୍ଭର ଭକ୍ତ, ଦୟାକରି ମାେ ଜୀବନକୁ ରକ୍ଷା କର! ମୁଁ ତୁମ୍ଭର ଦାସ, ତୁମ୍ଭେ ମାରେ ପରମେଶ୍ବର। ମୁଁ ତୁମ୍ଭକୁ ବିଶ୍ବାସ କରେ, ତଣେୁ ମାେତେ ରକ୍ଷା କର।

3. ହେ ମାରେ ପ୍ରଭୁ, ମାେ ପ୍ରତି ଦୟା ଦଖାେଅ। ମୁଁ ତୁମ୍ଭଠାରେ ପ୍ରତିଦିନ ପ୍ରାର୍ଥନା କରୁଅଛି।

4. ହେ ସଦାପ୍ରଭୁ, ମୁଁ ମାେ ଜୀବନ ତୁମ୍ଭ ହସ୍ତରେ ସମର୍ପଣ କରିଛି, ତଣେୁ ମାେତେ ତୁମ୍ଭର ସବକେକୁ ଆନନ୍ଦ ଦିଅ।

5. ହେ ପ୍ରଭୁ, ତୁମ୍ଭେ ବହୁତ ଉତ୍ତମ ଓ କରୁଣାମଯ, ଯେଉଁମାନେ ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।

6. ହେ ସଦାପଭ୍ରୁ, ମାରେ ପ୍ରାର୍ଥନା ଶୁଣ। ହୃଦଯ ସହକାରେ ମାରେ କରୁଣାମଯ ପ୍ରାର୍ଥନା ଶୁଣ।

7. ସଦାପ୍ରଭୁ, ମାରେ ବିପଦକାଳରେ ମୁଁ ତୁମ୍ଭକୁ ଡ଼ାକିବି। ମୁଁ ଜାଣେ ତୁମ୍ଭେ ଉତ୍ତର ଦବେ।

8. ହେ ପରମେଶ୍ବର, ଦବଗେଣଙ୍କ ମଧ୍ୟରେ ତୁମ୍ଭ ପରି ଆଉ କହେି ନାହିଁ। ତୁମ୍ଭେ ୟାହା କରିଛ କହେି ଏପରି କରିପାରିବେ ନାହିଁ।

9. ହେ ପ୍ରଭୁ, ତୁମ୍ଭେ ପ୍ରେତ୍ୟକକ ଦେଶଗୁଡ଼ିକୁ ସୃଷ୍ଟି କରିଛ। ସମାନେେ ଆସିବେ ଓ ମଥାନତ ହାଇେ ତୁମ୍ଭ ସମ୍ମୁଖରେ ଛିଡ଼ା ହବେେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।

10. ତୁମ୍ଭେ ମହାନ୍ ଓ ଆଶ୍ଚର୍ୟ୍ଯ କର୍ମମାନ କର। ତୁମ୍ଭେ ହିଁ ଏକମାତ୍ର, ପରମେଶ୍ବର ଅଟ।

11. ସଦାପ୍ରଭୁ, ତୁମ୍ଭର ପଥ, ମାେତେ ଶିକ୍ଷା ଦିଅ ଓ ମୁଁ ତୁମ୍ଭପରି ହବୋକୁ ଶିଖିବି। ମାେତେ ତୁମ୍ଭର ନାମକୁ ସମ୍ମାନ ଦବୋରେ ସାହାୟ୍ଯ କର, ୟାହା ମାେ ଜୀବନର ମୁଖ୍ଯ ଜିନିଷ ଅଟେ।

12. ହେ ପ୍ରଭୁ, ମାରେ ପରମେଶ୍ବର, ମୁଁ ତୁମ୍ଭକୁ ହୃଦଯ ସହିତ ପ୍ରଶଂସା କରିବି। ମୁଁ ସର୍ବଦା ତୁମ୍ଭ ନାମରେ ଗୌରବ କରିବି।

13. ମାେ ପ୍ରତି ତୁମ୍ଭର ଦୟା ମହତ୍ ଅଟେ। ତୁମ୍ଭେ ମାେ ଜୀବନକୁ ଶଷୋବସ୍ଥା ମୃତ୍ଯୁ ମୁଖରୁ ଉଦ୍ଧାର କରିଛ।

14. ହେ ପରମେଶ୍ବର, ଗର୍ବୀ ଲୋକମାନେ ମାେତେ ଆକ୍ରମଣ କରିଛନ୍ତି। ଦଳେ ଦୁଷ୍ଟ ଲୋକ ମାେତେ ହତ୍ଯା କରିବାକୁ ଉଦ୍ଯମ କରୁଛନ୍ତି। ଏବଂ ସମାନେେ ତୁମ୍ଭକୁ ସମ୍ମାନ କରନ୍ତି ନାହିଁ।

15. ହେ ମାରେ ପ୍ରଭୁ, ତୁମ୍ଭେ ସ୍ନହେଶୀଳ ଓ କରୁଣାମଯ ପରମେଶ୍ବର। ତୁମ୍ଭେ ର୍ଧୈୟ୍ଯଶୀଳ, ପ୍ରମେ ଓ ସତ୍ଯତାରେ ପରିପୂର୍ଣ୍ଣ ଅଟ।

16. ତୁମ୍ଭେ ମାେ ପ୍ରତି ଦୃଷ୍ଟି ଦିଅ ଏବଂ ଦୟା କର। ମୁଁ ତୁମ୍ଭର ଦାସ, ମାେତେ ଶକ୍ତି ଦିଅ। ମୁଁ ତୁମ୍ଭର ଦାସ, ମାେତେ ରକ୍ଷା କର।

17. ହେ ସଦାପ୍ରଭୁ, ମାେତେ ଟିକେ ସୂଚନା ଦିଅ ୟେ, ମାରେ ସବୁ କିଛି ପାଇଁ ଉତ୍ତମ ହାଇପୋରିବ। ମାରେ ଶତ୍ରୁଗଣ ତାହା ଦେଖି ନିରାଶ ହବେେ। ଏଥିରୁ ସମାନେେ ଜାଣିବେ ୟେ ତୁମ୍ଭେ ମାରେ ପ୍ରାର୍ଥନା ଗ୍ରହଣ କଲ ଓ ମାେତେ ସାନ୍ତ୍ବନା କଲ।

About ଗୀତସଂହିତା Chapter 86

Read ଗୀତସଂହିତା Chapter 86 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 86
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 86 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 86?

ଗୀତସଂହିତା Chapter 86 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 86 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 98
  2. ଗୀତସଂହିତା Chapter 91
  3. ଗୀତସଂହିତା Chapter 68
  4. ଗୀତସଂହିତା Chapter 13
  5. ଗୀତସଂହିତା Chapter 106
  6. ଗୀତସଂହିତା Chapter 92
  7. ଗୀତସଂହିତା Chapter 129

Explore More from ପୁରାତନ ନିୟମ

  1. ପ୍ରଥମ ଶାମୁୟେଲ Chapter 7
  2. ଯାତ୍ରା ପୁସ୍ତକ Chapter 7
  3. ଦିତୀୟ ରାଜାବଳୀ Chapter 14
  4. ପ୍ରଥମ ବଂଶାବଳୀ Chapter 14
  5. ଯିରିମିୟ Chapter 41
  6. ଆୟୁବ Chapter 31
  7. ହୋଶେୟ Chapter 4

Related Chapters & Readings

  1. 1 ପିତର Chapter 4
  2. ଯିହିଜିକଲ Chapter 22
  3. ଯିରିମିୟ Chapter 32
  4. 1 କରିନ୍ଥୀୟ Chapter 6
  5. ବିଚାରକର୍ତ୍ତା Chapter 4
  6. ପ୍ରଥମ ବଂଶାବଳୀ Chapter 8
  7. ଯାତ୍ରା ପୁସ୍ତକ Chapter 11
Share Your Love

Leave a Reply

Your email address will not be published. Required fields are marked *