ଗୀତସଂହିତା Chapter 97

For English

Read ଗୀତସଂହିତା Chapter 97 Online

Read ଗୀତସଂହିତା Chapter 97 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 97

ଅଧ୍ୟାୟ 97

1. ସଦାପ୍ରଭୁ ଶାସନ କରନ୍ତି। ସକଳ ପୃଥିବୀ ଆନନ୍ଦ ହେଉ। ଦୂର ସଦୃଶ ଭୂମି ମଧ୍ଯ ଆନନ୍ଦିତ ହୁଅନ୍ତୁ।

2. ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ। ଧର୍ମ ଓ ନ୍ଯାଯ ତାହାଙ୍କ ସିଂହାସନର ମୂଳଭିତ୍ତି।

3. ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି ତାଙ୍କର ଶତ୍ରୁଗଣକୁ ବିନାଶ କରେ।

4. ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା, ଏହା ଦେଖି ଲୋକେ ଭୟ କଲେ।

5. ସଦାପ୍ରଭୁଙ୍କ ସମ୍ମୁଖରେ ପୃଥିବୀର ସମସ୍ତ ପ୍ରଭୁ, ପର୍ବତଗୁଡ଼ିକ ମହମ ପରି ତରଳି ଗଲେ।

6. ଆକାଶ ତାଙ୍କର ଧାର୍ମିକ ସତ୍ଯତା ପ୍ରଚାର କରେ ଓ ପ୍ରେତ୍ୟକକ ଜାତିଗଣ ତାଙ୍କ ମହିମା ଦେଖନ୍ତି।

7. ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି। ସମାନେେ ସମାନଙ୍କେର ଦବଗେଣଙ୍କ ବିଷଯରେ ବଡ଼ାଇ କରନ୍ତି। ସହେି ଲୋକମାନେ ଲଜ୍ଜିତ ହବେେ। ସମାନଙ୍କେର ସମସ୍ତ " ଦବେତାଗଣ" ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।

8. ସିଯୋନ୍ ଶୁଣିଛି ଓ ଆନନ୍ଦିତ ହାଇେଛି। ଯିହୁଦା ନଗରୀ, ଖୁସୀ ହାଇେ ଆସୁଛନ୍ତି, କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।

9. ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗଯ ପୃଥିବୀର ଶାସକ। ତୁମ୍ଭେ ଅନ୍ୟ " ଦବେତାମାନଙ୍କ"ଠାରୁ ଉତ୍ତମ।

10. ୟିଏ ସଦାପ୍ରଭୁଙ୍କୁ ଭଲପା'ନ୍ତି ମନ୍ଦତାକୁ ଘୃଣା କରନ୍ତି! ସେ ସହେି ଆପଣା ସଦ୍ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି। ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ଯମାନଙ୍କୁ ରକ୍ଷାକରନ୍ତି।

11. ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସତ୍ଯପ୍ରିଯମାନଙ୍କ ପାଇଁ ଆନନ୍ଦ ଅଛି।

12. ହେ ଧାର୍ମିକଗଣ ତୁମ୍ଭମାନେେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର। ପରମେଶ୍ବରଙ୍କ ପବିତ୍ର ନାମରେ ଧନ୍ଯବାଦ କର।

About ଗୀତସଂହିତା Chapter 97

Read ଗୀତସଂହିତା Chapter 97 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 97
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 97 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 97?

ଗୀତସଂହିତା Chapter 97 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 97 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 91
  2. ଗୀତସଂହିତା Chapter 98
  3. ଗୀତସଂହିତା Chapter 13
  4. ଗୀତସଂହିତା Chapter 106
  5. ଗୀତସଂହିତା Chapter 92
  6. ଗୀତସଂହିତା Chapter 68
  7. ଗୀତସଂହିତା Chapter 129

Explore More from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 43
  2. ଗୀତସଂହିତା Chapter 115
  3. ଯିଶାଇୟ Chapter 40
  4. ଯିଶାଇୟ Chapter 7
  5. ଗୀତସଂହିତା Chapter 59
  6. ଯାତ୍ରା ପୁସ୍ତକ Chapter 28
  7. ଯିହିଜିକଲ Chapter 26

Related Chapters & Readings

  1. ଗୀତସଂହିତା Chapter 6
  2. ଗୀତସଂହିତା Chapter 2
  3. ଗୀତସଂହିତା Chapter 52
  4. ଯିହୋଶୂୟ Chapter 17
  5. ପ୍ରଥମ ରାଜାବଳୀ Chapter 20
  6. ଗୀତସଂହିତା Chapter 60
  7. ଆଦି ପୁସ୍ତକ Chapter 36
Share Your Love

Leave a Reply

Your email address will not be published. Required fields are marked *