ଗୀତସଂହିତା Chapter 99

For English

Read ଗୀତସଂହିତା Chapter 99 Online

Read ଗୀତସଂହିତା Chapter 99 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଗୀତସଂହିତା and the Holy Bible online.

Choose a Chapter

ଗୀତସଂହିତା 99

ଅଧ୍ୟାୟ 99

1. ସଦାପ୍ରଭୁଙ୍କ ଆଗରେ ଗାନ କର। ସେ ନ୍ଯାଯ ବିଚାର ପାଇଁ ପୃଥିବୀକୁ ଆସୁଛନ୍ତି। ସେ ତାଙ୍କର ଧାର୍ମିକତା ଏବଂ ନ୍ଯାଯ ସହିତ ପୃଥିବୀର ଲୋକମାନଙ୍କର ବିଚାର କରିବେ।

2. ସଦାପ୍ରଭୁ ସିୟୋନରେ ମହାନ୍ ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।

3. ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା ଓ ଭୟ କରନ୍ତୁ, ଏହା ପବିତ୍ର ଅଟେ।

4. ଶକ୍ତିଶାଳୀ ରାଜା ନ୍ଯାଯ ବିଚାରକୁ ଭଲପାନ୍ତି। ହେ ପରମେଶ୍ବର, ତୁମ୍ଭେ ନ୍ଯାଯ ସ୍ଥାପନ କରିଛ। ତୁମ୍ଭେ ଇଶ୍ରାୟେଲର ନ୍ଯାଯ ଓ ୟଥାର୍ଥ ସାଧନ କରିଅଛ।

5. ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କର ପ୍ରଶଂସା କର। ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।

6. ମାଶାେ ଏବଂ ହାରୋଣ ତାଙ୍କର ୟାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ। ଶାମୁଯଲେ ଥିଲେ ଜଣେ ୟିଏକି, ପରମେଶ୍ବରଙ୍କ ନାମ ଦଇେ ପ୍ରାର୍ଥନା କରିଥିଲେ। ସମାନେେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଏବଂ ସେ ସମାନଙ୍କେୁ ଉତ୍ତର ଦେଲେ।

7. ପରମେଶ୍ବର ଉଚ୍ଚ ମେଘସ୍ତମ୍ଭ ମଧ୍ଯରୁ କହିଲେ, ସମାନେେ ତାଙ୍କର ଆଦେଶ ମାନିଲେ ଏବଂ ସେ ନିଯମ ବ୍ଯବସ୍ଥା ଦେଲେ।

8. ହେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର, ତୁମ୍ଭେ ତାଙ୍କ ପ୍ରାର୍ଥନାର ଉତ୍ତର ଦଲେ। ତୁମ୍ଭେ ସମାନଙ୍କେୁ ଦଖାଇେଲ ୟେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ବର ଏବଂ ତୁମ୍ଭେ ସମାନଙ୍କେର କୁକର୍ମ ପାଇଁ ଦଣ୍ଡ ଦିଅ।

9. ତୁମ୍ଭମାନେେ ଆମ୍ଭମାନଙ୍କର ପରମେଶ୍ବରଙ୍କର ପ୍ରଶଂସା କର। ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର। ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ବର ପବିତ୍ର ଅଟନ୍ତି।

About ଗୀତସଂହିତା Chapter 99

Read ଗୀତସଂହିତା Chapter 99 online from the Holy Bible. This chapter is part of the Book of ଗୀତସଂହିତା in the Old Testament. Continue reading with the chapter navigation above or explore the complete book.

Book Information

Book: ଗୀତସଂହିତା
Chapter: 99
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଗୀତସଂହିତା. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଗୀତସଂହିତା Chapter 99 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଗୀତସଂହିତା Chapter 99?

ଗୀତସଂହିତା Chapter 99 is part of the Book of ଗୀତସଂହିତା in the Holy Bible.

Can I read this chapter online?

Yes. You can read the complete ଗୀତସଂହିତା Chapter 99 online for free with easy chapter navigation.

More Chapters from ଗୀତସଂହିତା

  1. ଗୀତସଂହିତା Chapter 98
  2. ଗୀତସଂହିତା Chapter 91
  3. ଗୀତସଂହିତା Chapter 68
  4. ଗୀତସଂହିତା Chapter 106
  5. ଗୀତସଂହିତା Chapter 13
  6. ଗୀତସଂହିତା Chapter 129
  7. ଗୀତସଂହିତା Chapter 92

Explore More from ପୁରାତନ ନିୟମ

  1. ପ୍ରଥମ ଶାମୁୟେଲ Chapter 20
  2. ଯିରିମିୟ Chapter 48
  3. ଗଣନା ପୁସ୍ତକ Chapter 34
  4. ପରମଗୀତ Chapter 8
  5. ଦାନିଏଲ Chapter 3
  6. ଗୀତସଂହିତା Chapter 61
  7. ଦିତୀୟ ରାଜାବଳୀ Chapter 21

Related Chapters & Readings

  1. ମାଥିଉ Chapter 3
  2. ଆଦି ପୁସ୍ତକ Chapter 9
  3. ଏଜ୍ରା Chapter 7
  4. ପ୍ରେରିତ Chapter 21
  5. ଯିଶାଇୟ Chapter 34
  6. ଯାତ୍ରା ପୁସ୍ତକ Chapter 21
  7. ପ୍ରେରିତ Chapter 4
Share Your Love

Leave a Reply

Your email address will not be published. Required fields are marked *