Read ଦିତୀୟ ବଂଶାବଳୀ Chapter 27 Online
Read ଦିତୀୟ ବଂଶାବଳୀ Chapter 27 online from the Holy Bible. This chapter is part of the Book of ଦିତୀୟ ବଂଶାବଳୀ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଦିତୀୟ ବଂଶାବଳୀ and the Holy Bible online.
Choose a Chapter
ଦିତୀୟ ବଂଶାବଳୀ 27
ଅଧ୍ୟାୟ 27
1. ୟୋଥାମ୍ ରାଜା ହବୋ ସମୟରେ ପଚିଶ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଷୋହଳ ବର୍ଷ ରାଜତ୍ବ କଲେ। ତାଙ୍କର ମାତାଙ୍କର ନାମ ଥିଲା ୟିରୁଶା। ୟିରୁଶା ସାଦୋକ୍ଙ୍କର କନ୍ଯା ଥିଲେ।
2. ୟୋଥାମ୍ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କର୍ମ କଲେ। ତାଙ୍କର ପିତା ଉଷିୟ ଯେଉଁପରି କରିଥିଲେ, ସେ ସହେିପରି ପରମେଶ୍ବରଙ୍କର ବାଧ୍ଯ ହେଲେ। କିନ୍ତୁ ଯୋଥମ୍ ତାଙ୍କର ପିତାଙ୍କ ପରି ସୁଗନ୍ଧିଧୂପ ଜ୍ବଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିର ରେ ପ୍ରବେଶ କରି ନ ଥିଲେ। କିନ୍ତୁ ଲୋକମାନେ ମନ୍ଦକର୍ମ କରିବା ଜାରି ରଖିଲେ।
3. ୟୋଥାମ୍ ପୁନର୍ବାର ସଦାପ୍ରଭୁଙ୍କ ମନ୍ଦିରର ଉର୍ଦ୍ଧ୍ବସ୍ଥ ଦ୍ବାର ନିର୍ମାଣ କଲେ। ସେ ଓଫଲର୍ ନାମକ ସ୍ଥାନର ପ୍ରାଚୀରକୁ ଅଧିକ ନିର୍ମାଣ କଲେ।
4. ଯୋଥମ୍ ଯିହୁଦାର ପାର୍ବତ୍ଯାଞ୍ଚଳମାନଙ୍କ ରେ ମଧ୍ଯ ସହରସବୁ ନିର୍ମାଣ କଲେ। ଯୋଥମ୍ ଅରଣ୍ଯ ମଧିଅରେ ଦୃଢ଼ ଦୁର୍ଗ ଓ ଗଡ଼ମାନ ନିର୍ମାଣ କଲେ।
5. ଯୋଥମ୍ ଅେମ୍ମାନୀୟ ଲୋକମାନଙ୍କର ରାଜା ଓ ତାଙ୍କର ସୈନ୍ଯଦଳ ବିରୁଦ୍ଧ ରେ ମଧ୍ଯ ୟୁଦ୍ଧ କଲେ ଓ ସମାନଙ୍କେୁ ପରାସ୍ତ କଲେ। ତେଣୁ ତିନିବର୍ଷ ପର୍ୟ୍ଯନ୍ତ ପ୍ରେତ୍ୟକକ ବର୍ଷ ଅମ୍ମାନେୀୟମାନେ ୟୋଥାମ୍ଙ୍କୁ 100 ତାଳନ୍ତ ରୂପା ଦଶ ସହସ୍ର ଗହମ ଓ ଦଶ ସହସ୍ର ବୁଶଇେ ପରିମାଣର ବାର୍ଲି ଦେଲେ।
6. ଯୋଥମ୍ ବିଶ୍ବସ୍ତ ଭାବରେ ସଦାପ୍ରଭୁ ତାଙ୍କର ପରମେଶ୍ବରଙ୍କର ବାଧ୍ଯ ହବୋରୁ ପରାକ୍ରମୀ ହାଇେ ଉଠିଲେ।
7. ଯୋଥମ୍ ଅନ୍ୟ ଯେ ସମସ୍ତ କାର୍ୟ୍ଯ କରିଥିଲେ ଓ ସେ କରିଥିବା ୟୁଦ୍ଧର ବିବରଣୀ "ଇଶ୍ରାୟେଲ ଓ ଯିହୁଦାର ରାଜାମାନଙ୍କର ପୁସ୍ତକରେ" ଲଖାେ ୟାଇଅଛି।
8. ଯୋଥମ୍ ରାଜା ହବୋ ସମୟରେ ପଚିଶ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଷୋହଳ ବର୍ଷ ରାଜତ୍ବ କଲେ।
9. ଏହାପରେ ୟୋଥମ୍ ମୃତ୍ଯୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଲୋକମାନେ ତାଙ୍କୁ ଦାଉଦଙ୍କ ନଗର ରେ କବର ଦେଲେ। ଆହସ୍ ଯୋଥମ୍ଙ୍କ ସ୍ଥାନ ରେ ରାଜା ହେଲେ। ଆହସ୍ ଯୋଥମ୍ଙ୍କ ପୁତ୍ର ଥିଲେ।
About ଦିତୀୟ ବଂଶାବଳୀ Chapter 27
Read ଦିତୀୟ ବଂଶାବଳୀ Chapter 27 online from the Holy Bible. This chapter is part of the Book of ଦିତୀୟ ବଂଶାବଳୀ in the Old Testament. Continue reading with the chapter navigation above or explore the complete book.
Book Information
Book: ଦିତୀୟ ବଂଶାବଳୀ
Chapter: 27
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଦିତୀୟ ବଂଶାବଳୀ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଦିତୀୟ ବଂଶାବଳୀ Chapter 27 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଦିତୀୟ ବଂଶାବଳୀ Chapter 27?
ଦିତୀୟ ବଂଶାବଳୀ Chapter 27 is part of the Book of ଦିତୀୟ ବଂଶାବଳୀ in the Holy Bible.
Can I read this chapter online?
Yes. You can read the complete ଦିତୀୟ ବଂଶାବଳୀ Chapter 27 online for free with easy chapter navigation.
More Chapters from ଦିତୀୟ ବଂଶାବଳୀ
- ଦିତୀୟ ବଂଶାବଳୀ Chapter 9
- ଦିତୀୟ ବଂଶାବଳୀ Chapter 3
- ଦିତୀୟ ବଂଶାବଳୀ Chapter 25
- ଦିତୀୟ ବଂଶାବଳୀ Chapter 24
- ଦିତୀୟ ବଂଶାବଳୀ Chapter 17
- ଦିତୀୟ ବଂଶାବଳୀ Chapter 30
- ଦିତୀୟ ବଂଶାବଳୀ Chapter 19
Explore More from ପୁରାତନ ନିୟମ
- ଗଣନା ପୁସ୍ତକ Chapter 18
- ଗୀତସଂହିତା Chapter 149
- ପ୍ରଥମ ଶାମୁୟେଲ Chapter 27
- ଗୀତସଂହିତା Chapter 72
- ଦିତୀୟ ବଂଶାବଳୀ Chapter 23
- ପରମଗୀତ Chapter 3
- ଯିରିମିୟ Chapter 33