Read ନିହିମିୟା Chapter 9 Online
Read ନିହିମିୟା Chapter 9 online from the Holy Bible. This chapter is part of the Book of ନିହିମିୟା in the Old Testament. Browse every verse with easy chapter navigation, continue to the next chapter, or explore the complete Book of ନିହିମିୟା and the Holy Bible online.
Choose a Chapter
ନିହିମିୟା 9
ଅଧ୍ୟାୟ 9
1. ସହେି ମାସ ଚବିଶ ଦିନ ରେ ଇଶ୍ରାୟେଲର ଲୋକମାନେ ଏକତ୍ରୀତ ହେଲେ। ସମାନେେ ଉପବାସ କରି ଦୁଃଖଦ ବସ୍ତ୍ର ପିନ୍ଧି ଏବଂ ସମାନଙ୍କେ ମୁଣ୍ତ ରେ କାଦୁଅ ବୋଳି ଏକତ୍ର ଠିଆ ହେଲେ।
2. ସହେି ଲୋକମାନଙ୍କ ମଧ୍ଯରୁ ଯେଉଁମାନେ ଇଶ୍ରାୟେଲୀୟ ବଂଶ ସମାନେେ ବିଦେଶିମାନଙ୍କ ନିକଟରୁ ଅଲଗା ଠିଆ ହେଲେ। ଇଶ୍ରାୟେଲୀୟମାନେ ମନ୍ଦିର ରେ ଠିଆ ହାଇେ ନିଜର ପାପ ସ୍ବୀକାର କରିବା ସଙ୍ଗେ ସଙ୍ଗେ ସମାନଙ୍କେ ପୂର୍ବପୁରୁଷଗଣ କରିଥିବା ପାପ ସ୍ବିକାର କଲେ।
3. ସମାନେେ ସଠାେରେ ପ୍ରାଯ ତିନି ଘଣ୍ଟାଧରି ଠିଆ ହେଲେ, ଏବଂ ଲୋକମାନେ ସଦାପ୍ରଭୁ ସମାନଙ୍କେ ପରମେଶ୍ବରଙ୍କର ବ୍ଯବସ୍ଥା ପୁସ୍ତକ ପାଠ କଲେ। ଏହାପରେ ସମାନେେ ସଠାେରେ ତିନିଘଣ୍ଟାରୁ ଉର୍ଦ୍ଧଧରି ସମାନଙ୍କେର ପାପ ସ୍ବୀକାର କଲେ ଓ ନତମସ୍ତକ ହାଇେ ସଦାପ୍ରଭୁ ସମାନଙ୍କେ ପରମେଶ୍ବରଙ୍କର ଉପାସନା କଲେ।
4. ଏହାପରେ, ଯଶୂେଯ, ବାନି, କଦ୍ମୀଯେଲ୍, ଶବନିଯ, ବୁନ୍ନି, ଶେ ରବେିଯ, ବାନି ଓ କନାନି ଲବେୀୟମାନଙ୍କ ପଛ ରେ ଛିଡା ହାଇେ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କଠା ରେ ଉଚ୍ଚସ୍ବର ରେ କ୍ରନ୍ଦନ କଲେ।
5. ଏହାପରେ ଲବେୀୟମାନେ: ଯଶୂେଯ, କଦମୀଯଲେ, ବାନି, ହଶବନିଯ, ଶେ ରବେିଯ, ହାଦେିୟ, ଶବନିଯ, ଓ ପଥାଦିଯ କହିଲେ, "ଉଠ ଅନାଦିକାଳରୁ ଅନନ୍ତ କାଳସ୍ଥାଯୀ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କର ଧନ୍ଯବାଦ କର।"
6. ତୁମ୍ଭେ ହିଁ ପରମେଶ୍ବର ଅଟ। ହେ ସଦାପ୍ରଭୁ, କବଳେ ତୁମ୍ଭେ ହିଁ ପରମେଶ୍ବର ଅଟ। ତୁମ୍ଭେ ଆକାଶର ସୃଷ୍ଟିକର୍ତ୍ତା! ତୁମ୍ଭେ ହିଁ ଉଚ୍ଚ ସ୍ବର୍ଗ ସୃଷ୍ଟି କରିଅଛ। ଏବଂ ସ୍ବର୍ଗର ସମସ୍ତ ବସ୍ତୁ ତୁମ୍ଭେ ହିଁ ସୃଷ୍ଟି କରିଛ। ତୁମ୍ଭେ ପୃଥିବୀ ଓ ତହିଁରେ ସକଳର ସୃଷ୍ଟିକର୍ତ୍ତା। ତୁମ୍ଭେ ସମୁଦ୍ରର ସୃଷ୍ଟିକର୍ତ୍ତା ଏବଂ ତନ୍ମଧିଅରେ ସମସ୍ତ ବସ୍ତୁର ସୃଷ୍ଟିକର୍ତ୍ତା। ତୁମ୍ଭେ ପ୍ରେତ୍ୟକକର ଜୀବନଦାତା। ସ୍ବର୍ଗୀଯ ଦୂତଗଣ ତୁମ୍ଭକୁ ଉପାସନା କରନ୍ତି।
7. ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ବର ଅଟ। ତୁମ୍ଭେ ହିଁ ଅବ୍ରାହାମଙ୍କୁ ମନୋନୀତ କଲ। ବାବିଲୋନିଆର ଊର୍ ଦେଶରୁ ତାଙ୍କୁ ବାହାର କରିଆଣି ଅବ୍ରହାମ ନାମ ଦଲେ।
8. ତୁମ୍ଭେ ତାଠା ରେ ତାର ଅନ୍ତକରଣ ବିଶ୍ବସ୍ତ ଦେଖିଲ, ଏବଂ ତୁମ୍ଭେ ତାହା ସହିତ ଗୋଟିଏ ଚୁକ୍ତି କଲ। କିଣାନୀଯ, ହିତ୍ତୀଯ, ଇ ମାରେୀଯ, ପରିଷୀଯ ଓ ୟିବୁଷୀଯ, ଗିର୍ଗାଶୀଯର ଭୂମି ଅବ୍ରାହାମର ବଂଶଧରମାନଙ୍କୁ ଏହା ଦବୋକୁ ପ୍ରତିଜ୍ଞା କରିଥିଲେ।
9. ତୁମ୍ଭେ ମିଶରଠା ରେ ଆମ୍ଭ ପୂର୍ବପୁରୁଷଗଣର କ୍ଲେଶ ଦେଖିଲ ଓ ସୂଫ ସାଗର ନିକଟରେ ସମାନଙ୍କେର କ୍ରନ୍ଦନ ଶୁଣିଲ।
10. ତୁମ୍ଭେ ଫାରୋ ଓ ତାହାର ସମସ୍ତ ଦାସ ଓ ତା'ର ଦେଶସ୍ଥ ସମୁଦାଯ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ୟ୍ଯ କର୍ମମାନ ଦଖାଇେଲେ। କାରଣ ମିଶରୀଯମାନେ ସମାନଙ୍କେ ବିରୁଦ୍ଧ ରେ ରୁକ୍ଷ ବ୍ଯବହାର କଲେ। ଏଣୁ ତୁମ୍ଭେ ଆଜିର ନ୍ଯାଯ ଆପଣା ନାମ ପ୍ରସିଦ୍ଧ କରିଅଛ।
11. ତୁମ୍ଭେ ସମାନଙ୍କେ ସାକ୍ଷାତ ରେ ସମୁଦ୍ରକୁ ଭାଗ କଲ। ସମାନେେ ଶୁଷ୍କ ଭୂମି ଦଇେ ୟିବାପରି ସମୁଦ୍ର ମଧିଅରେ ଗଲେ। ମାତ୍ର ଗଭୀର ଜଳ ରେ ପ୍ରସ୍ତର ତୁଲ୍ଯ ତୁମ୍ଭେ ସମାନଙ୍କେ ପେଛ ଗୋଡଇବା ଲୋକମାନଙ୍କୁ ଅଗାଧ ସମୁଦ୍ର ରେ ନିକ୍ଷପେ କଲ।
12. ତୁମ୍ଭେ ଦିବସ ରେ ମେଘ ସ୍ତମ୍ଭ ଦ୍ବାରା, ରାତ୍ର ରେ ସମାନଙ୍କେ ୟିବା ବାଟକୁ ଦୀପ୍ତି ଦବୋ ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ବାରା ଗମନ କରାଇଲ।
13. ତୁମ୍ଭେ ସୀନଯ ପର୍ବତକୁ ଓହ୍ଲାଇ ଆସିଲ। ସ୍ବର୍ଗରୁ ସମାନଙ୍କେ ସହିତ କଥାବାର୍ତ୍ତା କଲ। ସମାନଙ୍କେୁ ଯଥାର୍ଥ ଶାସନ ଓ ସତ୍ଯ ବ୍ଯବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ।
14. ସମାନଙ୍କେୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ। ଆପଣା ଦାସ ମାଶାଙ୍କେ ହସ୍ତ ରେ ସମାନଙ୍କେୁ ଆଜ୍ଞା ଓ ବିଧି ବ୍ଯବସ୍ଥା ଆଦେଶ କଲ।
15. ସମାନଙ୍କେ କ୍ଷୁଧା ନିବାରଣ ନିମନ୍ତେ ତୁମ୍ଭେ ସମାନଙ୍କେୁ ସ୍ବର୍ଗରୁ ଖାଦ୍ୟ ଦଲେ। ସମାନଙ୍କେ ତୃଷାପାଇଁ ତୁମ୍ଭେ ଶୈଳରୁ ଜଳ ନିର୍ଗତ କଲ। ତୁମ୍ଭେ 'ଆଜ୍ଞା ଦଲେ, ୟାଅ, ଭୂମିକୁ ଦିଅ,' ଯେଉଁଟାକି ତୁମ୍ଭେ ସମାନଙ୍କେୁ ଦବୋ ପାଇଁ ଶପଥ କରିଥିଲ।
16. ମାତ୍ର ସମାନେେ, ଆମ୍ଭମାନଙ୍କ ପୁର୍ବପୁରୁଷମାନେ ଗର୍ବ ଆଚରଣ କଲେ। ସମାନେେ ଜିଦ୍ଖୋର ଥିଲେ ଓ ତୁମ୍ଭ ଆଜ୍ଞା ସମାନେେ ପାଳନ କଲେ ନାହିଁ।
17. ସମାନେେ ନିଯମମାନ ପାଳନ କରିବା ପାଇଁ ଅସମ୍ମତ ହେଲେ ଏବଂ ସମାନେେ, ସମାନଙ୍କେ ପାଇଁ କରିଥିବା ଆଶ୍ଚର୍ୟ୍ଯ କର୍ମମାନ ମନେ ରଖିଲେ ନାହିଁ। ସମାନେେ ଜିଦ୍ଖୋର ଥିଲେ। ଦାସତ୍ବ ଅବସ୍ଥାକୁ ଫରେିୟିବା ନିମନ୍ତେ ବିଦ୍ରୋହ ଭାବରେ ଜଣଙ୍କୁ ପ୍ରଧାନ କରି ନିୟୁକ୍ତି କଲେ।
18. ସମାନେେ ଯେତବେେଳେ ଛାଞ୍ଚଢଳା ଗୋବତ୍ସ ନିର୍ମାଣ କଲେ, ' ଯେଉଁ ଦବେତା ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲେ,' ସେ ଇଏ ଅଟେ। ଏହା କହି ସମାନେେ ପରମେଶ୍ବରଙ୍କର ବହୁତ ନିନ୍ଦା କଲେ।
19. ସେତବେେଳେ ତୁମ୍ଭେ ତୁମ୍ଭର ମହାନ କରୁଣା ଯୋଗୁଁ ସମାନଙ୍କେୁ ପ୍ରାନ୍ତର ରେ ପରିତ୍ଯାଗ କଲ ନାହିଁ। ପଥ ପଢାଇବା ନିମନ୍ତେ ଦିବସ ରେ ମେଘସ୍ତମ୍ଭ ଓ ରାତ୍ରି ରେ ଅଗ୍ନି ମଶାଲକୁ ସମାନଙ୍କେଠାରୁ ଛଡାଇ ନଇେ ନାହିଁ।
20. ତୁମ୍ଭେ ସମାନଙ୍କେୁ ଶିକ୍ଷା ଦବୋ ପାଇଁ ଆପଣାର ମଙ୍ଗଳମଯ ଆତ୍ମା ପ୍ରଦାନ କଲ। ତୁମ୍ଭେ ସମାନଙ୍କେଠାରୁ ତୁମ୍ଭର ମାନ୍ନା ଛଡାଇ ନଲେ ନାହିଁ। ସମାନଙ୍କେର ତୃଷ୍ନା ନିବାରଣାର୍ଥେ ସମାନଙ୍କେୁ ଜଳ ଦଲେ।
21. ତୁମ୍ଭେ ଗ୍ଭଳିଶ ବର୍ଷ ପର୍ୟ୍ଯନ୍ତ ପ୍ରାନ୍ତର ରେ ସମାନଙ୍କେୁ ପ୍ରତିପାଳନ କଲ। ସମାନଙ୍କେର କିଛି ଅଭାବ ହେଲା ନାହିଁ। ସମାନଙ୍କେର ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ସମାନଙ୍କେର ପାଦ ଫୁଲିଲା ନାହିଁ।
22. ହେ ସଦାପ୍ରଭୁ, ତୁମ୍ଭେ ତାଙ୍କୁ ନାନା ରାଜ୍ଯ ଓ ଗୋଷ୍ଠୀ ଦଲେ ଓ ତାହା ସମାନଙ୍କେ ବାଣ୍ଟ ଅନୁସାରେ ନିରୂପଣ କଲ। ତେଣୁ ସମାନେେ ସୀହାନେ ଦେଶ ହିଷ୍ବୋନ୍ ରାଜାର ଦେଶ, ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ।
23. ତୁମ୍ଭେ ସମାନଙ୍କେ ବଂଶଧରଗଣଙ୍କୁ ଆକାଶର ନକ୍ଷେତ୍ରଗଣ ତୁଲ୍ଯ ବହୁ ସଂଖ୍ଯକ କଲ। ଯେଉଁଦେଶ ସମାନେେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସମାନଙ୍କେ ପୂର୍ବପୁରୁଷଗଣଙ୍କଠା ରେ ଶପଥ କରିଥିଲ, ସହେି ଦେଶକୁ ସମାନଙ୍କେୁ ଆଣିଲ।
24. ଏହିପରି ସହେି ସନ୍ତାନଗଣ ଦେଶ ରେ ପଶି ଅଧିକାର କଲେ। ଆଉ ତୁମ୍ଭେ ସମାନଙ୍କେ ସମ୍ମୁଖ ରେ ସହେି ଦେଶବାସୀ କିଣାନୀଯମାନଙ୍କୁ ପରାସ୍ତ କଲ। ସମାନେେ ଯେପରି ନିଜ ଇଛାମତେ ବ୍ଯବହାର କରିବେ। ଏଥିପାଇଁ ସମାନଙ୍କେୁ ଓ ସମାନଙ୍କେ ରାଜଗଣଙ୍କୁ ଓ ଦେଶସ୍ଥ ନାନା ଗୋଷ୍ଠୀକୁ ସମାନଙ୍କେ ହସ୍ତ ରେ ସମର୍ପଣ କଲ।
25. ତହିଁରେ ସମାନେେ ପ୍ରାଚୀର ବେଷ୍ଟୀତ ନଗର ସକଳ ଓ ଉର୍ବର ଭୂମି ଦେଲେ। ସର୍ବପ୍ରକାର ଉତ୍ତମ ଦ୍ରବ୍ଯ ରେ ପରିପୂର୍ଣ୍ଣ ଗୃହ, ଖାଦେିତ କୂପ, ଦ୍ରାକ୍ଷାକ୍ଷେତ୍ର, ଜିତକ୍ଷେତ୍ର ଓ ଅପାର ଫଳବୃକ୍ଷ ଅଧିକାର କଲେ। ସମାନେେ ତୃପ୍ତ ହବୋ ପର୍ୟ୍ଯନ୍ତ ଖାଇଲେ। ସମାନେେ ତୁମ୍ଭର ମହା ମଙ୍ଗଳ ଦାନ ରେ ଆନନ୍ଦ କଲେ।
26. ତଥାପି ସମାନେେ ଅନାଜ୍ଞାବହ ହେଲେ। ସମାନେେ ତୁମ୍ଭ ବିରୁଦ୍ଧ ରେ ଦ୍ରୋହାଚରଣ କଲେ। ସମାନେେ ତୁମ୍ଭର ବ୍ଯବସ୍ଥା ନିଜ ପଛକୁ ପକାଇଲେ। ସମାନେେ ତୁମ୍ଭର ଯେଉଁ ଭବିଷ୍ଯଦ୍ବକ୍ତାମାନେ ତୁମ୍ଭ ପାଖକୁ ଫରେି ଆସିବା ପାଇଁ ୟୁକ୍ତି କଲେ, ସମାନଙ୍କେୁ ହତ୍ଯା କଲେ ସମାନେେ ସହେି ଯାଜକମାନଙ୍କ ପ୍ରତି ବହୁତ ନିନ୍ଦନୀଯ କାର୍ୟ୍ଯ କଲେ।
27. ଏଣୁ ତୁମ୍ଭେ ସମାନଙ୍କେୁ ବିପକ୍ଷଗଣ ହସ୍ତ ରେ ସମର୍ପଣ କରିବାରୁ ସମାନେେ ସମାନଙ୍କେୁ କ୍ଲେଶ ଦେଲେ। ମାତ୍ର କ୍ଲେଶ ସମୟରେ, ସମାନେେ ତୁମ୍ଭଠା ରେ ସାହାୟ୍ଯ ପାଇଁ ଚିତ୍କାର କଲେ ଏବଂ ତୁମ୍ଭେ ସ୍ବର୍ଗରୁ ତାହା ଶୁଣିଲ। ଆପଣାର ବହୁବିଧ ଦୟାନୁସା ରେ ସମାନଙ୍କେୁ ଉଦ୍ଧାର କତ୍ତୁର୍ଗଣ ଦଲେ। ସମାନେେ ବିପକ୍ଷଗଣ ହସ୍ତରୁ ସମାନଙ୍କେୁ ଉଦ୍ଧାର କଲେ।
28. ମାତ୍ର ସମାନେେ ବିଶ୍ରାମ କଲାପରେ, ପୁନ୍ନର୍ବାର ତୁମ୍ଭ ବିରୁଦ୍ଧ ରେ କୁକର୍ମମାନ କଲେ। ଏଣୁ ତୁମ୍ଭେ ସମାନଙ୍କେୁ ଶତୃଗଣଙ୍କ ହସ୍ତ ରେ ସମର୍ପଣ କଲ। ସମାନେେ ସମାନଙ୍କେ ଉପରେ କତ୍ତୃର୍ତ୍ବ କଲେ। ତଥାପି ଯେତବେେଳେ ସମାନେେ ଫରେି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତବେେଳେ ତୁମ୍ଭେ ସ୍ବର୍ଗରୁ ତାହା ଶୁଣିଲ। ଆଉ ଅନକେଥର ତୁମ୍ଭେ ଆପଣା ଦୟା ଅନୁସାରେ ସମାନଙ୍କେୁ ଉଦ୍ଧାର କଲ।
29. ପୁନର୍ବାର ତୁମ୍ଭେ ସମାନଙ୍କେୁ ସତର୍କ କଲ। ତୁମ୍ଭେ ସମାନଙ୍କେୁ, ତୁମ୍ଭ ବ୍ଯବସ୍ଥା ନିକଟକୁ ଫରେିବା ପାଇଁ କହିଲି। କିନ୍ତୁ ସମାନେେ ବହୁତ ଗର୍ବୀ ଥିଲେ। ସମାନେେ ତୁମ୍ଭର ଆଜ୍ଞା ଶୁଣିଲେ ନାହିଁ। ଯଦି ଲୋକମାନେ ତୁମ୍ଭର ବ୍ଯବସ୍ଥା ମାନନ୍ତି, ତବେେ ସମାନେେ ବାସ୍ତବ ରେ ବଞ୍ଚି ପାରିବେ। କିନ୍ତୁ ଆମ୍ଭର ପୂର୍ବପୁରୁଷଗଣ ତୁମ୍ଭର ବ୍ଯବସ୍ଥା ଭଙ୍ଗ କଲେ। ସମାନେେ ବହୁତ ଜିଦ୍ଖୋର ଥିଲେ ଏବଂ ତୁମ୍ଭକୁ ପ୍ରତ୍ଯାଖାନ କଲେ। ସମାନେେ ତୁମ୍ଭର ଆଜ୍ଞା ମାନିଲେ ନାହିଁ।
30. ତଥାପି ବହୁବର୍ଷ ପର୍ୟ୍ଯନ୍ତ ତୁମ୍ଭେ ସମାନଙ୍କେୁ ସହ୍ଯ କଲ ଓ ଆପଣା ଆତ୍ମାଦ୍ବାରା ଆପଣା ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ତୁମ୍ଭେ ସତର୍କ କଲ। ମାତ୍ର ସମାନେେ କର୍ଣ୍ଣପାତ କରିବାକୁ ପ୍ରସ୍ତୁତ ହେଲେ ନାହିଁ। ଏଣୁ ତୁମ୍ଭେ ସମାନଙ୍କେୁ ଅନ୍ୟ ଦେଶୀଯ ଗୋଷ୍ଠୀ ହସ୍ତ ରେ ସମର୍ପଣ କଲ।
31. କାରଣ ତୁମ୍ଭେ ଦୟାବାନ, ତୁମ୍ଭେ ସମାନଙ୍କେୁ ପୁରାପୁରି ଧ୍ବଂସ କଲନାହିଁ। ତୁମ୍ଭେ ସମାନଙ୍କେୁ ପରିତ୍ଯାଗ କଲ ନାହିଁ କାରଣ ତୁମ୍ଭେ କୃପାମଯ ଦୟାଳୁ ପରମେଶ୍ବର ଅଟ।
32. ଏଣୁ ହେ ଆମ୍ଭମାନଙ୍କର ପରମେଶ୍ବର ମହାନ ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ବର ତୁମ୍ଭେ ନିଯମ ଓ ଦୟା ପାଳନ କରିଥାଅ। ଅଶୂରୀଯ ରାଜଗଣର ସମଯାବଧି ଆଜି ପର୍ୟ୍ଯନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ, ଆମ୍ଭମାନଙ୍କ ଯାଜକଗଣ ଉପରେ, ଆମ୍ଭମାନଙ୍କ ଭବିଷ୍ଯଦ୍ ବକ୍ତୃଗଣ ଉପରେ, ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେଉଁ କ୍ଲେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟି ରେ କ୍ଷୁଦ୍ର ଦଖାେ ନଯାଉ।
33. ତଥାପି ଆମ୍ଭମାନଙ୍କ ଉପରେ ଆଜି ପର୍ୟ୍ଯନ୍ତ ଯାହା ଯାହା ଘଟିଅଛି, ସେ ସବୁ ରେ ତୁମ୍ଭେ ଧର୍ମମଯ ଅଟ। କାରଣ ତୁମ୍ଭେ ସତ୍ଯ ବ୍ଯବହାର କରିଅଛ। ମାତ୍ର ଆମ୍ଭମାନେେ ଦୁଷ୍କର୍ମ କରିଅଛୁ।
34. ପୁଣି ଆମ୍ଭମାନଙ୍କ ରାଜଗଣ, ରାଜତପୁତ୍ଗଣ, ଆମ୍ଭର ଯାଜକଗଣ ଓ ଆମ୍ଭର ପୂର୍ବପୁରୁଷଗଣ ତୁମ୍ଭ ବ୍ଯବସ୍ଥା ପାଳନ କରି ନାହାଁନ୍ତି। ସମାନେେ ତୁମ୍ଭର ଆଜ୍ଞା ଏବଂ ତୁମ୍ଭର ସତର୍କବାଣୀ ଶୁଣିଲେ ନାହିଁ, ଯାହା ତୁମ୍ଭେ ସମାନଙ୍କେ ବିରୁଦ୍ଧ ରେ ଦଇେଥିଲ।
35. ହତେୁ ସମାନେେ ଆପଣାମାନଙ୍କ ରାଜ୍ଯ ରେ ସମାନଙ୍କେୁ ତୁମ୍ଭର ପ୍ରଦତ୍ତ ମହାମଙ୍ଗଳ ରେ ଓ ସମାନଙ୍କେ ସମ୍ମୁଖ ରେ ତୁମ୍ଭର ସମର୍ପିତ ପ୍ରଶସ୍ତ ଓ ଉର୍ବର ଦେଶ ରେ ତୁମ୍ଭର ସବୋ କରି ନାହାଁନ୍ତି। କି ନିଜ ନିଜ ଦୁଷ୍କର୍ମରୁ ଫରେି ନାହାଁନ୍ତି।
36. ଆଜି ଆମ୍ଭମାନେେ ଦାସ ହାଇେଅଛୁ। ପୁଣି ତୁମ୍ଭେ ଆମ୍ଭମାନଙ୍କ ପିତୃପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ଯ ଭୋଗ କରିବାକୁ ଦଇେଥିଲେ। ସହେି ଦେଶ ରେ ଆମ୍ଭମାନେେ ଦାସ ହାଇେଅଛୁ।
37. ଆଉ ଆମ୍ଭମାନଙ୍କ ପାପ ହତେୁ ତୁମ୍ଭେ ଯେଉଁ ରାଜଗଣଙ୍କୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସମାନଙ୍କେ ପ୍ରତି ସହେି ଦେଶ ପ୍ରଚୁର ଫଳ ଉତ୍ସର୍ଗ କରୁଅଛି। ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସମାନଙ୍କେର ସ୍ବଚ୍ଛାମତ କ୍ଷମତା ଅଛି। ଆଉ ଆମ୍ଭମାନେେ ମହା କ୍ଲେଶ ରେ ଅଛୁ।
38. ତଥାପି ଏସବୁ ଘଟିଲେ ହେଁ ଆମ୍ଭମାନେେ ଏକ ନିଶ୍ଚିତ ନିଯମ କରି ତାହା ଲେଖିଅଛୁ। ଆଉ ଆମ୍ଭମାନଙ୍କର ଅଧିପତିମାନେ, ଆମ୍ଭମାନଙ୍କ ଲବେୀୟମାନେ ଓ ଆମ୍ଭମାନଙ୍କ ଯାଜକମାନେ ତାହା ମାହେରାଙ୍କିତ କରୁଅଛନ୍ତି।
About ନିହିମିୟା Chapter 9
Read ନିହିମିୟା Chapter 9 online from the Holy Bible. This chapter is part of the Book of ନିହିମିୟା in the Old Testament. Continue reading with the chapter navigation above or explore the complete book.
Book Information
Book: ନିହିମିୟା
Chapter: 9
Testament: Old Testament
How to Read this Chapter
Use the Previous and Next Chapter buttons to continue reading ନିହିମିୟା. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ନିହିମିୟା Chapter 9 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ନିହିମିୟା Chapter 9?
ନିହିମିୟା Chapter 9 is part of the Book of ନିହିମିୟା in the Holy Bible.
Can I read this chapter online?
Yes. You can read the complete ନିହିମିୟା Chapter 9 online for free with easy chapter navigation.
More Chapters from ନିହିମିୟା
- ନିହିମିୟା Chapter 13
- ନିହିମିୟା Chapter 10
- ନିହିମିୟା Chapter 1
- ନିହିମିୟା Chapter 8
- ନିହିମିୟା Chapter 12
- ନିହିମିୟା Chapter 5
- ନିହିମିୟା Chapter 3
Explore More from ପୁରାତନ ନିୟମ
- ହବକକୂକ Chapter 3
- ଯିଶାଇୟ Chapter 42
- ହୋଶେୟ Chapter 13
- ଲେବୀୟ ପୁସ୍ତକ Chapter 1
- ଯିହିଜିକଲ Chapter 22
- ଯିହିଜିକଲ Chapter 41
- ଆଦି ପୁସ୍ତକ Chapter 46