ପରମଗୀତ Chapter 2

For English

Read ପରମଗୀତ Chapter 2 Online

Read ପରମଗୀତ Chapter 2 online from the Holy Bible. This chapter is part of the Book of ପରମଗୀତ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ପରମଗୀତ and the Holy Bible online.

Choose a Chapter

ପରମଗୀତ 2

ଅଧ୍ୟାୟ 2

1. ମୁଁ ଶାରୋଣର ଗୋଲାପ ଏବଂ ଉପତ୍ୟକାର କଇଁ ଫୁଲ ଅଟେ।

2. ହେ ମାରେ ପ୍ରିୟେ, କଣ୍ଟକ ମଧିଅରେ ଶାେଶନ୍ ପୁଷ୍ପ ସହେିପରି ତୁମ୍ଭେ ୟୁବତୀଗଣ ମଧିଅରେ ମାରେ ପ୍ରିଯା।

3. ଯେପରି ବନବୃକ୍ଷମାନଙ୍କ ମଧିଅରେ ନାଗରଙ୍ଗ ବୃକ୍ଷ, ସହେିପରି ୟୁବାମାନଙ୍କ ମଧିଅରେ ପ୍ରିଯତମ।

4. ସେ ଆପଣା ଭୋଜନପାନର ଗୃହକୁ ମାେତେ ଆଣିଲେ। ମାେ ଉପ ରେ ପ୍ ରମେ ହିଁ ତାଙ୍କର ପତାକା ହେଲା।

5. କିସ୍ମିସ୍ ପିଠା ଦଇେ ମାେତେ ଶକ୍ତିଶାଳୀ କରି ଓ ସେଓ ଦଇେ ମାେତେ ସତଜେ କରି ଦିଅ, କାରଣ ମୁଁ ପ୍ ରମେ ସହିତ ପୀଡ଼ିତା।

6. ତାହାଙ୍କ ବାମହସ୍ତ ମାେ ମସ୍ତକ ତଳେ ଅଛି। ତାହାଙ୍କ ଦକ୍ଷିଣ ହସ୍ତ ମାେତେ ଆଲିଙ୍ଗନ କରେ।

7. ହେ ୟିରୁଶାଲମ ଚତୁପାଶର୍‌ବର କ୍ଷେତ୍ରସବୁ, କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ନାମ ରେ ମାଠାେ ରେ ପ୍ରତିଜ୍ଞା କର। ଉଚିତ୍ ସମୟରେ ନ ହବୋ ପର୍ୟ୍ଯନ୍ତ ପ୍ ରମେକୁ ଜଗାଅ ନାହିଁ।

8. ମୁଁ ମାରେ ପ୍ରିଯତମାର ରବ ଶୁଣୁ ଅଛି। ଦେଖ ସେ ପର୍ବତଗଣ ଉପ ରେ ଲୁଚି ଉପପର୍ବତଗଣ ଉପ ରେ ଡ଼ଇେଁ ଡ଼ଇେଁ ଆସୁ ଅଛନ୍ତି।

9. ମାହେର ପ୍ରିଯତମ ଏକ ହରିଣ ଓ ଏକ ତରୁଣ ମୃଗତୁଲ୍ଯ। ଦେଖ, ସେ ଝରକା ଦଇେ ଅନାଇ ଅଛନ୍ତି, ପ୍ରାଚୀର ପେଛ ଠିଆ ହାଇେଛନ୍ତି। ସେ ଜାଲି ପରତା ବାଟେ ଆପଣାକୁ ଦଖାେଉ ଅଛନ୍ତି।

10. ମାହେର ପ୍ରିଯତମ କଥା କହିଲେ ଓ ସେ ମାେତେ କହିଲେ, " ହେ ମାରେ ପ୍ରିୟେ, ମାହେର ସୁନ୍ଦରୀ, ଉଠ, ବାହାରି ଆସ।

11. କାରଣ ଦେଖ ଶୀତ ଚାଲିୟାଇଛି ଓ ବୃଷ୍ଟି ବନ୍ଦ ହାଇୟୋଇଛି।

12. ଭୂମିରେ ପୁଷ୍ପଗୁଡ଼ିକ ପ୍ରସ୍ଫୁଟିତ ହାଇେଅଛି। ପକ୍ଷୀଗଣର ଗାଯନକାଳ ଉପସ୍ଥିତ ହାଇେଛି। ଆମ୍ଭମାନଙ୍କ ଦେଶ ରେ କପୋତର ଶବ୍ଦ ଶୁଣା ଯାଉଅଛି।

13. ପାଚିଲା ଡ଼ିମ୍ବିରି ଫଳସବୁ ଡ଼ିମିରି ବୃକ୍ଷ ରେ ଅଙ୍କୁରିତ ହେଉଛି। ଦ୍ରାକ୍ଷାଲତା ପୁଷ୍ପିତ ହାଇେ ଏହାର ସୁବାସ ବିଚ୍ଛୁରିତ ହାଇଯୋଉଛି। ହେ ମାରେ ପ୍ରିୟେ, ମାରେ ସୁନ୍ଦରୀ, ଉଠ ଏବଂ ବାହାରକୁ ଆସ।"

14. ହେ ମାରେ କପୋତି, ତୁମ୍ଭେ ଶୈଳର ଫାଟ ରେ ଗଡ଼ନ୍ତି ସ୍ଥାନର ଅନ୍ତରାଳ ରେ ଅଛ। ମାେତେ ତୁମ୍ଭ ରୂପ ଦେଖିବାକୁ ଦିଅ। ମାେତେ ତୁମ୍ଭ ରବ ଶୁଣିବାକୁ ଦିଅ। କାରଣ ତୁମ୍ଭର ରବ ସୁମିଷ୍ଟ ଓ ତୁମ୍ଭର ରୂପ ମ ନୋହର।

15. ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରୁଥିବା େଛାଟ କୋକିଶିଆଳିଗୁଡ଼ିକୁ ଧର। କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହାଇେଅଛି।

16. ହେ ମାରେ ପ୍ରିଯତମ, ତୁମ୍ଭେ ମାରେ, ମୁଁ ତୁମ୍ଭର ଅଟେ। ମାରେପ୍ରିଯତମ, ସେ କଇଁଫୁଲମାନଙ୍କ ମଧିଅରେ ଆପଣା ପଲ ଚରାଉଅଛନ୍ତି।

17. ହେ ମାରେ ପ୍ରିଯତମ, ଯେତବେେଳେ ଦିନ ଆ ସେ ଓ ଛାଇ ତୁମ୍ଭଠାରୁ ଗଡ଼ିୟାଏ, ଫରେିଆସ, ବେଥର ପର୍ବତର ହରିଣ ଓ ମୃଗଶାବକ ତୁଲ୍ଯ ହୁଅ।

About ପରମଗୀତ Chapter 2

Read ପରମଗୀତ Chapter 2 online from the Holy Bible. This chapter is part of the Book of ପରମଗୀତ in the Old Testament. Continue reading with the chapter navigation above or explore the complete book.

Book Information

Book: ପରମଗୀତ
Chapter: 2
Testament: Old Testament

How to Read this Chapter

Use the Previous and Next Chapter buttons to continue reading ପରମଗୀତ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ପରମଗୀତ Chapter 2 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ପରମଗୀତ Chapter 2?

ପରମଗୀତ Chapter 2 is part of the Book of ପରମଗୀତ in the Holy Bible.

Can I read this chapter online?

Yes. You can read the complete ପରମଗୀତ Chapter 2 online for free with easy chapter navigation.

More Chapters from ପରମଗୀତ

  1. ପରମଗୀତ Chapter 5
  2. ପରମଗୀତ Chapter 4
  3. ପରମଗୀତ Chapter 8
  4. ପରମଗୀତ Chapter 6
  5. ପରମଗୀତ Chapter 3
  6. ପରମଗୀତ Chapter 1
  7. ପରମଗୀତ Chapter 7

Explore More from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 14
  2. ଯିରିମିୟ Chapter 14
  3. ଲେବୀୟ ପୁସ୍ତକ Chapter 12
  4. ଗୀତସଂହିତା Chapter 80
  5. ଯାତ୍ରା ପୁସ୍ତକ Chapter 4
  6. ଯୂନସ Chapter 1
  7. ଦିତୀୟ ଶାମୁୟେଲ Chapter 23

Related Chapters & Readings

  1. ଆଦି ପୁସ୍ତକ Chapter 8
  2. ଯିହିଜିକଲ Chapter 7
  3. ସିଫନିୟ Chapter 3
  4. ଯିଶାଇୟ Chapter 53
  5. ଦ୍ୱିତୀୟ ବିବରଣ Chapter 19
  6. ମାଥିଉ Chapter 22
  7. 2 ଥେସଲନୀକୀୟ Chapter 2
Share Your Love

Leave a Reply

Your email address will not be published. Required fields are marked *