ପ୍ରଥମ ରାଜାବଳୀ Chapter 19

For English

Read ପ୍ରଥମ ରାଜାବଳୀ Chapter 19 Online

Read ପ୍ରଥମ ରାଜାବଳୀ Chapter 19 online from the Holy Bible. This chapter is part of the Book of ପ୍ରଥମ ରାଜାବଳୀ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ପ୍ରଥମ ରାଜାବଳୀ and the Holy Bible online.

Choose a Chapter

ପ୍ରଥମ ରାଜାବଳୀ 19

ଅଧ୍ୟାୟ 19

1. ଆହାବ୍ ଏଲିଯଙ୍କର ସମସ୍ତ କୃତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ୍ଗ ରେ ସମସ୍ତ ଭବିଷ୍ଯଦ୍ବକ୍ତାଗଣଙ୍କୁ ହତ୍ଯା କରିଥିଲେ, ସେ ସମସ୍ତ ଈଷବଲକେୁ ଜଣାଇଲେ।

2. ତେଣୁ ଈଷବଲେ ଏଲିଯଙ୍କ ନିକଟକୁ ଦୁତ ପଠାଇଲେ, "ମୁଁ ପ୍ରତିଜ୍ଞା କରୁଛି, ଆସନ୍ତା କାଲି ଠିକ୍ ଏହି ସମୟରେ ମୁଁ ତୁମ୍ଭଙ୍କୁ ହତ୍ଯା କରିବି, ଠିକ୍ ତୁମ୍ଭେ ସହେି ଭବିଷ୍ଯଦ୍ବକ୍ତାଙ୍କୁ ହତ୍ଯା କଲାପରି। ଯଦି ମୁଁ ତୁମ୍ଭକୁ ହତ୍ଯା ନ କରେ, ତବେେ ଦବେତାଗଣ ମାେତେ ଅଧିକ ଦଣ୍ତ ଦଇପୋରନ୍ତି।"

3. ଯେତବେେଳେ ଏଲିଯ ଏ ସମ୍ବାଦ ଶୁଣିଲେ, ସେ ଭୟଭୀତ ହେଲେ। ତେଣୁ ସେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ନିଜର ସବେକ ସହିତ ଯିହୁଦାର ବରେଶବୋକୁ ଗ୍ଭଲିଗଲେ ଓ ତାକୁ ସେ ସଠାେରେ ଛାଡିଲେ।

4. ଏଲିଯ ପ୍ରାନ୍ତର ଭିତ ରେ ଦିନସାରା ଗ୍ଭଲି ଏକ ରୋତମ ବୃକ୍ଷମୂଳ ରେ ବସି ପଡିଲେ ଓ ନିଜର ମୃତ୍ଯୁ ପାଇଁ ପ୍ରାର୍ଥନା କରି କହିଲେ, "ଏହା ୟଥେଷ୍ଟ ହେଲାଣି, ହେ ସଦାପ୍ରଭୁ, ମାରେ ପ୍ରାଣ ନିଅ, କାରଣ ମୁଁ ମାରେ ପୂର୍ବପୁରୁଷଙ୍କଠାରୁ ଭଲ ନୁହେଁ।"

5. ତା'ପରେ ଏଲିଯ ସେ ରୋତମ ଗଛମୂଳ ରେ ନିଦ୍ରା ଗଲେ। ଏହାପରେ ଜଣେ ସ୍ବର୍ଗଦୂତ ଆସିଲେ ଓ ତାକୁ ସ୍ପର୍ଶ କରି କହିଲେ, "ଉଠ! ଭୋଜନ କର।"

6. ଅନନ୍ତର ଏଲିଯ ଦେଖିଲେ ତାଙ୍କର ମୁଣ୍ତ ପାଖ ରେ ଅଙ୍ଗାର ରେ ପକ୍ବ ଏକ ପିଠା ଓ ଏକ ଜଳପାତ୍ର ଅଛି। ସେ ଭୋଜନ ଓ ପାନକରି ପୁନର୍ବାର ଶଯନ କଲେ।

7. ଏହାପରେ ସଦାପ୍ରଭୁଙ୍କ ଦୃତ ପୁନର୍ବାର ଦ୍ବିତୀୟଥର ଆସି ସ୍ପର୍ଶ କଲେ ଓ କହିଲେ, "ଉଠ! ଭୋଜନ କର। କାରଣ ତୁମ୍ଭେ ଦୀର୍ଘ ୟାତ୍ରା ପାଇଁ ଶକ୍ତିଶାଳୀ ହବୋ ଦରକାର।"

8. ତେଣୁ ଏଲିଯ ଉଠି ଭୋଜନ ପାନ କଲେ। ସେ ଖାଦ୍ୟ ରେ ଏତେ ଶକ୍ତି ଲାଭ କଲେ ଯେ ସେ ଗ୍ଭଳିଶ ଦିନ ଓ ଗ୍ଭଳିଶ ରାତି ପରମେଶ୍ବରଙ୍କ ପର୍ବତ ହାରେବେ ପହଞ୍ଚିଲା ପର୍ୟ୍ଯନ୍ତ ଗ୍ଭଲି ଗ୍ଭଲି ଗଲେ।

9. ସଠାେରେ ଏଲିଯ ଏକ ଗହ୍ବର ରେ ରାତ୍ରି ୟାପନ କଲେ।

10. ଏଲିଯ ଉତ୍ତର କଲେ, "ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର, ମୁଁ ମାରେ ସମସ୍ତ ଶକ୍ତି ସାମର୍ଥ୍ଯ ଦଇେ ତୁମ୍ଭର ସବୋ କଲି। ମାତ୍ର ଇଶ୍ରାୟେଲ ଲୋକମାନେ ତୁମ୍ଭର ନିଯମ ଭଂଗ କଲେ ଓ ତୁମ୍ଭର ୟଜ୍ଞବଦେୀକୁ ଧ୍ବଂସ କଲେ। ତୁମ୍ଭର ସମସ୍ତ ଭବିଷ୍ଯଦ୍ବକ୍ତାଗଣଙ୍କୁ ବଧ କଲେ। ମୁଁ କବଳେ ଅବଶିଷ୍ଟ ରହିଲି। ସମାନେେ ମାେ ପ୍ରାଣ ନବୋକୁ ମଧ୍ଯ ଅନ୍ବଷେଣ କରୁଛନ୍ତି।"

11. ତା'ପରେ ସଦାପ୍ରଭୁ ଏଲିଯକୁ କହିଲେ, "ୟାଅ, ପର୍ବତ ଉପରେ ମାେ ସମ୍ମୁଖ ରେ ଛିଡା ହୁଅ। ମୁଁ ତୁମ୍ଭ ପାଖ ଦଇେ ଅତିକ୍ରମ କରିବି।" ତା'ପରେ ପ୍ରବଳ ଓ ପ୍ରଚଣ୍ତ ବାଯୁ ସଦାପ୍ରଭୁଙ୍କ ସମ୍ମୁଖ ରେ ପର୍ବତଗଣଙ୍କୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ତ ବିଖଣ୍ତିତ ହେଲା। ମାତ୍ର ସଦାପ୍ରଭୁ ସହେି ବାଯୁ ରେ ନଥିଲେ। ପୁଣି ପ୍ରବଳ ପବନ ପରେ ଭୂମିକମ୍ପ ହେଲା, ମାତ୍ର ସଦାପ୍ରଭୁ ସହେି ଭୂମିକମ୍ପରେ ନଥିଲେ।

12. ଭୂମିକମ୍ପ ପରେ ସଠାେରେ ଅଗ୍ନି ବ୍ଯାପିଲା, ମାତ୍ର ସଦାପ୍ରଭୁ ସହେି ଅଗ୍ନି ରେ ନ ଥିଲେ। ଅଗ୍ନି ପରେ ଏକ ଶାନ୍ତ କ୍ଷୁଦ୍ର ରବ ହେଲା।

13. ଯେତବେେଳେ ଏଲିଯ ସହେି ରବ ଶୁଣିଲେ, ସେ ନିଜ ବସ୍ତ୍ର ରେ ନିଜର ମୁଖକୁ ଆଚ୍ଛାଦନ କଲେ ଓ ଗହ୍ବରର ପ୍ରବେଶ ପଥ ନିକଟରେ ୟାଇ ଛିଡା ହେଲେ। ସହେିସ୍ବର କହିଲା, " ହେ ଏଲିଯ, ତୁମ୍ଭେ ଏଠା ରେ କ'ଣ କରୁଛ?"

14. ଏଲିଯ କହିଲେ, "ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର, ମୁଁ ମାରେ ସମସ୍ତ ଶକ୍ତି ଦଇେ ତୁମ୍ଭକୁ ସବୋ କଲି ମାତ୍ର ଇଶ୍ରାୟେଲ ଲୋକମାନେ ତୁମ୍ଭ ସହିତ ଯେଉଁ ନିଯମ ଥିଲା ତାକୁ ଭଙ୍ଗ କଲେ। ସମାନେେ ତୁମ୍ଭର ୟଜ୍ଞବଦେୀକୁ ଧ୍ବଂସ କଲେ। ସମାନେେ ତୁମ୍ଭର ସମସ୍ତ ଭବିଷ୍ଯଦ୍ବକ୍ତାଙ୍କୁ ବଧ କଲେ। ମୁଁ ଏକମାତ୍ର ଭବିଷ୍ଯଦ୍ବକ୍ତା ୟିଏ କି ଏ ପର୍ୟ୍ଯନ୍ତ ବଞ୍ଚିଛି। ବର୍ତ୍ତମାନ ସମାନେେ ମାେତେ ହତ୍ଯା କରିବାକୁ ଚେଷ୍ଟା କରୁଛନ୍ତି।"

15. ତହୁଁ ସଦାପ୍ରଭୁ କହିଲେ, "ତୁମ୍ଭେ ଦମ୍ମେଶକ ପ୍ରାନ୍ତରକୁ ୟାଇଥିବା ପଥରେ ଫରେିୟାଅ। ଦମ୍ମେଶକକୁ ୟାଅ ଓ ସଠାେରେ ହସାଯଲକେୁ ଅରାମର ସିଂହାସନ ରେ ଅଭିଷିକ୍ତ କର।

16. ଆଉ ନିମ୍ଶିର ପୁତ୍ର ଯହେୂକୁ ଇଶ୍ରାୟେଲ ଉପରେ ରାଜାଭିଷିକ୍ତ କର। ଆଉ ଆବଲହେୋଲା ନିବାସୀ ଶାଫଟର ପୁତ୍ର ଇଲୀଶାୟକୁ ତୁମ୍ଭ ସ୍ଥାନ ରେ ଭବିଷ୍ଯଦ୍ବକ୍ତା ରୂପେ ଅଭିଷକେ କର।

17. ତହିଁରେ ଯେଉଁ ଲୋକ ହସାଯଲରେ ଖଡ୍ଗରୁ ବଞ୍ଚିବ ଯହେୂ ତାକୁ ବଧ କରିବ ଓ ଯେ ଯହେୂର ଖଡ୍ଗରୁ ବଞ୍ଚିବ ତାହାକୁ ଇଲୀଶାୟ ବଧ କରିବ।

18. ମୁଁ ଇଶ୍ରାୟେଲ ରେ 7,000 ଜଣଙ୍କୁ ଛାଡି ଦବେି, ଯେଉଁମାନେ କବେେ ବାଲ୍ ଦବେତାଙ୍କୁ ପ୍ରଣାମ କରି ନାହାନ୍ତି। ଏପରିକି ସମାନେେ କବେେ ବାଲ୍ ପ୍ରତିମାକୁ ଚୁମ୍ବନ କରି ନାହାନ୍ତି।"

19. ସଠାରୁେ ଏଲିଯ ପ୍ରସ୍ଥାନ କରି ଶାଫଟଙ୍କ ପୁତ୍ର ଇଲୀଶାୟଙ୍କୁ ଖାଜେିବାକୁ ଗଲେ। ଇଲିଶାଯ ବାରହଳ ବଳଦ ଆଗ ରେ ରଖି ହଳ ବୁଲାଉଥିଲେ ଓ ସେ ଦ୍ବାଦଶ ହଳ ରେ ଥିଲେ। ଏଲିଯ ତାଙ୍କ ନିକଟକୁ ଗଲେ ଓ ଆପଣା କୋଟ୍କୁ ତା' ଉପରେ ପକାଇଲେ।

20. ତହିଁରେ ଇଲୀଶାୟ ବଳଦ ଛାଡି ଏଲିଯଙ୍କ ପେଛ ପେଛ ଦୌଡି କହିଲେ, "ମୁଁ ତୁମ୍ଭକୁ ବିନଯ କରୁଛି, ମାେ ପିତା ମାତାଙ୍କୁ ଚୁମ୍ବନ କରିବାକୁ ମାେତେ ଅନୁମତି ଦିଅନ୍ତୁ। ତା'ପରେ ମୁଁ ବିଦାଯ ନଇେ ତୁମ୍ଭ ପେଛ ପେଛ ୟିବି।"

21. ତା'ପରେ ଇଲୀଶାୟ ତାଙ୍କ ପରିବାର ସହିତ ଉତ୍ତମ ଭୋଜନ କଲେ। ସେ ବଳଦ ହଳକ ନଇେ ବଧ କଲେ ଓ ୟୁଆଳି କାଠ ରେ ମାଂସ ରାନ୍ଧି ଲୋକମାନଙ୍କୁ ଭୋଜନ ଦେଲେ। ତା'ପରେ ସେ ଏଲିଯଙ୍କ ପଶ୍ଚାଦ୍ଗମନ କରି ତାଙ୍କର ସାହାୟ୍ଯ କାରୀ ହେଲେ।

About ପ୍ରଥମ ରାଜାବଳୀ Chapter 19

Read ପ୍ରଥମ ରାଜାବଳୀ Chapter 19 online from the Holy Bible. This chapter is part of the Book of ପ୍ରଥମ ରାଜାବଳୀ in the Old Testament. Continue reading with the chapter navigation above or explore the complete book.

Book Information

Book: ପ୍ରଥମ ରାଜାବଳୀ
Chapter: 19
Testament: Old Testament

How to Read this Chapter

Use the Previous and Next Chapter buttons to continue reading ପ୍ରଥମ ରାଜାବଳୀ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ପ୍ରଥମ ରାଜାବଳୀ Chapter 19 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ପ୍ରଥମ ରାଜାବଳୀ Chapter 19?

ପ୍ରଥମ ରାଜାବଳୀ Chapter 19 is part of the Book of ପ୍ରଥମ ରାଜାବଳୀ in the Holy Bible.

Can I read this chapter online?

Yes. You can read the complete ପ୍ରଥମ ରାଜାବଳୀ Chapter 19 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 1
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 38
  6. ଆଦି ପୁସ୍ତକ Chapter 30
  7. ଆଦି ପୁସ୍ତକ Chapter 26

Explore More from ପ୍ରଥମ ରାଜାବଳୀ

  1. ପ୍ରଥମ ରାଜାବଳୀ Chapter 4
  2. ପ୍ରଥମ ରାଜାବଳୀ Chapter 17
  3. ପ୍ରଥମ ରାଜାବଳୀ Chapter 11
  4. ପ୍ରଥମ ରାଜାବଳୀ Chapter 1
  5. ପ୍ରଥମ ରାଜାବଳୀ Chapter 2
  6. ପ୍ରଥମ ରାଜାବଳୀ Chapter 16
  7. ପ୍ରଥମ ରାଜାବଳୀ Chapter 22

Related Chapters & Readings

  1. ଗୀତସଂହିତା Chapter 80
  2. ଆୟୁବ Chapter 20
  3. ଗଣନା ପୁସ୍ତକ Chapter 34
  4. ବିଚାରକର୍ତ୍ତା Chapter 1
  5. ବିଚାରକର୍ତ୍ତା Chapter 12
  6. ପ୍ରେରିତ Chapter 8
  7. ଗୀତସଂହିତା Chapter 111
Share Your Love

Leave a Reply

Your email address will not be published. Required fields are marked *